ଏମ୍ଜିଏନ୍ଆର୍ଇଜିଏସ୍ରେ କାମକରି ମିଳୁନି ପାଉଣା
ନୂଆପଡ଼ା,୧୨ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଏମ୍ଜିଏନ୍ଆର୍ଇଜିଏସ୍ରେ ଶ୍ରମିକମାନଙ୍କୁ କାମ ଯୋଗାଇ ପ୍ରବାସୀ ଶ୍ରମିକ ରୋକିବାରେ ସହାୟକ ହୋଇଛି ବୋଲି ପ୍ରଶାସନ କହୁଛି। ହେଲେ ଏହି ଯୋଜନାରେ କାମକରି ମଧ୍ୟ ଦୀର୍ଘ ୩ ବର୍ଷ ହେବ ପାଉଣା ନ ପାଇ ଦୁର୍ଦ୍ଦିନରେ…
ସୀମା ପୁନଃ ନିର୍ଦ୍ଧାରଣ ନେଇ ଷ୍ଟାଲିନ୍ଙ୍କ ବୈଠକରେ ଯୋଗଦେବ ବିଜେଡି
ଭୁବନେଶ୍ୱର,୧୨ା୩(ସୁନିତ୍ ମିଶ୍ର):ନିର୍ବାଚନମଣ୍ଡଳୀ ସୀମା ପୁନଃ ନିର୍ଦ୍ଧାରଣ ପ୍ରସଙ୍ଗ ନେଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ. ଷ୍ଟାଲିନ୍ ଡାକିଥିବା ବୈଠକରେ ବିଜେଡି ଯୋଗଦେବ। ମଙ୍ଗଳବାର ଡିଏମ୍କେ ସାଂସଦ ଦୟାନିଧି ମାରାନ୍ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟିଥିଲେ। ନବୀନ ଏବଂ ମାରାନ୍ଙ୍କ…
ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ସଂଖ୍ୟା ଛୁଇଁଲାଣି ୩୭୩୮
ଭୁବନେଶ୍ୱର,୧୦।୩(ରବିନାରାୟଣ ଜେନା): ରାଜ୍ୟରେ ଦିନକୁ ଦିନ ବାଲାଂଦେଶୀ ଅନୁପ୍ରବେଶକାରୀ ବଢୁଛନ୍ତି। ଖାଲି ଯେ ସେମାନଙ୍କ ସଂଖ୍ୟା ବଢୁଛି ତାହା ନୁହେଁ, ସେମାନେ ରାଜ୍ୟରେ ବିଭିନ୍ନ ପ୍ରକାର ଅପରାଧିକ ମାମଲା ଘଟାଉଛନ୍ତି। ଅଦ୍ୟାବଧି ରାଜ୍ୟର ୩୭୩୮ ଜଣ ବଙ୍ଗଳାଦେଶୀ ଅନୁପ୍ରବେଶକାରୀ ଚିହ୍ନଟ ହୋଇଛନ୍ତି…
ବାହା ହେଲେ ଅନୁଭବ-ଜାଗୃତି, ସାମ୍ନାକୁ ଆସିଲା ଫଟୋ
ନୂଆଦିଲ୍ଲୀ/ଭୁବନେଶ୍ୱର: ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ବହୁ ଚର୍ଚ୍ଚିତ ଯୋଡ଼ି ଅନୁଭବ ମହାନ୍ତି-ଜାଗୃତି ଶୁକ୍ଳା। ଦୀର୍ଘ ଦିନର ବନ୍ଧୁତ୍ୱ ଶେଷରେ ସାତ ଜନ୍ମର ସମ୍ପର୍କରେ ପରିଣତ ହୋଇଛି। ଏହି ବିବାହର ଏକାଧିକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଅନୁଭବଙ୍କ ପ୍ରଶଂସକମାନେ…
ତାରାଙ୍କ ବିରୋଧରେ ଆକ୍ସନ: ମୁହଁ ଖୋଲିଲେ କଂଗ୍ରେସ ନେତା, କହିଲେ ରାତିସାରା ବିଧାନସଭା ଆଗରେ…
ଭୁବନେଶ୍ୱର,୧୧।୩: ଗୃହରେ ବିଶୃଙ୍ଖଳିତ ଆଚରଣ ପାଇଁ କଂଗ୍ରେସ ନେତା ତାରା ବାହିନୀପତିଙ୍କୁ ସସପେଣ୍ଡ କରିଛନ୍ତି ବାଚସ୍ପତି ସୁରମା ପାଢୀ। ମଙ୍ଗଳବାର ଗୃହରେ ଜୟନାରାୟଣ ମିଶ୍ର ଓ ତାରା ବାହିନୀପତି ହାତାହାତି ହୋଇଛନ୍ତି। ବିଧାନସଭା ପ୍ରଶ୍ନୋତ୍ତର ଚାଲିଥିବା ବେଳେ ଦୁଇ ବିଧାୟକ ହାତାହାତି…
ବିଧାନସଭାରେ ହାତାହାତି: ମନ୍ତ୍ରୀ, ବିଧାୟକଙ୍କ ବିରୋଧରେ ଆକ୍ସନ ନେବାକୁ ବାଚସ୍ପତିଙ୍କୁ କଂଗ୍ରେସର ଚିଠି
ଭୁବନେଶ୍ୱର,୧୧।୩: କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ମଙ୍ଗଳବାର ବାଚସ୍ପତିଙ୍କୁ ଏକ ଚିଠି ଲଖିଛନ୍ତି। ଚିଠିରେ ମନ୍ତ୍ରୀ, ଭାଜପା ବିଧାୟକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି। ମଙ୍ଗଳବାର ଗୃହରେ ହଟ୍ଟଗୋଳ ସମୟର ଭିଡିଓ ଯାଞ୍ଚ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ…
ତାରା ସସପେଣ୍ଡ: କଂଗ୍ରେସ ନେତାଙ୍କ ପାଇଁ ବାହାରିଲା ବିଜେଡି
ଭୁବନେଶ୍ୱର,୧୧।୩: ଗୃହରେ ବିଶୃଙ୍ଖଳିତ ଆଚରଣ ପାଇଁ କଂଗ୍ରେସ ନେତା ତାରା ବାହିନୀପତିଙ୍କୁ ସସପେଣ୍ଡ କରିଛନ୍ତି ବାଚସ୍ପତି ସୁରମା ପାଢୀ। ମଙ୍ଗଳବାର ଗୃହରେ ଜୟନାରାୟଣ ମିଶ୍ର ଓ ତାରା ବାହିନୀପତି ହାତାହାତି ହୋଇଛନ୍ତି। ବିଧାନସଭା ପ୍ରଶ୍ନୋତ୍ତର ଚାଲିଥିବା ବେଳେ ଦୁଇ ବିଧାୟକ ହାତାହାତି…
ବିଧାନସଭାରେ ହାତାହାତି: ତାରାଙ୍କ ବିରୋଧରେ ବଡ଼ ଆକ୍ସନ
ଭୁବନେଶ୍ୱର,୧୧।୩: ଗୃହରେ ଜୟନାରାୟଣ ମିଶ୍ର ଓ ତାରା ବାହିନୀପତି ହାତାହାତି ହୋଇଛନ୍ତି। ମଙ୍ଗଳବାର ବିଧାନସଭା ପ୍ରଶ୍ନୋତ୍ତର ଚାଲିଥିବା ବେଳେ ଦୁଇ ବିଧାୟକ ହାତାହାତି ହୋଇଛନ୍ତି। ଏନେଇ ତାରାଙ୍କୁ ୭ ଦିନ ପାଇଁ ଗୃହରୁ ସସ୍ପେଣ୍ଡ କରାଯାଇଛି। ବିଶୃଙ୍ଖଳିତ ଆଚରଣ ପାଇଁ ସସ୍ପେଣ୍ଡ…
ଶିକ୍ଷା ମନ୍ତ୍ରୀଙ୍କ ବଡ଼ ସୂଚନା: ରାଜ୍ୟରେ ଲାଗୁ ହେବ ନୂଆ ଶିକ୍ଷା ନୀତି
ଭୁବନେଶ୍ୱର,୧୧।୩: ସ୍କୁଲ ଓ ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। ଖୁବ ଶୀଘ୍ର ରାଜ୍ୟରେ ଜାତୀୟ ଶିକ୍ଷା ନୀତି ଲାଗୁ ହେବ ବୋଲି ସ୍କୁଲ ଓ ଗଣ ଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି। ଏନେଇ…
ସ୍ବାମୀଙ୍କ ତଣ୍ଟି କାଟି ଫେରାର ଥିବା ସ୍ତ୍ରୀଙ୍କୁ ଧରିଲା ପୋଲିସ
ଗଜପତି,୧୧।୩(ଗିରିଧାରୀ ପରିଛା): ସ୍ବାମୀଙ୍କ ତଣ୍ଟି କାଟି ଫେରାର ଥିବା ହତ୍ୟାକରୀ ସ୍ତ୍ରୀଙ୍କୁ ମଙ୍ଗଳବାର ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଗିରଫ ମହିଳା ଜଣକ ହେଲେ ମୃତ ଜଗଦୀଶ ମେଲେକାଙ୍କ ସ୍ତ୍ରୀ ହାରି ରଇତ। ପୋଲିସ ଅଭିଯୁକ୍ତଙ୍କୁ ଧରି ଘଟଣାସ୍ଥଳରେ ପହଞ୍ଚି ସିନ୍…
ଜାତୀୟ ରାଜପଥରେ ଜଳିଗଲା ଟ୍ରକ
ତେଲକୋଇ,୧୧।୩: କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ ବିଛାଖଣି ନିକଟରେ ମଙ୍ଗଳବାର ଏକ ଚଳନ୍ତା ୧୪ ଚକିଆ ଟ୍ରକରେ ନିଆଁ ଲାଗିଯାଇଥିଲା। ଅଗ୍ନିକାଣ୍ଡରେ ଟ୍ରକ୍ଟି ସମ୍ପୂର୍ଣ୍ଣ ପୋଡି ଯାଇଛି। ଶଟ୍ସର୍କିଟ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି। ମିଳିଥିବା ସୂଚନା…
ଚାଷୀଙ୍କ ପରେ ଦିବ୍ୟାଙ୍ଗଙ୍କ ଆନ୍ଦୋଳନକୁ ଭଣ୍ଡୁର କଲା ପୋଲିସ୍ : ଆନ୍ଦୋଳନ ପୂର୍ବରୁ ଦିବ୍ୟାଙ୍ଗକୁ ଉଠାଇ ନେଲା ଥାନାକୁ
ବରଗଡ଼,୧୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଭିନ୍ନକ୍ଷମମାନଙ୍କୁ ନେଇ ଗଠିତ ପେରେଣ୍ଟସ୍ ଆସୋସିଏଶନ ସେମାନଙ୍କ ୮ଦଫା ଉପରେ ପ୍ରଶାସନ କୌଣସି ପଦକ୍ଷେପ ନେଇ ନଥିବା ଅଭିଯୋଗ କରି ଏହାର ପ୍ରତିବାଦରେ ମଙ୍ଗଳବାର ସକାଳ ପ୍ରାୟ ସାଢେ ୯ଟାରେ ରାସ୍ତା ଅବରୋଧ ପାଇଁ ବରଗଡ଼…

