ରାଜ୍ୟ

ବିରାଟକାୟ ଗଛ ପଡ଼ି ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ, ଅନ୍ଧାରରେ ଗାଁ

ଦାରିଙ୍ଗବାଡ଼ି,୨୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରୁ ଲଘୁଚାପ ଜନିତ ବର୍ଷା ଜାରି ରହିଛି ଏଥିପାଇଁ ଅଞ୍ଚଳର ଦୁର୍ଗମ ଗ୍ରାମଗଡ଼ିକ ଅଧିକ ପ୍ରଭାବିତ ହୋଇଛି। ଉକ୍ତ ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲି ନିକଟରେ…

ଡ୍ରେନ୍‌ ସଫେଇ ପରେ ରାସ୍ତାକଡ଼ରେ ସ୍ଲାବ୍‌, ବଢୁଛି ଟ୍ରାଫିକ୍‌ ଜାମ୍‌

ତିହିଡ଼ି,୨୬ା୭(କାଳନ୍ଦୀ ବେହେରା): ଭଦ୍ରକ-ଆରଡ଼ି ମୁଖ୍ୟ ରାସ୍ତାର ଆରଡ଼ି ଛକ ନିକଟରେ ଡ୍ରେନ୍‌ ସଫେଇ କରାଯିବା ପରେ ଡ୍ରେନ୍‌ ଉପରେ ଥିବା ସ୍ଲାବ୍‌ଗୁଡ଼ିକୁ ରାସ୍ତାପାର୍ଶ୍ୱରେ ରଖି ଦିଆଯାଇଥିବାରୁ ଯାତାୟାତରେ ଭୟଙ୍କର ସମସ୍ୟା ଦେଖାଦେଇଛି। ରାସ୍ତାର ଏକ ପାର୍ଶ୍ୱ ଅବରୋଧ ହୋଇଯାଇଥିବାରୁ ଏଠାରେ ଦୀର୍ଘ…

ବାର୍‌ହା ଆକ୍ରମଣରେ ଜଣଙ୍କ ଜୀବନ ଗଲା, ୧୦ରୁ ଅଧିକ ଆହତ

ଢେଙ୍କାନାଳ,୨୬ା୭(ରତନ ନାୟାର): ଢେଙ୍କାନାଳ ଜିଲା ଇନ୍ଦିପୁର ଗାଁରେ ବାର୍‌ହା ଆତଙ୍କ। ବାର୍‌ହା ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୦ରୁ ଅଧିକ ଆହତ ହୋଇଛନ୍ତି। ମୃତକ ହେଲେ ଇନ୍ଦିପୁର ଗାଁର ବଚନ ନାୟକ(୫୫)। ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ: ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶାକୁ…

ଭୁବନେଶ୍ୱର,୨୬ା୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଅବପାତ। ଆଗାମୀ ୨୪ ଘଣ୍ଟାରେ ଏହା ଗଭୀର ଅବପାତର ରୂପ ନେବ। ଆସନ୍ତାକାଲି ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବ। ଏହା ପ୍ରଭାବରେ ରାଜ୍ୟରେ ଆଗାମୀ ୪୮ ଘଣ୍ଟା ପ୍ରବଳ ବର୍ଷିବ। ଏନେଇ ଆଗାମୀ ଦୁଇଦିନ…

ହଷ୍ଟେଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ, ତଦନ୍ତ ଦାବି

ଉମରକୋଟ, ୨୬।୦୭ (ସନ୍ତୋଷ ସତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକର ବାଟିବେଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟରେ ଜଣେ ଅଷ୍ଟମ ଶ୍ରେଣୀ ହଷ୍ଟେଲ ଛାତ୍ରୀଙ୍କ ସନ୍ଦିଗ୍ଧ ମୃତ୍ୟୁ ଘଟଣାକୁ ନେଇ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ମୃତ ଛାତ୍ରୀଙ୍କ ଘର ଉମରକୋଟ ବ୍ଲକର…

ରାଜଧାନୀରେ ମୁଣ୍ଡବିହୀନ ମୃତଦେହ : ବରମୁଣ୍ଡା ବସ୍‌ଷ୍ଟାଣ୍ଡ ନିକଟରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଠାବ

ଭୁବନେଶ୍ୱର, ୨୬।୭: ରାଜଧାନୀ ଭୁବନେଶ୍ୱରର ବରମୁଣ୍ଡା ବସ୍‌ଷ୍ଟାଣ୍ଡ ସମ୍ମୁଖ ରାସ୍ତାରୁ ରବିବାର ଭୋର ସମୟରେ ଏକ ମୁଣ୍ଡବିହୀନ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ଘଟଣାଟି ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ସୂଚନା ଅନୁଯାୟୀ, ଭୋର ପ୍ରାୟ ୪ଟା ସମୟରେ ସ୍ଥାନୀୟ…

କେଜିରୁ ପିଜି ମାଗଣା ଶିକ୍ଷାକୁ ନେଇ ପ୍ରଶ୍ନ: ଛାତ୍ରୀଛାତ୍ରଙ୍କଠାରୁ ଫି’ ଆଦାୟ କରିବାକୁ ନିର୍ଦ୍ଦେଶ

ଯାଜପୁର,୨୬ା୭(ହର୍ଷବର୍ଦ୍ଧନ ବେହେରା): ଜ୍ଞାନୋଦୟ ଶିକ୍ଷାରୁ ସମୃଦ୍ଧି ଯୋଜନାରେ କେଜିରୁ ପିଜି ଶ୍ରେଣୀ ପର୍ଯ୍ୟନ୍ତ ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା ହୋଇଛି। ଏଥିପାଇଁ ସରକାରଙ୍କ ପକ୍ଷରୁ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ୧୪ା୭ା୨୦୨୬ରେ ଏକ ଗାଇଡଲାଇନ୍‌…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପୁରୀରେ ଆଜି ଅତି ପ୍ରବଳ ବର୍ଷା, ଆଲର୍ଟ ଜାରି…

ଭୁବନେଶ୍ୱର,୨୬ା୭(ବନ୍ଦନା ସେଠୀ): ଗାଙ୍ଗେୟ ପଶ୍ଚିମବଙ୍ଗର ଉତ୍ତରାଞ୍ଚଳ ଏବଂ ଏହାର ଆଖପାଖ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପର ରୂପ ନେଇଛି। ଶନିବାର ସକାଳ ସୁଦ୍ଧା ଏହା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ବୟାନ, ରାଜ୍ୟ ରାଜନୀତିରେ ଚହଳ!

ଭୁବନେଶ୍ୱର,୨୬।୭ (ସୁନିତ୍‌ ମିଶ୍ର) ଏନ୍‌ଇଇଟି ପ୍ରଶ୍ନପତ୍ର ବିଭ୍ରାଟ ଓ ତାହାକୁ ନେଇ ଉପୁଜିଥିବା ଆନ୍ଦୋଳନ ଜୋରଦାର ହେବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। କକ୍‌ରୋଚ ଜନତା ପାର୍ଟି (ସିଜେପି) ଜନ୍ତରମନ୍ତରରେ ଜୁନ୍‌ ୨୦ରୁ ଆନ୍ଦୋଳନ…

ଭବାନୀପାଟଣାରେ ଇତିହାସ: ପ୍ରଥମ ଥର ପାଇଁ ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ ଦେଖି ଭାବବିହ୍ୱଳ ହେଲେ ଶ୍ରଦ୍ଧାଳୁ

ଭବାନୀପାଟଣା,୨୫ା୭(ଉତ୍ତମ କୁମାର ଦାଶ): ଭବାନୀପାଟଣା ସହରରେ ପ୍ରଥମ ଥର ପାଇଁ ନନ୍ଦିଘୋଷ ରଥ ଉପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦୁର୍ଲଭ ସୁନାବେଶ ଅନୁଷ୍ଠିତ ହୋଇଯାଇଛି। ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଏହି ଦିବ୍ୟ ବେଶରେ ଦର୍ଶନ କରି ସହରର ଶ୍ରଦ୍ଧାଳୁମାନେ ଭାବବିହ୍ୱଳ ହୋଇପଡ଼ିଥିଲେ। ଶନିବାର ମଧ୍ୟାହ୍ନରେ…

ସୁନା ବେଶ ଦର୍ଶନ ପାଇଁ ପ୍ରବଳ ଭିଡ଼, ଭୁବନେଶ୍ୱର-ପୁରୀ ରାସ୍ତା ଜାମ୍‌

ଭୁବନେଶ୍ୱର,୨୫।୭: ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥି। ତିନିରଥରେ ରଥାରୂଢ଼ ଚତୁର୍ଦ୍ଧାବିଗ୍ରହ ମହଣ ମହଣ ସୁନାରେ ସଜେଇ ହୋଇ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ସୁନାବେଶ ଦର୍ଶନ ପାଇଁ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସୁଅ ଛୁଟିଛି ଶ୍ରୀକ୍ଷେତ୍ରକୁ। ଏନେଇ ରାସ୍ତାରେ ଅସମ୍ଭାଳ…

ବାହୁଡ଼ା ଯାତ୍ରାରେ ଅନନ୍ତଙ୍କ ଘରେ ଅଲୌକିକ ଦୃଶ୍ୟ: ପାଣି ଗରାରେ ଦର୍ଶନ ଦେଲେ ମହାପ୍ରଭୁ ଜଗନ୍ନାଥ

କୃଷ୍ଣପ୍ରସାଦ,୨୫ା୭(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ସହାବାଜପୁର ଗ୍ରାମରେ ଏକ ଅଲୌକିକ ଘଟଣା ଦେଖିବାକୁ ମିଳିଛି। ବାହୁଡ଼ା ଯାତ୍ରା ଦିନ ସେହି ଗ୍ରାମର ଅନନ୍ତ ବାରିକଙ୍କ ଘରେ ଏକ ପାଣି ଗରା ଭତରେ ସ୍ୱୟଂ ଜଗନ୍ନାଥଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?