ରାଜ୍ୟ

ବାହୁଡ଼ାଯାତ୍ରା ନୀତି ପାଇଁ ପ୍ରଶାସନର ପ୍ରସ୍ତୁତି

ପୁରୀ ଅଫିସ,୬।୭: ବାହୁଡ଼ାଯାତ୍ରା ନୀତି ସଅଳ କରିବା ପାଇଁ ମଙ୍ଗଳବାର ଦଇତାପତି ନିଯୋଗ ସହ ଜିଲାପାଳଙ୍କ ବୈଠକ ହୋଇଛି। ଜୁଲାଇ ୮ ସା ଦର୍ଶନ ଦିନ ଅପରାହ୍ନ ୪ରୁ ଭକ୍ତଙ୍କ ଦର୍ଶନ ବନ୍ଦ ରହିବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଛି। ସେହିପରି...

‘ଭୁବନେଶ୍ୱରକୁ ମଡେଲ ସିଟି କରିବାକୁ ଲକ୍ଷ୍ୟ’

ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ନୂତନ କମିଶନର ଭାବେ ଦାୟିତ୍ୱ ନେଇଛନ୍ତି ଗଞ୍ଜାମର ପୂର୍ବତନ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ। ସାଧାରଣ ମଧ୍ୟବିତ୍ତ ପରିବାରରୁ ଆସି ସେ ଜଣେ ଦକ୍ଷ ପ୍ରଶାସକ ଭାବେ ନିଜକୁ ପ୍ରମାଣିତ କରିପାରିଛନ୍ତି। ଜିଲାପାଳ ଥିବା...

ପୁଣି ଏକ ଦନ୍ତା ହାତୀର ମୃତ୍ୟୁ

ଢେଙ୍କାନାଳ ଅଫିସ/ହିନ୍ଦୋଳ,୬।୭(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ବାଲିମି ଥାନା ଅନ୍ତର୍ଗତ ଅସରଡା ଜଙ୍ଗଲରେ ବୁଧବାର ଏକ ଦନ୍ତା ହାତୀର ମୃତ୍ୟୁ ହୋଇଛିି। ବାର୍‌ହା ଶିକାର ପାଇଁ ବଛା ଯାଇଥିବା ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ତେବେ ଘଟଣାସ୍ଥଳରେ ପହଞ୍ଚି...

ପୁଣି ଡରାଇଲାଣି କରୋନା: ରାଜ୍ୟରେ ୪୦୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୬।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ୪୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୪ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୨୩୬ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ...

ବିଧାନସଭା ମୌସୁମୀ ଅଧିବେଶନର ଚତୁର୍ଥ ଦିନ: ବିଭିନ୍ନ ପ୍ରସଙ୍ଗ ଉପରେ ହୋଇପାରେ ଆଲୋଚନା

ଭୁବନେଶ୍ୱର,୬।୭(ବ୍ୟୁରୋ): ବିଧାନସଭା ମୌସୁମୀ ଅଧିବେଶନର ଆଜି ହେଉଛି ଚତୁର୍ଥ ଦିନ। କୃଷି ଓ କୃଷକ ସଶକ୍ତିକରଣ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚ ଶିକ୍ଷା, ଶ୍ରମ ଓ କର୍ମଚାରୀଙ୍କ ରାଜ୍ୟ ବୀମା, ସମବାୟ, ମତ୍ସ୍ୟ...

ଆଜି ଓଡ଼ିଶା ଆସିବେ ଯଶବନ୍ତ

ନୂଆଦିଲ୍ଲୀ/ଭୁବନେଶ୍ୱର,୬।୭(ବ୍ୟୁରୋ): ଆସନ୍ତା ୧୮ରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ଅବସରରେ ବୁଧବାର ବିରୋଧୀ ଦଳର ରାଷ୍ଟ୍ରପତି ପ୍ରାର୍ଥୀ ଯଶବନ୍ତ ସିହ୍ନା ଓଡ଼ିଶା ଆସିବେ। ରାଷ୍ଟ୍ରପତି ନିର୍ବାଚନରେ ମତଦାନ କରିବାକୁ ଥିବା ଭୋଟରଙ୍କୁ...

ଭାରସାମ୍ୟ ହରାଇ ଓଲଟିଲା ବସ୍‌: ଜଣେ ମୃତ, ୩୦ ଆହତ

ରାୟଗଡ଼ା ଅଫିସ,୬।୭: ରାୟଗଡ଼ା ଜିଲା ଚାନ୍ଦିଲି ଥାନା ଅନ୍ତର୍ଗତ ମୁକୁନ୍ଦପୁର ପଞ୍ଚାୟତ ହାତିଖମ୍ବା ଗାଁ ନିକଟରେ ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଏଥିରେ ଜଣେ ମହିଳା ଯାତ୍ରୀଙ୍କ...

ଆତ୍ମହତ୍ୟା କଲେ ରଶ୍ମିରେଖାଙ୍କ ପୁରୁଷବନ୍ଧୁ ସନ୍ତୋଷ

ଭୁବନେଶ୍ୱର,୬।୭(ବ୍ୟୁରୋ): ବହୁ ଚର୍ଚ୍ଚିତ ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ମୃତ୍ୟୁ ମାମଲା ଉପରେ ପରଦା ଉଠି ନଥିବା ବେଳେ ତାଙ୍କ ପୁରୁଷବନ୍ଧୁ ସନ୍ତୋଷ ପାତ୍ର ଆତ୍ମହତ୍ୟା କରିଛନ୍ତି। ରାଉରକେଲା ବାସନ୍ତୀକଲୋନୀରେ ସନ୍ତୋଷ ଆତ୍ମହତ୍ୟା କରିଥିବା ଜଣାପଡିଛି। ହେଲେ ସେ କାହିଁକି...

ଆଜି ଦକ୍ଷିଣ ମୋଡ଼ ନେବେ ତିନି ରଥ

ପୁରୀ ଅଫିସ,୬।୭: ମଙ୍ଗଳବାର ହେରାପଞ୍ଚମୀ ଅନୁଷ୍ଠିତ ହୋଇଯାଇଛି। ଏହା ପରେ ମହାପ୍ରଭୁ ଶ୍ରୀମନ୍ଦିରକୁ ଯିବା ପାଇଁ ପ୍ରସ୍ତୁତ ହେବେ। ଏଥିପାଇଁ ବୁଧବାର ତିନିରଥ ଦକ୍ଷିଣ ମୋଡ଼ ନେବେ। ତିନି ଦିଅଁଙ୍କ ଶ୍ରୀଅଙ୍ଗରୁ ତିନିଖଣ୍ଡ ଆଜ୍ଞାମାଳ ସକାଳ ଧୂପ ପରେ ଦକ୍ଷିଣ...

‘ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ କହିବା ଯାହା, ନିଜ ଗାଲରେ ଚାପୁଡ଼ା ମାରିବା ସେୟା’

ଭୁବନେଶ୍ୱର,୬ା୭(ବ୍ୟୁରୋ): କେନ୍ଦୁଝର ଜିଲା ଆନନ୍ଦପୁର ସବ୍‌ଡିଭିଜନ ହସ୍ପିଟାଲକୁ ନେଇ ବିଜେଡି ସଭ୍ୟ ଭାଗୀରଥି ସେଠୀ ନିଜ ସରକାରଙ୍କ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ କାଠଗଡ଼ାରେ ଛିଡ଼ା କରାଇଛନ୍ତି। ମଙ୍ଗଳବାର ବିଧାନସଭାର ଶୂନ୍ୟକାଳରେ ହସ୍ପିଟାଲରେ ଡାକ୍ତର, ଫାର୍ମାସିଷ୍ଟ ଓ ଆବଶ୍ୟକ ମେଡିକାଲ ଉପକରଣ ନ ଥିବା...

ଦ୍ରୌପଦୀଙ୍କୁ ସମର୍ଥନ କରିବେ ମକରନ୍ଦ

ଭୁବନେଶ୍ୱର,୬ା୭(ବ୍ୟୁରୋ): ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ଭାଜପା ସମର୍ଥିତ ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦ୍ରୌପଦୀଙ୍କୁ ସମର୍ଥନ ଦେବା ଲାଗି ଘୋଷଣା କରିସାରିଛନ୍ତି। ସେହି କ୍ରମରେ ରାୟଗଡ଼ା ସ୍ବାଧୀନ ବିଧାୟକ ମକରନ୍ଦ...

ଆଜି ନ ହେଲେ କାଲି ଅନରେବଲ୍‌ ମିନିଷ୍ଟର ହେବି

ଭୁବନେଶ୍ୱର,୬ା୭(ବ୍ୟୁରୋ): ନୂଆ ବାଚସ୍ପତି ବିକ୍ରମ କେଶରୀ ଆରୁଖ। ବାଚସ୍ପତି ଦାୟିତ୍ୱ ନେବା ପରେ ସେ ପ୍ରଥମ ଥର ଲାଗି ମୌସୁମୀ ଅଧିବେଶନ ପରିିଚାଳନା କରୁଛନ୍ତି। ଗୃହ ପରିଚାଳନାରେ ଅଭ୍ୟସ୍ତ ନ ଥିବାରୁ ବିଧାୟକ ଓ ମନ୍ତ୍ରୀମାନଙ୍କୁ ସମ୍ବୋଧନରେ ଟିକେ ଏପଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri