ରାଜ୍ୟ

ବାଲିଘାଟରେ ପୋଲିସକୁ ଅତର୍କିତ ଆକ୍ରମଣ,୨ କନ୍‌ଷ୍ଟେବଲ ଗୁରୁତର

ଛେନାପଦି,୨୫।୩(ନିରାକାର ପରିଡ଼ା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଅଧୀନ ଜମ୍ଭିରା ବାଲିପଦା ନିକଟରେ ପ୍ରବାହିତ ବୈତରଣୀ ନଦୀ ବାଲିଘାଟରେ ପୋଲିସକୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଚୋରା ବାଲି ବ୍ୟବସାୟୀଙ୍କ ଆକ୍ରମଣରେ ୨ କନ୍‌ଷ୍ଟେବଲ ଗୁରୁତର ହୋଇଥିବା ଜଣାପଡ଼ିଛି। ଉଭୟଙ୍କୁ ଆନନ୍ଦପୁର ଉପଖଣ୍ଡ…

ବିଧାନସଭାରେ ଠେଲାପେଲା: ପୋଲିସ-କଂଗ୍ରେସ ମୁହାଁମୁହିଁ

ଭୁବନେଶ୍ୱର,୨୫।୩: ବିଧାନସଭା ଆଗରେ ମୁହାଁମୁହିଁ ହୋଇଛନ୍ତି କଂଗ୍ରେସର ବରିଷ୍ଠ ନେତା-ପୋଲିସ। ଭିତରକୁ ଯିବାକୁ ଚାହୁଁଥିବାବେଳେ ପୋଲିସ ରୋକିବାକୁ ନେଇ କଂଗ୍ରେସ ନେତା ଓ ପୋଲିସ ମଧ୍ୟରେ ବାକ୍‌ଯୁଦ୍ଧ ଆରମ୍ଭ ହୋଇଛି। କଂଗ୍ରେସର ଧାରଣାକୁ ଦେଖି ବିଧାନସଭା ଚାରିପାଖେ BNS ୧୬୩ଧାରା ଲାଗୁ…

ବିଧାନସଭାରେ ଠେଲାପେଲା, ଆହତ ହେଲେ…

ଭୁବନେଶ୍ୱର,୨୫।୩: ବିଧାନସଭାରେ ସୁରକ୍ଷାକର୍ମୀ-କଂଗ୍ରେସ ବିଧାୟକ ମୁହାଁମୁହିଁ ହୋଇଛନ୍ତି। ଲବି ଗେଟ ବନ୍ଦ କରିବାକୁ ନେଇ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି। ଲବିକୁ ଆସୁଥିବାବେଳେ ଗୃହକୁ ପ୍ରବେଶ କରିବାକୁ ଦେଇନଥିଲେ ସୁରକ୍ଷାକର୍ମୀ। ଯାହାପରେ ସୁରକ୍ଷାକର୍ମୀ କଂଗ୍ରେସ ବିଧାୟକ ମୁହାଁମୁହିଁ ହୋଇଛନ୍ତି। ଏହି ଠେଲାପେଲାରେ…

ବିଧାନସଭାରେ ସୁରକ୍ଷାକର୍ମୀ-ବିଧାୟକ ଠେଲାପେଲା, ତାତିଲା କଂଗ୍ରେସ

ଭୁବନେଶ୍ୱର,୨୫।୩: କଂଗ୍ରେସର ୧୨ ଜଣ ସଦସ୍ୟ ଆସନ୍ତା ୭ଟି କାର୍ଯ୍ୟଦିବସ ଲାଗି ଗୃହରୁ ନିଲମ୍ବିତ ହୋଇଛନ୍ତି। ବିଧାନସଭାରେ ଚରମ ବିଶୃଙ୍ଖଳା କରୁଥିବା ଅଭିଯୋଗ ଅଣାଯାଇ ସେମାନଙ୍କୁ ନିଲମ୍ବନ କରାଯାଇଛି। ମଙ୍ଗଳବାର ଦ୍ୱିତୀୟାର୍ଦ୍ଧରେ ଗୃହକାର୍ଯ୍ୟ ଆରମ୍ଭହେବା ମାତ୍ରେ କଂଗ୍ରେସ ସଦସ୍ୟମାନେ ନାରୀ ସୁରକ୍ଷା…

ସସ୍‌ପେଣ୍ଡକୁ ନେଇ ତାତିଲେ ତାରା, କହିଲେ ରାତିସାରା ଗୃହ ଭିତରେ ଶୋଇବୁ

ଭୁବନେଶ୍ୱର,୨୫।୩: କଂଗ୍ରେସର ୧୨ବିଧାୟକଙ୍କୁ ନିଲମ୍ବନ ନେଇ ରାଜ୍ୟ ରାଜନୀତି ଉଠୁଛି ପଡୁଛି। ଗୃହ ଭିତରେ ବିଶୃଙ୍ଖଳିତ ଆଚରଣ ପାଇଁ ୧୨ଜଣ ବିଧାୟକଙ୍କୁ ୭ ଦିନ ପାଇଁ ନିଲମ୍ବିତ କରାଯାଇଛି । ବାଚସ୍ପତିଙ୍କ ପ୍ରତି ଅସମ୍ମାନ, ବିଧାନସଭାରେ ଅଶୋଭନୀୟ ଆଚରଣ ଓ ବିଧାନସଭାର…

ସସ୍‌ପେଣ୍ଡ ପରେ ସିଧା ଶୁଣାଇଦେଲେ ସୋଫିଆ, ରାଜନୀତିରେ ହଇଚଇ

ଭୁବନେଶ୍ୱର,୨୫।୩: ବିଧାନସଭାରୁ ଆସିଛି ବଡ଼ ଖବର। ନିଲମ୍ବିତ ହୋଇଛନ୍ତି କଂଗ୍ରେସର ୧୨ ଜଣ ବିଧାୟକ। ଗୃହ ଭିତରେ ବିଶୃଙ୍ଖଳିତ ଆଚରଣ ପାଇଁ ୧୨ଜଣ ବିଧାୟକଙ୍କୁ ୭ ଦିନ ପାଇଁ ନିଲମ୍ବିତ କରାଯାଇଛି । ବାଚସ୍ପତିଙ୍କ ପ୍ରତି ଅସମ୍ମାନ, ବିଧାନସଭାରେ ଅଶୋଭନୀୟ ଆଚରଣ…

IRB Constable Sepoy ନିଯୁକ୍ତି ମାମଲା: ବୟସ ସୀମା ୩ବର୍ଷ କୋହଳ

କଟକ,୨୫।୩:ଇଣ୍ଡିଆନ ରିଜର୍ଭ ବାଟାଲିଅନ (ଆଇଆରବି) କନେଷ୍ଟବଲ ସିପାହି ନିଯୁକ୍ତି ମାମଲାରେ ଓଡ଼ିଶା ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି। ବୟସ ସୀମାକୁ ୩ ବର୍ଷ କୋହଳ ନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ବୟସ ସୀମା କୋହଳ ନେଇ ସରକାରଙ୍କ ସମ୍ମତି ପରେ କୋର୍ଟ…

କଂଗ୍ରେସ ବିଧାୟକ ସସପେଣ୍ଡ: ସାଂଘାତିକ ବୟାନ ଦେଲେ ଭକ୍ତ

ଭୁବନେଶ୍ୱର,୨୫।୩:ବିଧାନସଭା ଭିତରେ ବିଶୃଙ୍ଖଳିତ ଆଚରଣ ପାଇ କଂଗ୍ରେସର ୧୨ବିଧାୟକଙ୍କୁ ସସପେଣ୍ଡ। କଂଗ୍ରେସର ମୋଟ ୧୪ ବିଧାୟକଙ୍କ ଭିତରୁ ୧୨ ଜଣ ନିଲମ୍ବିତ ହୋଇଛନ୍ତି। ଗୃହ ଭିତରେ ବିଶୃଙ୍ଖଳିତ ଆଚରଣ ପାଇଁ ୧୨ଜଣ ବିଧାୟକଙ୍କୁ ୭ ଦିନ ପାଇଁ ନିଲମ୍ବିତ କରାଯାଇଛି ।…

କଂଗ୍ରେସ ବିଧାୟକଙ୍କ ପାଇଁ ବାହାରିଲେ ପ୍ରମିଳା, ମୁଖ୍ୟମନ୍ତ୍ରୀଙ୍କୁ କହିଦେଲେ ବଡ଼କଥା

ଭୁବନେଶ୍ୱର,୨୫।୩: କଂଗ୍ରେସର ୧୨ବିଧାୟକଙ୍କୁ ବିଧାନସଭାରୁ ନିଲମ୍ବନ କରାଯାଇଛି। ଯାହାକୁ ନେଇ ରାଜ୍ୟ ରାଜନୀତି ଜୋର ଧରିଛି। ଗୃହ ଭିତରେ ବିଶୃଙ୍ଖଳିତ ଆଚରଣ ପାଇଁ ୧୨ଜଣ ବିଧାୟକଙ୍କୁ ୭ ଦିନ ପାଇଁ ନିଲମ୍ବିତ କରାଯାଇଛି । ଏନେଇ କଂଗ୍ରେସ ବିଧାୟକଙ୍କ ପାଇଁ ବାହାରିଛନ୍ତି…

୨୯ରୁ ପୁଣି ବଢ଼ିବ ଖରା

ଭୁବନେଶ୍ୱର,୨୫।୩: ୨୯ରୁ ପୁଣି ବଢ଼ିବ ଖରା। ରାଜ୍ୟରେ ପୁଣି ଫେରିବ ହିଟ୍‌ୱେଭ। ୨୯ରୁ ପୁଣି କଲବଲ କରିବ ଗ୍ରୀଷ୍ମ ଲହରୀ। ସମ୍ବଲପୁର, ସୋନପୁର, ବଲାଙ୍ଗୀର ଓ କଳାହାଣ୍ଡିକୁ ଏ ନେଇ ସତର୍କ କରାଯାଇଛି। ୪ ଦିନରେ ରାଜ୍ୟରେ ୬ ଡିଗ୍ରୀ ଯାଏ…

ବିଧାନସଭାରୁ ନିଲମ୍ବିତ ହେଲେ ସୋଫିଆ ଫିର୍ଦ୍ଦୋସ, ଆହୁରି ୧୨ କଂଗ୍ରେସ ବିଧାୟକ…

ଭୁବନେଶ୍ୱର,୨୫।୩:ବିଧାନସଭାରୁ ଆସିଛି ବଡ଼ ଖବର। ନିଲମ୍ବିତ ହୋଇଛନ୍ତି କଂଗ୍ରେସର ୧୨ ଜଣ ବିଧାୟକ। ଗୃହ ଭିତରେ ବିଶୃଙ୍ଖଳିତ ଆଚରଣ ପାଇଁ ୧୨ଜଣ ବିଧାୟକଙ୍କୁ ୭ ଦିନ ପାଇଁ ନିଲମ୍ବିତ କରାଯାଇଛି । ବାଚସ୍ପତିଙ୍କ ପ୍ରତି ଅସମ୍ମାନ, ବିଧାନସଭାରେ ଅଶୋଭନୀୟ ଆଚରଣ ଓ…

ମିଳିଗଲେ କି ନବୀନଙ୍କ ଉତ୍ତରାଧିକାରୀ? ଜଣାପଡିଲା ଦିଲ୍ଲୀ କାହିଁକି ଯାଇଥିଲେ…

ଭୁବନେଶ୍ୱର,୨୫।୩: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଦିଲ୍ଲୀ ଗସ୍ତକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ସେ କାହିଁକି ଦିଲ୍ଲୀ ଯାଇଥିଲେ ଏନେଇ କିଛି ସ୍ପଷ୍ଟ ହୋଇ ନ ଥିଲେ ବି ରାଜନୀତି ପାଣିପାଗ ଉଷ୍ମ ହୋଇଛି। ଏନେଇ ବିଜେଡିର ବରିଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?