ରାଜ୍ୟ

ବାପା ଜୟନାରାୟଣଙ୍କୁ ଅନୁସରଣ କଲେ ଶୁଭଶ୍ରୀ,ବନ୍ଦେ ଉତ୍କଳ ଜନନୀ ଗାନବେଳେ ବସି ରହିଲେ

ସମ୍ବଲପୁର,୩୧ା୩(ଭବାନୀ ଶଙ୍କର ଭୋଇ): ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ପକ୍ଷରୁ ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପ୍ରେକ୍ଷାଳୟରେ ରବିବାର ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ରଙ୍କ ପଦାଙ୍କ ଅନୁସରଣ କରିଛନ୍ତି ତାଙ୍କ ଝିଅ ଶୁଭଶ୍ରୀ…

ଆଜି ମହାପ୍ରଭୁଙ୍କ ଖସାପଡ଼ା ନୀତି: ସନ୍ଧ୍ୟା ୫ରୁ ରାତି ୧୦ ଯାଏ ଦର୍ଶନ ବନ୍ଦ

ପୁରୀ,୩୧ା୩(ଅଜିତ୍‌ କୁମାର ମହାନ୍ତି): ଚୈତ୍ର ମାସ ଶୁକ୍ଳ ଦ୍ୱିତୀୟା ତିଥି ସୋମବାର ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ ଏହି ନୀତି ସମ୍ପନ କରିବେ। ମହାପ୍ରଭୁଙ୍କ ବିଭିନ୍ନ ଗୁପ୍ତନୀତି ମଧ୍ୟରେ ଏହି ନୀତି…

ଓଡ଼ିଶାରେ କଇଁଛଙ୍କ ସର୍ବକାଳୀନ ରେକର୍ଡ: ସଂଖ୍ୟା ଟପିଲା ୧୫.୧୧ଲକ୍ଷ

ଭୁବନେଶ୍ୱର,୩୦।୩: ଚଳିତବର୍ଷ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିିରେ ରଖି ଓଡ଼ିଶାରେ କଇଁଛଙ୍କ ଆଗମନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ୨୦୨୩-୨୪ବର୍ଷ ତୁଳନାରେ ଚଳିତବର୍ଷ ୫ଗୁଣ ଅଧିକ ଆସିଛନ୍ତି। ଏହାକୁ ନେଇ ପରିବେଶପ୍ରେମୀ ଅଧିକ ଉତ୍ସାହିତ ହୋଇଥିବାବେଳେ ପିସିସିଏଫ୍‌(ବନ୍ୟପ୍ରାଣୀ)ଙ୍କ ପକ୍ଷରୁ ଖୁସିବ୍ୟକ୍ତ କରାଯାଇଛି। ପିସିସିଏଫ୍‌(ବନ୍ୟପ୍ରାଣୀ)ଙ୍କ ତଥ୍ୟ…

୪୦ ଟପିଲା ୮ ସହର ତାପମାତ୍ରା, ୪୧.୮ ରେ ଜଳିଲା ବୌଦ୍ଧ

ଭୁବନେଶ୍ୱର,୩୦।୩: ରବିବାର ଓଡ଼ିଶାର ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆଠଟି ସ୍ଥାନରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଉପରେ ରେକର୍ଡ କରାଯାଇଛି। ପଶ୍ଚିମ ଓଡ଼ିଶାର ବୌଦ୍ଧ ସହର ୪୧.୮ ଡିଗ୍ରୀ ସେଲସିୟସ ସହିତ ରାଜ୍ୟର ସବୁଠାରୁ ଉତ୍ତପ୍ତ…

୪ବର୍ଷ ତଳେ କରିଥିଲେ ବିବାହ: ଘରୁ ମିଳିଲା ଦମ୍ପତିଙ୍କ ମୃତଦେହ

ମୁରିବାହାଲ,୩୦ା୩(ଶ୍ରୀବତ୍ସ ବେହେରା): ବଲାଙ୍ଗୀର ଜିଲା ମୁରିବାହାଲ ଥାନା ଅନ୍ତର୍ଗତ ଗୁଡିଘାଟ ଗ୍ରାମରେ ରବିବାର ଏକ ଦମ୍ପତିଙ୍କ ମୃତଦେହ ବନ୍ଦ କୋଠରିରୁ ଜବତ କରାଯାଇଛି। ସେମାନେ ହେଲେ ପ୍ରେମରାଜ ମାଝୀ(୨୬) ଓ ତାଙ୍କ ସ୍ତ୍ରୀ ଭାନୁମତୀ ମାଝୀ(୨୩)। ରାତ୍ର ଭୋଜନ ସାରି ଉଭୟେ…

ଥାନା ଅଧିକାରୀଙ୍କୁ ସଂଘବଦ୍ଧ ଆକ୍ରମଣ, ୨ ଅଭିଯୁକ୍ତଙ୍କୁ ଛଡ଼ାଇନେଲେ

କୋରେଇ,୩୦।୩(ଚନ୍ଦ୍ରକାନ୍ତ ପତି): ଚୋରି ବାଇକ୍‌କୁ ଜବତ କରିବାକୁ ଯାଇଥିବା ଯାଜପୁର ଜିଲା କୋରେଇ ଥାନା ପୋଲିସ ଟିମ୍‌କୁ ପୂର୍ବକୋଟ ତେଲେଙ୍ଗା ବସ୍ତିର ଲୋକମାନେ ଆକ୍ରମଣ କରିବା ସହିତ ୨ ଅଭିଯୁକ୍ତଙ୍କୁ ଛଡ଼ାଇନେଇଛନ୍ତି । ଏହାକୁ ନେଇ ସେଠାରେ ଉତ୍ତେଜନା ଲାଗି ରହିଛି…

ହାତୀଙ୍କୁ ଠେଙ୍ଗାରେ ମାଡ଼ ଘଟଣା: ଭିଡିଓ ଭାଇରାଲ ପରେ ଅଭିଯୁକ୍ତ ଚିହ୍ନଟ

କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ହାତୀପଲକୁ ଠେଙ୍ଗାରେ ମାଡ଼ ଘଟଣାରେ ବନ ବିଭାଗ ଅଭିଯୁକ୍ତଙ୍କୁ ଚିହ୍ନଟ କରିଛି। ଭିଡିଓ ଭାଇରାଲ ପରେ ଧରିତ୍ରୀରେ ଖବର ପ୍ରକାଶ ପରେ ବନ ବିଭାଗ ତତ୍ପରତା ଦେଖାଇଥିଲା। ଯୁବକ ପାଟଣା ରେଞ୍ଜ ଅନ୍ତର୍ଗତ ଖିରେଇଟାଙ୍ଗିରୀ…

ଘରୁ ଅଳଙ୍କାର ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ପୁଅ ଘରୁ ଲୁଟ୍‌ କରି ବନ୍ଧକ ରଖିଥିଲେ ଅଳଙ୍କାର

ଆନନ୍ଦପୁର,୩୦ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଫକୀରପୁର ଅଞ୍ଚଳର ପ୍ରଫୁଲ୍ଲ ନାଥଙ୍କ ଘରୁ ବନ୍ଧୁକ ଦେଖାଇ ଅଳଙ୍କାର ଲୁଟ୍‌ ଘଟଣାର ପର୍ଦ୍ଦାଫାଶ ହୋଇଛି। ଅନଲାଇନ ଗେମ୍‌ ଖେଳିବା ପାଇଁ ପୁଅ ନିଜେ ଘରୁ ଲୁଟ୍‌ କରି ସୁନା ଅଳଙ୍କାର…

ମହା ଆଡ଼ମ୍ବରରେ ପାଳନ ହେବ ଓଡ଼ିଆ ନବବର୍ଷ, ୧୪ ଦିନ ଧରି ରାଜ୍ୟବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ

ଭୁବନେଶ୍ୱର,୩୦।୩: ଚଳିତ ବର୍ଷ ପ୍ରଥମ ଥର ପାଇଁ ଏପ୍ରିଲ ମାସ ୧ ତାରିଖ ଓଡ଼ିଶା ଦିବସ ଠାରୁ ୧୪ ଏପ୍ରିଲ ଓଡ଼ିଆ ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତି ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ କରିବା ନିମନ୍ତେ ସରକାରଙ୍କ ତରଫରୁ ନିଷ୍ପତ୍ତି ନିଆ…

ରେଳ ଦୁର୍ଘଟଣାର ତଦନ୍ତ କରିବେ ସିଆରଏସ୍: ଆର୍ଥିକ ସହାୟତା ଘୋଷଣା

ଭୁବନେଶ୍ୱର,୩୦।୩: ରବିବାର ପୂର୍ବାହ୍ନରେ ନିରଗୁଣ୍ଡି ଷ୍ଟେସନ ନିକଟରେ ଘଟିଥିବା ୧୨୫୫୧ ବାଙ୍ଗାଲୋର-କାମାଖ୍ୟା ଏସି ଏସ୍ଏଫ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ ହେବା ଘଟଣାର ବିସ୍ତୃତ ତଦନ୍ତ କମିଶନର ଅଫ୍ ରେଲୱେ ସେଫ୍ଟି (ସିଆରଏସ୍) କରିବେ ବୋଲି ପୂର୍ବତଟ ରେଳପଥ (ଇସିଓଆର୍) ସୂଚନା ଦେଇଛି। ପ୍ରଭାବିତ…

କୋଏଲ ନଦୀରେ ବୁଡ଼ି ଚାଲିଗଲା ୨ ଯୁବକଙ୍କ ଜୀବନ

ରାଉରକେଲା,୩୦।୩(ସଙ୍ଗୀତା ଜେନା):ରାଉରକେଲା ବିଶ୍ରା ଥାନା ଅଧୀନ କୋଏଲ ନଦୀ କାରକାଟା ଘାଟରେ ରବିବାର ଗାଧୋଇବା ବେଳେ ବୁଡିଯିବାରୁ ୨ଜଣ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ଦ୍ୱୟ ହେଲେ ସେକ୍ଟର-୧୭ ବି ବ୍ଲକ ଘର ନଂ-୧୭୭ର ପ୍ରଦୀପ ତରାଇ(୧୯) ଏବଂ ସେକ୍ଟର ୮…

ବହୁଗୁଣ ଲାଭ ଦେବା ଆଳରେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକଙ୍କୁ ୧.୪ କୋଟି ଠକେଇ

ଭୁବନେଶ୍ୱର,୩୦।୩(ସତ୍ୟଜିତ୍‌ ରାଉତ): ଅନଲାଇନ୍‌ ଟ୍ରେଡିଂରେ ବହୁଗୁଣ ଲାଭ ଦେବାର ପ୍ରତିଶ୍ରୁତି ଦେଇ ସାଇବର ଠକମାନେ ଓଡ଼ିଶାର ଜଣେ ପୂର୍ବତନ ମନ୍ତ୍ରୀ ତଥା ବର୍ତ୍ତମାନର ବିଧାୟକଙ୍କୁ ୧ କୋଟି ୪୦ କୋଟି ଟଙ୍କା ଠକି ନେଇଛନ୍ତି। ଏହି ମାମଲାରେ କ୍ରାଇମବ୍ରାଞ୍ଚ ସାଇବର ୟୁନିଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?