ରାଜ୍ୟ

୪ ସହରରେ ସଂକ୍ରମଣ ବଢ଼ୁଛି

ଭୁବନେଶ୍ୱର, ୧୨ା୭(ବ୍ୟୁରୋ):ରାଜ୍ୟରେ ଏବେ କରୋନା ଉପରମୁହାଁ ରହିଛି। ୪ଟି ସହରରେ ସଂକ୍ରମଣ ବଢ଼ିବାରେ ଲାଗିଛି। ଭୁବନେଶ୍ୱର, କଟକ, ପୁରୀ ଏବଂ ରାଉରକେଲାରେ କରୋନା ସଂକ୍ରମଣ ବଢ଼ୁଥିବା ସ୍ବାସ୍ଥ୍ୟ ବିଭାଗ ପ୍ରମୁଖ ଶାସନ ସଚିବ ନିକୁଞ୍ଜ ଧଳ କହିଛନ୍ତି। ସେ କହିଛନ୍ତି,...

ରାଜ୍ୟରୁ ସୁସ୍ଥ ହେଲେ ୩୨୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୧।୭(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୨୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଯାବତ୍‌ ଏହାକୁ ମିଶାଇ ରାଜ୍ୟରେ ୧୨,୮୧,୮୬୬ ଜଣ ସୁସ୍ଥ ହୋଇସାରିଲେଣି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା...

ବାଲେଶ୍ବରରେ ପ୍ରତିଷ୍ଠା ହେବ ବଜ୍ରପାତ ଗବେଷଣା କେନ୍ଦ୍ର

ବାଲେଶ୍ୱର ଅଫିସ,୧୧।୧୦: ବାଲେଶ୍ବରରେ ବଜ୍ରପାତ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ହେବ । ବଜ୍ରପାତରେ ଅନେକ ଜୀବନ ଯାଉଥିବାରୁ ଲାଇଟେନିଂ ରିସର୍ଚ୍ଚି ସେଣ୍ଟରରେ ସଠିକ ପୂର୍ବ ସୂଚନା ଦିଆଯାଇପାରିବ ବୋଲି ଆଇଏମଡି ଡିଜି ଡ. ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।...

କୋଭିଡ୍‌ ହସ୍ପିଟାଲ ସ୍ଥିତି ପରଖିଲେ କମିଶନର: ପଚାରିଲେ ରୋଗୀଙ୍କ ଭଲମନ୍ଦ

ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ରାଜ୍ୟରେ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୫୦ ପ୍ରତିଶତ ରାଜଧାନୀରୁ ଚିହ୍ନଟ ହେଉଛନ୍ତି। ଭୁବନେଶ୍ୱରରେ କୋଭିଡ ପଜିଟିଭ୍‌ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଏକ କୋଭିଡ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି...

ଲଘୁଚାପ ପ୍ରଭାବ: ଏହି ସବୁ ଜିଲାରେ ପ୍ରବଳ ବର୍ଷିବ!

ଭୁବନେଶ୍ବର,୧୧।୭(ବ୍ୟୁରୋ): ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ଓଡିଶା ଉପକୂଳର ସମୁଦ୍ର ମଧ୍ୟରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହାର ପ୍ରଭାବରେ ମୌସୁମୀ ସକ୍ରିୟ ହେବା ସହ ଆହୁରି ୫ ଦିନ ପ୍ରର୍ଯ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ। ତେବେ ୧୨ ତାରିଖ ସକାଳ...

ମୁକୁଳା ଟ୍ରାନ୍ସଫର୍ମର ନେଲା ଦନ୍ତାର ଜୀବନ

ନିରାକାରପୁର,୧୧।୭(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅଧୀନ ଗୋଲାବାଇ ଛକ ନିକଟରେ ବିଦ୍ୟୁତ୍‌ ଆଘାତରେ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି। ହାତୀଟି କିଛି ଦିନ ହେଲା ଉକ୍ତ ଅଞ୍ଚଳକୁ ଆସି ଆତଙ୍କ ଖେଳାଉଥିଲା। ହେଲେ ରବିବାର ରାତିରେ ହାତୀଟି...

ସମୁଦ୍ରରେ ଗାଧେଇବା ବେଳେ ଭାସିଗଲେ ନାବାଳକ

ପୁରୀ ଅଫିସ,୧୧।୭: ପୁରୀ ସମୁଦ୍ରରେ ଗାଧେଇବା ବେଳେ ସୋମବାର ଜଣେ ନାବାଳକ ଭାସିଯାଇଛନ୍ତି। ନିଖୋଜ ନାବାଳକ ଜଣଙ୍କ ହେଲେ ଯାଜପୁର ଜିଲା ମାଳସାହି ଅଞ୍ଚଳର ଆୟୁଷ ଜେନା(୧୬) ବୋଲି ଜଣାପଡିଛି । ଆୟୁଷ ପରିବାର ସହ ଚୈତନ୍ୟ ଛକ ବେଳାଭୂମି...

‘୩ୟ ଡୋଜ୍‌ ମାଗଣାରେ ଦିଆଯିବା ପାଇଁ କେନ୍ଦ୍ରକୁ କହିବୁ’

ଭୁବନେଶ୍ୱର,୧୧।୭(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ କରୋନା ସଂକ୍ରମଣ ବଢିଚାଲିଛି। ଏହାକୁ ନିୟନ୍ତ୍ରଣ କରିବା ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଲେଣି। ଏହାରି ମଧ୍ୟରେ ଟିକାକରଣକୁ ନେଇ ସ୍ବାସ୍ଥ୍ୟ ସଚିବ ନିକୁଞ୍ଜ ଧଳ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସମ୍ମୁଖ ଯୋଦ୍ଧା...

‘ଚିହ୍ନଟ ହେଉଥିବା ଆକ୍ରାନ୍ତ ପୂର୍ବପରି ଗୁରୁତର ହେଉ ନାହାନ୍ତି’

ଭୁବନେଶ୍ୱର,୧୧।୭(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର। ସେ କହିଛନ୍ତି, ଦେଶରେ ଏବେ ସଂକ୍ରମଣ ବଢ଼ିଥିବା ବେଳେ ଆମ ରାଜ୍ୟରେ ବି ଏବେ ୫ଶହ ଉପରେ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ହେଲେ ଏବେ...

ପୁରୀରୁ ଆସୁଥିବା ବସ୍‌ ଓଲଟିଲା

ପୁରୀ ଅଫିସ,୧୧ା୭: ପୁରୀରୁ ଭୁବନେଶ୍ୱର ଆସୁଥିବା ‘ଶାରଳା’ ନାମକ ଏକ ବସ୍‌ ସୋମବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ ହରାଇ ବସ୍‌ଟି ସାତଶଙ୍ଖ ନିକଟ ଡିଭାଇଡରରେ ପିଟି ହୋଇ ଓଲଟି ପଡ଼ିଥିଲା। ବର୍ଷା ଯୋଗୁ ବସ୍‌ଟି ଭାରସାମ୍ୟ ହରାଇଥିଲା। ଏହି ବସ୍‌ରେ...

କାଜୁ ବଗିଚାରେ ନବଜାତକକୁ ଛାଡ଼ି ଚାଲିଗଲେ

ପାଟଣା,୧୧ା୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା କୁଣ୍ଡଳା କାଜୁ ବଗିଚାରୁ ସୋମବାର ସକାଳୁ ଜଣେ ନବଜାତକକୁ ଉଦ୍ଧାର କରାଯାଇଛି। କେହି କାଜୁ ଗଛମୂଳେ ଏକ ଜରି ବ୍ୟାଗ୍‌ ଉପରେ ଶିଶୁକନ୍ୟାକୁ ଛାଡ଼ି ଚାଲି ଯାଇଥିବା ଜଣାପଡ଼ିଛି। ଶିଶୁକନ୍ୟା ନାଭି କଟା...

କ୍ରସ୍‌ ଭୋଟିଂ ରୋକିବା ନେଇ କସରତ

ଭୁବନେଶ୍ୱର,୧୧ା୭(ବ୍ୟୁରୋ): ରାଷ୍ଟ୍ରପତି ନିର୍ବାଚନ ଆସନ୍ତା ୧୮ ତାରିଖରେ ଅନୁଷ୍ଠିତ ହେବ। ପ୍ରତିଦ୍ୱନ୍ଦ୍ୱିତା ମୁଖ୍ୟତଃ ୨ ଜଣଙ୍କ ମଧ୍ୟରେ ହେବ। ଭାଜପା ସମର୍ଥିତ ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ଥିବାବେଳେ ତାଙ୍କ ବିପକ୍ଷରେ ବିରୋଧୀ ମେଣ୍ଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri