ରାଜ୍ୟ

କର୍ତ୍ତବ୍ୟରେ ଅବହେଳା: ୫ ଶିକ୍ଷକଙ୍କ ଦରମା ବନ୍ଦ

ଲାଞ୍ଜିଗଡ଼,୨୧ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ କାର୍ଯ୍ୟରେ ଅବହେଳା କାରଣରୁ ଗୋଷ୍ଠୀ ଶିକ୍ଷା ଅଧିକାରୀ ୫ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ ସହିତ ଦରମା ବନ୍ଦ କରିଛନ୍ତି। ଗୋଷ୍ଠୀ ଶିକ୍ଷାଧିକାରୀ ଋଷିଆ ମେହେର ବ୍ଲକର ଘୋଡାପୋଖରୀ, ପୁଇଗୁଡା, କରନମୁଣ୍ଡା,…

କଂଗ୍ରେସ ନେତା ଦେବେନ୍ଦ୍ର ଶର୍ମାଙ୍କ ଦେହାନ୍ତ

ଭୁବନେଶ୍ୱର,୨୧।୩: ବଡ଼ କଂଗ୍ରେସ ନେତାଙ୍କ ପରଲୋକ। ଆଳି ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ଦେହାନ୍ତ। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ୬୬ ବର୍ଷରେ ତାଙ୍କର ମୃତ୍ୟୁ ହୋଇଛି। ୨୦୧୪ରେ କଂଗ୍ରେସରୁ ନିର୍ବାଚିତ ହୋଇଥିଲେ ଦେବେନ୍ଦ୍ର।

ଉପରସେମ୍ବି ଗ୍ରାମ ଜଙ୍ଗଲରେ ପଡିରହିଛି ସୀମା ଚିହ୍ନଟ ଖୁଣ୍ଟି: ଫଟୋ,ଭିଡ଼ିଓ ଭାଇରାଲ

ପଟ୍ଟାଙ୍ଗି,୨୧ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧିନରେ ଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଉପରସେମ୍ବି ଗ୍ରାମର ଜଙ୍ଗଲରେ ପଡି ରହିଥିବା ସୀମା ଚିହ୍ନଟ ଖୁଣ୍ଟିକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି। ଏହାକୁ ନେଇ ପଡୋଶୀ ଆନ୍ଧ୍ରର ସିପିଆଇଏମ୍‌ ଦଳ…

ବ୍ୟାଙ୍କ ଧର୍ମଘଟ ସ୍ଥଗିତ

ଭୁବନେଶ୍ୱର,୨୧।୩: ୯ ଦଫା ଦାବି ନେଇ ୟୁନାଇଟେଡ୍‌ ଫୋରମ୍‌ ଅଫ ବ୍ୟାଙ୍କ ୟୁନିୟନ୍ସ (ୟୁଏଫ୍‌ୟୁବି) ପକ୍ଷରୁ ଦିଆଯାଇଥିବା ୨ଦିନିଆ ବ୍ୟାଙ୍କ ଧର୍ମଘଟକୁ ଶୁକ୍ରବାର ସ୍ଥଗିତ କରି ଦିଆଯାଇଛି। ଆସନ୍ତା ୨୩ ତାରିଖ ମଧ୍ୟରାତ୍ରରୁ ୨୫ ମଧ୍ୟରାତ୍ରି ପର୍ଯ୍ୟନ୍ତ ୪୮ ଘଣ୍ଟା ପାଇଁ…

ଓଡ଼ିଶା ଛାଡିଦେବେ ପାଣ୍ଡିଆନ? ବିଦେଶରୁ ଆସିଛି ଅଫର୍‌!

ଭୁବନେଶ୍ୱର,୨୧।୩: ରାଜନୀତିରୁ ସନ୍ୟାସ ନେବା ପରେ ଏବେ ଭିକେ ପାଣ୍ଡିଆନଙ୍କୁ ନେଇ ଓଡ଼ିଶା ରାଜନୀତିରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି। କୁହାଯାଉଛି ସେ କୁଆଡେ ସବୁଦିନ ପାଇଁ ଓଡ଼ିଶା ଛାଡିଦେବେ। ବିଦେଶରୁ ଆସିଛି ଅଫର, ଚାକିରି ପାଇଁ ପାଣ୍ଡିଆନ ପଳାଇବେ ବୋଲି…

ବିଧାୟକ ଟଙ୍କଧର ତ୍ରିପାଠୀଙ୍କୁ ଝଟକା

କଟକ,୨୧।୩: ଝାରସୁଗୁଡ଼ା ବିଧାନସଭା ନିର୍ବାଚନୀ ମାମଲାରେ ବିଧାୟକ ଟଙ୍କଧର ତ୍ରିପାଠୀଙ୍କୁ ଝଟକା ଲାଗିଛି। ବିଧାୟକଙ୍କ ବିରୋଧରେ ମାମଲା ଚାଲିବ ବୋଲି ହାଇକୋର୍ଟ ଶୁକ୍ରବାର ସ୍ପଷ୍ଟ କରିଛନ୍ତି। ବିନା ଶୁଣାଣିରେ ମାମଲା ଖାରଜ କରିବାକୁ ବିଧାୟକ ଟଙ୍କଧର ଯେଉଁ ଆବେଦନ କରିଥିଲେ ତାହାକୁ…

କ୍ୟାବିନେଟରେ ୭ ବିଭାଗର ୧୦ ପ୍ରସ୍ତାବ ଉପରେ ବାଜିଲା ମୋହର: ଆୟୁଷ୍ମାନ ଭାରତ ଯୋଜନାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌

ଭୁବନେଶ୍ୱର,୨୧।୩: ରାଜ୍ୟ କ୍ୟାବିନେଟରେ ୭ ବିଭାଗର ୧୦ ପ୍ରସ୍ତାବ ଉପରେ ମୋହା ବାଜିଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୃହରେ ସୂଚନା ଦେଇଛନ୍ତି। ଆୟୁଷ୍ମାନ ଭାରତ ଯୋଜନାକୁ କ୍ୟାବିନେଟ୍‌ରେ ମଞ୍ଜୁରୀ ମିଳିଛି। ଏଥିରେ ରାଜ୍ୟରେ ୩ କୋଟି ୪୬ ଲକ୍ଷ ଲୋକ…

ଗଞ୍ଜେଇ ଜବତକରି ଫେରୁଥିଲେ, ପଛପଟୁ ମାଡ଼ିଆସି ଗ୍ରାମବାସୀ:  ଢେଲା ପଥର ମାଡ଼ରେ ୨୬ ପୋଲିସ କର୍ମଚାରୀ ଆହତ 

ମୋହନା,୨୧।୩:(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଯୁବ ପଞ୍ଚାୟତ ପିଡିଆରି ଗାଁରେରେ ଗୁରୁବାର ରାତିଅଧରେ ଏକ ଅଭାବନୀୟ ଘଟଣା ଘଟିଛି। ଗଞ୍ଜେଇ ଜବତ ବେଳେ ପୋଲିସ ଉପରକୁ ଅତର୍କିତ ଆକ୍ରମଣ କରିଛନ୍ତି ଗ୍ରାମବାସୀ। ପୋଲିସ ଗାଡି ଭଙ୍ଗାରୁଜା କରିବା ସହ…

ପଞ୍ଚାୟତର ୪୩ଲକ୍ଷ ଟଙ୍କା ହଡପ ଘଟଣା: ବନ୍ଧା ହୋଇ ଜେଲ ଗଲେ ପିଇଓ

ବ୍ରହ୍ମପୁର,୨୧।୩(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ପଞ୍ଚାୟତକୁ ବିଭିନ୍ନଭତ୍ତା ଓ ସରକାରୀ ଯୋଜନାରେ ଆସିଥିବା ୪୩ଲକ୍ଷ ୧ହଜାର ୬୪୦ ଟଙ୍କା ହଡପ ଅଭିଯୋଗରେ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ(ପିଇଓ) କ୍ଷେତ୍ରମୋହନ ନାୟକଙ୍କୁ ଭିଜିଲାନ୍ସ ବାନ୍ଧିଛି। ମାମଲା ନଂ ୩/୨୫…

ଟାଟା ଷ୍ଟିଲ୍‌ରେ ଅଘଟଣ: ୮ ଶ୍ରମିକ ଆହତ

ଯାଜପୁର,୨୧।୩: ଯାଜପୁର ଜିଲା କଳିଙ୍ଗନଗର ସ୍ଥିତ ଟାଟା ଷ୍ଟିଲରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଷ୍ଟିଲ ମେଲ୍‌ଟିଂ ସପ୍‌ରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ ୮ରୁ ଊର୍ଦ୍ଧ୍ୱ ଶ୍ରମିକ ଆହତ ହୋଇଥିବା ଜଣାପଡିଛି। ସମସ୍ତ ଆହତଙ୍କୁ ଊଦ୍ଧାର କରି…

ଛେଚିବ କୁଆପଥର ବର୍ଷା: ଅରେଞ୍ଜ ଆଲର୍ଟ ଜାରି

ଭୁବନେଶ୍ୱର,୨୧ା୩: ଆସନ୍ତା ୨୪ ଘଣ୍ଟାରେ କୁଆପଥର ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି। ୯ ଜିଲାରେ କୁଆପଥର ବର୍ଷା ନେଇ ଅନୁମାନ କରାଯାଛି। ଏହାସହ ୩ ଜିଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସେହିପରି ୧୧ ଜିଲାକୁ…

ଡିଲିମିଟେସନ ବୈଠକରେ ଯୋଗଦେବ ବିଜେଡି: କଟାକ୍ଷ କଲେ ମନ୍ତ୍ରୀ

ଭୁବନେଶ୍ୱର,୨୧।୩: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ ଷ୍ଟାଲିନଙ୍କ ନେତୃତ୍ୱରେ ଶନିବାର ଚେନ୍ନାଇରେ ହେବାକୁ ଥିବା ଡିଲିମିଟେସନ ବୈଠକରେ ଯୋଗଦେବ ବିଜେଡି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୈଠକରେ ଯୋଗ ଦେଉ ନ ଥିବା ବେଳେ ତାଙ୍କ ସହମତିରେ ବିଜେଡି ବରିଷ୍ଠ ନେତା ଅମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?