ରାଜ୍ୟ

ବିଧାନସଭାରୁ ନିଲମ୍ବିତ ହେଲେ ସୋଫିଆ ଫିର୍ଦ୍ଦୋସ, ଆହୁରି ୧୨ କଂଗ୍ରେସ ବିଧାୟକ…

ଭୁବନେଶ୍ୱର,୨୫।୩:ବିଧାନସଭାରୁ ଆସିଛି ବଡ଼ ଖବର। ନିଲମ୍ବିତ ହୋଇଛନ୍ତି କଂଗ୍ରେସର ୧୨ ଜଣ ବିଧାୟକ। ଗୃହ ଭିତରେ ବିଶୃଙ୍ଖଳିତ ଆଚରଣ ପାଇଁ ୧୨ଜଣ ବିଧାୟକଙ୍କୁ ୭ ଦିନ ପାଇଁ ନିଲମ୍ବିତ କରାଯାଇଛି । ବାଚସ୍ପତିଙ୍କ ପ୍ରତି ଅସମ୍ମାନ, ବିଧାନସଭାରେ ଅଶୋଭନୀୟ ଆଚରଣ ଓ…

ମିଳିଗଲେ କି ନବୀନଙ୍କ ଉତ୍ତରାଧିକାରୀ? ଜଣାପଡିଲା ଦିଲ୍ଲୀ କାହିଁକି ଯାଇଥିଲେ…

ଭୁବନେଶ୍ୱର,୨୫।୩: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଦିଲ୍ଲୀ ଗସ୍ତକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ସେ କାହିଁକି ଦିଲ୍ଲୀ ଯାଇଥିଲେ ଏନେଇ କିଛି ସ୍ପଷ୍ଟ ହୋଇ ନ ଥିଲେ ବି ରାଜନୀତି ପାଣିପାଗ ଉଷ୍ମ ହୋଇଛି। ଏନେଇ ବିଜେଡିର ବରିଷ୍ଠ…

ନବୀନଙ୍କ ଦିଲ୍ଲୀ ଗସ୍ତକୁ ନେଇ ରାଜନୈତିକ ଚର୍ଚ୍ଚା, ଅରୁଣ କହିଦେଲେ ଏଇ ପଦିଏ କଥା…

ଭୁବନେଶ୍ୱର,୨୫।୩: ପୂର୍ବ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଦିଲ୍ଲୀ ଗସ୍ତକୁ ନେଇ ଅରୁଣ ସାହୁ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ଏହା ସଂପୂର୍ଣ୍ଣ ବ୍ୟକ୍ତିଗତ ବୋଲି ଅରୁଣ ଅରୁଣ କହିଛନ୍ତିି। ଏବେ କୌଣସି ରାଜନୈତିକ ସମୀକରଣ ହେବାର ନାହିଁ। ରଜନୈତିକ…

‘ଛି ଛି ଛିରେ ମୋହନ ସରକାର ଛି’ ବିଧାନସଭାରେ ଏ କ’ଣ କହିଦେଲେ ତାରା

ଭୁବନେଶ୍ୱର,୨୫।୩: ନିକଟରେ ନିଲମ୍ବନ ପ୍ରତ୍ୟାହାର ଉଠିବା ପରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ବିଧାନସଭାକୁ ଫେରିଛନ୍ତି। ଫେରିବା ପ୍ରଥମ ଦିନରୁ ହିଁ କଂଗ୍ରେସ ବିଧାୟକମାନେ କଳା ଡ୍ରେସ ପିନ୍ଧି ବିଧାନସଭା ଆସିଥିବା ଦେଖିବାକୁ ମିଳିଛି। ଏହି ସମୟରେ ତାରାଙ୍କୁ କଳାଡ୍ରେସ…

ହସ୍ପିଟାଲରୁ ଚମ୍ପଟ ମାରିଲେ କଏଦୀ

ଢେଙ୍କାନାଳ,୨୫।୩: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ମଙ୍ଗଳବାର ଚିକିତ୍ସା ପାଇଁ ଆସିଥିବା ଜଣେ ବିଚାରାଧୀନ କଏଦୀ ଚମ୍ପଟ ମାରିଛନ୍ତି। ମିଳିଥିବା ସୂଚନା ମୁତାବକ, ଚିକିତ୍ସା ପାଇଁ ୪ କଏଦୀଙ୍କୁ ଅଣାଯାଇଥିଲା। ସେମାନଙ୍କ ମଧ୍ୟରୁ ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ଫେରାର କଏଦୀଙ୍କୁ…

ଏପ୍ରିଲରେ ଲାଲ ଚନ୍ଦନ କାଠର ବିଶ୍ୱସ୍ତରୀୟ ଇ-ନିଲାମ କରିବ ଓଡିଶା

ଭୁବନେଶ୍ୱର,୨୫ା୩: ଓଡିଶା ସରକାର ୯ ଏପ୍ରିଲରେ ଲାଲ ଚନ୍ଦନ କାଠର ବିଶ୍ୱସ୍ତରୀୟ ଇ-ନିଲାମର ଚତୁର୍ଥ ପର୍ଯ୍ୟାୟ କରିବାକୁ ଯାଉଛନ୍ତି। ଏହି ନିଲାମ ଇ-ଟେଣ୍ଡରିଂ ପ୍ରକ୍ରିୟା ମାଧ୍ୟମରେ କରାଯିବ, ଯାହା ଦ୍ୱାରା ଆନ୍ତର୍ଜାତୀୟ କ୍ରେତାମାନେ ଏହି ମୂଲ୍ୟବାନ କାଠର ବିକ୍ରୟରେ ଅଂଶଗ୍ରହଣ କରିପାରିବେ।…

ମଧ୍ୟାହ୍ନ ଭୋଜନ ଖାଇ ଛାତ୍ରୀ ଅସୁସ୍ଥ: ହସ୍ପିଟାଲରେ ଭର୍ତ୍ତି

ଟିଟିଲାଗଡ଼,୨୫।୩(ଶରତ କୁମାର ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ପଞ୍ଚାୟତ ଅଧୀନରେ ଥିବା କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେମଙ୍ଗଳବାର ଏକ ଅଘଟଣ ଘଟିଛି। ମଧ୍ୟାହ୍ନ ଭୋଜନ ଖାଇ ବିଦ୍ୟାଳୟର କିଛିଜଣ ଛାତ୍ରୀ ଅସୁସ୍ଥ ହୋଇପଡିଛନ୍ତି। ସେମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମିଳିଥିବା…

ସରକାରୀ ବାବୁଙ୍କ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୫।୩: ଭିଜିଲାନ୍ସ ଜାଲରେ ପଡିଛନ୍ତି ଜଟଣୀ ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ ଟିମ୍‌ ତାଙ୍କ ବାସଭବନ ସମେତ ୯ଟି ସ୍ଥାନରେ ଏକକାଳୀନ ଚଢାଉ କରିଛନ୍ତି। ଚଢାଉ ବେଳେ ଅଧିକାରୀଙ୍କୁ ଘରୁ ବିଡ଼ାବିଡ଼ା…

ରାଜ୍ୟରେ ଆରମ୍ଭ ହେବ ‘ମୁଖ୍ୟମନ୍ତ୍ରୀ ବସ୍ ସେବା’, ଏହି ସମସ୍ତ ରୁଟରେ ଚାଲିବ

ଭୁବନେଶ୍ୱର,୨୫ା୩: ଓଡିଶା ସରକାର ‘ମୁଖ୍ୟମନ୍ତ୍ରୀ ବସ୍ ସେବା’ ଆରମ୍ଭ କରିବେ, ଯାହା ରାଜ୍ୟର ସମସ୍ତ ରୁଟରେ ଚଳାଚଳ କରିବ, ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ରାଜ୍ୟ ବିଧାନସଭାକୁ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ପୂର୍ବ ବିଜେଡି ସରକାର ନିର୍ବାଚନକୁ…

ରାଜ୍ୟରେ ସରକାରୀ ହସ୍ପିଟାଲ ତୁଳନାରେ ବେସରକାରୀ ହସ୍ପିଟାଲରେ ସି-ସେକ୍ସନ ଡେଲିଭରି ହାର ଅଧିକ

ଭୁବନେଶ୍ୱର,୨୫ା୩: ଓଡିଶା ବିଧାନସଭାରେ ପ୍ରକାଶିତ ତଥ୍ୟ ଅନୁଯାୟୀ, ସରକାରୀ ହସ୍ପିଟାଲ ତୁଳନାରେ ବେସରକାରୀ ହସ୍ପିଟାଲରେ ସିଜାରିଆନ୍ କିମ୍ବା ସି-ସେକ୍ସନ ଡେଲିଭରି ସଂଖ୍ୟା ଯଥେଷ୍ଟ ଅଧିକ। ବିଧାୟକ ଟଙ୍କଧର ତ୍ରିପାଠିଙ୍କ ଏକ ପ୍ରଶ୍ନର ଉତ୍ତରରେ ମଙ୍ଗଳବାର ଦିନ ରାଜ୍ୟ ବିଧାନସଭାରେ ଓଡ଼ିଶାର ସ୍ୱାସ୍ଥ୍ୟମନ୍ତ୍ରୀ…

ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଘରୁ ମଳିଲା ପୁଳାପୁଳା ଟଙ୍କା

ଭୁବନେଶ୍ୱର,୨୫।୩ ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଘରୁ ବିଡ଼ାବିଡ଼ା ଟଙ୍କା ମିଳିଛି। ବାବୁଙ୍କ ଭୁବନେଶ୍ବରସ୍ଥିତ ଫ୍ଲାଟରୁ ନଗଦ ୧୭ ଲକ୍ଷ ଟଙ୍କା ଜବତ ହୋଇଛି। କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀଙ୍କ ଘରେ ରେଡ ହୋଇଛି। ଅଫିସ ସମେତ ଏକକାଳୀନ ୯ଟି ସ୍ଥାନରେ ଚଢ଼ାଉ…

ଚଢାଉ ବେଳେ STF କର୍ମଚାରୀଙ୍କ ଉପରେ ଗାଡ଼ି ଚଢାଇଦେଲେ ଗଞ୍ଜେଇ ମାଫିଆ

ବୌଦ୍ଧ,୨୫।୩: ବୌଦ୍ଧ ଅଞ୍ଚଳରୁ ଛତିଶଗଡ଼କୁ ଗଞ୍ଜେଇ ଚାଲାଣବେଳେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଚଢାଉ କରିଥିବା STF କର୍ମଚାରୀଙ୍କ ଉପରେ ଗାଡ଼ି ଚଢାଇ ଦେଇଛନ୍ତି ଗଞ୍ଜେଇ ମାଫିଆ। ଫଳରେ ୨ଜଣ STF କର୍ମଚାରୀ ଆହତ ହୋଇଥିବା ବେଳେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?