ଘରୁ ଡାକିଆଣି ଯୁବକଙ୍କୁ ହତ୍ୟା କଲେ ଦୁର୍ବୃତ୍ତ
ଖୋର୍ଦ୍ଧା,୪ା୪(ପ୍ରଭାତ ପାଣିଗ୍ରାହୀ): ଜଟଣୀ ଥାନା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଏକ ହତ୍ୟାକାଣ୍ଡ ଘଟିଛି। ମୃତକ ଜଟଣୀ ବିକାଶ ନଗରର ମାନସ ଦଳାଇ। ଗୁରୁବାର ବିଳମ୍ବିତ ରାତିରେ ଘରୁ ଡାକିନେଇ ଖଣ୍ଡାରେ ହାଣି ହତ୍ୟା କରିଥିବା ସୂଚନା ମିଳିଛି। ହତ୍ୟାକାଣ୍ଡ ପଛରେ ନିଶା…
ଏବେ ବି ରାଜସ୍ବ ମାନଚିତ୍ରରେ ନାହିଁ ମାଛକୁଣ୍ଡ ନଦୀ
ନନ୍ଦପୁର,୪ା୪(ତୁଷାରକାନ୍ତ ମହାନ୍ତି): ୨୦୨୪ ଏପ୍ରିଲ ୪ରେ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍ ପାନ୍ଥଲୁଙ୍ଗ ପଞ୍ଚାୟତ ଦେଇ ପ୍ରବାହିତ ମାଛକୁଣ୍ଡ ନଦୀର ଶୋଭାପୁଟ ଓ ସୁଡୁବ ଘାଟ ଜାତୀୟ ହରିତ ଅଧିକରଣ(ଗ୍ରୀନ ଟ୍ରିବୁନାଲ) ଟିମ୍ ଦୁଇ ଆନ୍ଧ୍ର-ଓଡ଼ିଶାର ରାଜସ୍ବ ଅଧିକାରୀଙ୍କ ସହ ପରିଦର୍ଶନ…
ବ୍ୟବସାୟ ନୁହେଁ, ସାଲିସ୍ବିହୀନ ଶିକ୍ଷାକୁ ପ୍ରାଧାନ୍ୟ
ଯୁବୋଦୟ ଇନ୍ଷ୍ଟିଚ୍ୟୁଟର ନିର୍ଦ୍ଦେଶକ ଅମ୍ବରୀଶ ଦାଶ ସମ୍ବଲପୁରରେ ୧୯୭୧ରେ ଜନ୍ମଗ୍ରହଣ କରିଥିଲେ। କଟକରେ ପଦାର୍ଥ ବିଜ୍ଞାନରେ ସ୍ନାତକ ଏବଂ ଦିଲ୍ଲୀରେ ଏମ୍ବିଏ କରିବା ପରେ ସେଠାରେ ଏକ କମ୍ପାନୀରେ ଯୋଗଦେଇଥିଲେ। ପରବର୍ତ୍ତୀ ସମୟରେ ନିଜ ଜନ୍ମମାଟିରେ ଓଡ଼ିଶାରେ କିଛି କରିବାକୁ ଚାହଁୁଥିଲେ।…
ଓ୍ବକଫ୍ ବିଲ୍କୁ ନେଇ ବିଜେଡିର ବଦଳ ବେପାର
ଭୁବନେଶ୍ୱର,୪ା୪(ସୁନିତ୍ ମିଶ୍ର): ଓ୍ବକଫ୍ ବିଲ୍ ରାଜ୍ୟ ସଭାରେ ପାରିତହେବା ପୂର୍ବରୁ ବିଜେଡିର ରାଜନୈତିକ ଚରିତ୍ର ଆଉ ଥରେ ପଦାରେ ପଡ଼ିଯାଇଛି। ରାଜ୍ୟ ସଭାରେ ଓ୍ବକଫ୍ ବିଲ୍ ଉପରେ ସକାଳବେଳା ଚାଲିଥିବା ଆଲୋଚନାରେ ଭାଗନେଇ ବିଜେଡି ଏମ୍ପି ମୁଜିବୁଲ୍ଲା (ମୁନ୍ନା) ଖାଁ ଏହାକୁ…
ଓଡ଼ିଶା ହେବ ଶିଳ୍ପର କ୍ୟାପିଟାଲ ହବ୍: ମୁଖ୍ୟମନ୍ତ୍ରୀ
ଖୋର୍ଦ୍ଧା/ନିରାକାରପୁର,୩ା୪(ପ୍ରଭାତ ପାଣିଗ୍ରାହୀ/ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ରାଜ୍ୟର ବିକାଶରେ ସର୍ବାଧିକ ଗୁରୁତ୍ୱବହନ କରିବ। ଜିଲାରେ ୬ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ କରାଯାଇଛି। ଏହା ପୂର୍ଣ୍ଣ କାର୍ଯ୍ୟକ୍ଷମ ହେଲେ ଜିଲାରେ ୩୭ହଜାର ବେକାର ଶିକ୍ଷିତ ଯୁବତୀଯୁବକ ନିଯୁକ୍ତି ସୁଯୋଗ ପାଇପାରିବେ। ବିକାଶ…
ହଷ୍ଟେଲରେ ମଦ ପିଉଥିଲେ; ଦେଖିନେଲେ ବୋଲି ବ୍ଲେଡରେ ଷଷ୍ଠ ଶ୍ରେଣୀ ଛାତ୍ରଙ୍କ ହାତକୁ କାଟିଲେ, ଲୁଣ ମାରିଲେ ନବମ ଶ୍ରେଣୀ ଛାତ୍ର
ଉଦଳା,୩।୪(ସନ୍ତୋଷ କୁମାର ବାଛିନି): ଛୋଟ ପିଲା ବୟସରେ ଭୟଙ୍କର ବ୍ୟବହାର। ର଼୍ୟାଗିଂ କରିବାକୁ ଯାଇ ଷଷ୍ଠ ଶ୍ରେଣୀ ଛାତ୍ରଙ୍କ ଦେହକୁ ବ୍ଲେଡରେ କାଟିଲେ। ପରେ କ୍ଷତରେ ଲୁଣ ମାରି ବନ୍ଦ କଠୋରୀରେ ଦେଲେ ନିର୍ଯ୍ୟାତନା। ଖୁଣ୍ଟା ଥାନା ବାସିପିଠା ଏସଏସଡି ହାଇସ୍କୁଲରୁ…
ଛାତ ଉପରେ ମହୁଲ ଶୁଖାଇବାକୁ ଯାଇଥିଲେ, ମୁକୁଳା ସର୍ଭିସ ତାର ନେଇଗଲା ଜୀବନ
ଆନନ୍ଦପୁର, ୩।୪(ସୁଶାନ୍ତ କୁମାର ସାହୁ): ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ଜୀବନ ଯାଇଛି । ଏଭଳି ଦୁଃଖଦ ଘଟଣା ଆନନ୍ଦପୁର ଥାନା କଣ୍ଟିପାଳ ପଞ୍ଚାୟତ କଣ୍ଟିପାଳ ପଇତାପାଣି ଗ୍ରାମରେ ଦେଖିବାକୁ ମିଳିଛି । ଖବରରୁ ପ୍ରକାଶ ଯେ, ଗୁରୁବାର…
ପୁଣି ରାଜ୍ୟବ୍ୟାପୀ ଆନ୍ଦୋଳନ ଡାକରା ଦେଲେ ଭକ୍ତ, ରାଜନୀତି ହଲଚଲ
ଭୁବନେଶ୍ୱର,୩।୪: ଓଡ଼ିଶାରେ ରାଜନୈତିକ ଉତ୍ତେଜନା ଦିନକୁ ଦିନ ବଢ଼ିଚାଲିଛି। ଏହି ପରିପ୍ରେକ୍ଷୀରେ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତଚରଣ ଦାସ ଏକ ଜୋରଦାର ଘୋଷଣା କରି ରାଜ୍ୟବ୍ୟାପୀ ଆନ୍ଦୋଳନର ସଙ୍କେତ ଦେଇଛନ୍ତି। ସମ୍ପ୍ରତି କଳାହାଣ୍ଡି ଜିଲାରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମୟରେ…
ସମ୍ବଲପୁରରେ DGP, କର୍ମଚାରୀଙ୍କୁ ବଣ୍ଟନ କଲେ ଡିଜି ପଦକ
ସମ୍ବଲପୁର,୩ା(ପ୍ରମୋଦ ବହିଦାର): ସମ୍ବଲପୁର ଗସ୍ତରେ ଆସି ଗୁରୁବାର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୂର ଖୁରାନିଆ। ସମ୍ବଲପୁରରେ ଗତ ରାତିରେ ରହଣି ପରେ ଗୁରୁବାର ସକାଳେ ସର୍ବ ପ୍ରଥମେ ମା’ ସମଲେଶ୍ୱରୀ ପୀଠରେ ମା’ଙ୍କ ଦର୍ଶନ…
ମୁଖ୍ୟମନ୍ତ୍ରୀ ଆସିବା ପୂର୍ବରୁ କଂଗ୍ରେସର ବିରୋଧ, କର୍ମୀଙ୍କୁ ଉଠାଇନେଲା ପୋଲିସ
ଖୋର୍ଦ୍ଧା,୩ା୪(ପ୍ରଭାତ ପାଣିଗ୍ରାହୀ) : ଖୋର୍ଦ୍ଧା ହଳଦୀପଦା ଓ ମୁଣ୍ଡାମ୍ବ କାଳିବେତୀଠାରେ ବିଭିନ୍ନ ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ। ଆଇନଶୃଙ୍ଖଳା ଦୃଷ୍ଟିରୁ କଂଗ୍ରେସ ମୁଖପାତ୍ର ତଥା ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ସୋନାଲି ସାହୁଙ୍କ ସମେତ ୫ଜଣ ସହଯୋଗୀଙ୍କୁ ଜଟଣୀ ବାଇପାସ…
ଆସିବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପର କରିବେ ଭିତ୍ତିପ୍ରସ୍ତର ସ୍ଥାପନ
ଖୋର୍ଦ୍ଧା,୩ା୪(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାରେ ଶିଳ୍ପ ପ୍ରକଳ୍ପଗୁଡ଼ିକର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ହଳଦୀପଦା ଅସ୍ଥାୟୀ ହେଲିପ୍ୟାଡ୍ରେ ମୁଖ୍ୟମନ୍ତ୍ରୀ ଅବତରଣ କରିବେ। ହଳଦୀପଦା ଓ କାଳିବେତୀ ଦୁଇଟି ସ୍ଥାନରେ ଶିଳ୍ପ ପ୍ରକଳ୍ପ ଶିଳାନ୍ୟାସ…
ବିଧାନସଭାରେ ରାତିତମାମ ବିତର୍କ, ଅନିର୍ଦ୍ଦିଷ୍ଟ କାଳ ଯାଏଁ ଗୃହକୁ ମୁଲତବୀ ରଖିଲେ ବାଚସ୍ପତି
ଭୁବନେଶ୍ୱର ୩।୪: ଶେଷ ହେଲା ସପ୍ତଦଶ ବିଧାନସଭା ଅଧିବେଶନ । ଅନିର୍ଦ୍ଧିଷ୍ଟ କାଳ ପାଇଁ ଗୃହକୁ ମୂଲତବୀ ଘୋଷଣା କଲେ ବାଚସ୍ପତି । ଆଗକୁ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ନଥିବାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା ଲାଗି ପ୍ରସ୍ତାବ ଆଣିଥିଲେ…

