ଦୁଇ ଦିନ ତଳେ ଇସ୍ତଫା ଦେଇଥିଲେ, ପୁଣି ଦଳକୁ ବାହୁଡିଲେ ପୂର୍ବରୁ ବିଷମକଟକ ବ୍ଲକରେ…
ରାୟଗଡ଼ା,୧୩।୨(ରଞ୍ଜନ ପଣ୍ଡା): ନୂତନ ଗଠିତ ଜିଲା ବିଜେଡି କମିଟିରେ ଉପସଭାପତି ପଦ ପାଇଥିବା କାଶୀପୁର ବ୍ଲକ ବରିଷ୍ଠ ବିଜେଡି ନେତା ଗଣେଶ ସାଉଁତା ବୁଧବାର ନିଜ ପଦବୀରୁ ଇସ୍ତଫା ଦେଇଥିବା ନେଇ ଜିଲା ସଭାପତି ଜଗନ୍ନାଥ ସାରକାଙ୍କୁ ଚିଠି ଲେଖିଥିବା ସହିତ…
ମୋବାଇଲ ସିଡିଆର ପକେଇଲା ଧରା: ଫେରାର ଅଭିଯୁକ୍ତଙ୍କୁ ଗିରଫ କଲା ମୁମ୍ବାଇ ପୋଲିସ
ଦିଗପହଣ୍ଡି,୧୩ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଚିକିଟି ମୁଖ୍ୟରାସ୍ତା କଡ଼ରେ ଥିବା ଗଣେଶ ରାଇସ୍ ମିଲ ନିକଟରୁ ମୁମ୍ବାଇ ସମତାନଗର ଥାନା ପୋଲିସ ଜଣେ ଫେରାର ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପଳାସପୁର ଗ୍ରାମର…
ଅଟକ ରଖି ୩ ଓଡ଼ିଆ ଶ୍ରମିକଙ୍କୁ ନିର୍ଯାତନା: ଫିଲ୍ମ ଷ୍ଟାଇଲ୍ରେ ଘରକୁ କରିଦେଲେ ଫୋନ୍, ଏକାବେଳକେ ଖେଳଶେଷ
ଦିଗପହଣ୍ଡି,୧୩।୨(ଅଶେଷ ନାଥ ମିଶ୍ର): ସୁଦୂର ତାମିଲନାଡୁ ତିରିପୁର ଜିଲା ପଙ୍ଗାଲୁ ଗ୍ରାମ ନିକଟ ଏକ ପାଣି ବୋରୱେଲ ଗ୍ୟାରେଜର ଏକ ଘର ମଧ୍ୟରେ ଅଟକ ଥିବା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଲକ୍ଷ୍ମୀ ନାରାୟଣପୁର ଗ୍ରାମର ୩ ନିର୍ଯ୍ୟାତିତ ଓଡ଼ିଆ…
ଦ୍ୱିତୀୟ ସ୍ତ୍ରୀଙ୍କୁ ଏସିଡ ମାଡ଼କରି ମାରିଥିଲେ ସ୍ବାମୀ: କୋର୍ଟ ଶୁଣାଇଲେ ଏମିତି ରାୟ
ବାଲେଶ୍ବର,୧୩।୨(ବାଞ୍ଛାନିଧି ଦେ): ୨୦୨୩ରେ ବାଲେଶ୍ୱର ସହଦେବଖୁଣ୍ଟା ଥାନା ଭୀମପୁରା ଅଞ୍ଚଳର ମହିଳା ବନିତା ସିଂଙ୍କୁ ଏସିଡ୍ ପକାଇ ହତ୍ୟା ମାମଲାର ଶୁକ୍ରବାର ରାୟ ପ୍ରକାଶ ପାଇଛି । ଦୋଷୀ ନୀଳଗିରି ଥାନା ନୟାପାଟଣା ଗ୍ରାମର ଚନ୍ଦନ ରଣାକୁ ଫାଶି ଦଣ୍ଡାଦେଶ ଶୁଣାଇଛନ୍ତି…
ଗଞ୍ଜାମରୁ ପୁରୀ ଗଲେ ୭୪ ଶ୍ରଦ୍ଧାଳୁ, ଦୁଇଟି ବସ୍ରେ ଯାଇ…
ଛତ୍ରପୁର,୧୩ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରଠାରେ ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ଶୁକ୍ରବାର ନବରଙ୍ଗପୁରରୁ ଏହାର ଶୁଭାରମ୍ଭ କରିଥିବା ବେଳେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଭକ୍ତମାନେ ପୁରୀ ଯାଇ ଜଗନ୍ନାଥଙ୍କୁ ଦର୍ଶନ କରିପାରିବେ। ଏହି ଅବସରରେ…
ଅରବିନ୍ଦ ମହାପାତ୍ରଙ୍କ ବିସ୍ଫୋରକ ବୟାନ: ମୁଁ ଏବେ ସ୍ବାଧୀନ, ରାଜ୍ୟ ସଭା ନିର୍ବାଚନରେ ପ୍ରାର୍ଥୀ ଦେଖି…
ଭୁବନେଶ୍ୱର,୧୩ା୨: ସସ୍ପେଣ୍ଡକୁ ନେଇ ଆଜି ପୁଣି ଏକ ବିସ୍ଫୋରକ ବୟାନ ଦେଇଛନ୍ତି ବିଜେଡିରୁ ବିତାଡ଼ିତ ତଥା ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର। ସେ ଆଜି ପୁଣି ସେହି ସମାନ କଥା ଦୋହରାଇଛନ୍ତି। ସେ କହିଛନ୍ତି, ନବୀନଙ୍କୁ ଯେଉଁ ପ୍ରଶ୍ନ ପଚାରିଥିଲି ତା’ର…
ବାଇକ୍ ସହ ବ୍ରିଜ୍ ତଳକୁ ଖସିପଡ଼ିଲେ ବୃଦ୍ଧ, ଆଉ ତା’ ପରେ…
ଥୁଆମୂଳରାମପୁର,୧୩ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅନ୍ତର୍ଗତ ଲୋହରାଜୋର ବ୍ରିଜ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍ ନିୟନ୍ତ୍ରଣ ହରାଇ ପ୍ରାୟ ୧୫ ଫୁଟ ତଳକୁ ଖସି ପଡ଼ିବାରୁ ଜଣେ ବୃଦ୍ଧଙ୍କର ଘଟଣାସ୍ଥଳରେ ହିଁ…
ଠପ୍ ହୋଇଯିବ ସମସ୍ତ ସରକାରୀ ନିର୍ମାଣ କାର୍ଯ୍ୟ
ଭୁବନେଶ୍ୱର,୧୩ା୨: ଆସନ୍ତା ୨୦ରୁ ୩ ପ୍ରମୁଖ ଠିକାଦାର ସଂଘ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ। ୧୮ ସୁଦ୍ଧା ୮ ଦଫା ଦାବି ପୂରଣ ନ ହେଲେ ୨୦ରୁ ଆନ୍ଦୋଳନ କରିବ ବୋଲି ଚେତାବନୀ ଦେଇଛି ଠିକାଦାର ସଂଘ। ଫଳରେ ରାଜ୍ୟବ୍ୟାପୀ ସମସ୍ତ ସରକାରୀ…
ରାଜ୍ୟସଭା ନିର୍ବାଚନ: ଏତିକି ଆସନରେ ପ୍ରାର୍ଥୀ ଦେବ ଭାଜପା, ବିଜେଡି ପାଇଁ ବଡ ମଉକା
ଭୁବନେଶ୍ୱର,୧୩।୨: ୧୦ଟି ରାଜ୍ୟରେ ଖାଲି ହେବାକୁ ଯାଉଛି ୩୭ଟି ରାଜ୍ୟସଭା ଆସନ। ଏଥିପାଇଁ ନିର୍ବାଚନ କମିଶନ (ECI) ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏଥିରେ ଓଡ଼ିଶାର ୪ଟି ଆସନ ରହିଛି, ଯାହାକୁ ନେଇ ରାଜ୍ୟ ରାଜନୀତି ଏବେ ସରଗରମ ହୋଇଛି। ଭାଜପା ରାଜ୍ୟ…
କଲେଜ ପାଇଁ ଗୌରବ ଆଣିଲେ ଏନ୍ସିସି ନାଭାଲ ଓ୍ବିଙ୍ଗର କ୍ୟାଡେଟ୍ ହିମେଶ
ଭଞ୍ଜନଗର,୧୩ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏନ୍ସିସି ନାଭାଲ ଓ୍ବିଙ୍ଗ୍ର କ୍ୟାଡେଟ ହିମେଶ କୁମାର ଜେନା ଗତ ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀ କର୍ତ୍ତବ୍ୟ ପଥ ପରେଡ୍ରେ ଅଂଶ ଗ୍ରହଣ କରି କଲେଜ ପାଇଁ ଗୌରବ…
ବାଡ଼ିରେ କାମ କରୁଥିଲେ ଚାଷୀ, ହଠାତ୍ ପଛପଟୁ ଆସି ଦଳିଦେଲା ହାତୀ
ଭବାନୀପାଟଣା,୧୩ା୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ଚାଞ୍ଚେର ପଞ୍ଚାୟତର ପିରୁଙ୍ଗଗୁଡ଼ା ଗ୍ରାମରୁ ଶୁକ୍ରବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ହାତୀ ଆକ୍ରମଣରେ ଏଠାକାର ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି। ମୃତ ଚାଷୀଙ୍କ ନାମ…
ମୁଖ୍ୟ ଶାସନ ସଚିବଙ୍କ ବଡ଼ ସୂଚନା: ଏହି ୪ ସହର ହେବ କମନ ଇକୋନୋମିକ୍ ଜୋନ୍
ଭୁବନେଶ୍ୱର,୧୩ା୨: ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟର ୪ ସହର ଯଥା ପୁରୀ, ପାରାଦୀପ, ଭୁବନେଶ୍ୱର ଏବଂ କଟକ କମନ ଇକୋନୋମିକ୍ ଜୋନ୍ରେ ପରିଣତ ହେବ। ୨୦୨୭ ସୁଦ୍ଧା ଏହି…
Archives


