ରାଜ୍ୟ

ସୁଭଦ୍ରା: ନାରୀ ଶକ୍ତିର ଅପୂର୍ବ ଅଭ୍ୟୁଦୟ

ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଓ ଅଖ୍ୟାତ ପୁରପଲ୍ଲୀରେ ବାସ କରୁଥିବା ସମସ୍ତ ମହିଳାଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି। ସତରେ ଚଳିତ ବର୍ଷର ବିଷୟବସ୍ତୁ ସହିତ ପୂରା ଖାପଖାଉଛି ଆମ ସୁଭଦ୍ରା। Accelerated Action ବା ତ୍ୱରିତ କାର୍ଯ୍ୟାନୁଷ୍ଠାନ ବିଷୟବସ୍ତୁକୁ…

ଓଲିଉଡ ସୁପରଷ୍ଟାର ଅନୁଭବ ମହାନ୍ତିଙ୍କ ହୋଇଗଲା ନିର୍ବନ୍ଧ, ଜାଗୃତିଙ୍କ ସହ ଆସିଲା ଫୋଟ

ଭୁବନେଶ୍ଵର, ୮/୩: ସବୁ ପ୍ରତୀକ୍ଷାର ଅନ୍ତ ଘଟିଲା । ଶେଷରେ ଓଲିଉଡ ସୁପରଷ୍ଟାର ଅନୁଭବ ମହାନ୍ତି ଓ ଜାଗୃତି ଶୁକ୍ଳାଙ୍କ ନିର୍ବନ୍ଧ ହୋଇଛି। ଯେଉଁ ଅନୁମାନ କରାଯାଉଥିଲା ଯେ, ବର୍ଷାଙ୍କ ସହ ଛାଡ଼ପତ୍ର ପରେ ଅନୁଭବ ଆଉ କାହାକୁ ବିବାହ କରିବେ…

ଉତ୍ତର ଘୁମୁସର ବନଖଣ୍ଡର ୨୨ ଜଙ୍ଗଲ ଜଳୁଛି , ନିଆଁ ଲିଭାଉଥିବା ବେଳେ ଭାଲୁ ଆକ୍ରମଣ, ଫରେଷ୍ଟର ଗୁରୁତର

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ତାରସିଂ ରେଞ୍ଜ ବ୍ରାହ୍ମଣସାହି ଜଙ୍ଗଲରେ ନିଆଁ ଲିଭାଉ ଥିବା ବେଳେ ଭାଲୁ ଆକ୍ରମଣରେ ଜଣେ ବନପାଳ ( ଫରେଷ୍ଟର ) ଗୁରୁତର ଭାବେ ଆହତ ହୋଇଛନ୍ତି। ସେ ହେଲେ କଳା…

ବ୍ରହ୍ମପୁରରେ ସୁଭଦ୍ରା ଦ୍ବିତୀୟ କିସ୍ତି ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଛତ୍ରପୁର, ୭ା୩(ସନ୍ତୋଷ ପାଢ଼ୀ)- ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଶନିବାର ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତି ଗଞ୍ଜାମ ଜିଲାର ବ୍ରହ୍ମପୁର ବିବେକ ବିହାରଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭାରମ୍ଭ କରିବେ। ବିବେକ ବିହାରରେ ସକାଳ ସାଢେ ୧୧ଟାରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ…

ଶ୍ରୀକଲା ଘାଟି ନିକଟରେ ଭୟଙ୍କର ଦୁର୍ଘଟଣା: ଓ୍ବାଗନର୍‌ କାର୍‌ ସହ ମୁହାଁମୁହିଁ ଧକ୍କା ହୋଇ ୩ ବାଇକ୍‌ ଆରୋହୀ ମୃତ

ଜି.ଉଦୟଗିରି,୭।୩ (ଚିନ୍ମୟ କୁମାର ସେଠୀ ): କନ୍ଧମାଳ ଜିଲା ଜି.ଉଦୟଗିରି ଥାନା ଅନ୍ତର୍ଗତ ଶ୍ରୀକଲା ଘାଟି ନିକଟ ଦାରାମାହା ନିକଟରେ ଶୁକ୍ରବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଓଡି ୧୨ ୭୩୭୪ ନମ୍ବର ଥିବା ଓ୍ବାଗ୍‌ନର କାର ଏବଂ ଓଡି ୧୯ ଏଚ୍‌…

ମାର୍ଚ୍ଚ ୧୦ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର, ୭।୩ (ବନ୍ଦନା ସେଠୀ)- ମାର୍ଚ୍ଚ ୧୦ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ଚାଲିଥିବାରୁ ଅଭିଯୋଗ ଶୁଣାଣିକୁ ବନ୍ଦ ରଖାଯାଇଛି। ପରବର୍ତ୍ତୀ ଅଭିଯେଗ ଶୁଣାଣିର ତାରିଖ ସମ୍ପର୍କରେ ଖବରକାଗଜ ଓ ଅନ୍ୟ ଗଣମାଧ୍ୟମ…

Delimitation: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ଷ୍ଟାଲିନ, ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୭।୩: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ଶୁକ୍ରବାର ୭ଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ସୀମା ର୍ନିଦ୍ଧାରଣ ପ୍ରସଙ୍ଗରେ ଏକ ବୈଠକ ଡାକିଛନ୍ତି। ଷ୍ଟାଲିନ ଯେଉଁ ୭ ଜଣ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ସେମାନଙ୍କ ମଧ୍ୟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ…

ସ୍ନାତକୋତ୍ତର ନାମଲେଖା ଶୀଘ୍ର ଆରମ୍ଭ କରିବା ଲାଗି ସରକାରଙ୍କ ନିଷ୍ପତ୍ତି, ମାର୍ଚ୍ଚ ୧୦ରୁ ଆବେଦନ

ଭୁବନେଶ୍ୱର,୭।୩: ଆଗାମୀ ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପ୍ରକ୍ରିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏଥିନିମନ୍ତେ ଆବେଦନକାରୀମାନଙ୍କ ପାଇଁ ଆସନ୍ତା ମାର୍ଚ୍ଚ ୧୦ ରୁ Common Application Form (CAF)…

କାର୍ଯ୍ୟରେ ଯୋଗଦେଲେ ରାଇକିଆ ବିଡିଓ

ରାଇକିଆ,୭ା୩ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ନୂତନ ବିଡ଼ିଓ ଭାବେ ସବ୍ୟସାଚୀ ସାହୁ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ସମସ୍ତ କର୍ମଚାରୀ ଏବଂ ବିଭିନ୍ନ ସଙ୍ଗଠନ ପକ୍ଷରୁ ତାଙ୍କୁ ସ୍ବାଗତ କରାଯାଇଥିଲା । ପୂର୍ବରୁ ସେ…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ୫ ପଦବୀ ନିମନ୍ତେ ୮ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଦିଗପହଣ୍ଡି,୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ୫ ପଦବୀ ନିମନ୍ତେ ଶୁକ୍ରବାର ନାମାଙ୍କନର ଶେଷ ଦିନ ଥିଲା। ତେବେ ଶୁକ୍ରବାର ସୁଦ୍ଧା ୮ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି। ଆସନ୍ତା ୨୯ ତାରିଖରେ ନିର୍ବାଚନ ଅନୁଷ୍ଠିତ…

କଲେଜ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ଜେଲ ଗଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଏକ କଲେଜରେ ପଢୁଥିବା ଯୁକ୍ତ ୨ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ଡେଙ୍ଗାଡିି ଗ୍ରାମର ନିରଞ୍ଜନ ଦାସ ନାମକ ଜଣେ ଗାଡ଼ି…

Odisha Electricity: ସୁରେଶ ପୂଜାରୀଙ୍କ ବଡ଼ ସୂଚନା, ଉପଭୋକ୍ତା ବିଲ ନ ଦେଇ ପାରିଲେ…

ଭୁବନେଶ୍ୱର,୭।୩: ବିଦ୍ୟୁତ ବିଲ୍‌କୁ ନେଇ ବଡ଼ ସୂଚନା ଦେଇଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ। ଗ୍ରୀଷ୍ମପ୍ରବାହ ମୁକାବିଲା ପ୍ରସ୍ତୁତି ନେଇ ମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି। ଏଣିକି ଉପଭୋକ୍ତା ବିଲ ନ ଦେଇ ପାରିଲେ ଘରୁ ବିଦ୍ୟୁତ କଟିବନି। Odisha Electricity: ବିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?