ରାଜ୍ୟ

ଆଉ ୫ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୮।୭(ବ୍ୟୁରୋ) – ଦକ୍ଷିଣ ଓଡ଼ିଶାରୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରର ଉତ୍ତର-ପଶ୍ଚିମ ଓ ତତ୍‌ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ମୌସୁମୀ ଟ୍ରପ୍‌ ଲାଇନ ବର୍ତ୍ତମାନ ଉକ୍ତ ଘୂର୍ଣ୍ଣିବଳୟ ଦେଇ ଗତି କରୁଛି। ଏହାର ପ୍ରଭାବରେ ଆଗାମୀ ୫...

ନବୀନ ନିବାସରେ ଦ୍ରୌପଦୀଙ୍କ ମଧ୍ୟାହ୍ନ ଭୋଜନ; ପରସାଗଲା ଓଡ଼ିଆ ଖାଦ୍ୟ

ଭୁବନେଶ୍ୱର,୮ା୭(ବ୍ୟୁରୋ)- ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ରାଜ୍ୟର ଏମ୍‌ପି ଓ ବିଧାୟକମାନଙ୍କୁ ଭେଟି ନିଜ ସପକ୍ଷରେ ଭୋଟ ନେଇ ଆଲୋଚନା କରିଛନ୍ତି। ଶୁକ୍ରବାର ପୂର୍ବାହ୍ନରେ...

ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନରୁ ବଞ୍ଚିତ ହେଲେ ସହସ୍ରାଧିକ ଶ୍ରଦ୍ଧାଳୁ

ପୁରୀ ଅଫିସ,୮।୭: ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନରୁ ଶୁକ୍ରବାର ବଞ୍ଚିତ ହୋଇଛନ୍ତି ସହସ୍ରାଧିକ ଶ୍ରଦ୍ଧାଳୁ। ଏହାକୁ ନେଇ ସେମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ବାହୁଡ଼ା ଯାତ୍ରା ପାଇଁ ପ୍ରସ୍ତୁତି ଆଳରେ ଦର୍ଶନ ବ୍ୟବସ୍ଥାକୁ ବନ୍ଦ କରିଦିଆଯିବାରୁ ଭକ୍ତମାନେ ପ୍ରଶାସନକୁ ସମାଲୋଚନା...

ରୁଚିକାଙ୍କ ମା’ଙ୍କୁ ଉଠାଇନେଲା ପୋଲିସ

ଭୁବନେଶ୍ୱର,୮।୭(ବ୍ୟୁରୋ): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ତାଙ୍କ ମା’ କଲେଜ ଗେଟ୍‌ ସମ୍ମୁଖରେ ଅନଶନରେ ବସିଥିଲେ। ତେବେ ଶୁକ୍ରବାର ରୁଚିକାଙ୍କ ମା’ଙ୍କୁ ପୋଲିସ ଉଠାଇ ନେଇଛି । ଏହାସହିତ ନବ ନିର୍ମାଣ ଯୁବ ଛାତ୍ର...

ରାତି ପାହିଲେ ବାହୁଡ଼ା ଯାତ୍ରା, ରତ୍ନବେଦୀକୁ ବାହୁଡିବେ ମହାପ୍ରଭୁ

ପୁରୀ ଅଫିସ,୮।୭: ରାତି ପାହିଲେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା। ମହାପ୍ରଭୁ ଜନ୍ମବେଦୀ ଛାଡି ରତ୍ନବେଦୀକୁ ବାହୁଡିବେ। ଶୁକ୍ରବାର ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରା ଶେଷ ହୋଇଛି । ସନ୍ଧ୍ୟାଦର୍ଶନ ଲାଗି ଗୁଣ୍ଡିଚା ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ଦେଖିବାକୁ...

ପ୍ରଦୀପ୍ତ ନାଏକଙ୍କୁ ଭେଟିଲେ ଭାଜପା ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା

ଭୁବନେଶ୍ୱର,୮।୭(ବ୍ୟୁରୋ): ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କୁ ଭାଜପା ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା ଏବଂ ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଅରୁଣ ସିଂ ଶୁକ୍ରବାର ଭେଟିଛନ୍ତି। ସେମାନେ ପ୍ରଦୀପ୍ତଙ୍କୁ ଭେଟି ତାଙ୍କ ସାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା ସହିତ ତାଙ୍କୁ...

ସୁରକ୍ଷାକର୍ମୀ-ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ

ନୂଆପଡ଼ା ଅଫିସ,୮।୭: ନୂଆପଡ଼ା ଜିଲା ସୁନାବେଡ଼ା ଅଭୟାରଣ୍ୟରେ ଶୁକ୍ରବାର ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ନୂଆପଡ଼ା ଛତିଶଗଡ଼ ସୀମାନ୍ତ ଗରିଆବନ୍ଧ ଜିଲା ଆମାମୋରା ନିକଟ ଓରାଗାଁ ପାଟଧରା ସଂରକ୍ଷିତ ଜଙ୍ଗଲରେ ଏସ୍‌ଓଜ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି...

ଝାଡ଼ାବାନ୍ତିରେ ୩୫ ଛାତ୍ର ଆକ୍ରାନ୍ତ

ରାୟଗଡା ଅଫିସ,୮।୭: ରାୟଗଡା ଜିଲା ବିଷମ କଟକ ବ୍ଲକ ଅଧୀନ ଡୁମ୍ବୁରିନେଲି ସଦର ପଞ୍ଚାୟତ ଦଣ୍ଡାପୋଡା କେବିକେ ଛାତ୍ର ନିବାସରରେ ୩୫ଜଣ ଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଶୁକ୍ରବାର ରାତିରେ ହଷ୍ଟେଲ ଛାତ୍ରମାନେ ଖାଇବା ପରେ ଶୋଇଥିଲେ। ସକାଳୁ ଉଠିବା...

ନବୀନଙ୍କୁ ଭାଇ କହିଲେ ଦ୍ରୌପଦୀ

ଭୁବନେଶ୍ୱର,୮ା୭: ଏନ୍‌ଡିଏ ସମର୍ଥିତ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ସକାଳେ ଦିଲ୍ଲୀରୁ ଏକ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ଆସିଥିଲେ। ଏଠାରେ ପହଞ୍ଚିବା ପରେ ସିଧା ଅତିଥି ଭବନ ଯାଇଥିଲେ। ସେଠାରୁ ପୁଣି ବିଧାନସଭା ଆସିଥିଲେ। ଏହି ସମୟରେ...

ଲାଞ୍ଚ ନେଇ ଧରାପଡ଼ିଲେ ତହସିଲଦାର

ବାରିପଦା ଅଫିସ,୮ା୭: ମୟୂରଭଞ୍ଜ ଜିଲା ରରୁଆଁ ତହସିଲଦାର ସତ୍ୟ ସୁନ୍ଦର ରାଉତ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଏକ ଘରବାଡ଼ି ପଟ୍ଟା କରାଇ ଦେବା ବାବଦରେ ୧୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।...

ଲକ୍‌ଡାଉନ୍‌ ପରଠାରୁ ବିଦ୍ୟାଳୟରେ ତାଲା

ଦାରିଙ୍ଗବାଡ଼ି,୮ା୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତର ଦୁର୍ଗମ ତଜଡ଼ବାଡ଼ି ଗାଁକୁ ସବୁଦିନିଆ ରାସ୍ତାଟିଏ ନ ଥିବାବେଳେ ବିଦ୍ୟାଳୟର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ସେହିପରି ପିଇବା ପାଣିର ଅଭାବ ସାଙ୍ଗକୁ ଅଙ୍ଗନଓ୍ବାଡ଼ି ଶିଶୁଙ୍କ ପାଇଁ କେନ୍ଦ୍ରଟିଏ ନ ଥିବା...

ଯୁବକଙ୍କୁ ପିଟିପିଟି ହତ୍ୟା, ସରପଞ୍ଚଙ୍କ ଘରେ ନିଆଁ ଲଗାଇଦେଲେ ଉତ୍ତ୍ୟେକ୍ତ ଲୋକେ

ବାଲେଶ୍ୱର ଅଫିସ,୮ା୭: ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅଧିନସ୍ଥ ଶ୍ରୀଜଙ୍ଗ ଗାଁରେ ଜଣେ ଯୁବକଙ୍କୁ ଚୋରି ଅଭିଯୋଗରେ ପିଟିପିଟି ହତ୍ୟା କରିଥିବାର ଜଣାପଡ଼ିଛି। କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ପିଟିଥିଲେ କିଛି ଲୋକ। ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଅବସ୍ଥାରେ ବାଲେଶ୍ୱର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri