ଆସୁଛି ବଡ଼ ବର୍ଷା! ଏସବୁ ଜିଲାକୁ ଆଲର୍ଟ
ଭୁବନେଶ୍ୱର,୭।୧୨: ପୁଣି ସୃଷ୍ଟି ହୋଇପାରେ ଲଘୁଚାପ। ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ (ଆଇଏମଡି)। କେନ୍ଦ୍ରୀୟ-ଦକ୍ଷିଣ ବଙ୍ଗୋପସାଗରରେ ଡିସେମ୍ବର ୭ ତାରିଖରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆଶଙ୍କା ରହିଛି। ଆରବ ସାଗର ଓ ବଙ୍ଗୋପସାଗର…
ମୟୂରଭଞ୍ଜକୁ ୩ ରେଳ ପ୍ରକଳ୍ପ ଭେଟି ଦେଲେ ସରକାର
ମୟୂରଭଞ୍ଜ,୭ା୧୨: ମୟୂରଭଞ୍ଜ ବାଙ୍ଗିରିପୋଷିରେ ୩ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ବାଙ୍ଗିରିପୋଷି-ଗୋରୁମହିଷାଣୀ, ବୁଡ଼ାମରା-ନ୍ୟୁଜାମଶୋଳା ପ୍ରକଳ୍ପ-ବାଦାମପାହାଡ଼-କେନ୍ଦୁଝରଗଡ଼ ରେଳ ଲାଇନର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଲାଇନ୍ ଆଦିବାସୀ ବହୁଳ ମୟୂରଭଞ୍ଜ ଓ କେନ୍ଦୁଝର ଜିଲାକୁ ସଂଯୋଗ…
କମିବ ତାପମାତ୍ରା, ବଢ଼ିବ ଶୀତ
ଭୁବନେଶ୍ୱର,୭ା୧୨: ରାଜ୍ୟରେ ତାପମାତ୍ରା କମିବ। ଆଜିଠାରୁ ଅର୍ଥାତ୍ ଶନିବାରଠାରୁ ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇବା ସହିତ ଥଣ୍ଡା ମଧ୍ୟ ବଢ଼ିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ୯ ତାରିଖରୁ ତାପମାତ୍ରା କମିବା ସହିତ ଥଣ୍ଡା ବଢ଼ିବ।…
ନାମକୁ ମାତ୍ର ଗବେଷଣା କେନ୍ଦ୍ର, ନଳିତା ଚାଷରୁ ମୁହଁ ଫେରାଇ ନେଉଛନ୍ତି ଚାଷୀ
ପଟ୍ଟାମୁଣ୍ଡାଇ,୭ା୧୨( କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ସରକାରୀ ପ୍ରୋତ୍ସାହନ ଅଭାବରୁ ନଳିତା ଚାଷ ପ୍ରତି ଚାଷୀ ବିମୁଖ ହେଉଛନ୍ତି। ଯେଉଁ କେତେଜଣ ଚାଷୀ ଚାଷ କରୁଛନ୍ତି ଝୋଟର ଉଚିତ ଦାମ ନ ମିଳିବାରୁ ସେମାନେ ମଧ୍ୟ ହତାସ ହୋଇ…
ଡେପୁଟେଶନରେ ଗଲେ ଆଶିଷ ସିଂ
ଭୁବନେଶ୍ୱର,୭ା୧୨: ଆଇପିଏସ୍ ଆଶିଷ ସିଂ ଶୁକ୍ରବାର ଡେପୁଟେଶନରେ ଯାଇଛନ୍ତି। ସେ ୫ ବର୍ଷ କିମ୍ବା ପରବର୍ତ୍ତୀ ନିର୍ଦ୍ଦେଶ ଯାଏ ଡେପୁଟେଶନରେ କାର୍ଯ୍ୟ କରିବେ। ଗୃହ ବିଭାଗର ଓଏସ୍ଡି ଭାବେ କାର୍ଯ୍ୟ କରୁଥିଲେ। ଆଇଟିବିପି ଆଇଜି ଭାବେ ଆଶିଷଙ୍କୁ ନିଯୁକ୍ତି ମିଳିଛି ।…
ଓଡ଼ିଶାରେ ଖୋଲିବ ୮ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ
ଭୁବନେଶ୍ୱର,୭ା୧୨(ଅନୁରାଧା ମହାରଣା):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି(ସିସିଇଏ) ବୈଠକରେ ଦେଶରେ ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ଏବଂ ୨୮ଟି ନୂଆ ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଅନୁମୋଦନ ମିଳିଛି। ଏଥିମଧ୍ୟରେ ଓଡ଼ିଶାର…
ପାକ୍ସ ସମ୍ପାଦକଙ୍କୁ ୪ ବର୍ଷ ଜେଲ
ସୋନପୁର,୬।୧୨(ମୃତ୍ୟୁଞ୍ଜୟ ଶତପଥୀ): ସରକାରୀ ଅର୍ଥ ଆତ୍ମସାତ ମାମଲାର ବିଚାରକରି ବଲାଙ୍ଗୀର ଭିଜିଲାନ୍ସ ସ୍ବତନ୍ତ୍ର ଜଜ୍ ମଳୟ ରଞ୍ଜନ ଦାଶ ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ କଳାପଥର ପାକ୍ସ(ପ୍ରାଥମିକ କୃଷି ସମବାୟ ସମିତି)ର ସମ୍ପାଦକ ଜଗଦୀଶ ରଥଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତ…
ପୂର୍ବ ସରକାରରେ ଚାକିରିରେ ହେଉଥିଲା ଚଞ୍ଚକତା : ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୬ା୧୨(ଅନିଲ ଦାସ)-ପୂର୍ବ ସରକାର ସମୟରେ ସରକାରୀ ନିଯୁକ୍ତିରେ ଚଞ୍ଚକତା ହେଉଥିଲା। ଏଏସ୍ଓ ଚାକିର ୨୫ରୁ ୩୦ ଲକ୍ଷରେ ବିକ୍ରି ହେଉଥିଲା। ଶୁକ୍ରବାର ବିଧାନସଭାରେ ଓଡ଼ିଶା ସାର୍ବଜନୀନ ପରୀକ୍ଷା ବିଲ୍ ଆଗତ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବ ସରକାର ଉପରେ…
ବିଧାନସଭାରେ ନୂଆ ପରୀକ୍ଷା ବିଲ୍ ପାରିତ: କ’ଣ ରହିଛି ନିୟମ
ଭୁବନେଶ୍ୱର,୬।୧୨: ବିଧାନସଭାରେ ଶୁକ୍ରବାର ପାରିତ ହୋଇଛି ଓଡ଼ିଶା ସାର୍ବଜନୀନ ପରୀକ୍ଷା ବିଲ୍-୨୦୨୪ । ପରୀକ୍ଷାରେ ଅନିୟମିତତା ସହ ତ୍ରୁଟି ରୋକିବାକୁ ରାଜ୍ୟ ସରକାର ଏହି ବିଲ୍ ଆଣିଛନ୍ତି। ନୂଆ ବିଲ୍ରେ କଠୋର ଦଣ୍ଡବିଧାନ ସହ ଜରିମାନା ବ୍ୟବସ୍ଥା ରହିଛି। ଯଦି କୌଣସି…
ବାଂଲାଦେଶରେ ହିନ୍ଦୁଙ୍କ ଉପରେ ଅତ୍ୟାଚାର, ମନ୍ଦିର ଭଙ୍ଗାରୁଜାକୁ ତେଜିଲା ବିରୋଧ
ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିଠାରେ ବିଶ୍ବହିନ୍ଦୁ ପରିଷଦ ଏବଂ ବଜରଙ୍ଗ ଦଳ ପକ୍ଷରୁ ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାର ଓ ମଠମନ୍ଦିର ଭଙ୍ଗାରୁଜାକୁ ବିରୋଧ କରାଯାଇଛି। ସର୍ବଭାରତୀୟ ହିନ୍ଦୁ ଜାଗରଣ ମଞ୍ଚର ଆହ୍ବାନରେ ଏକ ବିକ୍ଷୋଭ…
ରାଷ୍ଟ୍ରପତିଙ୍କ ବିଷୟରେ ଏମିତି କହିଲେ ତାଙ୍କ ଶିକ୍ଷକ,ଥରକେ ସେ ଚଟ୍କି…
ମୟୂରଭଞ୍ଜ,୬ା୧୨: ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ନିଜ ଜନ୍ମମାଟି ରାଇରଙ୍ଗପୁରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତିଙ୍କୁ ସ୍ବାଗତ କରିବା ପାଇଁ ନିଜ ଜନ୍ମମାଟିର ଲୋକଙ୍କ ମଧ୍ୟରେ ଅନେକ ଉତ୍ସାହ ପରିଲକ୍ଷିତ ହୋଇଛି। ଏପରିକି ସେମାନେ ନିଜ ଗାଁର…
କୋଲକାତାରୁ ସମ୍ବଲପୁରକୁ ଚାଲାଣ ହେଉଥିଲା କଫ୍ସିରପ୍: ୫ ଜଣଙ୍କୁ ବାନ୍ଧିଲା ପୋଲିସ
ସମ୍ବଲପୁର,୬ା୧୨(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଧନୁପାଲି ଥାନା ସିଟି ଷ୍ଟେଶନ ନିକଟ ଝାଙ୍କରପଡ଼ାରୁ କଫ୍ସିରପ୍ ଜବତ ହୋଇଛି। କୋଲକାତାରୁ ସମ୍ବଲପୁରକୁ ଏହା ଚାଲାଣ ହେଉଥିବାବେଳେ ପୋଲିସ ୧୪୪୦ ବୋତଲ କଫ୍ସିରପ୍ ଜବତ କରିଛି। ଏଥିସହ କାର୍, ସ୍କୁଟିକୁ ମଧ୍ୟ ଜବତ କରିଛି।…
Archives


