ରାଜ୍ୟ

ସମୁଦ୍ର ମଧ୍ୟକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ: କାଲିଠୁ ୨୭ ଯାଏଁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୨୪।୭ ବଙ୍ଗୋପସାଗରରେ ପାଣିପାଗ ପରିସ୍ଥିତି ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ଭାରତୀୟ ପାଣିପାଗ ବିଭାଗ (IMD) ଓଡ଼ିଶା ଉପକୂଳର ମତ୍ସ୍ୟଜୀବୀମାନଙ୍କ ପାଇଁ ସତର୍କ ସୂଚନା ଜାରି କରିଛି। କାଲିଠାରୁ ଜୁଲାଇ ୨୭ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ମାଛ ଧରିବା ପାଇଁ…

ଶ୍ରୀମନ୍ଦିର ଅଭିମୁଖେ ୩ ରଥ, ଘଣ୍ଟଘଣ୍ଟାରେ କମ୍ପୁଛି ଶ୍ରୀକ୍ଷେତ୍ର

ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ଜନ୍ମବେଦିରେ ଲୀଳାଖେଳା ସାରି ଶ୍ରୀମନ୍ଦିର ମୁହାଁ ହୋଇଛନ୍ତି ମହାପ୍ରଭୁ । ଶ୍ରୀମନ୍ଦିର ଅଭିମୁଖେ ଗଡୁଛି ତାଳଧ୍ବଜ, ଦେବଦଳନ ଓ ନନ୍ଦିଘୋଷ ରଥ। ବଡ଼ଭାଇ, ଭଉଣୀଙ୍କ ପଛେ ପଛେ ଯାଉଛନ୍ତି କାଳିଆ ସାଆନ୍ତେ। ଭକ୍ତିମୟ ପରିବେଶରେ ଶ୍ରଦ୍ଧାଳୁ…

Bahuda Yatra 2026: ତାଳଧ୍ବଜ ପରେ ଗଡ଼ିଲା ଦେବଦଳନ

ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ବଡ଼ଦାଣ୍ଡ ହୋଇପଡିଛି ଲୋକାରଣ୍ୟ। ମହାପ୍ରଭୁ ଜନ୍ମବେଦିରେ ଲୀଳାଖେଳା ସାରି ଆଜି ଶ୍ରୀମନ୍ଦିର ମୁହାଁ ହୋଇଛନ୍ତି। ଏନେଇ ଭକ୍ତି ଭାବରେ ଭିଜୁଛି ସମଗ୍ର ଶ୍ରୀକ୍ଷେତ୍ର। ନାଚ, ଗୀତ, ହରିବୋଲରେ ଦୁଲୁକୁଛି ବଡ଼ଦାଣ୍ଡ। ଶରଧାବାଲିରୁ ଶ୍ରୀମନ୍ଦିର ଅଭିମୁଖେ ବଡ଼…

ପରମ୍ପରା ଛାଡ଼ି ଆଧୁନିକ ଆଡ଼କୁ ସିମନବାଡ଼ି ରଥଯାତ୍ରା: ଜନଅସନ୍ତୋଷ ବୃଦ୍ଧି

ଦାରିଙ୍ଗବାଡ଼ି,୨୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୁକ୍ରବାର ବାହୁଡ଼ା ଯାତ୍ରା ପାଇଁ ଉତ୍ସବ ମୁଖର ବ୍ଲକ ଅଞ୍ଚଳର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ, ଗଦାପୁର ଏବଂ ଦାରିଙ୍ଗବାଡ଼ି ଥାନା ଅଞ୍ଚଳର ସୁଗାନକେତା, ସିମନବାଡ଼ି, ଗବାଟବାଡ଼ି ଓ ପ୍ରଥମଥର ପାଇଁ କିରିକୁଟି…

ଲିଙ୍ଗରାଜଙ୍କୁ ଭାଜପା ଦେଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜିଲାର ବିଭିନ୍ନ ପଦପଦବୀ…

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଏବଂ ଗଞ୍ଜାମ ଜିଲା ସଭାପତି ସରୋଜ ସାବତଙ୍କ ଅନୁମୋଦନ କ୍ରମେ ଗଞ୍ଜାମ ଜିଲା ଯୁବମୋର୍ଚ୍ଚା ସଭାପତି ବି. ସୋମନାଥ ପାତ୍ର ନୂତନ ଭାଜପା ଯୁବମୋର୍ଚ୍ଚା ଟିମ୍‌ର ନାମ ଘୋଷଣା ହୋଇଛି।…

ଫୁଲବାଣୀରୁ ବିହାର ହେଉଥିଲା ଗଞ୍ଜେଇ ଚାଲାଣ, ମାଡ଼ିବସିଲା ବଲାଙ୍ଗୀର ଅବକାରୀ ଟିମ୍

ବଲାଙ୍ଗୀର,୨୪ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ସିନଖମନ ଜଙ୍ଗଲ ନିକଟରୁ ଜବତ ହେଲା ଗଞ୍ଜେଇ ବୋଝେଇ ଟ୍ରକ ।ଫୁଲବାଣୀରୁ ବିହାର ଚାଲାଣ ହେଉଥିବା ଏକ ଗଞ୍ଜେଇ ଭର୍ତ୍ତି ଟ୍ରକକୁ ବଲାଙ୍ଗୀର ଅବକାରୀ ଟିମ୍ ଶୁକ୍ରବାର ଜବତ କରିଛି ।…

ସରିଲା ଛେରାପହଁରା, ଆଉ କିଛି ସମୟ ପରେ ଆରମ୍ଭ ହେବ ରଥଟଣା

ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ଘର ବାହୁଡିବେ ଜଗତ ନିୟନ୍ତା ଶ୍ରୀଜଗନ୍ନାଥ। ଏନେଇ ଭକ୍ତି ଭାବରେ ଭିଜୁଛି ସମଗ୍ର ଶ୍ରୀକ୍ଷେତ୍ର। ନାଚ, ଗୀତ, ହରିବୋଲରେ ଦୁଲୁକୁଛି ବଡ଼ଦାଣ୍ଡ। ନୀତି ର୍ନିଘଣ୍ଟ ଅନୁଯାୟୀ, ଶୁକ୍ରବାର ଭୋର ୪ଟାରେ ମଙ୍ଗଳ ଆଳତି ହୋଇ ମଧ୍ୟାହ୍ନ…

ଖେଳୁଖେଳୁ ପୋଖରୀରେ ପଡ଼ି ଚାଲିଗଲା ଶିଶୁକନ୍ୟାଙ୍କ ଜୀବନ

ପାଟଣା,୨୪ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଚୁଟିଆ ପଶୀ ଗ୍ରାମର ଶୁକ୍ରବାର ଅପରାହ୍ନରେ ଜଣେ ୪ବର୍ଷର ଶିଶୁକନ୍ୟାଙ୍କ ପାଣିରେ ବୁଡ଼ି ମୃତ୍ୟୁ ଘଟିଛି। ଘଟଣା ପରେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ମୃତକ ହେଇଛନ୍ତି ଗାଁର ଉପେନ୍ଦ୍ର…

ଭିଜିଲାନ୍ସ ଜାଲରେ ମହିଳା RI, ୫୫୦୦ ଲାଞ୍ଚ ନେବାବେଳେ….

ଡେରାବିଶ,୨୪ା୭(ଅଜୟ ବେବର୍ତ୍ତା): ଭିଜିଲାନ୍ସ ଜାଲରେ ମହିଳା ରାଜସ୍ୱ ନିରିକ୍ଷିକା ସାଇ ଦର୍ଶିନୀ ଲେଙ୍କା । ଜମି ମ୍ୟୁଟେସନ୍ ପାଇଁ ଲାଞ୍ଚ ନେଉଥିବାବେଳେ ମାଡିବସିଲା ଭିଜିଲାନ୍ସ । ସୂଚନା ଅନୁସାରେ, ସାଇ ଦର୍ଶିନୀ ଲେଙ୍କା ଜମି ମିଉଟେଶନ ପାଇଁ ଦଶ ହଜାର ଟଙ୍କା…

ରାଇକିଆରେ ବାହୁଡ଼ା ଯାତ୍ରା, ଛେରା ପହଁରା ପାଇଁ ବିଡିଓ…

ରାଇକିଆ,୨୪ା୭(ପ୍ରଦୀପ ବେହେରା): ଆଜି ବାହୁଡ଼ା ଯାତ୍ରା। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ଜଗନ୍ନାଥ ମନ୍ଦିର ପୂଜା କମିଟି ତରଫରୁ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏବେ ରତ୍ନବେଦୀକୁ ବାହୁଡ଼ିବାକୁ ପ୍ରସ୍ତୁତ ହେଉଛନ୍ତି ଚତୁର୍ଦ୍ଧାବିଗ୍ରହ। ଶ୍ରୀଗୁଣ୍ଡିଚା ମନ୍ଦିରରେ ୭ ଦିନ…

ଦୁର୍ଦ୍ଦାନ୍ତ ଅପରାଧୀଙ୍କ ଉପରେ ଜାରି ରହିବ କଡ଼ା ଆଭିମୁଖ୍ୟ: ଏସ୍‌ପି

ଛତ୍ରପୁର,୨୪ା୭(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଚୋରି, ଡକାୟତି, ଦାଦାବଟି ଭଳି ୧୨ଟି ଆପରାଧିକ ମାମଲାରେ ସଂଶ୍ଳିଷ୍ଟ ଥିବା ଦୁର୍ଦ୍ଦାନ୍ତ ଗ୍ୟାଙ୍ଗଷ୍ଟର ଘନଶ୍ୟାମ ବେହେରା ଓରଫ କାଳିଆକୁ ପୁରୁଷୋତ୍ତମପୁର ଥାନା କୋଦଳା ଥାନା ଅନ୍ତର୍ଗତ କନିଆରି-ଛୁଞ୍ଚିପଡ଼ା ରାସ୍ତାରେ ଏନ୍‌କାଉଣ୍ଟର କରିଛନ୍ତି। କାଳିଆଙ୍କ ଧରିବା ପାଇଁ…

ଚାଷଜମିକୁ ଯାଇଥିଲେ ଚାଷୀ, ଚୋଟ ମାରିଲା ସାପ, ଘରକୁ ଫେରିବା ପରେ…

ବଞ୍ଚୋ,୨୪ା୭(ପ୍ରଦୋଷ ବିଶ୍ୱାଳ): ଜଣେ ଚାଷୀ ଚାଷଜମିକୁ ଯାଇଥିବାବେଳେ ଏକ ବିଷାକ୍ତ ସାପ କାମୁଡ଼ିଥିବା ନେଇ ପରିବାର ଲୋକେ ସନ୍ଦେହ କରିଛନ୍ତି। ଆନନ୍ଦପୁର ଥାନା ବଞ୍ଚୋ ଗାଁର ଅନାମ ଚରଣ ରାଉତ ନାମକ ଜଣେ ଚାଷୀ ଗୁରୁବାର ଚାଷଜମିକୁ ଯାଇ ଫେରିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?