ଟ୍ରଲର ମାଡ଼ରେ ମରୁଛନ୍ତି ଅଲିଭ ରିଡ୍ଲେ
କୁଜଙ୍ଗ,୧୩।୨(ମନୋଜ ପ୍ରଧାନ): ଅଲିଭ୍ରିଡ୍ଲେ କଇଁଛଙ୍କ ସୁରକ୍ଷା ପାଇଁ କେନ୍ଦ୍ର ସରକାର ପାରାଦୀପରେ କଇଁଛ କରିଡର କରିବାକୁ ବଜେଟରେ ଘୋଷଣା କରିଥିବା ବେଳେ କୁଜଙ୍ଗ ବନାଞ୍ଚଳ ନୂଆଗାଁ ବନକ୍ଷେତ୍ର ଅନ୍ତର୍ଗତ ଜଟାଧାର ତଣ୍ଡାରେ ଦୈନିକ ଶତାଧିକ ଅଲିଭ୍ରିଡ୍ଲେ କଇଁଛ ମରୁଛନ୍ତି। ସେମାନଙ୍କ ସୁରକ୍ଷା…
ଅଧାରେ ରହିଗଲା ତୀର୍ଥଯାତ୍ରା; ଦୁର୍ଘଟଣାଗ୍ରସ୍ତ ହୋଇ ପୋଲ ଉପରେ ଝୁଲିଲା ବସ୍, ୪୦ ଜଣ ଯାତ୍ରୀ…
ବାହାନଗା, ୧୩। ୨(ଅରୂପ କୁମାର ଦାସ ): ୧୬ ନମ୍ବର ଜାତୀୟ ରାଜପଥ ବାହାନଗା ଓଭର ବ୍ରିଜ ଉପରେ ତ୍ରୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ତେବେ ଭୟଙ୍କର ଦୁର୍ଘଟଣାରେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ଜଣ ଗୁରୁତର ହୋଇଥିବା ସୂଚନା…
ସର୍ଟ ସର୍କିଟ ଯୋଗୁଁ ଚଳନ୍ତା କାରରେ ଲାଗିଗଲା ନିଆଁ, ଡ୍ରାଇଭର ଦୌଡି ଯାଇ…
ଧର୍ମଶାଳା,୧୩।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଷୋହଳ ନମ୍ବର ଜାତୀୟ ରାଜପଥର ସଙ୍କାରିଢିଅ ଫ୍ଲାଏ ଓଭର ବ୍ରିଜ ଉପରେ ଦୁର୍ଘଟଣା । ଏକ ଚଳନ୍ତା କାରରେ ନିଆଁ ଲାଗିଯାଇଛି । ତେବେ ଚାଳକଙ୍କ ଉପସ୍ଥିତି ବୁଦ୍ଧି ଯୋଗୁ…
ପାଣି ଆଣିବାକୁ ଯାଇ କେନାଲରେ ଭାସିଗଲେ ମହିଳା, ଅପସ୍ମାର…
ଅତାବିରା,୧୩।୨(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଚକୁଳିଫାର୍ମର ଏକ କେନାଲରୁ ଭାସୁଥିବା ଅବସ୍ଥାରେ ଜଣେ ମହିଳାଙ୍କ ମୃତଦେହ ଶୁକ୍ରବାର ଜବତ କରାଯାଇଛି । ମୃତ ମହିଳାଙ୍କ ନାମ କୋଳପତି ବିରଭଦ୍ରା (୫୮) ବୋଲି ଜଣାପଡିଛି । ତେବେ…
ବରିଷ୍ଠ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ
ଭୁବନେଶ୍ୱର,୧୩।୨: ବରିଷ୍ଠ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ଶୁକ୍ରବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ୧୯୯୫-୨୦୦୦ ମସିହା ଯାଏ ଚୌଦାର ବିଧାୟକ…
ବିଶିଷ୍ଟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଅସୁସ୍ଥ, ମସ୍ତିସ୍କାଘାତ ଯୋଗୁଁ…
ଭୁବନେଶ୍ବର,୧୩ା୨: କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଅସୁସ୍ଥ । ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ନେଇ ସୂଚନା ରହିଛି । ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲ୍କୁ ସ୍ଥାନାନ୍ତର କରାଯାଇଛି । ସୂଚନା ଅନୁସାରେ, ଗୁରୁବାର ଏକ…
କଣ୍ଟେନରରେ ରାଜ୍ୟ ବାହାରକୁ ଧାନ ଚାଲାଣ
ମହାକାଳପଡ଼ା,୧୩ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରୁ କୋଲକାତା, ଆନ୍ଧ୍ରପ୍ରଦେଶ, ରାୟପୁର, ଛତିଶଗଡ, ମଧ୍ୟପ୍ରଦେଶ, ବିହାର, ସିକିମ ଓ ନାଗାଲାଣ୍ଡ ଆଦି ରାଜ୍ୟକୁ ମୋଟା ଓ ବାସ୍ମତି ଧାନ ବଡ଼ ବଡ଼ ଟ୍ରକ୍ ଓ କଣ୍ଟେନରରେ ଚାଲାଣ କରାଯାଉଛି।…
ଚଳିତବର୍ଷ ଆଗୁଆ ହେବ ସ୍ନାତକ, ସ୍ନାତକୋତ୍ତର ନାମଲେଖା
ଭୁବନେଶ୍ୱର,୧୩ା୨(ସୁଚିସ୍ମିତା ସାହୁ): ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ ଚଳିତ ବର୍ଷ ନାମଲେଖା ଆଗୁଆ କରାଯିବ। ଜୁଲାଇ ମାସ ଦ୍ୱିତୀୟ ସପ୍ତାହରୁ ଶିକ୍ଷାଦାନ ଆରମ୍ଭ କରିବାକୁ ଉଚ୍ଚଶିକ୍ଷା ବିଭାଗ ଯୋଜନା ପ୍ରସ୍ତୁତ କରିଛି। ଏହାକୁ ଦୃଷ୍ଟିରେ ରଖି ସ୍ନାତକୋତ୍ତର ନାମଲେଖା ପାଇଁ…
ରାୟଗଡ଼ାରେ ମାଓବାଦୀ ପୋଷ୍ଟର, ଆଦିବାସୀଙ୍କୁ ନକ୍ସଲରେ ରଖି ଅତ୍ୟାଚାର…
ରାୟଗଡ଼ା,୧୩।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ବ୍ଲକ ବାଇସିଙ୍ଗ ପଞ୍ଚାୟତ ଅନ୍ତର୍ଗତ ଧୁମାଗୁଡ଼ା ବସଷ୍ଟପ ନିକଟରେ ମାଓବାଦୀ ପୋଷ୍ଟର ଦେଖାଯାଇଛି । ଏହି ପୋଷ୍ଟରଟି ସସିପିଆଇ ମାଓବାଦୀ ପକ୍ଷରୁ ଲେଖାଯାଇଥିବା ନେଇ କୁହାଯାଇଛି । ତେବେ ଏଥିରେ ସ୍ପଷ୍ଟ ଭାବେ ଲେଖାଯାଇଛି ଯେ,…
ବିଜେଡିରୁ ବିଦାହେଲେ ସ୍ବାଧୀନ, ପ୍ରଦୀପ
ଭୁବନେଶ୍ୱର, ୧୩।୨(ସୁନିତ୍ ମିଶ୍ର): ଦଳ ବିରୋଧୀ କାର୍ଯ୍ୟ କରିବା ଅଭିଯୋଗରେ ବିଜେଡି ଗୁରୁବାର ଆଉ ୨ ଜଣଙ୍କୁ ନିଲମ୍ବିତ କରିଛି। କଟକ ଏବଂ କଟକ ସଦରର ୨ ଜଣ ଦଳରୁ ନିଲମ୍ବିତ ହୋଇଥିବା ଦଳ ପକ୍ଷରୁ ଜାରି ବିଜ୍ଞପ୍ତିରେ ସୂଚିତ କରାଯାଇଛି।…
‘ଛୁଟିରେ ରହିପାରିବେ ନାହିଁ କୌଣସି ସଚିବ’
ଭୁବନେଶ୍ୱର,୧୩ା୨(ରବିନାରାୟଣ ଜେନା): ରାଜ୍ୟକୁ ଉନ୍ନତ କରିବାକୁ ହେବ ଓ ସରକାରୀ କାର୍ଯ୍ୟରେ ଯେଭଳି ବାଧା ନ ଉପୁଜିବ, ତାହାକୁ ଦୃଷ୍ଟିରେ ରଖି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସବୁ ବିଭାଗର ସଚିବଙ୍କୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଯୋଜନା ଓ…
୨୩ ସୁଦ୍ଧା କନିଷ୍ଠ ଶିକ୍ଷକଙ୍କ ସିସିଆର୍ ଦାଖଲ ନିର୍ଦ୍ଦେଶ
ଭୁବନେଶ୍ୱର,୧୩ା୨(ସୁଚିସ୍ମିତା ସାହୁ): ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩ ହଜାର ୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି ଦିଆଯାଇଛି। ନିର୍ଦ୍ଦେଶାଳୟ ପକ୍ଷରୁ ଜାରି ଚୂଡ଼ାନ୍ତ ପଦୋନ୍ନତି ତାଲିକାକୁ ନେଇ ସେମାନଙ୍କର ପର୍ଫର୍ମାନ୍ସ ଆପ୍ରେଜାଲ ରିପୋର୍ଟ (ପାର୍), ସମ୍ପତ୍ତି ବିବରଣୀ, ଭିଜିଲାନ୍ସ ଏବଂ…
Archives


