ରାଜ୍ୟ

ବନ୍ଧୁକ ଚୋରାଚାଲାଣ ଗ୍ୟାଙ୍ଗ୍‌ର ୭ ଗିରଫ

ପୁରୀ ଅଫିସ,୨୯।୫ ପୁରୀରେ ବନ୍ଧୁକ ଚୋରାଚାଲାଣ ହେଉଥିବାରୁ ଗତ କିଛିଦିନ ମଧ୍ୟରେ ଲଗାତର ହତ୍ୟା, ଲୁଟ୍‌, ଗୁଳିକାଣ୍ଡ ବଢ଼ିବାରେ ଲାଗିଛି। ଏହାକୁ ରୋକିବା ପାଇଁ ପୁରୀ ପୋଲିସ ତତ୍ପରତା ଦେଖାଇ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ତଦନ୍ତ କରୁଥିବା ବେଳେ...

କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନ୍‌ସୁଗାର ଜବତ

ଭୁବନେଶ୍ୱର,୨୯।୫ (ବ୍ୟୁରୋ): ରାଜଧାନୀରେ ଦିନକୁ ଦିନ ବ୍ରାଉନସୁଗାର ବେପାରୀଙ୍କ ସହ କାରାବାର ବୃଦ୍ଧି ପାଇବାରେ ଲାଗିଛି। ବାହାର ରାଜ୍ୟରୁ ବ୍ରାଉନ୍‌ସୁଗାର ଆଣି ଏଠାରେ କିଭଳି କାରବାର କରାଯାଇପାରିବ ସେନେଇ ଭିନ୍ନ ଭିନ୍ନ ଉପାୟ ଅବଲମ୍ବନ କରୁଛନ୍ତି। ଏହି କ୍ରମରେ ଶୁକ୍ରବାର...

୫ ଦିନିଆ ରିମାଣ୍ଡରେ ରାଜେଶ,ରବିନ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ଚକରା ଗ୍ୟାଙ୍ଗରେ ସାମିଲ ହୋଇ ରାଜଧାନୀର ବିଭିନ୍ନ ସ୍ଥାନରୁ ବନ୍ଧୁକ ମୁନରେ ଆତଙ୍କ ଖେଳାଇ ଲୁଟ୍‌ପାଟ, ରାହାଜାନି, ଡକାୟତି ଭଳି ଅପରାଧରେ ଜଡ଼ିତ ୨ଅଭିଯୁକ୍ତ ରାଜେଶ ମହାପାତ୍ର ଓ ରବିନ ଶତପଥୀଙ୍କୁ ୫ ଦିନିଆ ରିମାଣ୍ଡରେ ଆଣିଛି...

ଫଳ ଦର ଆକାଶଛୁଆଁ

ଭୁବନେଶ୍ୱର, ୨୯।୫ (ବ୍ୟୁରୋ): ସୋମବାର ସାବିତ୍ରୀ ବ୍ରତ। ମହିଳାମାନେ ସ୍ବାମୀଙ୍କ ମଙ୍ଗଳ ମନାସି ଠାକୁରଙ୍କ ନିକଟରେ ସାତ ଫଳ ଭୋଗ କରି ପୂଜା କରିବେ। ତେଣୁ ଫଳବଜାରେ ପ୍ରବଳ ଭିଡ଼ ଦେଖିବାକୁ ମିଳୁଛି। ଗ୍ରାହକଙ୍କ ଚାହିଦାକୁ ଦେଖି ଫଳ ଦର...

ବିକାଶ ନାଁରେ ରାଜଧାନୀ ହେବ ବୃକ୍ଷଶୂନ୍ୟ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ଉନ୍ନୟନମୂଳକ କାର୍ଯ୍ୟ ପାଇଁ ରାଜଧାନୀ ଭୁବନେଶ୍ୱରରେ ଗଛକଟା ଚାଲିଛି। ପଚାଶ ବର୍ଷରୁ ଊର୍ଦ୍ଧ୍ୱ ବିଶାଳକାୟ ଗଛକୁ ମଧ୍ୟ କାଟି ପଦା କରି ଦିଆଯାଉଛି। ବିକାଶ ବାହାନାରେ ଜଙ୍ଗଲ ବିଭାଗ ମଧ୍ୟ ଅନୁମତି ଦେଉଛି। ଏଭଳି ଧାରା ଜାରି ରହିଲେ...

ନନ୍ଦନକାନନ ପିଛା ଛାଡ଼ୁନି ବିବାଦ

ଭୁବନେଶ୍ୱର, (ବ୍ୟୁରୋ)/ବାରଙ୍ଗ, ୨୯।୫ (ଡି.ଏନ୍‌.ଏ.): ଦେଶର ଅନ୍ୟତମ ପ୍ରମୁଖ ଚିଡ଼ିଆଖାନା ନନ୍ଦନକାନନ ଏବେ ଅସୁରକ୍ଷିତ ପ୍ରାଣୀ ଉଦ୍ୟାନରେ ପରିଣତ ହୋଇଛି। ପ୍ରତିଦିନ ଜୀବଜନ୍ତୁଙ୍କ ମୃତ୍ୟୁ ଖବର ମିଳୁଛି। ଦୁର୍ନୀତି, ପର୍ଯ୍ୟଟକଙ୍କୁ ଆକ୍ରମଣ, ଦୁର୍ବ୍ୟବହାର ଘଟଣାରେ ନନ୍ଦନକାନନ ବିବାଦ ଘେରକୁ ଚାଲି...

ବିଳମ୍ବ ହୋଇପାରେ ମୌସୁମୀ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ଚଳିତ ବର୍ଷ ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ଟିକେ ସଅଳ ଆସିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ କରିଥିଲା। ମେ’ ୨୭ ସୁଦ୍ଧା ମୌସୁମୀ କେରଳ ଛୁଇଁବ ବୋଲି ଆକଳନ କରାଯାଇଥିଲା। ହେଲେ ଏ ପର୍ଯ୍ୟନ୍ତ କେରଳରେ...

ଅଟୋ ଉପରେ ମାଡ଼ିଗଲା ଟ୍ରକ୍‌: ୩ ଜଣଙ୍କ ଜୀବନ ଗଲା

କୋରାପୁଟ,୨୮ା୫(ସ୍ବ.ପ୍ର.): ସଦର ଥାନା ଅନ୍ତର୍ଗତ ଦୟାନିଧିଗୁଡ଼ା ନିକଟରେ ଏକ ଅଟୋ ଉପରେ ଟ୍ରକ୍‌ ମାଡ଼ିଯିବାରୁ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସୋନୁ ସୁଦ୍‌

ଭୁବନେଶ୍ୱର,୨୮ା୫(ବ୍ୟୁରୋ): ବଲିଉଡ୍‌ ଅଭିନେତା ତଥା ସମାଜସେବୀ ସୋନୁ ସୁଦ୍‌ ଶନିବାର ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ନବୀନ ନିବାସକୁ ଯାଇ ସୋନୁ ସୁଦ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। କରୋନା ମହାମାରୀ ସମୟରେ ଅନେକ ଲୋକଙ୍କୁ ସହାୟତାର...

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୮ା୫(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୯,୧୭୬ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

ଗୋଟିଏ ଜମିକୁ ଦୁଇଥର ବିକ୍ରି

କେନ୍ଦୁଝର,୨୮ା୫(ସ୍ବ.ପ୍ର.): ଟାଉନ ଥାନା ଅନ୍ତର୍ଗତ ବଡ଼ହଳ ଅଞ୍ଚଳରେ ୧୦ ଡେସିମିଲି ଜମିକୁ ଦୁଇଥର ବିକ୍ରି କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଖାତା ନମ୍ବର ୪୫ର ପ୍ଲଟ୍‌ ନମ୍ବର ୨୬୩ରେ ଏହି ବେଆଇନ ବିକ୍ରି ହୋଇଥିବା ଅଭିଯୋଗ ହୋଇଛି। ଜାଲ୍‌...

‘ମହାପ୍ରଭୁଙ୍କ ନାଁରେ ରାଜନୀତି ହେଉଛି’

ପୁରୀ ଅଫିସ,୨୮ା୫: ଶ୍ରୀମନ୍ଦିର ଚାରିପାଖ ସୌନ୍ଦର୍ଯ୍ୟକରଣ ହେଉ ମହାପ୍ରଭୁଙ୍କ ଇଚ୍ଛା।  ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ ନେଇ ଶନିବାର  ଗଣମାଧ୍ୟମକୁ ଏପରି କହିଛନ୍ତି ପୁରୀ ଏମ୍‌ପି ପିନାକୀ ମିଶ୍ର। ସେ ବିରୋଧୀଙ୍କୁ ଟାର୍ଗେଟ କରି କହିଛନ୍ତି, ବିରୋଧୀଙ୍କ କାମ ଅଭିଯୋଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri