ରାଜ୍ୟ

ବେଦାନ୍ତରେ ୧୬ ବିଲିୟନ ଲିଟର ଜଳ ପୁନଶ୍ଚକ୍ରଣ

ଭୁବନେଶ୍ୱର,୨୨।୩: ଚଳିତ ଆର୍ଥିକ ବର୍ଷ ମଧ୍ୟରେ ବେଦାନ୍ତ ଆଲୁମିନିୟମ ପ୍ରାୟ ୧୬ ବିଲିୟନ ଲିଟର ଜଳ କାର୍ଯ୍ୟ ପରିସରରେ ପୁନଶ୍ଚକ୍ରଣ କରିଛି, ଯାହା ଏହାର ସ୍ଥାୟିତ୍ୱ ଯାତ୍ରାରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ବୋଲି କୁହାଯାଉଛି। ସନ୍ଦର୍ଭରେ ଏହି ପରିମାଣ ପ୍ରାୟ ୬,୪୦୦…

ଡିଲିମିଟେଶନ: ଚେନ୍ନାଇ ଗଲେ ବିରୋଧୀ ନେତା

ଭୁବନେଶ୍ୱର, ୨୨ା୩(ସୁନିତ୍‌ ମିଶ୍ର):ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ୍‌ଙ୍କ ଅଧ୍ୟକ୍ଷତାରେ ଶନିବାର ଅନୁଷ୍ଠିତ ହେବାକୁ ଥିବା ସୀମା ପୁନଃ ନିର୍ଦ୍ଧାରଣ(ଡିଲିମିଟେଶନ) ସମ୍ପର୍କିତ କାର୍ଯ୍ୟାନୁଷ୍ଠାନ କମିଟିର ପ୍ରଥମ ବୈଠକରେ ଓଡ଼ିଶାରୁ ଉଭୟ ବିଜେଡି ଏବଂ କଂଗ୍ରେସ ଯୋଗଦେବେ। ଏନେଇ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି…

ତାଣ୍ଡବ ରଚିଲା କାଳବୈଶାଖୀ: ଉଡ଼ାଇ ନେଲା ଛପର, ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ

ଆନନ୍ଦପୁର,୨୨ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅନେକ ଘରର ଚାଳ ଛପର ଉଡ଼ାଇ ନେଇଯାଇଥିବା ବେଳେ ବି-୧୧ କେଭି ବିଦ୍ୟୁତ ଖୁଣ୍ଟକୁ ଭାଙ୍ଗି ଦେଇଛି ଏବଂ ବଡ଼ବଡ଼ ଗଛ…

୨୫୦ ନିୟୁତ ଟନ୍‌ ପଣ୍ୟ ପରିବହନ

ଭୁବନେଶ୍ୱର,୨୨ା୩(ଅନୁରାଧା ମହାରଣା): ପୂର୍ବତଟ ରେଳପଥ ପଣ୍ୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ମାଇଲଖୁଣ୍ଟ ହାସଲ କରିଛି। ୨୦୨୪-୨୫ ଆର୍ଥିକ ବର୍ଷ ଶେଷ ହେବାର ୧୧ଦିନ ପୂର୍ବରୁ ୨୫୦ ମେଟ୍ରିକ୍‌ ଟନ୍‌ ପଣ୍ୟ ପରିବହନ କରି ରେକର୍ଡ ସୃଷ୍ଟି କରିଛି। ଏତେ ପରିମାଣର…

କୋଶଳୀକୁ ମିଳିବନି ରାଜ୍ୟ ଭାଷା ମାନ୍ୟତା

ଭୁବନେଶ୍ୱର,୨୨ା୩ (ରବିନାରାୟଣ ଜେନା): ସମ୍ବଲପୁରୀ-କୋଶଳୀ ଭାଷାକୁ ରାଜ୍ୟ ଭାଷାର ମାନ୍ୟତା ଦାବି ସଂକ୍ରାନ୍ତୀୟ କୌଣସି ପ୍ରସ୍ତାବ ସରକାରଙ୍କ ହସ୍ତଗତ ହୋଇନାହିଁ ବୋଲି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି। ଶୁକ୍ରବାର ଗୃହରେ ବିିରୋଧୀ ଦଳ ଉପନେତା…

ଆଇଏଫ୍‌ଏସ୍‌ ଅଫିସର ସ୍ତରରେ ବ୍ୟାପକ ଅଦଳବଦଳ

ଭୁବନେଶ୍ୱର,୨୨ା୩ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଭାରତୀୟ ବନସେବା (ଆଇଏଫ୍‌ଏସ୍‌) ଅଫିସର ସ୍ତରରେ ବ୍ୟାପକ ଅଦଳବଦଳ କରାଯାଇଛି। ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଶୁକ୍ରବାର ଜାରି ବିଜ୍ଞପ୍ତି ଅନୁଯାୟୀ, ୧୯୯୩ ବ୍ୟାଚ୍‌ର ଆଇଏଫ୍‌ଏସ୍‌ ଅଫିସର ଉମା ନନ୍ଦୁରୀଙ୍କୁ ପିସିସିଏଫ୍‌(କେଏଲ୍‌) ଭାବେ…

୨ ଦିନ ପାଇଁ ଶିମିଳିପାଳ ବନ୍ଦ

ବାରିପଦା,୨୨ା୩: ୨ ଦିନ ପାଇଁ ଶିମିଳିପାଳ ବନ୍ଦ ରହିବ। ଶନିବାର ଓ ରବିବାର ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। କାଳବୈଶାଖୀକୁ ଦୃଷ୍ଟିରେ ରଖି ୨ ଦିନ ପାଇଁ ବନ୍ଦ ନିଷ୍ପତ୍ତି ନିଆଯାଇଛି। ଏନେଇ ଡ. ପ୍ରକାଶ ଚାନ୍ଦ ଗୋଗିନେନୀ…

ଜାଲ୍‌ ଦସ୍ତଖତ କରି ଏସ୍‌ଏଚ୍‌ଜିରୁ ୬ ଲକ୍ଷ ଟଙ୍କା ଆତ୍ମସାତ୍‌ ଅଭିଯୋଗ

କେସିଙ୍ଗା,୨୨ା୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଫଟକାଲ ମାଲ ପଞ୍ଚାୟତ ଅଧୀନସ୍ଥ ବୋରିଂପଦର ଗ୍ରାମସ୍ଥିତ ମା’ ବୃନ୍ଦାବତୀ ସ୍ବୟଂ ସହାୟକ ଗୋଷ୍ଠୀ ବୋରିଂପଦର ଗ୍ରାମର ପୂର୍ବତନ ସଭାପତି ରେବତୀ ମାଝୀ ଓ ପୂର୍ବତନ ସମ୍ପାଦିକା ତେଜସ୍ବିନୀ ମାଝୀଙ୍କ ମିଳିତ ଉଦ୍ୟମରେ…

ବିଜୁଳି ସହ ଘଡ଼ଘଡ଼ି ସହ ବର୍ଷା: ୨୭ ଜିଲାକୁ କାଳବୈଶାଖୀ ସତର୍କତା

ଭୁବନେଶ୍ୱର,୨୨ା୩(ଅନୁରାଧା ମହାରଣା):ରାଜ୍ୟରେ ବେଶ୍‌ କିଛିଦିନ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେବା ପରେ ଏବେ ପାଗ ବଦଳୁଛି। ରାଜ୍ୟରେ ତାପମାତ୍ରା ହ୍ରାସ ପାଉଥିବାବେଳେ କାଳବୈଶାଖୀ ତାଣ୍ଡବ ରଚୁଛି। ଶୁକ୍ରବାର ଉତ୍ତର ଓଡ଼ିଶାରେ କାଳବୈଶାଖୀ ବ୍ୟାପକ କ୍ଷୟକ୍ଷତି ଘଟାଇଥିବାବେଳେ ଶନିବାର ପାଇଁ…

କର୍ତ୍ତବ୍ୟରେ ଅବହେଳା: ୫ ଶିକ୍ଷକଙ୍କ ଦରମା ବନ୍ଦ

ଲାଞ୍ଜିଗଡ଼,୨୧ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ କାର୍ଯ୍ୟରେ ଅବହେଳା କାରଣରୁ ଗୋଷ୍ଠୀ ଶିକ୍ଷା ଅଧିକାରୀ ୫ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ ସହିତ ଦରମା ବନ୍ଦ କରିଛନ୍ତି। ଗୋଷ୍ଠୀ ଶିକ୍ଷାଧିକାରୀ ଋଷିଆ ମେହେର ବ୍ଲକର ଘୋଡାପୋଖରୀ, ପୁଇଗୁଡା, କରନମୁଣ୍ଡା,…

କଂଗ୍ରେସ ନେତା ଦେବେନ୍ଦ୍ର ଶର୍ମାଙ୍କ ଦେହାନ୍ତ

ଭୁବନେଶ୍ୱର,୨୧।୩: ବଡ଼ କଂଗ୍ରେସ ନେତାଙ୍କ ପରଲୋକ। ଆଳି ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ଦେହାନ୍ତ। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ୬୬ ବର୍ଷରେ ତାଙ୍କର ମୃତ୍ୟୁ ହୋଇଛି। ୨୦୧୪ରେ କଂଗ୍ରେସରୁ ନିର୍ବାଚିତ ହୋଇଥିଲେ ଦେବେନ୍ଦ୍ର।

ଉପରସେମ୍ବି ଗ୍ରାମ ଜଙ୍ଗଲରେ ପଡିରହିଛି ସୀମା ଚିହ୍ନଟ ଖୁଣ୍ଟି: ଫଟୋ,ଭିଡ଼ିଓ ଭାଇରାଲ

ପଟ୍ଟାଙ୍ଗି,୨୧ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧିନରେ ଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଉପରସେମ୍ବି ଗ୍ରାମର ଜଙ୍ଗଲରେ ପଡି ରହିଥିବା ସୀମା ଚିହ୍ନଟ ଖୁଣ୍ଟିକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି। ଏହାକୁ ନେଇ ପଡୋଶୀ ଆନ୍ଧ୍ରର ସିପିଆଇଏମ୍‌ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?