ରାଜ୍ୟ

ରାତି ଅଧରେ ୧୫୦ ଊର୍ଦ୍ଧ୍ୱ ମଇଁଷ ଗୋଠ ଯାଉଥିଲେ କୁଆଡେ, କାବୁକଲା ପୋଲିସ, ୬ ଅଟକ

ମୋରଡା,୧୧।୩(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବର୍ଷ ତମାମ ବେଆଇନ ଗୋ ଏବଂ ମଇଁଷି ଚାଲାଣ ହେଉଥାଏ। ସୋମବାର ବିଳମ୍ବିତ ରାତିରେ ମୋରଡ଼ା ଥାନା ଦେଇ ପଡୋଶୀ ପଶ୍ଚିମବଙ୍ଗକୁ ୧୫୦ରୁ ଊର୍ଦ୍ଧ୍ୱ ମଇଁଷି ବେଆଇନ ଭାବେ ଚାଲାଣ ହେଉଥିବା…

ଗୃହରେ ହାତାହାତି ହେଲେ ଜୟନାରାୟଣ, ତାରା

ଭୁବନେଶ୍ୱର,୧୧।୩: ଗୃହରେ ଜୟନାରାୟଣ ମିଶ୍ର ଓ ତାରା ବାହିନୀପତି ହାତାହାତି ହୋଇଛନ୍ତି। ବିଧାନସଭା ପ୍ରଶ୍ନୋତ୍ତର ଚାଲିଥିବା ବେଳେ ଦୁଇ ବିଧାୟକ ହାତାହାତି ହୋଇଛନ୍ତି। ପ୍ରଥମେ ମୋ କଲର୍‌ ଧରିଲେ ଜୟନାରାୟଣ ବୋଲି ତାରା କହିଛନ୍ତି। ଗ୍ରେସର ବରିଷ୍ଠ ବିଧାୟକ ତାରା ପ୍ରସାଦ…

ଆଜିଠୁ ଲକ୍ଷ୍ୟପତି ଦିଦିଙ୍କୁ ମିଳିବ ଟ୍ରେନିଂ

ଭୁବନେଶ୍ୱର,୧୧।୩ ଆଜିଠୁ ସମସ୍ତ ଜିଲାରେ ଲକ୍ଷପତି ଦିଦି’ କର୍ମଶାଳା ଆରମ୍ଭ ହୋଇଛି । ଏହି କର୍ମଶାଳାରେ ସମ୍ଭାବ୍ୟ ଲକ୍ଷପତି ଦିଦି’ଙ୍କୁ ପ୍ରଶିକ୍ଷଣ ଦିଆଯିବ। ଲକ୍ଷପତି ଦିଦି’ଙ୍କ କ୍ଷମତା ଓ ଦକ୍ଷତା ବୃଦ୍ଧି ପାଇଁ ମିଳିବ ପ୍ରଶିକ୍ଷଣ ଓଡ଼ିଶା ଜୀବିକା ମିଶନରେ କାର୍ଯ୍ୟକାରୀ…

ଗତ ୯ ମାସରେ ଏତିକି କୋଟି ଟଙ୍କା ଋଣ କରିଛନ୍ତି ମୋହନ ସରକାର, ବିଧାନସଭାରେ ରଖିଲେ ତଥ୍ୟ

ଭୁବନେଶ୍ୱର,୧୧।୩: ଗତ ୯ ମାସରେ ଓଡ଼ିଶାର ଭାଜପା ସରକାର ବିଭିନ୍ନ ଉତ୍ସରୁ ୨୧,୦୦୦ କୋଟି ଟଙ୍କାରୁ ଅଧିକ ଋଣ ସଂଗ୍ରହ କରିଛନ୍ତି। ମଙ୍ଗଳବାର ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା ପ୍ରକାଶ କରିଛନ୍ତି। ଗତ ବର୍ଷ ଜୁନ୍ ମାସରୁ ଚଳିତ…

ଅଟୋକୁ ଧକ୍କାଦେଲା ବାଇକ୍‌ : ମେଡିକାଲରେ ଆଖିବୁଜିଲେ ଜଣେ, ମୃତ୍ୟୁସହ ସଙ୍ଗ୍ରାମ କରୁଛନ୍ତି…

ପଟ୍ଟାଙ୍ଗି,୧୧।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ମାଳିପୁଟ ଛକ ତଥା ଜାତୀୟ ରାଜପଥ ଉପରେ ଏକ ଅଟୋ ସହ ମୋଟର ସାଇକେଲ ଦୁର୍ଘଟଣା ହୋଇଥିଲା। ଏଥିରେ ଅଟୋ ଚାଳକଙ୍କ ଚିକିତ୍ସାଧୀନ ଅବସ୍ଥାରେ ବିଳମ୍ବିତ ରାତିରେ ମୃତ୍ୟୁ ଘଟିଥିବାବେଳେ…

୩ ବର୍ଷର ପ୍ରେମ ପରେ ବିବାହ ବନ୍ଧନରେ ବାନ୍ଧିହେବେ ବିଜେଡି ନେତା ପ୍ରଦୀପ ମାଝି , ଜାଣନ୍ତୁ କେଉଁଠି ହୋଇଥିଲା ପ୍ରଥମ ଦେଖା 

ଭୁବନେଶ୍ୱର,୧୧।୩: ବଢ଼ଛି ବୟସ, ପଡ଼ୁଛି ହାତଗଣ୍ଠି । ବିବାହ ବନ୍ଧନରେ ବାନ୍ଧି ହେଉଛନ୍ତି ନେତା ଓ ବିଧାୟକ । ବର୍ତ୍ତମାନ ବିବାହକୁ ନେଇ ଓ ନେତା ଖୁବ ଚର୍ଚ୍ଚାରେ ଅଛନ୍ତି । ନିକଟରେ ମାହାଙ୍ଗା ବିଧାୟକ ସାରଦା ପ୍ରଧାନ ବିବାହ କରିଥିବା…

ଜାଣନ୍ତୁ ନବୀନଙ୍କୁ ଭେଟି କ’ଣ କହିଲେ ମନ୍ମମଥଙ୍କ ପତ୍ନୀ

ଭୁବନେଶ୍ୱର,୧୧।୩: ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ସୁର ରାଉତ ରାୟଙ୍କ ପୁଅ ମନ୍ମମଥ ନିକଟରେ ବିବାହ କରିଛନ୍ତି। ତେବେ ସେ ତାଙ୍କ ପତ୍ନୀଙ୍କୁ ନେଇ ବିଜେଡି ସୁପ୍ରିମୋଙ୍କ ପାଖକୁ ଯାଇଥିଲେ। ଶେଠାରେ ସେ ତାଙ୍କ ଆଶୀର୍ବଦ ବିକ୍ଷା କରିଥିଲେ। ବିବାହ କର୍ମ…

୧୧ ବର୍ଷରେ ୩୮ ହାତେଇଛନ୍ତି ଜିଏ ପ୍ଲଟ

ଭୁବନେଶ୍ୱର,୧୧।୩ (ରବିନାରାୟଣ ଜେନା):ଗତ ୧୧ବର୍ଷ ମଧ୍ୟରେ ବିଏମ୍‌ସି ଅଞ୍ଚଳରେ ୩୮ ଜଣଙ୍କୁ ଜିଏ ପ୍ଲଟ ଆବଣ୍ଟନ କରାଯାଇଛି। ସେଥିମଧ୍ୟରେ ୧୩ଜଣ ବ୍ୟକ୍ତିବିଶେଷ ରହିଥିବାବେଳେ ୨୫ ଅନୁଷ୍ଠାନ ରହିଛି। ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହକୁ ଦେଇଥିବା ତଥ୍ୟ ଅନୁଯାୟୀ, ୨୦୧୪ରୁ…

ଟ୍ରାକରେ ଆମ୍ବୁଲାନ୍ସ ପଶିଯିବା ପରେ ମାମଲା ରୁଜୁ କଲା ରେଳବାଇ

ରାୟଗଡା,୧୧।୩: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍‌ ଶିକରପାଇ ଓ ଭାଲୁମସ୍କା ରେଳ ଷ୍ଟେଶନର ମଧ୍ୟବର୍ତ୍ତୀ ସ୍ଥାନରେ ସୋମବାର ଏକ ଆମ୍ବୁଲାନ୍ସ ଅନଧିକାର ଭାବରେ ରେଳ ଟ୍ରାକ ପାର କରିବା ପରେ ରେଳବାଇ ଏକ ମାମଲା ରୁଜୁ କରିଛି, ଯାହା ଫଳରେ ଗାଡ଼ିଟି…

ବିବାହ ବନ୍ଧନରେ ଆବଦ୍ଧ ହେବେ ପୂର୍ବତନ ସାଂସଦ ପ୍ରଦୀପ ମାଝୀ

ଭୁବନେଶ୍ୱର,୧୧।୩: ବିଜେଡି ନେତା ଏବଂ ପୂର୍ବତନ ନବରଙ୍ଗପୁର ସାଂସଦ ପ୍ରଦୀପ କୁମାର ମାଝୀ ମାର୍ଚ୍ଚ ୧୨ରେ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସୂତ୍ର ଅନୁସାରେ ମାଝି (୪୮) ମାର୍ଚ୍ଚ ୧୨ରେ ଗୋଆରେ ପରିବାର ଓ ନିକଟତର ସଦସ୍ୟଙ୍କ ଉପସ୍ଥିତିରେ ବିବାହ…

ଆଜିଠାରୁ ଆରମ୍ଭ ହେବ ଲକ୍ଷପତି ଦିଦି କର୍ମଶାଳା

ଭୁବନେଶ୍ୱର,୧୧ା୩ (ବନ୍ଦନା ସେଠୀ): ରାଜ୍ୟର ସବୁ ଜିଲାରେ ମଙ୍ଗଳବାରଠାରୁ ଆରମ୍ଭ ହେବ ଲକ୍ଷପତି ଦିଦି କର୍ମଶାଳା। କେନ୍ଦ୍ର ସରକାରଙ୍କ ସହଭାଗିତାରେ ଓଡିଶା ଜୀବିକା ମିଶନ ମାଧ୍ୟମରେ ରାଜ୍ୟ ସରକାର ‘ଲକ୍ଷପତି ଦିଦି’ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଏହାକୁ ସଫଳ କରିବା ଲାଗି…

ବିଧାୟକଙ୍କୁ ସରକାରୀ କ୍ୱାର୍ଟର୍ସ ଚିନ୍ତା:ଅପେକ୍ଷାରେ ୨୩, ଛାଡ଼ୁନାହାନ୍ତି ୯

ଭୁବନେଶ୍ୱର,୧୧।୩ (ରବିନାରାୟଣ ଜେନା):ରାଜ୍ୟରେ ଭାଜପା ସରକାରକୁ ପ୍ରାୟ ୯ ମାସ ବିତିବାକୁ ବସିଲାଣି। ହେଲେ ଏପର୍ଯ୍ୟନ୍ତ ସମସ୍ତ ୧୪୭ ବିଧାୟକଙ୍କୁ ସରକାରୀ କ୍ୱାର୍ଟର୍ସ ମିଳିପାରି ନାହିଁ। କେଉଁଠି ପୂର୍ବତନ ବିଧାୟକ କିମ୍ବା ସ୍ବର୍ଗତ ବିଧାୟକଙ୍କ ନାଁରେ ସରକାରୀ ବାସବଭବନ ରହିଛି ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?