ରାଜ୍ୟ

ପିଲା ପଢ଼ିବେ ଜଳବାୟୁ ପରିବର୍ତ୍ତନ, କୋଭିଡ୍‌ ପାଠ

ଭୁବନେଶ୍ୱର, (ବ୍ୟୁରୋ)/କଟକ ଅଫିସ, ୧୧।୭: ଏଣିକି ସ୍କୁଲରେ କୋଭିଡ୍‌ ସଂକ୍ରାନ୍ତ ପାଠ ପଢ଼ାଯିବ। ୨୦୨୨-୨୩ ଶିକ୍ଷାବର୍ଷରୁ ଜଳବାୟୁ ପରିବର୍ତ୍ତନ ଓ କୋଭିଡ୍‌ ପରିଚାଳନା ସଂକ୍ରାନ୍ତ ବିଷୟବସ୍ତୁ ସ୍କୁଲ ପାଠ୍ୟକ୍ରମରେ ସାମିଲ କରାଯିବ ବୋଲି ରବିବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ...

୨୫% ସିଟ୍‌ରେ ମାଗଣା ନାମ ଲେଖାଯାଉନି

ଭୁବନେଶ୍ୱର,୧୧ା୭(ବ୍ୟୁରୋ): ୨୦୦୯-ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଅବହେଳିତ ଶ୍ରେଣୀର ପିଲାଙ୍କ ପାଇଁ ସବୁ ସ୍କୁଲରେ ୨୫% ସିଟ୍‌ ସଂରକ୍ଷଣ ବ୍ୟବସ୍ଥା ରହିଛି। ଏହି ନିୟମାନୁସାରେ ରାଜ୍ୟରେ ଗଣଶିକ୍ଷା ବିଭାଗ ଏକ ପୋର୍ଟାଲ ‘ପାରଦର୍ଶୀ’ ଉନ୍ମୋଚନ କରିଥିଲା। ଏଥିରେ ସବୁ ସ୍କୁଲ...

ଆଜିଠୁ ୪ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୧ା୭(ବ୍ୟୁରୋ): ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ତତ୍‌ସଂଲଗ୍ନ ଅଞ୍ଚଳରେ ଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶର ଉପକୂଳବର୍ତ୍ତୀ ଅଞ୍ଚଳରେ ରହିଛି। ସାମୁଦ୍ରିକ ପ୍ରଚଳନ ସହିତ ଦକ୍ଷିଣ-ପଶ୍ଚିମ ଆଡ଼କୁ ତାହା ଗତି କରୁଛି। ଅନ୍ୟପକ୍ଷରେ ମୌସୁମୀ ଟ୍ରପ୍‌ ଲାଇନ୍‌...

ଖରିଫ ଚାଷ ପାଇଁ ଇନ୍ଦ୍ରାବତୀରୁ ଛଡ଼ାଗଲା ପାଣି

କୋକସରା,୧୦।୭(ଡି.ଏନ୍‌.ଏ.): ଚଳିତ ୨୦୨୨-୨୩ ଖରିଫ ଚାଷ ପାଇଁ କଳାହାଣ୍ଡି ଜିଲା ମୁଖୀଗୁଡ଼ାସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାର ମେଗାଲିଫ୍ଟ କେନାଲ ମଙ୍ଗଳପୁର ବ୍ୟାରେଜରୁ ରବିବାର ପାଣି ଛଡାଯାଇଛି। ଏହାଦ୍ୱାରା ଜୟପାଟଣା, କୋକସରା, ଧର୍ମଗଡ଼ ଏବଂ ଜୁନାଗଡ଼ ବ୍ଲକର ୨୫ ହଜାର ୨୭୫ ହେକ୍ଟର...

କାରଖାନାରୁ ଚୋରି କରି ଗିରଫ ହେଲେ ସମିତି ସଭ୍ୟ

କୁଆଁରମୁଣ୍ଡା,୧୦।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅଧୀନ ବିଜାବାହାଲାସ୍ଥିତ ପବନ ଜୟ ସ୍ପଞ୍ଜ କାରଖାନାରୁ ତମ୍ବା ଖୁମ୍ବ ଚୋରି ଘଟଣାରେ ପୋଲିସ ରବିବାର ଜଣେ ସମିତି ସଭ୍ୟଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଉଛନ୍ତି କୁଆଁରମୁଣ୍ଡା ବ୍ଲକ...

ମହଣ ମହଣ ସୁନାରେ ଝଲସିଲେ ମହାପ୍ରଭୁ

ପୁରୀ ଅଫିସ୍‌,୧୦।୭: ରବିବାର ସିଂହଦ୍ୱାର ସମ୍ମୁଖରେ ରଥାରୁଢ ଦାରୁଦିଅଁଙ୍କ ସୁନାବେଶ ଅନୁଷ୍ଠିତ ହୋଇଯାଇଛି। ମହଣ ମହଣ ସୁବର୍ଣ୍ଣ ଅଳଙ୍କାରରେ ଝଲସିଛନ୍ତି ବିଶ୍ୱନିୟନ୍ତା। ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହୋଇଛି ଏହି ଦୁର୍ଲଭ ବେଶ। ହୋପ୍ରଭୁଙ୍କ ଏହି ବେଶକୁ ଲକ୍ଷ ଲକ୍ଷ...

ଶ୍ରୀଜିଉଙ୍କ ସୁନାବେଶ ଆରମ୍ଭ

ପୁରୀ ଅଫିସ୍‌,୧୦।୭: ମହାପ୍ରଭୁଙ୍କ ସୁନାବେଶ ଆରମ୍ଭ ହୋଇଯାଇଛି। ନିର୍ଦ୍ଧାରିତ ସମୟ ପୂର୍ବରୁ ନୀତିକାନ୍ତି ଶେଷ ହୋଇ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ସୁନାବେଶରେ ସଜ୍ଜିତ କରାଯାଉଛି। ମହଣ ମହଣ ସୁନା କାନ୍ଧେଇ ପ୍ରଭୁଙ୍କ ସେବକମାନେ ରଥ ନିକଟକୁ ନେଇଥିଲେ। ଭକ୍ତମାନେ ରାତି ୧୧ ପର୍ଯ୍ୟନ୍ତ...

ସ୍କୁଲକୁ ଗଣମାଧ୍ୟମ ପ୍ରତିନିଧିଙ୍କୁ ବାରଣ ନେଇ କ’ଣ କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ସ୍କୁଲ ଭିତରେ ଗଣମାଧ୍ୟମର ପ୍ରବେଶକୁ ନେଇ ବିଇଓ ଲଗାଇଥିବା ପ୍ରତିବନ୍ଧକକୁ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ, ବିଭିନ୍ନ ସ୍ଥାନରେ ଅନାବଶ୍ୟକ ଭାବେ ଗଣମାଧ୍ୟମ ସ୍କଲୁକୁ ପ୍ରବେଶ କରୁଛନ୍ତି। କିଛି ସ୍ଥାନରେ...

ରୁଚିକା ଆତ୍ମହତ୍ୟା ଘଟଣାକୁ ପୁରିଲା ସପ୍ତାହେ, କାରଣ ଖୋଜି ପାଉନି ପୋଲିସ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ଘଟଣାକୁ ସପ୍ତାହେ ପୁରିଲାଣି । ସ୍ବତନ୍ତ୍ର ପୋଲିସ ଟିମ୍‌ ଏହାର ତଦନ୍ତ ଜାରି ରଖିଛି । କିନ୍ତୁ ଏଯାଏ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି । ରୁଚିକାଙ୍କ ସୁଇସାଇଡ୍‌ ନୋଟ୍‌ରେ...

ପୁଣି ଡରାଇଲାଣି କରୋନା: ରାଜ୍ୟରେ ୫୭୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ରବିବାରବାର ୫୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୯ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୩୩୭ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ...

ବାଇକରେ କେଦାରନାଥ ଯାତ୍ରା

ଭୁବନେଶ୍ୱର,୧୦।୭(ବ୍ୟୁରୋ): କଟକରୁ ବାଇକରେ ଉତ୍ତରାଖଣ୍ଡର କେଦାରନାଥ ଯାତ୍ରା କରିଛନ୍ତି ରାଜେଶ ମହାରଣା। ଶନିବାର କଟକର ଗଡ଼ଗଡ଼େଶ୍ୱର ମନ୍ଦିରରେ ଭଗବାନଙ୍କ ଆଶୀର୍ବାଦ ନେଇ ସେ ବାହାରିଛନ୍ତି। ତାଙ୍କର କେତେଜଣ ବନ୍ଧୁ ରାସ୍ତାରେ ତାଙ୍କ ସହ ଯୋଗଦେବେ। କଟକରୁ କେଦାରନାଥ ଯିବାକୁ ପ୍ରାୟ...

ରାଜ୍ୟର କୌଣସି ଶିକ୍ଷକ ଶିକ୍ଷାନୁଷ୍ଠାନ ନାକ୍‌ ମାନ୍ୟତା ପାଇନାହିଁ

ଭୁବନେଶ୍ୱର, ୧୦।୭(ବ୍ୟୁରୋ): ରାଜ୍ୟରେ ପ୍ରାୟ ୭୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଶିକ୍ଷାନୁଷ୍ଠାନ ରହିଛି। କିନ୍ତୁ ଏ ପର୍ଯ୍ୟନ୍ତ ଗୋଟିଏ ବି ଶିକ୍ଷକ ଶିକ୍ଷାନୁଷ୍ଠାନ ନାକ୍‌ ମାନ୍ୟତା ହାସଲ କରିପାରି ନାହିଁ। ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ଭାରତ ସରକାରଙ୍କ ୨୦୧୩ ଜାନୁୟାରୀ ୧୯...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri