କଳାହାଣ୍ଡିରେ ବିଜେଡିକୁ ବଡ଼ ଝଟ୍କା: ପଦ୍ମ ଧରିଲେ ଜିଲା ପରିଷଦ ଅଧ୍ୟକ୍ଷଙ୍କ ସହ ଶତାଧିକ ନେତା
ଭବାନୀପାଟଣା,୨୫ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଦୁର୍ବଳ ହେଉଛି ବିଜୁ ଜନତା ଦଳ (ବିଜେଡି)। ଜିଲାରେ କ୍ଷମତାରୁ ଅପସାରିତ ହୋଇଥିବା ବିଜେଡିକୁ ଏକ ବଡ଼ଧରଣର ରାଜନୈତିକ ଝଟ୍କା ଲାଗିଛି। ଦଳୀୟ ଅବହେଳା ଓ ନର୍ଲା ନିର୍ବାଚନ ମଣ୍ଡଳୀର ବିକାଶକୁ ଆଧାର କରି ଶନିବାର…
ରଥ ଉପରେ ସୁନାବେଶରେ ଦର୍ଶନ ଦେଉଛନ୍ତି ଶ୍ରୀବିଗ୍ରହ
ପୁରୀ,୨୫ା୭: ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥି। ଶ୍ରୀମନ୍ଦିର ସ୍ବତ୍ୱଲିପି ଅନୁଯାୟୀ, ତିନିରଥରେ ମହାପ୍ରଭୁଙ୍କ ସୁନାବେଶ ତଥା ରାଜରାଜେଶ୍ୱର ବେଶ ଆରମ୍ଭ ହୋଇଯାଇଛି। ରଥାରୂଢ଼ ଚତୁର୍ଦ୍ଧାବିଗ୍ରହ ମହଣ ମହଣ ସୁନାରେ ସଜେଇ ହୋଇଛନ୍ତି। ମହାପ୍ରଭୁଙ୍କ ରଥ ଉପରେ ଦୁର୍ଲ୍ଲଭ ସୁନାବେଶକୁ ଭକ୍ତମାନେ…
ଯୌତୁକ ପାଇଁ ସ୍ତ୍ରୀ ଙ୍କୁ ହତ୍ୟା ଉଦ୍ୟମ, ମୁହଁରେ ତକିଆ ଚାପିଥିବା ଅଭିଯୋଗ : ସ୍ବାମୀ ଗଲେ ଜେଲ
ଦିଗପହଣ୍ଡି,୨୫|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ଖଜୁରୀପଲ୍ଲୀ ଗ୍ରାମର ପୁଷ୍ପା ସେଠୀ(୨୭) ଙ୍କୁ ଅଧିକା ଯୌତୁକ ପାଇଁ ଶାରୀରିକ ଓ ମାନସିକ ନିର୍ଯ୍ୟାତନା ଦେବା ସହ ମୁହଁରେ ତକିଆ ଚାପି ଶ୍ୱାସରୁଦ୍ଧ କରି ହତ୍ୟା ଉଦ୍ୟମ…
ଧାନ ବିଲରେ ପଶିଲା କାର :୩୨୬ ନମ୍ବର ଜାତୀୟ ରାଜପଥରେ…
ମୋହନା,୨୫।୭(ମନ୍ମଥ ମିଶ୍ର): ଦୁଇ ଦିନର ଛୁଟି କାଟି ରାୟଗଡ଼ା ଜିଲାର ପଦ୍ମପୁରରୁ ଏକ କାର୍ (ଓଡି–୦୭–ଏଏଫ୍–୭୯୯୬) ଯୋଗେ ବ୍ରହ୍ମପୁର ଫେରୁଥିବା ବେଳେ ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ପଦା ଗ୍ରାମ ନିକଟ ୩୨୬ ନମ୍ବର ଜାତୀୟ ରାଜପଥରେ ଏକ ସଡ଼କ…
ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ନବୀନଙ୍କ ପୋଷ୍ଟ ଭାଇରାଲ, ଲୋକଙ୍କ ଇଚ୍ଛାଠାରୁ କେହି ଊର୍ଦ୍ଧ୍ୱରେ ନୁହନ୍ତି, ଏଥିପାଇଁ ମୁଁ…
ଭୁବନେଶ୍ୱର,୨୫ା୭: ନିଟ୍ ପେପର ଲିକ୍ ବିବାଦକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଛନ୍ତି। ଇତିମଧ୍ୟରେ ବିଭିନ୍ନ ରାଜନୈତିକ ବ୍ୟକ୍ତିବିଶେଷ ସେମାନଙ୍କର ପ୍ରତିକ୍ରିୟା ରଖୁଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ମଧ୍ୟ ଏହି ଘଟଣାରେ ସୋସିଆଲ…
ଦିଲ୍ଲୀ ଛାତ୍ର୍ର ଆନ୍ଦୋଳନକୁ ସମର୍ଥନ ଜଣାଇ ଗଣଧାରଣା: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି…
ବଲାଙ୍ଗୀର,୨୫ା୭(ସୁନିଲ କୁମାର ମହାନ୍ତି): ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଦିଲ୍ଲୀରେ ଚାଲିଥିବା ଛାତ୍ର ଆନ୍ଦୋଳନ ସମର୍ଥନରେ ଶନିବାର ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯାଇଛି। ସିଭିଲ୍ ରାଇଟସ ପ୍ରୋଟେକସନ ଫୋରମ…
ଜୁଆଆଡ୍ଡାରେ ଚଢ଼ାଉ: ୫ ଜଣଙ୍କୁ ଗିରଫ କଲା ପୋଲିସ, ସୁଯୋଗ ନେଇ ଅନ୍ୟମାନେ…
ଦିଗପହଣ୍ଡି୨୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଟିମ୍ ପୋଡ଼ାମାରି ଗ୍ରାମ ନିକଟ ଏକ କୁକୁଡ଼ାଫାର୍ମରେ ଚାଲିଥିବା ଜୁଆଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି ୫ ଜଣ ଜିୁଆଡ଼ିଙ୍କୁ ଗିରଫ କରିଥିବା ବେଳେ ପୂର୍ବରୁ ସୂଚନା ପାଇ ବହୁ…
ମୃତ୍ୟୁମୁଖରୁ ଯୁବତୀଙ୍କୁ ବଞ୍ଚାଇଥିଲେ ସାହସୀ ଯୁବକ ବଳରାମ, ଏବେ ମିଳିଲା…
କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଥିବା ଏକ ଅଭାବନୀୟ ଘଟଣା ମଧ୍ୟରେ ମାନବିକତା, ସାହସ ଓ କର୍ତ୍ତବ୍ୟନିଷ୍ଠାର ଏକ ଉଜ୍ଜ୍ୱଳ ଦୃଷ୍ଟାନ୍ତ ଉଦାହରଣ ସାମ୍ନାକୁ ଆସିଥିଲା। ଉତ୍ତ୍ୟକ୍ତ ଜନତାଙ୍କ ଆକ୍ରମଣର ଶିକାର ହୋଇଥିବା ଜଣେ ଫେଲୋଶିପ୍ ଯୁବତୀଙ୍କୁ…
ଅନାସ୍ଥା ଆସିବା ପରେ ମୁହଁ ଖୋଲିଲେ ଚାମେଲି, କହିଲେ ମୋ’ ବିରୋଧରେ…
ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ୨୨ରୁ ୨୧ ଜଣ ଓ୍ବାର୍ଡ ସଭ୍ୟା/ସଭ୍ୟ ଅନାସ୍ଥା ଆଣିଛନ୍ତି। ୨୭ ତାରିଖରେ ଜିଲାପାଳଙ୍କ କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ଉପଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ତେବେ…
କାଇଁଚପୁର ପଞ୍ଚାୟତକୁ ଗଡୁନି ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓ କହିଲେ….
ଗଞ୍ଜାମ,୨୫ା୭(ବିଦ୍ୟାଧର ସାହୁ ): ପନ୍ଦର ପଞ୍ଚାୟତକୁ ନେଇ ଗଠିତ ହୋଇଛି ଗଞ୍ଜାମ ବ୍ଲକ । ପଞ୍ଚାୟତବାସୀ କିଭଳି ସରକାରଙ୍କ ବିଭିନ୍ନ ସେବା ପାଇ ପାରିବେ ସେଥିପାଇଁ ପ୍ରଶାସନ ସ୍ତରରେ କାର୍ଯ୍ୟକ୍ରମ କରୁଛି । କିଛି ସରକାରୀ ସେବା ପାଇବାରୁ ବଞ୍ଚିତ ହେଉଛନ୍ତି…
ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଲା ଅନାସ୍ଥା ପ୍ରସ୍ତାବ
ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଛି ଅନାସ୍ଥା ପ୍ରସ୍ତାବ। ୨୨ ଜଣ ସଭ୍ୟଙ୍କ ମଧ୍ୟରୁ ୨୧ ଜଣ ତାଙ୍କ ନାଁରେ ଅନାସ୍ଥା ଆଣିଛନ୍ତି। ଅନାସ୍ଥା ଆଗତ…
ରାମେଶ୍ୱର ଦର୍ଶନ ସାରି ଫେରୁଥିବା ବେଳେ ଦୁର୍ଘଟଣା, ସୁନାମଧନ୍ୟ ନୃତ୍ୟଶିଳ୍ପୀଙ୍କ ସମେତ ୩ ମୃତ
ଗୁଣପୁର,୨୫।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ଶେଫାଳୀ ପାହାଡ଼ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏଥିରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକଙ୍କ ମଧ୍ୟରେ ଅଛନ୍ତି ଓଡିଶୀ ନୃତ୍ୟଗୁରୁ ସସ୍ମିତା ପଣ୍ଡା । ରାୟଗଡା ଜିଲା ତଥା…

