ରାଜ୍ୟ

ଆଜି ଜନ୍ମବେଦୀକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ,୨।୭: ଦୁଇ ବର୍ଷ ପରେ ଭକ୍ତଙ୍କ ମେଳରେ ବାହାରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଶୁକ୍ରବାର ତିନି ରଥ ଶରଧାବାଲିରେ ପହଞ୍ଚିଛି। ଶନିବାର ମହାପ୍ରଭୁଙ୍କ ନୀତିକାନ୍ତି ପରେ ପହଣ୍ଡିରେ ଜନ୍ମବେଦୀକୁ ଯିବେ। ୮ ଲକ୍ଷରୁ ଅଧିକ ଭକ୍ତ ରଥାରୂଢ ଶ୍ରୀବିଗ୍ରହଙ୍କ ଦର୍ଶନ କରି...

୨୫ ହଜାର ୟୁନିଟ୍‌ ରକ୍ତ ସଂଗ୍ରହ କରିବ ବିଜୁ ଯୁବଛାତ୍ର ଜନତା ଦଳ

ଭୁବନେଶ୍ୱର,୨।୭(ବ୍ୟୁରୋ): ଆସନ୍ତା ଡିସେମ୍ବର ୨୬ରେ ବିଜୁ ଜନତା ଦଳର ୨୫ତମ ପ୍ରତିଷ୍ଠା ଦିବସ ପାଳନ ହେବ। ଏହା ପୂର୍ବରୁ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ରାଜ୍ୟବ୍ୟାପୀ ଜୀବନବିନ୍ଦୁ ରକ୍ତଦାନ ଶିବିର ମାଧ୍ୟମରେ ୨୫,୦୦୦ ୟୁନିଟ୍‌ ରକ୍ତ ସଂଗ୍ରହ କରାଯିବ।...

ବିରୋଧୀଙ୍କ ନେତୃତ୍ୱକୁ ନେଇ ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୨।୭(ବ୍ୟୁରୋ): ବିଧାନସଭା ମୌସୁମୀ ଅଧିବେଶନ ଶନିବାରଠାରୁ ଆରମ୍ଭ ହେବ। ଏହା ଏକ ମାସ ଧରି ଚାଲିବ। ଏହି ଅଧିବେଶନରେ ରାଜ୍ୟ ସରକାର ପୂର୍ଣ୍ଣାଙ୍ଗ ବଜେଟ ଆଣିବାକୁ ଯାଉଛନ୍ତି। ଏହା ସହ ବିରୋଧୀଙ୍କୁ ସମ୍ମୁଖୀନ ହେବା ସକାଶେ ଶାସକ ଦଳ ପକ୍ଷରୁ...

ପାଟ୍ରୋଲିଂ ଜାହାଜ, ଏୟାରକ୍ରାଫ୍ଟ ମୁତୟନ

ପାରାଦୀପ,୨ା୭(ସ୍ବ.ପ୍ର.): ଓଡ଼ିଶାର ପ୍ରସିଦ୍ଧ ରଥଯାତ୍ରା ମହୋତ୍ସବ ପୁରୀ ପାଇଁ ଓଡ଼ିଶା କୋଷ୍ଟଗାର୍ଡ ମୁଖ୍ୟାଳୟ ପାରାଦୀପ ପକ୍ଷରୁ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ଜୁଲାଇ ୧୧ ତାରିଖ ପର୍ଯ୍ୟନ୍ତ ପୁରୀ ସମୁଦ୍ର ଉପକୂଳରେ ଏକ ପାଟ୍ରୋଲିଂ ଜାହାଜ ଓ ଡୋନିୟର...

କେରେଡ଼ାଗଡ଼ରେ ରଥଯାତ୍ରା

ରାଜନଗର, ୨।୭(ଡି.ଏନ.ଏ.): କରୋନା ମହାମାରୀର ଦୁଇବର୍ଷ ପରେ ରାଜନଗରର କେରେଡ଼ାଗଡ଼ ଶ୍ରୀଜଗନ୍ନାଥ ଜୀଉଙ୍କ ପବିତ୍ର ରଥଯାତ୍ରା ଶୁକ୍ରବାର ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। କୋଭିଡ୍‌ କଟକଣା ଯୋଗୁ ୨ବର୍ଷ ରଥଯାତ୍ରା ବନ୍ଦ ରହିଥିଲା। କେରେଡାଗଡର ରଥଦାଣ୍ଡରେ ରଥ ଉପରେ ଶ୍ରୀଜଗନ୍ନାଥ...

ରାଜ୍ୟରେ ନିଷେଧ ହେଲା ସିଙ୍ଗଲ୍‌ ୟୁଜ୍‌ ପ୍ଲାଷ୍ଟିକ

ଭୁବନେଶ୍ୱର,୨ା୭(ବ୍ୟୁରୋ): ଜୁଲାଇ ୧ରୁ ସମଗ୍ର ଦେଶରେ ଥରେ ବ୍ୟବହୃତ (ସିଙ୍ଗଲ୍‌ ୟୁଜ୍‌) ପ୍ଲାଷ୍ଟିକ ସାମଗ୍ରୀର ବ୍ୟବହାରକୁ ନିଷେଧ କରାଯାଇଛି। ରାଜ୍ୟରେ ଏହା ଲାଗୁ ହୋଇଛି। ପରିବେଶକୁ କ୍ଷତି ପହଞ୍ଚାଉଥିବା ପଲିଥିନ ବିକ୍ରି, ବ୍ୟବସାୟ, ଉତ୍ପାଦନ, ଆମଦାନୀ, ପରିବହନ, ଗଚ୍ଛିତ, ବ୍ୟବହାର...

ଆଜି ପୂର୍ଣ୍ଣାଙ୍ଗ ବଜେଟ

ଭୁବନେଶ୍ୱର, ୨ା୭(ବ୍ୟୁରୋ): ବିଧାନସଭା ମୌସୁମୀ ଅଧିବେଶନ ଶନିବାରଠାରୁ ଆରମ୍ଭ ହେବ। ଏହି ଅଧିବେଶନ ଜୁଲାଇ ୨ରୁ ଅଗଷ୍ଟ ୪ ଯାଏ ଚାଲିବ। ଏଥିରେ ମୋଟ ୨୪ଟି କାର୍ଯ୍ୟଦିବସ ରହିଛି। ପ୍ରଥମ ଦିବସରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ...

ଶନିବାରଠାରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ

ଭୁବନେଶ୍ୱର,୧।୭(ବ୍ୟୁରୋ): ଶନିବାରଠାରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏହା ଅଗଷ୍ଟ ୪ ଯାଏ ଚାଲିବ। ତେବେ ୨୪ ଦିନିଆ ଏହି ଅଧିବେଶରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଗୃହରେ ଉଠିବା ସହ ଚଳିତ ବର୍ଷର ବଜେଟ୍‌ ଉପସ୍ଥାପନ ହୋଇପାରେ। ସେହିଭଳି...

ଶରଧାବାଲିରେ ଲାଗିଲା ତିନି ରଥ

ପୁରୀ ଅଫିସ,୧।୭: ଶରଧାବାଲିରେ ଲାଗିଲା ତିନି ରଥ। ପ୍ରଥମେ ବଡ଼ଭାଇ ବଳଭଦ୍ରଙ୍କ ତାଳଧ୍ୱଜ ରଥ ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଏବଂ ପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ଗୁଣ୍ଡିଚା ମନ୍ଦିର ନିକଟରେ ପହଞ୍ଚିଛି। ଲକ୍ଷାଧିକ ଭକ୍ତ ତିନି ରଥକୁ ଟାଣି ମାଉସୀ...

ପହଞ୍ଚିଲେ ବଳଭଦ୍ର, ଗହଳି ଲଗାଇ ଆସୁଛନ୍ତି କାଳିଆ ସାଆନ୍ତ

ପୁରୀ ଅଫିସ,୧।୭: ଆଜି ପବିତ୍ର ଘୋଷଯାତ୍ରା। ଦୁଇ ବର୍ଷ ପରେ କରୋନା କଟକଣା ହଟିଥିବାରୁ ବଡ଼ଦାଣ୍ଡରେ ଭକ୍ତ ଏବଂ ଭଗବାନ ଏକାକାର ହୋଇଯାଇଥିବା ଭଳି ଦୃଶ୍ୟମାନ ହେଉଛି। ପହଣ୍ଡି, ଛେରାପହଁରା ପରେ ରଥଟଣା କାର୍ଯ୍ୟ ଜାରି ରହିଛି। ଭକ୍ତିମୟ ପରିବେଶରେ...

ପୁରୀ ବେଳାଭୂମିରେ ସୁଦର୍ଶନଙ୍କ ୧୨୫ ବାଲୁକା ରଥ

ପୁରୀ ଅଫିସ,୧।୭: ବାଲୁକାକଳାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାର ଝଲକ। ପ୍ରସିଦ୍ଧ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଗୁରୁବାର ପୁରୀ ସମୁଦ୍ରକୂଳରେ ୧୨୫ଟି ବାଲି ରଥ ଏବଂ ଜଗନ୍ନାଥଙ୍କ ପ୍ରତିମୂର୍ତ୍ତୀ ନିର୍ମାଣ କରିଛନ୍ତି। ପ୍ରଥମେ ସେ ୧୦୦ ବାଲି ରଥ...

୪ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି!

ଭୁବନେଶ୍ୱର,୧।୭(ବ୍ୟୁରୋ): ଉତ୍ତର ଓଡ଼ିଶା ଓ ତା’ର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଆସନ୍ତା ୪ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri