ବିଧାନସଭାରେ ଘଣ୍ଟା ବାଡେଇ, ତୂରୀ ଫୁଙ୍କି କଂଗ୍ରେସର ପ୍ରତିବାଦ
ଭୁବନେଶ୍ୱର,୨୧ା୩: ଶୁକ୍ରବାର ବିଧାନସଭା ଆରମ୍ଭରୁ ବିଧାନସଭାରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି।ନାରୀ ସୁରକ୍ଷା ପ୍ରସଙ୍ଗରେ ଘଣ୍ଟ ବାଡ଼େଇ କଂଗ୍ରେସର ଜୋରଦାର ପ୍ରତିବାଦ କରିଛି। କଲା ଡ୍ରେସ ପିନ୍ଧି କଂଗ୍ରେସ ବିଧାୟକମାନେ ଗୃହର ମଧ୍ୟଭାଗକୁ ଆସି ସ୍ଲୋଗାନ ଦେବା ସହିତ ଘଣ୍ଟ ବାଡେଇବା…
ଓଡ଼ିଶାର ଟପ୍ ୧୦ ମନ୍ଦିର
ଓଡ଼ିଶାରେ ଅନେକ ପ୍ରସିଦ୍ଧ ମନ୍ଦିର ରହିଛି, ଯାହା ସ୍ଥାପତ୍ୟ, ସାଂସ୍କୃତିକ ମହତ୍ତ୍ୱ ଓ ଆଧ୍ୟାତ୍ମିକତା ପାଇଁ ଜଣାଶୁଣା। ନିମ୍ନରେ ଓଡ଼ିଶାର ଶ୍ରେଷ୍ଠ ୧୦ଟି ମନ୍ଦିରର ତାଲିକା ଦିଆଗଲା, ଯାହା ଭକ୍ତ ଓ ପର୍ଯ୍ୟଟକଙ୍କ ମଧ୍ୟରେ ଲୋକପ୍ରିୟ: ଶ୍ରୀ ଜଗନ୍ନାଥ ମନ୍ଦିର, ପୁରୀ…
ଆଜି ତାଣ୍ଡବ ରଚିବ କାଳବୈଶାଖୀ, ବିଜୁଳି-ଘଡ଼ଘଡ଼ି ସହ ହେବ…
ଭୁବନେଶ୍ୱର,୨୧ା୩: ରାଜ୍ୟରେ ଶୁକ୍ରବାର କାଳବୈଶାଖୀ ସମ୍ଭାବନା ରହିଛି। ତେବେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବିଭାଗ କହିଛି, ରାଜ୍ୟରେ ବିଜୁଳି-ଘଡ଼ଘଡ଼ି ସହ…
ଅପହଞ୍ଚ ଅଞ୍ଚଳକୁ ଟ୍ୟାଙ୍କରରେ ହେଉଛି ଜଳ ଯୋଗାଣ
ସମ୍ବଲପୁର,୨୧ା୩(ପ୍ରମୋଦ ବହିଦାର): ସମ୍ବଲପୁର ମହାନଗରବାସୀଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ୯ଟି ଜଳ ବିଶୋଧନାଗାର ରହିଛି। ପାନୀୟ ଜଳ ବିତରଣକାରୀ ସଂସ୍ଥା ୱାଟ୍କୋ ସମ୍ପୂର୍ଣ୍ଣ ସମ୍ବଲପୁର ମହାନଗର ଅଞ୍ଚଳରେ ପାନୀୟ ଜଳ ଯୋଗାଣ ଦାୟିତ୍ୱରେ ରହିଛି। ସମଗ୍ର ସହରରେ ପାନୀୟ…
ସାତଜନ୍ମର ସାଥୀ ହେଲେ ୨ ଦିବ୍ୟାଙ୍ଗ, ଅନ୍ୟମାନଙ୍କ ପାଇଁ ସୃଷ୍ଟି କଲେ ଉଦାହରଣ
ବରଗଡ଼,୨୧ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବନ୍ଧପାଲି ଗ୍ରାମର ଚଞ୍ଚଳା ମାଝୀ ଏବଂ ସମ୍ବଲପୁର ଜିଲା ଗମ୍ଭାରିପଙ୍କ ଗ୍ରାମର ଶାନ୍ତନୁ ମଟାରୀ ଜନ୍ମରୁ ଦିବ୍ୟାଙ୍ଗ। ଉଭୟେ ଭଲ ଭାବେ କଥାବାର୍ତ୍ତା କିମ୍ବା ଠିକ୍ ଭାବେ ଚଲାବୁଲା କରି ପାରନ୍ତି ନାହିଁ। ତେବେ ସେମାନେ…
ଓଲଟିଲା ବରଯାତ୍ରୀ ଗାଡ଼ି: ଜଣଙ୍କ ଜୀବନ ଗଲା, ୬ ଆହତ
ଭବାନୀପାଟଣା,୨୧ା୩: କଳାହାଣ୍ଡି ଜିଲା ଧର୍ମଗଡ଼ରେ ଶୁକ୍ରବାର ଏକ ବରଯାତ୍ରୀ ଗାଡ଼ି ଓଲଟି ପଡ଼ିଛି। ଫଳରେ ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୬ ଜଣ ଆହତ ହୋଇଛନ୍ତି। ଗାଡ଼ିଟି କୋକସରା ଥାନା ଚିଲିଗୁଡ଼ାଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ସମସ୍ତ ଆହତଙ୍କୁ ସ୍ଥାନୀୟ…
ଦହିବରା ଖାଇ ଶତାଧିକ ଅସୁସ୍ଥ
ଯାଜପୁର/ବରୀ(ହର୍ଷବର୍ଦ୍ଧନ ବେହେରା/ମହେନ୍ଦ୍ର ସ୍ବାଇଁ),୨୧ା୩: ଯାଜପୁର ଜିଲା ବରୀ ବ୍ଲକର ୩ ପଞ୍ଚାୟତ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ଘରକୁ ଘର ବୁଲି ବିକ୍ରି ହୋଇଥିବା ଦହିବରା ଖାଇ ୧୬୩ ଜଣ ଅସୁସ୍ଥ ହୋଇ ପଡିଛନ୍ତି। ଏଥିରେ ଚନ୍ଦନପୁର ପଞ୍ଚାୟତର ଚନ୍ଦନପୁର ଓ ଜଗନ୍ନାଥପୁର,…
ଆଜିଠାରୁ ସକାଳୁଆ ସ୍କୁଲ
ଭୁବନେଶ୍ୱର,୨୧ା୩(ସୁଚିସ୍ମିତା ସାହୁ): ଗ୍ରୀଷ୍ମ ପ୍ରବାହଜନିତ ସାମ୍ପ୍ରଦିକ ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସକାଳୁଆ ସ୍କୁଲ ନିଷ୍ପତ୍ତିରେ ପରିବର୍ତ୍ତନ ଆଣିଛନ୍ତି। ଏପ୍ରିଲ ୨ରୁ ସକାଳୁଆ ସ୍କୁଲ ହେବ ବୋଲି ବୁଧବାର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଥିଲେ। ହେଲେ ଶୁକ୍ରବାରଠାରୁ…
ତୃତୀୟ ଦିନରେ ଛାନ୍ଭିନ: ନବଙ୍କୁ ବାଜିଥିବା ଗୁଳି ଏ ଯାଏ ମିଳିନି: କ୍ରାଇମବ୍ରାଞ୍ଚ
ଝାରସୁଗୁଡ଼ା,୨୦।୩(ଆଶିଷ ରଞ୍ଜନ ଦାଶ): ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାରେ ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚର ୨ଜଣିଆ ଟିମ୍ ଗୁରୁବାର ୩ୟ ଦିବସରେ ଝାରସୁଗୁଡା ମୁଖ୍ୟ ଡାକ୍ତରଖାନା ଏବଂ ନବ ଦାସଙ୍କୁ ହତ୍ୟା କରାଯାଇଥିବା ବ୍ରଜରାଜନଗରସ୍ଥିତ ଗାନ୍ଧୀ ଛକରେ ପହଞ୍ଚତ୍ ଛାନ୍ଭିନ…
୨ ପ୍ରତିଷ୍ଠିତ ବ୍ୟବସାୟୀଙ୍କ ଘରେ ଆୟକର ଚଢ଼ାଉ: ବହୁ ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ ଜବତ
ପାରଳାଖେମୁଣ୍ଡି,୨୦ା୩(ଗିରିଧାରୀ ପରିଛା): ପାରଳାଖେମୁଣ୍ଡିର ଦୁଇ ପ୍ରତିଷ୍ଠିତ ବ୍ୟବସାୟୀ ତିରୁପତି ସାହୁକାର ଓ ଲୋକେଶ୍ୱର ସାହୁକରଙ୍କ ଘରେ ଗୁରୁବାର ଆୟକର ବିଭାଗ ଚଢ଼ାଉ କରିଛି। ଉଭୟେ ଆୟକର ଫାଙ୍କୁଥିବା ସନ୍ଦେହରେ ବିଭାଗର ୭ଜଣିଆ ଦୁଇଟି ଟିମ୍ ଉଭୟ ବ୍ୟବସାୟୀଙ୍କ ପାରଳାଖେମୁଣ୍ଡି ସହରର ଶୁଣ୍ଡିସାହିସ୍ଥିତ…
ଓଡ଼ିଶାର ଜୀବନ୍ତ ପରିଚୟ ହେଉଛି ସମ୍ବଲପୁରୀ ଶାଢ଼ୀ: ଦାସ ବେନୁହୁର୍
ବରଗଡ଼,୨୦।୩(ପ୍ରେମାନନ୍ଦ ଖମାରୀ): ସମ୍ବଲପୁରୀ ବସ୍ତ୍ରାଳୟ ସାରା ଭାରତବର୍ଷରେ ଏକ ଅଲୌକିକ ସଂସ୍ଥା। ଓଡ଼ିଶାର ଜୀବନ୍ତ ପରିଚୟ ହେଉଛି ସମ୍ବଲପୁରୀ ଶାଢ଼ୀ। ପ୍ରତ୍ୟେକ ବୁଣାକାର ହେଉଛନ୍ତି ଜଣେ ଜଣେ ଉତ୍କର୍ଷ ପ୍ରତିନିଧି। ଆଜି ବିଶ୍ୱ ଦରବାର ସମ୍ବଲପୁରୀ ବସ୍ତ୍ର ଓ ବୁଣାକାରଙ୍କୁ ଆଦର…
୩୮ଲକ୍ଷ ଟଙ୍କା ହେର୍ଫେର: ପିଇଓଙ୍କୁ ଉଠାଇନେଲା ଭିଜିଲାନ୍ସ
ବ୍ରହ୍ମପୁର/ଦିଗପହଣ୍ଡି,୨୦।୩(ସୁବାସ ଚନ୍ଦ୍ର ପାଢ଼ୀ/ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ପଞ୍ଚାୟତକୁ ଆସିଥିବା ସରକାରୀ ଟଙ୍କା ହେରଫେର୍ ଅଭିଯୋଗ ହୋଇଛି। ସରପଞ୍ଚଙ୍କ ଅଜାଣତରେ ପ୍ରାୟ ୩୮ଲକ୍ଷ ଟଙ୍କା ଉଠା ଯାଇଥିବା ନେଇ ପିଇଓଙ୍କ ବିରୋଧରେ ଅଭିଯୋଗ ହୋଇଥିଲା। ଏହି…

