ରାଜ୍ୟ

ଜମିଜମା ବିବାଦକୁ ନେଇ ସଂଘର୍ଷ, ଦୁଇ ଗୁରୁତର

ବାଲେଶ୍ୱର ଅଫିସ,୨୧ା୭: ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଅନ୍ତର୍ଗତ ହିଡିଗାଁରେ ଜମିଜମା ବିବାଦକୁ ନେଇ ରକ୍ତାକ୍ତ ସଂଘର୍ଷ ସହ ଘର ଭଙ୍ଗାରୁଜା ଓ ଲୁଟ୍‌ ପାଟ ହୋଇଛି । ବିପକ୍ଷ ଗୋଷ୍ଠୀର ଖଣ୍ଡା ଏବଂ ଠେଙ୍ଗାମାଡ଼ରେ ଦୁଇ ଗୁରୁତର ହୋଇ...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅଭିନେତା ଆର୍‌.ମାଧବନ

ଭୁବନେଶ୍ୱର,୨୧ା୭(ବ୍ୟୁରୋ): ବଲିଉଡ୍‌ ଓ ସାଉଥ ଫିଲ୍ମ ଦୁନିଆର ପ୍ରସିଦ୍ଧ ଅଭିନେତା ଆର. ମାଧବନ ଏବଂ ତାଙ୍କ ପରିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବୁଧବାର ଭେଟିଥିଲେ। ଏହି ସାକ୍ଷାତ ସମୟରେ ମାଧବନ ମୁଖ୍ୟମନ୍ତ୍ରୀଙ୍କୁ ଖୁବ୍‌ ପ୍ରଶଂସା କରିଥିଲେ। ନବୀନ ମଧ୍ୟ ମାଧବନଙ୍କ...

ଦ୍ରୌପଦୀଙ୍କ ପାଇଁ ଚଳଚଞ୍ଚଳ ମୟୂରଭଞ୍ଜ: ବଣ୍ଟା ହେବ ୫ କୁଇଣ୍ଟାଲ ଲଡ଼ୁ

ବାରିପଦା ଅଫିସ,୨୧ା୭: ଦେଶର ପ୍ରଥମ ଆଦିବାସୀ ମହିଳା ଦ୍ରୌପଦୀ ମୁର୍ମୁ ଦେଶର ପରବର୍ତ୍ତୀ ରାଷ୍ଟ୍ରପତି ହେବା ନେଇ ସମ୍ଭାବନା ଥିବାରୁ ବିଜୟ ଉତ୍ସବ ମନାଇବାକୁ ମୟୂରଭଞ୍ଜ ଜିଲାବାସୀ ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଗୁରୁବାର ଫଳାଫଳ ଘୋଷଣାକୁ ଅପେକ୍ଷା କରି...

କାମରେ ଲାଗୁନି ନୂଆ ନିମାପଡ଼ା ବସ୍‌ଷ୍ଟାଣ୍ଡ

ନିମାପଡ଼ା, ୨୧।୭ (ଡି.ଏନ୍‌.ଏ.): ନିମାପଡ଼ାରେ ନବନିର୍ମିତ ବସ୍‌ଷ୍ଟାଣ୍ଡ କାର୍ଯ୍ୟକ୍ଷମ ହୋଇ ନ ପାରି ଦୀର୍ଘଦିନ ଧରି ଅହେଳିତ ଅବସ୍ଥାରେ ରହିଛି। ଫଳରେ ନୂଆ ବସ୍‌ଷ୍ଟାଣ୍ଡ କାହା ସ୍ବାର୍ଥ ପାଇଁ ନିର୍ମିତ ବୋଲି ନିମାପଡ଼ାବାସୀଙ୍କ ମଧ୍ୟରେ ପ୍ରଶ୍ନ ସୃଷ୍ଟି ହୋଇଛି। ଅଞ୍ଚଳବାସୀଙ୍କ...

ଓଟିଡିସି ମ୍ୟାନେଜର ଗିରଫ

ଭୁବନେଶ୍ୱର,୨୧ା୭(ବ୍ୟୁରୋ): ଭୁବନେଶ୍ୱର ହୋଟେଲ ‘ନିମନ୍ତ୍ରଣ’ରେ ଅର୍ଥ ହେରଫେର ଅଭିଯୋଗରେ ଓଟିଡିସି ମ୍ୟାନେଜର ଓ ଠିକା କର୍ମଚାରୀ ଗିରଫ ହୋଇଛନ୍ତି। ମ୍ୟାନେଜର ରାଜ ଅର୍ଦ୍ଧେନ୍ଦୁ ଶେଖର ମହାନ୍ତି ଓ ଠିକା କର୍ମଚାରୀ ସୁନୀଲ ଘଡ଼େଇ ୬ ମାସରେ ୧୭ ଲକ୍ଷ ୫୦...

୧୫୮୨୦ ଗ୍ରାମୀଣ ରାସ୍ତା କାମ ଅସମ୍ପୂର୍ଣ୍ଣ

କେନ୍ଦ୍ରାପଡ଼ା ଅଫିସ,୨୧ା୭: ଗତ ୨ଦିନ ଧରି ମୌସୁମୀ ବର୍ଷା କେନ୍ଦ୍ରାପଡ଼ା ଜିଲାରେ ଲାଗି ରହିଛି । ଏହି ବର୍ଷା ଚାଷୀଙ୍କ ମନରେ ଖୁସି ଆଣିଥିବା ବେଳେ ବହୁ ରାସ୍ତା ଅବସ୍ଥା ବେହାଲ ହୋଇଛି । ବର୍ଷା ଆରମ୍ଭରୁ କାଦୁଅରେ ବୁଡ଼ିଛି...

ହୀରାକୁଦରେ ଖୋଲିଲା ଆଉ ୩ ଗେଟ୍‌

ସମ୍ବଲପୁର,୨୧ା୭(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ହୀରାକୁଦ ଡ୍ୟାମର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଛି। ଫଳରେ ଗୁରୁବାର ୩ଟି ଗେଟ୍‌ ଖୋଲାଯାଇଛି। ପୂର୍ବରୁ ୫ଟି ଗେଟ୍‌ ଖୋଲାଯାଇଥିବା ବେଳେ ଆଜି ଆଉ ୩ଟି ଗେଟ୍‌ ଖୋଲାଯାଇଛି। ମୋଟ୍‌ ୮ଟି...

ସମୁଦ୍ର କୂଳ ଲଂଘୁଛି, ପ୍ରଶାସନ ସ୍ଥାଣୁ

ଏରସମା,୨୧ା୭(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲାର ଅନ୍ୟତମ ମୁଖ୍ୟ ପର୍ଯ୍ୟଟନସ୍ଥଳ ଭାବେ ସୁପରିଚିତ ଏରସମା ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତସ୍ଥିତ ଶିଆଳି ସମୁଦ୍ର ବେଳାଭୂମି ଉଚ୍ଚ ଜୁଆର ପ୍ରଭାବରେ କୂଳ ଖାଇବାରେ ଲାଗିଛି। ସପ୍ତାହେ ହେଲା, ସମୁଦ୍ର ଜଳପତ୍ତନ ଆଶାତୀତ ଭାବେ ବୃଦ୍ଧି...

ଭୁଶୁଡ଼ିଲା ବ୍ରିଜ୍‌ ସେଣ୍ଟ୍ରିଂ, ଚାଲିଗଲା ଶ୍ରମିକଙ୍କ ଜୀବନ

ମାଲକାନଗିରି,୨୧ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ବ୍ରିଜ୍‌ର ସେଣ୍ଟ୍ରିଂ କାମ ଚାଲିଥିବା ବେଳେ ଏହା ଭୁଶୁଡ଼ି ପଡ଼ିବାରୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକ ଶ୍ରମିକ ଜଣଙ୍କ ହେଲେ ଦେବ ଶିଶା।...

ଆଜି ଇଡି କାର୍ଯ୍ୟାଳୟ ବାହାରେ ଆନ୍ଦୋଳନ କରିବ କଂଗ୍ରେସ

ଭୁବନେଶ୍ବର, ୨୧ା୭(ବ୍ୟୁରୋ): ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଗୁରୁବାର ଇଡିରେ ହାଜର ହେବା ସକାଶେ ନୋଟିସ୍‌ ଜାରି କରାଯାଇଛି। ଏହାକୁ ଦେଶବ୍ୟାପୀ ବିରୋଧ କରି କଂଗ୍ରେସ କର୍ମୀମାନେ ରାସ୍ତାକୁ ଓହ୍ଲାଇ ଆନ୍ଦୋଳନ କରିବେ ବୋଲି ଯୋଜନା...

୨୧ଶହ ବିଦ୍ୟାଳୟରେ ଜଣେ ଲେଖାଏ ଶିକ୍ଷକ

ଭୁବନେଶ୍ୱର, ୨୧।୭(ବ୍ୟୁରୋ): ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଥିବା ସରକାର କହୁଛନ୍ତି। ଏପରି କି ବିଦ୍ୟାଳୟକୁ ରୂପାନ୍ତରଣ କାର୍ଯ୍ୟକ୍ରମରେ ସାମିଲ କରାଯାଇ ଉନ୍ନତ ଏବଂ ଶୈକ୍ଷିକ ବାତାବରଣ ସୃଷ୍ଟି କରାଯାଉଛି। ଭିତ୍ତିଭୂମି ବିକାଶ ସହ ଆଧୁନିକୀକରଣ କରାଯାଉଛି। ହେଲେ ଶିକ୍ଷକ...

ପରଲୋକରେ ଟେଲି ଅଭିନେତ୍ରୀ ରାଜେଶ୍ୱରୀ

ଭୁବନେଶ୍ୱର,୨୧।୭(ବ୍ୟୁରୋ): ପରଲୋକରେ ଓଡ଼ିଆ ଟେଲି ଅଭିନେତ୍ରୀ ରାଜେଶ୍ୱରୀ ରାୟ ମହାପାତ୍ର। ବୁଧବାର ବିଳମ୍ବିତ ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ୨୦୧୯ରେ ମସ୍କିଷ୍କ ଏବଂ ଫୁସ୍‌ଫୁସ୍‌ କ୍ୟାନ୍‌ସରରେ ପୀଡ଼ିତ ଥିବା ନେଇ ରାଜେଶ୍ୱରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri