ରାଜ୍ୟ

ତୈଳଦର ଅହେତୁକ ବୃଦ୍ଧି ନେଇ ବିଜୁ ଯୁବ ଛାତ୍ର ଜନତା ଦଳର ପ୍ରତିବାଦ

ପାଟଣାଗଡ଼,୨୭ା୫(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ବିଜେଡି ଦଳ ପକ୍ଷରୁ ପେଟ୍ରୋଲ, ଡିଜେଲ ଓ ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦରବୃଦ୍ଧି କୁନେଇ ବୁଧବାର ସ୍ଥାନୀୟ ବିଜୁ ଯୁବ ଓ ଛାତ୍ର ଜନତାଦଳ ପକ୍ଷରୁ ପ୍ରତିବାଦ ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ପ୍ରଥମେ…

ସ୍କୁଟିରେ ଚାଲାଣ ହେଉଥିଲା ବ୍ରାଉନସୁଗାର, ମାଡ଼ି ବସିଲା ପୋଲିସ

ଧାମନଗର,୨୭ା୫(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଦିନକୁ ଦିନ ବ୍ରାଉନସୁଗାର ବା ନିଶା କାରବାର ବୃଦ୍ଧି ପାଉଥିବା ବେଳେ ଏହା ଉପରେ ଲଗାମ ଲଗାଇବାକୁ ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ମଙ୍ଗଳବାର ଅପରାହ୍ନରେ ଧାମନଗର ପୋଲିସ ସୁରାକ ପାଇ…

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଯନ୍ତ୍ରୀ, ଟଙ୍କା ଜବତ କରି…

ସୁନ୍ଦରଗଡ଼,୨୭ା୫(ଜୟ ନାରାୟଣ ମେଣ୍ଡୁଳି): ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କନିଷ୍ଠ ଯନ୍ତ୍ରୀ। ଜଣେ ଠିକାଦାରଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବାଥିବା ବେଳେ ଜିଲା ସ୍ବାସ୍ଥ୍ୟ ବିଭାଗ ଜାତୀୟ ସ୍ବାସ୍ଥ୍ୟ ମିଶନରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ସୁମନ୍ତ ନାଏକ ବୁଧବାର…

ଭିଜିଲାନ୍ସ ଜାଲରେ ACSO, ଲାଞ୍ଚ ନେବାବେଳେ ରେଡ୍‌ ହ୍ୟାଣ୍ଡରେ ଧରାପଡ଼ିଲେ

କେନ୍ଦୁଝର,୨୭ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଚମ୍ପୁଆ ଅତିରିକ୍ତ ସିଭିଲ ସପ୍ଲାଏ ଅଧିକାରୀ (ACSO)। ତାଙ୍କ ନାଁ ଭୂମାରାମ ମୁର୍ମୁ ବୋଲି ଜଣାପଡ଼ିଛି। ଆଜି ପୂର୍ବାହ୍ନରେ ଧାନକିଣା ବାବଦକୁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍‌ ମାଡ଼ି…

ତାଳଚୁଆ ସାମୁଦ୍ରିକ ଥାନାରେ ଥାର୍ଡ ଡିଗ୍ରୀ : ମହିଳା ଓ ତାଙ୍କ ପୁଅଙ୍କୁ ଥାନାରେ ମାଡ଼

ଭୁବନେଶ୍ୱର/ରାଜନଗର, ୨୭।୫(ତ୍ରିନାଥ ମହାନ୍ତି/ଭାସ୍କର ରାଉତରାୟ): ବାରଙ୍ଗ ଥାନାରେ ଜଣେ ଯୁବକଙ୍କୁ ପତ୍ନୀ ହତ୍ୟା ସନ୍ଦେହରେ ପୋଲିସ ଉଠାଇ ଆଣି ଥାର୍ଡ ଡିଗ୍ରୀ ଦେଇ ଗୁରୁତର କରି ଆଇସିୟୁ’ରେ ପକାଇବା ଘଟଣାକୁ ୨୪ ଘଣ୍ଟା ନପୁରୁଣୁ କେନ୍ଦ୍ରାପଡ଼ା ଜିଲାରେ ଏକ ଥାର୍ଡ ଡିଗ୍ରୀ…

ସ୍ନାତକ ନାମଲେଖା ପାଇଁ ଆଜିଠାରୁ ଆବେଦନ

ଭୁବନେଶ୍ୱର, ୨୭।୫(ସୁଚିସ୍ମିତା ସାହୁ):୨୦୨୬-୨୭ ଶିକ୍ଷାବର୍ଷ ପାଇଁ ସ୍ନାତକ ପାଠ୍ୟକ୍ରମରେ ନାମଲେଖା ଆବେଦନ ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୨୭ ତାରିଖରୁ ଅନ୍‌ଲାଇନ୍‌ରେ ଆବେଦନ ଆରମ୍ଭ ହେବ ଓ ଏହା ଜୁନ୍‌ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ…

ପୁରୀର ଏକ ରିସର୍ଟରୁ ଗିରଫ ହେଲେ TMC ବିଧାୟକ

ପୁରୀ,୨୭ା୫: ପଶ୍ଚିମବଙ୍ଗର ପୂର୍ବତନ ପରିବହନ ମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ(TMC)ର ବରିଷ୍ଠ ନେତା ଦିଲ୍ଲୀପ ମଣ୍ଡଳଙ୍କୁ ଏସ୍‌ଟିଏଫ୍‌ ଦ୍ୱାରା ଗିରଫ ହୋଇଥିବା ନେଇ ସୂଚନା ମିଳିଛି । ପୁରୀର ବ୍ଲୁ ଲିଲି ରିସର୍ଟରୁ ଦିଲ୍ଲୀପଙ୍କୁ ଏସ୍‌ଟିଏଫ୍‌ ଗିରଫ କରିଥିବା ନେଇ ଜଣାପଡ଼ିଛି।…

ଆଉ ୨ ଦିନ ଗରମ, ଗୁଳୁଗୁଳି

ଭୁବନେଶ୍ୱର ୨୭।୫ (ବନ୍ଦନା ସେଠୀ): ରାଜ୍ୟରେ ତାପମାତ୍ରାରେ ସାମାନ୍ୟ ହ୍ରାସ ଘଟିଥିଲେ ମଧ୍ୟ ମଙ୍ଗଳବାର ଗରମ ଓ ଗୁଳୁଗୁଳି ଜାରି ରହିଥିଲା। ୨୦ ସ୍ଥାନର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଟିଟିଲାଗଡ଼ରେ ସର୍ବାଧିକ ତାପମାତ୍ରା ୪୪.୫ ଡିଗ୍ରୀ ରେକର୍ଡ ହୋଇଥିବାବେଳେ…

ବ୍ୟବସାୟୀଙ୍କ ଦୋକାନରୁ ୪୩ ରନ୍ଧନ ଗ୍ୟାସ୍‌ ସିଲିଣ୍ଡର ଜବତ, ଅତର୍କିତ ଚଢାଉ କରି ପୋଲିସ…

ମହାକାଳପଡ଼ା, ୨୭ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା କଣ୍ଟିଲୋ ଓ ପୂର୍ବ ସୁନୀତି ଗ୍ରାମରେ ଦୁଇ ବ୍ୟବସାୟୀଙ୍କ ଦୋକାନ ଗୃହରୁ ବିଭିନ୍ନ କମ୍ପାନୀର ୪୩ଟି ରନ୍ଧନ ଗ୍ୟାସ୍‌ ସିଲିଣ୍ଡର ମଙ୍ଗଳବାର ପୋଲିସ ଜବତ କରିଛି।…

ମନ୍ତ୍ରୀଙ୍କ ଛାତି ଧଡ଼ପଡ଼: କାହାର ଯିବ ପଦ କିଏ ଯୋଡ଼ା ହେବେ ନୂଆ

ଭୁବନେଶ୍ୱର,୨୭।୫ ଓଡ଼ିଶାରେ ଖୁବ୍ ଶୀଘ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହୋଇପାରେ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ଜୋର୍ ଧରିଛି। ଏହାକୁ ନେଇ ମନ୍ତ୍ରୀ ଓ ବିଧାୟକମାନଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଥିବା ଦେଖାଯାଉଛି। ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନରେନ୍ଦ୍ର ମୋଦି…

ପୁଣି ଦେବାଶିଷ ଯିବେ ରାଜ୍ୟ ସଭା ନା ଆଉ କିଏ? ବଡ଼ ଇସାରା ଦେଲେ ସୁରେଶ ପୂଜାରୀ, କହିଲେ ଯିଏ ଇସ୍ତଫା ଦେଇ…

ଭୁବନେଶ୍ୱର,୨୭।୫: ଓଡ଼ିଶାରେ ରାଜ୍ୟ ସଭା ଉପନିର୍ବାଚନ ପାଇଁ ECI ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫା ଦେବା ପରେ ବିଜ୍ଞପ୍ତି ପ୍ରକାଶ ପାଇଛି। ଖାଲି ହୋଇଥିବା ଗୋଟିଏ ଆସନ ପାଇଁ ହେବ ନିର୍ବାଚନ । ଜୁନ ୧ରେ ବିଧିବଦ୍ଧ…

ଭାରସାମ୍ୟ ହରାଇ ଗଛରେ ପିଟିଲା ଉପଜିଲାପାଳଙ୍କ ଗାଡ଼ି, ଯୋରଦାର ଝଟକାରେ ମଝିରୁ ଭାଙ୍ଗିଲା ଗଛ

ବାଙ୍କୀ,୨୭।୬( ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ଭଗିପୁର ଅଞ୍ଚଳରେ ବାଙ୍କୀ ଉପଜିଲାପାଳଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ସୂଚନା ଅନୁସାରେ, ଉପଜିଲାପାଳଙ୍କ ଗାଡ଼ି ହଠାତ୍‌ ଭାରସାମ୍ୟ ହରାଇ ରାସ୍ତା ପାଖରେ ଥିବା ଗଛରେ ପିଟିହୋଇଥିଲା। ଧକ୍କାର ତୀବ୍ରତା ଏତେ ଥିଲାଯେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri