ମେଳା ଦେଖି ଫେରିବାବେଳେ ବାଇକ୍କୁ ପିଟିଲା ଅଜଣାଗାଡ଼ି, ଚାଲିଗଲା ୩ ଜୀବନ
ମୋରଡ଼ା,୮ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ସଡ଼କ ଦୁର୍ଘଟଣାରେ ୩ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ସୂଚନାନୁଯାୟୀ, ଉକ୍ତ ଥାନା ଅଧୀନ ଧାତିକା ଗ୍ରାମର ବିପିନ ଦେଓ, ରବୀନ୍ଦ୍ର ଦେଓ ଓ ବାଦଲ ନାଏକ ଉକ୍ତ ଥାନା…
ମଦ୍ୟପଙ୍କୁ ମାରି ପୋତିଦେଲେ ସ୍ତ୍ରୀ-ପୁଅ-ଜ୍ୱାଇଁ, ମାଟିତଳୁ ବାହାରିଲା…
କୋକସରା,୮ା୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ଡୁଡୁକାଠେଙ୍ଗା ପଞ୍ଚାୟତ ମୁନୁଗା ପଦର ଗ୍ରାମରେ ଏକ ଚାଞ୍ଚଲ୍ୟକର ଘଟଣା ଦେଖିବାକୁ ମିଳିଛି। ମୁନୁଗାପଦର ଗ୍ରାମର ଯଦୁ ଦଳପତିଙ୍କୁ ତାଙ୍କ ସ୍ତ୍ରୀ ରୁକ୍ମିଣୀ ଦଳପତି, ଦୁଇ ପୁଅ…
Uttam Mohanty Hospitalized: ଏହି ରୋଗରେ ପୀଡ଼ିତ ଅଛନ୍ତି ଉତ୍ତମ ମହାନ୍ତି, ଖୁବ୍ଶୀଘ୍ର ଦିଲ୍ଲୀକୁ ହେବେ ଏୟାରଲିଫ୍ଟ
ଭୁବନେଶ୍ୱର,୮।୨: ଭେଟେରାନ ଓଲିଉଡ୍ ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର। ସେ ଲିଭର ସିରୋସିସ୍ ରୋଗରେ ପୀଡ଼ିତ ଅଛନ୍ତି। ଏବେ ରାଜଧାନରର ଏକ ଘରୋଇ ହସ୍ପିଟାଲର ଆଇସିୟୁରେ ତାଙ୍କ ଚିକିତ୍ସା ଚାଲିଛି। ହେଲେ ଅଧିକ ଚିକିତ୍ସା ଲାଗି ତାଙ୍କୁ ଏୟାରଲିଫ୍ଟ କରାଯିବ।…
ପାହାଡ଼ ଉପରୁ ମିଳିଲା ହାତ, ଗୋଡ଼ ନ ଥିବା ଦହିବରା ବିକାଳିଙ୍କ ମୃତଦେହ
ବାଲିଗୁଡ଼ା,୮।୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ଫୁଲବାଣୀ ଟାଉନସ୍ଥିତ ଦଧିବାମନ ସାହିର ଦହିବରା ବିକାଳୀ ଦାଶରଥି ସାହୁଙ୍କ ମୃତ୍ୟୁକୁ ନେଇ ପରିବାର ଲୋକେ ସହଜରେ ଗ୍ରହଣ କରୁ ନ ଥିବା ବେଳେ ଯୋଜନା ମୁତାବକ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି। ମିଳିଥିବା…
ଗ୍ରାମସଭାର ବିନା ଅନୁମୋଦନରେ ଖଣି ସର୍ଭେ, ବନ୍ଦ ପାଇଁ ଅଡ଼ିବସିଲେ ଗ୍ରାମବାସୀ
ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତର ବିଜାଲି ଗ୍ରାମରେ ଖଣି ସର୍ଭେକୁ ନେଇ ଅନେକ ଆଶଙ୍କା ସୃଷ୍ଟି ହୋଇଛି। ଗ୍ରାମବାସୀଙ୍କୁ କୌଣସି ସୂଚନା ନ ଦେଇ ଗ୍ରାମରେ କିଛି ଅଜଣା ବ୍ୟକ୍ତି ପହଞ୍ଚି ନିକଟସ୍ଥ ଗାଁର କିଛି…
Unified Pension Scheme: ପେନସନକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୮।୨: ଏକୀକୃତ ପେନସନ ଯୋଜନା ଉପରେ କ୍ୟାବିନେଟ ମୋହର ଲଗାଇଛନ୍ତି ମୋହନ ସରକାର ଗତ ୨୦୨୪ ଅଗଷ୍ଟ ୨୪ରେ ଏକୀକୃତ ପେନସନ ଯୋଜନାକୁ ମଞ୍ଜୁରି ପ୍ରଦାନ କରିଥିଲା କେନ୍ଦ୍ର କ୍ୟାବିନେଟ । ଆସନ୍ତା ୨୦୨୫ ଏପ୍ରିଲ ପହିଲାରୁ ଏହା କାର୍ଯ୍ୟକ୍ଷମ କରାଯିବ…
ମନ୍ତ୍ରୀଙ୍କ ବଡ଼ ଘୋଷଣା: ମୋ ବସ୍ ଡ୍ରାଇଭରଙ୍କ ଆଖି ଲାଗିଗଲେ , ବାଜିବ
ଭୁବନେଶ୍ୱର,୮।୨: ମୋ ବସର ନାଁ ପରିବର୍ତ୍ତନ ହୋଇ ଆମ ବସ ହେବ। ଏ ନେଇ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି। ‘ମୋ ବସ’ ଏକ ଅହଂକାର ଶବ୍ଦ ହେବ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର…
ଦିଲ୍ଲୀରେ ଭାଜପାର ବିଜୟ ପରେ ଜାଣନ୍ତୁ କ’ଣ କହିଲେ ମନମୋହନ
ଭୁବନେଶ୍ୱର,୮।୨: ଦିଲ୍ଲୀ ବିଜୟ ପରେ ଭାଜପା ନେତା ତଥା ରାଜ୍ୟ ସଭାପତି ମନୋମହନ ସାମଲ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ବୈଜୟନ୍ତ ପଣ୍ଡା ଧନ୍ୟବାଦର ପାତ୍ର । ରାଷ୍ଟ୍ରୀୟ ଉପସଭାପତି ଭାବେ ଦୀର୍ଘ ବର୍ଷ ହେଲା କାର୍ଯ୍ୟ କରୁଛନ୍ତି। ଏଥର…
୩୧୪ ବ୍ଲକ ପାଇଁ ଖୁସିଖବର: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ଭୁବନେଶ୍ୱର,୮।୨: ରାଜ୍ୟ କ୍ୟାବିନେଟରେ ଏଗାରଟି ପ୍ରସ୍ତାବରେ ମୋହର ବାଜିଛି। ତୃଣମୂଳ ସ୍ତରରେ କ୍ରୀଡ଼ା ଭୂମି ବିକାଶ ପାଇଁ ୩୧୪ ବ୍ଲକରେ ବ୍ଲକସ୍ତରୀୟ ଷ୍ଟାଡିୟମ ନିର୍ମାଣ ହେବ । କ୍ରୀଡ଼ା ଓ ଯୁବ ସେବା ବିଭାଗ ତରଫରୁ ଯେଉଁ ପିଲାମାନେ ଭଲ ପ୍ରଦର୍ଶନ…
ବିଗୁଡ଼ୁଛି କି ସ୍ବାସ୍ଥାବସ୍ଥା: ଏୟାର ଲିଫ୍ଟ ହେବେ ଭେଟେରାନ ଅଭିନେତା ଉତ୍ତମ ମହାନ୍ତି
ଭୁବନେଶ୍ୱର,୮।୨: ଭେଟେରାନ ଅଭିନେତା ଉତ୍ତମ ମହାନ୍ତି ବର୍ତ୍ତମାନ ଗୁରୁତର ହୋଇ ଭେଣ୍ଟିଲେଟରରେ ଅଛନ୍ତି। ତେବେ ତାଙ୍କୁ ଏୟାର ଲିଫ୍ଟ କରାଯିବ। ଅଧିକ ଚିକିତ୍ସା ପାଇଁ ସେ ଏୟାର ଆମ୍ବୁଲାନ୍ସରେ ଭୁବନେଶ୍ବରରୁ ଦିଲ୍ଲୀ ଯିବେ। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲ୍ରେ ତାଙ୍କୁ ଭର୍ତ୍ତି…
ମହିଳାଙ୍କ ଖାତାକୁ ଗଲା ସୁଭଦ୍ରା ଟଙ୍କା: ଜାଣନ୍ତୁ ଘରେ ବସି କେମିତି କରିବେ ଚେକ୍
ଯାଜପୁର,୮।୨: ମହିଳାଙ୍କ ଖାତାକୁ ଗଲା ସୁଭଦ୍ରା ଟଙ୍କା ।ସୁଭଦ୍ରା ଯୋଜନାରେ ଶନିବାର ୧୮ ଲକ୍ଷ ମହିଳାଙ୍କୁ ଏହି ଟଙ୍କା ଦିଆଯାଇଛି। ଯାଜପୁରରେ ଆଯୋଜିତ କାର୍ଯ୍ୟକ୍ରମରେ ସୁଭଦ୍ରାର ଯୋଜନା ପ୍ରଥମ କିସ୍ତିର ୪ର୍ଥ ପର୍ଯ୍ୟାୟ ଟଙ୍କା ପ୍ରଦାନ କରାଯାଇଛି। ବ୍ୟାସନଗରର ଚାନ୍ଦମା ପଡ଼ିଆରେ…
ଅଭିନେତା ଉତ୍ତମ ମହାନ୍ତି ଗୁରୁତର: ହସ୍ପିଟାଲ୍ରେ ଭର୍ତ୍ତି
ଭୁବନେଶ୍ୱର,୮।୨: ଭେଟେରାନ ଅଭିନେତା ଉତ୍ତମ ମହାନ୍ତି ଗୁରୁତର ଅଛନ୍ତି। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲ୍ରେ ତାଙ୍କୁ ଭର୍ତ୍ତି କରାଯାଇଛି। ସେ ଆଇସିୟୁ ଚିକିତ୍ସିତ ହେଉଥିବା ନେଇ ସୂଚନା ମିଳିଛି। ଉତ୍ତମ ମହାନ୍ତି ଓଡ଼ିଶା ସିନେ ଇଣ୍ଡଷ୍ଟ୍ରୀ ଜଣେ କିମ୍ବଦନ୍ତୀ ଅଭିନେତା। ୧୯୭୭ରେ…
Archives


