ରାଜ୍ୟ

ରୁଚିକାଙ୍କ ମା’ଙ୍କୁ ଉଠାଇ ନେଲା ପୋଲିସ

ଭୁବନେଶ୍ୱର,୧୧ା୭(ବ୍ୟୁରୋ): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ଘଟଣାରେ ନ୍ୟାୟ ପାଇଁ କଲେଜ ସମ୍ମୁଖରେ ଧାରଣାରେ ବସିଥିବା ରୁଚିକାଙ୍କ ମା’ଙ୍କୁ ଧାରଣାସ୍ଥଳରୁ ଉଠାଇ ନେଇଛି ପୋଲିସ। ଆନ୍ଦୋଳନରତ ଛାତ୍ର ସଙ୍ଗଠନ ସଦସ୍ୟଙ୍କୁ ମଧ୍ୟ ପୋଲିସ ଉଠାଇ ନେଇଛି।। ସୂଚନାଯୋଗ୍ୟ,...

ଶପିଂମଲ୍‌ରେ ମାସ୍କ ବାଧ୍ୟତାମୂଳକ

ଭୁବନେଶ୍ୱର,୧୧ା୭(ବ୍ୟୁରୋ): ରାଜ୍ୟରେ ଦ୍ରୁତଗତିରେ କରୋନା ସଂକ୍ରମଣ ବଢ଼ିଚାଲିଛି। ଏହି କିଛିଦିନ ହେବ ରାଜ୍ୟରେ ୫୦୦ ଉପରେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଏଥିରୁ କେବଳ ୫୦ ପ୍ରତିଶତ ଆକ୍ରାନ୍ତ ଖୋର୍ଦ୍ଧାରୁ ଚିହ୍ନଟ ହେଉଛନ୍ତି। ବିଶେଷକରି ରାଜଧାନୀ ଭୁବନେଶ୍ୱରରୁ ଅଧିକ ଆକ୍ରାନ୍ତ...

ୱେବ୍‌ ମିଡିଆ ଉପରେ ଦୋଷ ଲଦିଲେ ମନ୍ତ୍ରୀ

ଭୁବନେଶ୍ୱର,୧୧।୭(ବ୍ୟୁରୋ): ସ୍କୁଲ ପରିସରକୁ ଗଣମାଧ୍ୟମ ପ୍ରତିନିଧିଙ୍କୁ ବାରଣ କରାଯିବା ନିଷ୍ପତ୍ତିକୁ ନେଇ ପ୍ରତିବାଦ ତେଜିବାରେ ଲାଗିଛି। ରାଜନୈତିକ ବ୍ୟକ୍ତିଙ୍କଠାରୁ ଆରମ୍ଭ କରି ସାଧାରଣ ଲୋକେ ବି ଏହା ନିନ୍ଦନୀୟ ବୋଲି କହୁଛନ୍ତି। ସେପଟେ ଏ ପ୍ରସଙ୍ଗରେ ରବିବାର ବିଦ୍ୟାଳୟ ଓ...

ଭିଜିଲାନ୍ସ ଜାଲରେ ଆଇଆଇସି

ଉମରକୋଟ,୧୧ା୭(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ଥାନାର ଅତିରିକ୍ତ ଥାନାଧିକାରୀ (ଆଇଆଇସି) ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଅତିରିକ୍ତ ଥାନାଧିକାରୀ ଲିମରାଜ ପ୍ରଧାନ ଏକ ପୁରୁଣା କେସ୍‌କୁ କୋହଳ କରିବା ପାଇଁ ଜଣେ ବ୍ୟକ୍ତିଙ୍କଠାରୁ...

‘ପ୍ରତିଦ୍ୱନ୍ଦ୍ୱିତା ପାଇଁ ରଣନୀତି ଆବଶ୍ୟକ’

ଭୁବନେଶ୍ୱର,୧୧।୭(ବ୍ୟୁରୋ): କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସ୍‌ସି)-୨୦୨୧ର ସିଭିଲ ସର୍ଭିସ ପରୀକ୍ଷାରେ ଶ୍ରୁତି ଶର୍ମା ସର୍ବଭାରତୀୟ ସ୍ତରରେ ଟପ୍ପର ହୋଇଥିଲେ। ୨୫ ବର୍ଷୀୟା ଶ୍ରୁତି ଦ୍ୱିତୀୟ ଥର ପ୍ରଚେଷ୍ଟାରେ ଏହି ସଫଳତା ପାଇଥିଲେ। ଉତ୍ତରପ୍ରଦେଶର ବିଜନୋର ଜିଲାରେ ଜନ୍ମଗ୍ରହଣ କରିଥିବା ଶ୍ରୁତି...

ପୂରଣ ହୋଇପାରୁନି ଶିକ୍ଷକ ପଦବୀ

ରସୁଲପୁର,୧୧ା୭(ଡି.ଏନ.ଏ.): ରସୁଲପୁର ବ୍ଲକ୍‌ ଅଞ୍ଚଳର ଅନେକ ବିଦ୍ୟାଳୟରେ ଶିକ୍ଷକ ପଦବୀ ଖାଲି ପଡ଼ିଛି। ହେଲେ ଉକ୍ତ ପଦବୀ ପୂରଣ ପାଇଁ ସରକାରଙ୍କ ପକ୍ଷରୁ ନୂତନ ଶିକ୍ଷକ ନିଯୁକ୍ତି କରାଯାଉ ନାହିଁ। ଅନ୍ୟପକ୍ଷରେ ଓଏଏସ୍‌ ପରୀକ୍ଷା ଢାଞ୍ଚାରେ ପ୍ରତ୍ୟେକ ବର୍ଷ ଶିକ୍ଷକ...

ମହିଳାଙ୍କ ଜମି ହଡ଼ପ କରିଛି ଠିକା ସଂସ୍ଥା

ଚଣ୍ଡିଖୋଲ,୧୧ା୭(ଡି.ଏନ୍‌.ଏ.): ବଡ଼ଚଣା ବ୍ଲକ ଅନ୍ତର୍ଗତ ନିଆଳିଠାରେ ମେଗା ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟ ୨୦୧୬ରୁ ଆରମ୍ଭ ହୋଇଥିଲେ ମଧ୍ୟ ଅଦ୍ୟାବଧି ଶେଷ ହୋଇନାହିଁ। ୩ ବର୍ଷ ମଧ୍ୟରେ କାର୍ଯ୍ୟ ଶେଷ ହେବାର ଅବଧି ଥିବାବେଳେ ଧାର୍ଯ୍ୟ ଲକ୍ଷ୍ୟ ପୂରଣ କରିବାରେ...

ପସନ୍ଦର ବିଦ୍ୟାଳୟ ଯିବାକୁ ଚାଲିଛି ରାଜନୀତି

ଜଗତ୍‌ସିଂହପୁର ଅଫିସ,୧୧ା୭: ରାଜ୍ୟ ସରକାର କିଛି ବର୍ଷ ପ୍ରାଥମିକ ବିଦ୍ୟାଳୟସ୍ତରରେ ସମାନୁପାତିକ ଭିତ୍ତିରେ ଶିକ୍ଷକ ବଦଳି କରୁଥିଲେ। କିନ୍ତୁ ତାହା ବନ୍ଦ କରାଯାଇ ନୂଆ ବଦଳି ନିୟମ ଲାଗୁ କରାଯାଇଛି। ଏଥିରେ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟସ୍ତରରେ ଖାଲି ପଦବୀ...

ଭିତ୍ତିଭୂମି ଅଭାବରୁ ଶିକ୍ଷାଦାନ ବାଧାପ୍ରାପ୍ତ

ଜଗତ୍‌ସିଂହପୁର ଅଫିସ, ୧୧ା୭: ରାଜ୍ୟ ସରକାର ଶିକ୍ଷାର ବିକାଶ ଉପରେ ଗୁରୁତ୍ୱ ଦେଉଥିବା ନେଇ ପ୍ରଚାର ହେଉଛି। କିନ୍ତୁ ନିକଟସ୍ଥ ଆଳିପିଙ୍ଗଳ ସରକାରୀ ଉଚ୍ଚ ବିଦ୍ୟାଳୟଟି ଦୀର୍ଘ ବର୍ଷ ହେବ ଅବହେଳିତ ଅବସ୍ଥାରେ ରହିଛି। ଭିତ୍ତିଭୂମି ଅଭାବରୁ ଏଠାରେ ଶିକ୍ଷାଦାନ...

ସ୍ବାସ୍ଥ୍ୟକେନ୍ଦ୍ର ବନ୍ଦ, ରୋଗୀ ହଇରାଣ

ନିରାକାରପୁର,୧୧ା୭(ଡି.ଏନ୍‌.ଏ.): ଶ୍ରୀକ୍ଷେତ୍ର ସହିତ ରାଜ୍ୟର ବିଭିନ୍ନ ସ୍ଥାନରେ ରବିବାର ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିଲା। ତେବେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ଶ୍ରଦ୍ଧାଳୁମାନେ ନୂଆ ଜଗନ୍ନାଥ ସଡ଼କରେ ନିରାକାରପୁର ଦେଇ ଶ୍ରୀକ୍ଷେତ୍ର ପୁରୀକୁ ଯାଇଥାନ୍ତି। କେତେଜଣ ଶ୍ରଦ୍ଧାଳୁ ରଣପୁରରୁ ପୁରୀକୁ...

ବଢ଼ି ଚାଲିଛି ସଂକ୍ରମଣ: ଆଜି ରାଜ୍ୟରୁ ୫୭୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୧ା୭(ବ୍ୟୁରୋ): ରାଜ୍ୟରୁ ସୋମବାର ୫୭୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୪,୦୭୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୩୬ ଜଣ ଚିହ୍ନଟ...

ଭିତରକନିକା ଆର୍ଦ୍ରଭୂମିକୁ ଉଜାଡ଼ିବ ପ୍ରଦୂଷିତ ଜଳ

କେନ୍ଦ୍ରାପଡ଼ା ଅଫିସ,୧୧ା୭: ଭିତରକନିକା ଓ ଚିଲିକା ଆର୍ଦ୍ରଭୂମିର ଜଳ ପ୍ରଦୂଷଣ ସମ୍ପର୍କରେ ଜୁନ୍‌ ୩୦ ତାରିଖରେ ହାଇକୋର୍ଟରେ ଶୁଣାଣି ହୋଇଛି। ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ଜଷ୍ଟିସ ଆର.କେ. ପଟ୍ଟନାୟକଙ୍କ ଡିଭିଜନ ବେଞ୍ଚର ଏହି ଶୁଣାଣିରେ ଦୁଇ ଆର୍ଦ୍ରଭୂମି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri