ରାଜ୍ୟ

ବଡ଼ ପଦକ୍ଷେପ: ଆଜିଠୁ ନିଷ୍କ୍ରିୟ ମୋବାଇଲ ନମ୍ବରରେ ମିଳିବନି UPI ସେବା

ଭୁବନେଶ୍ୱର,୧ା୪: ଜାଲିଆତି ଓ ଆର୍ଥିକ ଠକେଇ ନିୟନ୍ତ୍ରଣ ପାଇଁ ୟୁନିଫାଏଡ୍‌ ପେମେଣ୍ଟସ୍‌ ଇଣ୍ଟରଫେସ୍‌(ୟୁପିଆଇ) ସହ ଜଡ଼ିତ ଅନେକ ନିୟମ ପରିବର୍ତ୍ତନ କରାଯାଇଛି। ଏହି କ୍ରମରେ ବ୍ୟାଙ୍କ୍‌ରେ ଲିଙ୍କ ହୋଇଥିବା ଉପଭୋକ୍ତାଙ୍କ ମୋବାଇଲ ନମ୍ବର ଦୀର୍ଘ ସମୟ ଧରି ନିଷ୍କ୍ରିୟ ଥିଲେ ଏପ୍ରିଲ…

ପଦବୀ ପୂରଣ ହେଉନି, କେନ୍ଦ୍ରରୁ ଫେରୁନାହାନ୍ତି: ଓଡ଼ିଶାରେ ୩୬% ଆଇଏଏସ୍‌, ୪୮% ଆଇପିଏସ୍‌ ଅଫିସର ପଦବୀ ଖାଲି

ଭୁବନେଶ୍ୱର, ୧ା୪(ସୁନିତ୍‌ ମିଶ୍ର): ରାଜ୍ୟରେ ଯେତିକି ମଞ୍ଜୁରୀପ୍ରାପ୍ତ ଉଚ୍ଚପଦସ୍ଥ ସରକାରୀ ପଦପଦବୀ ରହିଛି ତାହା ପୂରଣ ହେଉନାହିଁ। ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌), ଭାରତୀୟ ପୋଲିସ ସେବା (ଆଇପିଏସ୍‌)ଠାରୁ ଆରମ୍ଭ କରି ଭାରତୀୟ ବନ ସେବା (ଆଇଏଫ୍‌ଏସ୍‌), ଓଡ଼ିଶା ପ୍ରଶାସନିକ ସେବା…

ଓଡ଼ିଶା ଦିବସ: ଉତ୍କଳର ଗୌରବ ଓ ଐତିହ୍ୟର ଉତ୍ସବ

ଭୁବନେଶ୍ୱର, ୧ା୪: ଆଜି ଏପ୍ରିଲ୍ ୧, ୨୦୨୫, ଓଡ଼ିଶା ଦିବସ ବା ଉତ୍କଳ ଦିବସ ରାଜ୍ୟରେ ବହୁ ଉତ୍ସାହର ସହ ପାଳନ କରାଯାଉଛି। ୧୯୩୬ ମସିହାରେ ଏହି ଦିନ ଓଡ଼ିଶା ଏକ ସ୍ୱତନ୍ତ୍ର ପ୍ରଦେଶ ଭାବେ ଗଠନ ହୋଇଥିଲା, ଯାହା ଭାରତରେ…

ପାରାଦୀପର ସୁପର ସ୍ପେଶିଆଲିଟି ହସ୍ପିଟାଲ: ନେତାଙ୍କ କଥାରେ ରହୁନି ତାଳମେଳ

ପାରାଦୀପ,୧।୪(ଶରତ ରାଉତ): ଜଗତ୍‌ସିଂହପୁର ଜିଲା ପାରାଦୀପରେ ସୁପର ସ୍ପେଶିଆଲିଟି ହସ୍ପିଟାଲ ହେବ ବୋଲି ସରକାରୀ ଭାବେ ୨୦୧୩ରୁ ଘୋଷଣା କରାଗଲାଣି। ଏବେବି ସେମିତି ସରକାରୀ ଭାବେ ଘୋଷଣା କରାଯାଇଛି। ବାସ୍ତବରେ ଏପରି ହସ୍ପିଟାଲ କେବେ ହେବ, ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।…

ହାଇୱା ପଛରେ ପିଟିଲା ବାଇକ୍‌: ଜଣେ ମୃତ କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ଲାଞ୍ଜିଗଡ,୩୧ା୩( ରମେଶ ଚନ୍ଦ୍ର ନାୟକ):ଲାଞ୍ଜିଗଡରୁ ମୁନିଗୁଡାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ବେଦାନ୍ତ କାରଖାନା ନିକଟରେ ରାସ୍ତା କଡ଼ରେ ଠିଆ ହୋଇଥିବା ଏକ ହାଇୱା ପଛରେ ବାଇକ୍‌ ପିଟି ହୋଇ ଜଣଙ୍କ ମୃତ୍ୟୁ ଘଟିଛି। ମୃତ ବାଇକ ଆରୋହୀ ହେଲେ ବେଦାନ୍ତ…

ଭିସୁଟ ଛାତ୍ରୀ ଚିନ୍ମୟୀ ଆତ୍ମହତ୍ୟା ମାମଲା: ପୁରୁଷ ବନ୍ଧୁ ଗିରଫ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ଭିସୁଟ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ଆତ୍ମହତ୍ୟା ମାମଲାରେ ସୋମବାର ବୁର୍ଲା ପୋଲିସ ତାଙ୍କ ପୁରୁଷ ବନ୍ଧୁ ପ୍ରୀତିମାନ ଦେ(୨୭)ଙ୍କୁୁ ଗିରଫ କରଛି। ଏହି ଘଟଣାକୁ ନେଇ ଗତ ୨୦୨୩ରେ ବୁର୍ଲା ଥାନାରେ କେସ ନମ୍ବର ୯୬/୨୦୨୩ରେ ଦଫା…

ଚଳିତ ବର୍ଷ ଏପ୍ରିଲ୍‌ରୁ ଜୁନ୍‌ ଅଗ୍ନିବର୍ଷା: IMD ଡିଜି

ନୂଆଦିଲ୍ଲୀ, ୩୧।୩: ସୋମବାର ଆଇଏମଡି କହିଛି ଯେ, ଭାରତରେ ଏପ୍ରିଲରୁ ଜୁନ୍ ପର୍ଯ୍ୟନ୍ତ ତାପମାତ୍ରା ସ୍ୱାଭାବିକ ଠାରୁ ଅଧିକ ରହିବ। କେନ୍ଦ୍ରୀୟ ଏବଂ ପୂର୍ବ ଭାରତ ଏବଂ ଉତ୍ତର-ପଶ୍ଚିମ ସମତଳ ଅଞ୍ଚଳରେ ଅଧିକ ଭୀଷଣ ଗ୍ରୀଷ୍ମପ୍ରବାହ ହେବ। ଦେଶର ଅଧିକାଂଶ ଅଞ୍ଚଳରେ…

ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ

ଟେନସା,୩୧ା୩(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ମାଳଦା ନିକଟସ୍ଥ ଜଙ୍ଗଲରୁ ସୋମବାର ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି। ମୃତଦେହଟି ଉଲଗ୍ନ ଥିବାବେଳେ ମହିଳାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରୁଛି। ହେଲେ ମହିଳାଙ୍କ ପରିଚୟ…

୩ ମାସରେ ପୈଠ କରନ୍ତୁ ଟ୍ରାଫିକ୍ ଜରିମାନା ନହେଲେ କଟିଯିବ ଡ୍ରାଇଭିଂ ଲାଇସେନ୍ସ

ଭୁବନେଶ୍ୱର, ୩୧।୩: ସରକାର ତିନି ମାସ ମଧ୍ୟରେ ଟ୍ରାଫିକ୍ ଇ-ଚାଲାଣ ପୈଠ ନକରୁଥିବା ବ୍ୟକ୍ତିଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଧ ରଦ୍ଧ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହା ବ୍ୟତୀତ, ଯେଉଁମାନେ ଏକ ଆର୍ଥିକ ବର୍ଷରେ ଲାଲ ସିଗନାଲ ଡେଇଁବା କିମ୍ବା ବିପଦପୂର୍ଣ୍ଣ ଡ୍ରାଇଭିଂ…

ଅମୂଲ୍ୟ ସାଂସ୍କୃତିକ ଐତିହ୍ୟ ଜାତୀୟ ତାଲିକାରେ ସାମିଲ ହେଲା ରଥଯାତ୍ରା, ବାଲିଯାତ୍ରା

ଭୁବନେଶ୍ୱର, ୩୧।୩: ମହାପ୍ରଭୁ ଜଗନ୍ନାଥଙ୍କ ବାର୍ଷିକ ରଥଯାତ୍ରା ଏବଂ କଟକର ଐତିହାସିକ ବାଲି ଯାତ୍ରାକୁ ସଙ୍ଗୀତ ନାଟକ ଏକାଡେମୀର ‘ଜାତୀୟ ଅମୁଲ୍ୟ ସାଂସ୍କୃତିକ ଐତିହ୍ୟ ତାଲିକା’ରେ ଅନ୍ତର୍ଭୁକ୍ତ କରାଯାଇଛି। କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ଅଧୀନସ୍ଥ ସଙ୍ଗୀତ ନାଟକ ଏକାଡେମୀ ସମ୍ପ୍ରତି ସମଗ୍ର…

ନାବାଳିକାଙ୍କୁ ବଳାତ୍କାର: ୨୩ ଦିନ ପରେ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ପୁରୀ,୩୧।୩: ପୁରୀ ଜିଲା ଅସ୍ତରଙ୍ଗ ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ସାମ୍‌ନାକୁ ଆସିଛି। ଜଣେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଅସ୍ତରଙ୍ଗ ଥାନା ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୋଗର ୨୩ ଦିନ ପରେ ପୋଲିସ ବଳାତ୍କାରୀ ଅଭିଯୁକ୍ତ ଜୟକୃଷ୍ଣ…

ରାଉରକେଲା ବେଦବ୍ୟାସରେ ନିର୍ମାଣ କରାଯିବ ଝୁଲା କାଚ ପୋଲ

ରାଉରକେଲା, ୩୧।୩: ରାଉରକେଲାର ବେଦବ୍ୟାସରେ ଏକ ଝୁଲା କାଚ ପୋଲ ନିର୍ମାଣ ହେବାକୁ ଯାଉଛି, ଏହା ଓଡିଶାର ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ରବିବାର ଘୋଷଣା କରିଛନ୍ତି। ‘ରାଉରକେଲା ଦିବସ’ ଉତ୍ସବରେ ଭାଷଣ ଦେଇ ମନ୍ତ୍ରୀ କହିଛନ୍ତି ଯେ ଏହି ପ୍ରକଳ୍ପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?