ରାଜ୍ୟ

ନବୀନଙ୍କୁ କଡ଼ା କଥା କହିଲେ ଟଙ୍କଧର…

ଭୁବନେଶ୍ୱର,୮।୩: ବିଜୁ ବାବୁଙ୍କ ଶେଷ ସମୟରେ କେଉଁଠି ଥିଲେ ବିଜେଡି ମୁଖିଆ ? ରୋଗଗ୍ରସ୍ତ ସମୟରେ ବିଜେଡି ମୁଖିଆ ତାଙ୍କର କେତେ ଦିନ ସେବା କରିଥିଲେ ? ବିଜେଡି ମୁଖିଆ ବିଜୁଙ୍କ ନାଁରେ ସଂକୀର୍ଣ୍ଣ ରାଜନୀତି କରି ତାଙ୍କୁ ଅପମାନ କରିଛନ୍ତି…

ଅନ୍ତର୍ଜାତୀୟ ମହିଳା ଦିବସ: ସସ୍ମିତାଙ୍କ ଦେହରେ ଏବେ ବି ରହିଛି ପୋଲିସ ଗୁଳି

କେନ୍ଦ୍ରାପଡ଼ା,୮ା୩ (ଜଗନ୍ନାଥ ଧଳ): ୨୦୧୫ ବିଶ୍ୱ ମହିଳା ଦିବସକୁ ଇତିମଧ୍ୟରେ ୧୦ ବର୍ଷ ପୂରିଛି। ଏହିଦିନରେ ମଦ ବିରୋଧରେ ଆନ୍ଦୋଳନରତ ମହିଳାଙ୍କୁ ପୋଲିସ ଗୁଳିମାଡ଼ ଘଟଣା କେନ୍ଦ୍ରାପଡ଼ା ଜିଲାରେ ଏବେ ବି ତାଜା ରହିଛି। ଯନ୍ତ୍ରଣା ସତ୍ତ୍ୱେ ମହିଳାମାନେ ମଦ ବିରୋଧରେ…

ଉତ୍ତମ ମହାନ୍ତିଙ୍କ ଆଜି ଦଶାହ: ନିର୍ମଳଧୀର ତୁଠରେ ଚାଲିଛି

ଭୁବନେଶ୍ୱର,୮।୩: ଦିବଙ୍ଗତ ଅଭିନେତା ଉତ୍ତମ ମହାନ୍ତିଙ୍କର ଶନିବାର ଦଶାହ। ନୟାପଲ୍ଲୀ ବାଲୁଙ୍କେଶ୍ୱର ମହାଦେବ ମନ୍ଦିର ପ୍ରାଙ୍ଗଣରେ ଥିବା ନିର୍ମମଳଧୀର ତୁଠରେ ଦଶାହ କାର୍ଯ୍ୟକ୍ରମ ଚାଲିଛି। ଏହି କାର୍ଯ୍ୟକ୍ରମରେ ପୁଅ ବାବୁସାନଙ୍କ ସମେତ ପରିବାର ସଦସ୍ୟ, ସମ୍ପର୍କୀୟମାନେ ସାମିଲ ହୋଇଛନ୍ତି । ଅନ୍ୟପକ୍ଷେ…

ଶଙ୍ଖ ଭବନରେ ନିର୍ମାଣ ହେବ ବିଜୁଙ୍କ ପ୍ରତିମୂର୍ତ୍ତି

ଭୁବନେଶ୍ୱର,୮।୩: ଭାଜପାର ଅଭିଯୋଗ ପରେ ଚେତିଲା ବିଜେଡି। ଶଙ୍ଖ ଭବନରେ ନିର୍ମାଣ ହେବ ବିଜୁଙ୍କ ପ୍ରତିମୂର୍ତ୍ତି। ସୂଚନା ଦେଲେ ବିଜେଡି ନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ। ସେ କହିଛନ୍ତି ବିଜୁ ବାବୁଙ୍କର ଏକ ବିଶାଳ ପ୍ରତିମୂର୍ତ୍ତି ନିର୍ମାଣ ଯୋଜନା ରହିଛି । ବିଜୁ…

ପୂର୍ବ ସରକାରଙ୍କୁ ଟାର୍ଗେଟ୍‌ କଲେ ମୁଖ୍ୟମନ୍ତ୍ରୀ, କହିଲେ ବିରୋଧୀଙ୍କୁ ଟିକେ ହଜମ ଗୁଲି ଦରକାର

ଛତ୍ରପୁର,୮ା୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ‘ସୁଭଦ୍ରା’ ଯୋଜନାର ୨ୟ କିସ୍ତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗଞ୍ଜାମ ଜିଲା ବ୍ରହ୍ମପୁର ବିବେକ ବିହାରଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପୂର୍ବ ସରକାରକୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଛନ୍ତି,ପୂର୍ବ…

ବବି, ପାଣ୍ଡିଆନଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ ମମତା ମହନ୍ତ : ଧନୀ ଜିଲାରେ …

ଭୁବନେଶ୍ୱର,୮।୩: କାହା ପାଇଁ ରାଜା ଚକ୍ର ପାୱାରଫୁଲ। ବିସ୍ଫୋରକ ମନ୍ତବ୍ୟ ଦେଲେ ଭାଜପା ଏମ୍‌ପି ମମତା ମାହନ୍ତ। ସେ କହିଛନ୍ତି, ପାଣ୍ଡିଆନ ଓ ବବି ଯୋଗୁ ପାୱାରଫୁଲ ଥିଲେ ରାଜା ଚକ୍ର। ୨୪ ବର୍ଷର ଶାସନରେ ସବୁଠି ମାଫିଆଙ୍କ ଦବଦବା ଥିଲା।…

Subhadra Yojana: ଯଦି ଆଜି ଖାତାକୁ ଆସିବନି ଟଙ୍କା ତେବେ କେବେ ମିଳିବ ଦ୍ବିତୀୟ କିସ୍ତି? ଆସିଲା ବଡ଼ ସୂଚନା…

ଭୁବନେଶ୍ୱର,୮।୩: ଆଜି ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ବଣ୍ଟା ହୋଇଛି ସୁଭଦ୍ରାର ଦ୍ବିତୀୟ କିସ୍ତି । ଏକକାଳୀନ ୧ କୋଟି ୬୪ ହଜାର ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯାଇଛି ଟଙ୍କା । ବ୍ରହ୍ମପୁର ଆମ୍ବପୁଆରେ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଯାହାକୁ…

Subhadra Yojana: ଖାତାକୁ ଆସିଲା ସୁଭଦ୍ରା ଟଙ୍କା, ଏମିତି କରନ୍ତୁ ଚେକ୍‌…

ଛତ୍ରପୁର,୮ା୩: ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଆଜି ଅର୍ଥାତ୍‌ ଶନିବାର ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି ସୁଭଦ୍ରା ଟଙ୍କା। ଏହା ଦ୍ୱିତୀୟ କିସ୍ତିର ପ୍ରଥମ ପର୍ଯ୍ୟାୟ ଅଟେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଞ୍ଜାମ ଜିଲାର ବ୍ରହ୍ମପୁର ବିବେକ ବିହାରଠାରେ ଶୁଭାରମ୍ଭ କରି…

ଅନ୍ତର୍ଜାତୀୟ ମହିଳା ଦିବସ: ଆମକୁ ମଦ ନୁହଁ, ପାଣି ଦରକାର କହି ଦାବି କଲେ ମହିଳା

ଦାରିଙ୍ଗବାଡ଼ି,୮ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସାରିଙ୍ଗିଇର୍ପି ପଡ଼ିଆ ଠାରେ ଶନିବାର ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ନାରୀ ମହାସଙ୍ଗର ସଭାନେତ୍ରୀ ଲୁସିମା ପ୍ରଧାନଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାଗୃତି ସମ୍ପାଦକ କୈଳାସ ଚନ୍ଦ୍ର…

ଭଡ଼ାଘରେ ପଡ଼ିଛି ସ୍ବାମୀଙ୍କ ମୃତଦେହ, ସ୍ତ୍ରୀ ଫେରାର

ପାରଳାଖେମୁଣ୍ଡି,୮ା୩(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ନଗର ପଲ୍ଲୀ ସାହିର ଏକ ଭଡ଼ାଘରେ ଜଣେ ବ୍ୟକ୍ତିଙ୍କ ମୃତଦେହ ପଡ଼ିଥିବାବେଳେ ସ୍ତ୍ରୀ ଫେରାର ହୋଇଯାଇଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି। ମୃତକ ଜଣଙ୍କ ହେଉଛନ୍ତି ଗୁଣୁପୁର ନିକଟ ଜଗନ୍ନାଥପୁର ପଞ୍ଚାୟତ…

ଅନୁଭବଙ୍କ ସହ ନିର୍ବନ୍ଧ ପରେ ଫଟୋ ଶେୟାର ଜାଗୃତି, ସୋସିଆଲ ମିଡିଆରେ ଲେଖିଲେ…

ଭୁବନେଶ୍ୱର,୮।୩: ଓଲିଉଡ଼ର ବହୁ ଚର୍ଚ୍ଚିତ ଚେହେରା ସୁପରଷ୍ଟାର ଅନୁଭବ ମହାନ୍ତିଙ୍କ ନିର୍ବନ୍ଧ ଶେଷ ହୋଇଛି। ମଧ୍ୟପ୍ରଦେଶ ଝିଅ ଜାଗୃତି ଶୁକ୍ଳାଙ୍କ ସହ ଅନୁଭବଙ୍କର ନିର୍ବନ୍ଧ ହୋଇଛି। ବର୍ଷାଙ୍କ ସହ ବିବାହ ବିଚ୍ଛେଦ ସମୟରେ ଜାଗୃତିଙ୍କୁ ନେଇ ଅନେକ ଆଲୋଚନା ହୋଇଥିଲା। ଅନେକ…

ହୁତୁହୁତୁ ହୋଇ ଜଳୁଛି ମିକ୍ସଚର ଫ୍ୟାକ୍ଟ୍ରି: ନିଆଁ ଲିଭାଇବା ପାଇଁ ଉଦ୍ୟମ ଜାରି

ଭୁବନେଶ୍ୱର,୮।୩: ସହିଦ ନଗରରେ ଥିବା ମିକ୍ସଚର ଫ୍ୟାକ୍ଟ୍ରିରେ ବଡ଼ଧରଣର ଅଗ୍ନିକାଣ୍ଡ ଘଟିଛି। ନିଆଁକୁ ଆୟତ୍ତ କରିବା ପାଇଁ ଅଗ୍ନିଶମ ବାହିନୀ ଉଦ୍ୟମ କରାଯାଉଛି। କିନ୍ତୁ ପ୍ରବଳ ଧୂଆଁ ବହାରୁ ଥିବାରୁ ନିଆଁ ଲିଭାଇବା କଷ୍ଟକର ହୋଇପଡ଼ିଛି। ମିକ୍ସଚର ଫ୍ୟାକ୍ଟ୍ରିରେ କିଭଳି ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?