୧୦ରୁ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ କଂଗ୍ରେସ: ବନ୍ଦ ରହିବ…
ଭୁବନେଶ୍ୱର,୭।୩: ୧୦ରୁ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ କଂଗ୍ରେସ। ରାଜ୍ୟରେ ମହିଳାଙ୍କ ପ୍ରତି ଅତ୍ୟାଚାର ପ୍ରତିବାଦରେ ପ୍ରତିବାଦ କରାଯିବ। ଏନେଇ କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକ ସୂଚନା ଦେଇଛନ୍ତି। ସବୁ ଜିଲାପାଳ ଏବଂ ଭୁବନେଶ୍ୱର ଏଡିଏମ୍ ଅଫିସ ଆଗରେ ବିକ୍ଷୋପ କରିବ। ସପ୍ତଦଶ…
ସ୍ତ୍ରୀ’ଙ୍କ ଚରିତ୍ରକୁ ସନ୍ଦେହ କରି ଇଟାରେ ପିଟି ପିଟି ହତ୍ୟା କଲେ ସ୍ୱାମୀ
ସୁନ୍ଦରଗଡ଼, ୭।୩: ଏକ ଆଶ୍ଚର୍ଯ୍ୟଜନକ ଘଟଣାରେ, ସୁନ୍ଦରଗଡ଼ ଟାଉନ୍ ପୋଲିସ ଥାନା ଅନ୍ତର୍ଗତ ରାଜାମୁଣ୍ଡାରେ ଜଣେ ବ୍ୟକ୍ତି ପରକୀୟା ପ୍ରୀତି ସନ୍ଦେହରେ ତାଙ୍କ ପତ୍ନୀଙ୍କୁ ଇଟାରେ ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତ ମଙ୍ଗଲ ଓରାମଙ୍କୁ ପୋଲିସ ଗିରଫ କରିଛି।…
ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରି ଗିରଫ ହେଲେ STA ଯୁଗ୍ମ କମିଶନର
କଟକ,୭।୩: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ କଟକ STA ଯୁଗ୍ମ କମିଶନର ପ୍ରଦୀପ ମହାନ୍ତିଙ୍କୁ ଶୁକ୍ରବାର ଗିରଫ କରିଛି। ଭିଜିଲାନ୍ସ ତାଙ୍କ ଘରୁ ୨ କେଜି ୧୦୦ ଗ୍ରାମ ସୁନା ଅଳଙ୍କାର ସହ ୧୭ ଲକ୍ଷ ଟଙ୍କା ଠାବ…
ବିଧାନସଭାରେ ବିରୋଧୀଙ୍କ ଜୋରଦାର ହଟ୍ଟଗୋଳ: ଧାରଣାରେ ବସିଲେ ବିଜେଡି, କଂଗ୍ରେସ
ଭୁବନେଶ୍ୱର, ୭।୩: ଗୁରୁବାର ଓଡ଼ିଶା ବିଧାନସଭାର ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ପ୍ରବଳ ହଟ୍ଟଗୋଳ ସହିତ ଆରମ୍ଭ ହୋଇଥିଲା। ବିରୋଧୀ ବିଜେଡି ଏବଂ କଂଗ୍ରେସ ବିଧାୟକମାନେ ପୃଥକ ପୃଥକ ପ୍ରସଙ୍ଗ ଉପରେ ଗୃହ ଭିତରେ ହଟ୍ଟଗୋଳ କରିଥିଲେ। ପଞ୍ଚାୟତିରାଜ ଦିବସ ପାଳନର…
ଜଳିଗଲା ଦୁଇ ମହଲା କୋଠା: ଯୁବତୀ, ଯୁବକ ଗୁରୁତର
କଟକ,୭।୩: କଟକ ସିଡିଏ ସେକ୍ଟର-୭ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଏକ ଦୁଇ ମହଲା କୋଠା ଜଳି ଯାଇଛି। ନିଆଁରେ ପୋଡ଼ିହୋଇ ୨ଜଣ ଯୁବତୀ, ଯୁବକ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।…
ଆଜିଠୁ ସପ୍ତଦଶ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ
ଭୁବନେଶ୍ୱର,୭ା୩(ସୁନିତ୍ ମିଶ୍ର):ସପ୍ତଦଶ ବିଧାନସଭାର ୩ୟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଶୁକ୍ରବାରଠାରୁ ଆରମ୍ଭ ହେବ। ଏପ୍ରିଲ ୫ ପର୍ଯ୍ୟନ୍ତ ସପ୍ତଦଶ ଅଧିବେଶନ ଚାଲିବାକୁ ରହିଛି। ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନରେ ବିଭିନ୍ନ ପ୍ରସଙ୍ଗ ନେଇ ଶାସକ ଦଳକୁ ଟାର୍ଗେଟ କରିବା ଲାଗି ବିରୋଧୀ ସଜବାଜ…
Hindu Marriage Act: ପତ୍ନୀଙ୍କ ଦ୍ୱାରା ଦାବି କରାଯାଇଥିବା ପରିମାଣଠାରୁ ଅଧିକ ଭରଣପୋଷଣ ପ୍ରଦାନ କରିପାରିବେ କୋର୍ଟ
କଟକ, ୭ା୩: ଓଡିଶା ହାଇକୋର୍ଟ ରାୟ ଦେଇଛନ୍ତି ଯେ ଏକ ମାମଲାର ତଥ୍ୟ ଏବଂ ପରିସ୍ଥିତିକୁ ବିଚାର କରି ଏବଂ ନ୍ୟାୟପୂର୍ଣ୍ଣ ଏବଂ ନିରପେକ୍ଷ ଉପାୟ ଯୋଗାଇବା ପାଇଁ, ହିନ୍ଦୁ ବିବାହ ଆଇନ, ୧୯୫୫(‘ଆଇନ’) ଅନୁଯାୟୀ କୋର୍ଟ ଆବେଦନକାରୀ ଦାବି କରିଥିବା…
କାଷ୍ଟ୍, ଇନକମ୍ ଏବଂ ରେସିଡେଣ୍ଟ ପ୍ରମାଣପତ୍ର ପାଇଁ ମୋବାଇଲ୍ ଆପ୍ ଲଞ୍ଚ କରିବେ ଓଡ଼ିଶା ସରକାର
ଭୁବନେଶ୍ୱର, ୭ା୩: ଓଡ଼ିଶା ସରକାର ଖୁବ୍ ଶୀଘ୍ର ଏକ ମୋବାଇଲ୍ ଆପ୍ ଲଞ୍ଚ କରିବେ ଯାହା ଦ୍ୱାରା ଲୋକମାନେ ଅନଲାଇନ୍ ମୋଡ୍ ମାଧ୍ୟମରେ ରାଜସ୍ୱ ବିଭାଗରୁ ବିଭିନ୍ନ ପ୍ରମାଣପତ୍ର ପାଇପାରିବେ। ସରକାର ଏପ୍ରିଲ ମାସରେ ଏହି ସ୍ୱତନ୍ତ୍ର ଆପ୍ ଉନ୍ମୋଚନ କରିବେ…
ଏପ୍ରିଲ ୨ରୁ ଖୋଲିବ ‘ଶିଶୁ ବାଟିକା’ ଶ୍ରେଣୀ: ପିଲାଙ୍କୁ ଦିଆଯିବ ‘ଯାଦୁପେଡି କିଟ୍’
ଭୁବନେଶ୍ୱର,୭ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଆସନ୍ତା ଏପ୍ରିଲ ୨ରୁ ପ୍ରାଥମିକ ବିଦ୍ୟାଳୟଗୁଡିକରେ ଖୋଲିବ ‘ଶିଶୁ ବାଟିକା’ ଶ୍ରେଣୀ। ୨୦୨୫-୨୬ ଶିକ୍ଷାବର୍ଷରୁ ଏଠାରେ ୫-୬ବର୍ଷ ବୟସର ପିଲାଙ୍କ ନାମଲେଖା ସହ ପାଠପଢ଼ା ଆରମ୍ଭ ହେବ। ଏନେଇ ପ୍ରସ୍ତୁତି ଓ ପ୍ରକ୍ରିୟା ଆରମ୍ଭ କରିବାକୁ ବିଭାଗୀୟ…
୨୪ ଘଣ୍ଟା ପରେ ରାଜ୍ୟରେ ବଢ଼ିବ ତାପମାତ୍ରା: ପଶ୍ଚିମା ଝଡ଼ ଉତ୍ତରପଶ୍ଚିମ ଭାରତକୁ ପ୍ରଭାବିତ ସମ୍ଭାବନା
ଭୁବନେଶ୍ୱର, ୭ା୩: ଆଞ୍ଚଳିକ ପାଣିପାଗ କେନ୍ଦ୍ର ବୁଧବାର ପୂର୍ବାନୁମାନ କରିଛି ଯେ ଆଗାମୀ ୨୪ ଘଣ୍ଟା ପରେ ଓଡ଼ିଶାର ଅନେକ ଜିଲାରେ ଦିନର ତାପମାତ୍ରାରେ ୩ରୁ ୪ ଡିଗ୍ରୀ ସେଲସିୟସ୍ ବୃଦ୍ଧି ଘଟିବ। ପାଣିପାଗ କେନ୍ଦ୍ର କହିଛି ଯେ ଆଗାମୀ ୯…
ନୂଆ ବାସଭବନକୁ ଗଲେ ମୁଖ୍ୟମନ୍ତ୍ରୀ: ପ୍ରଥମେ ଏହି ଘରେ ରହିଥିଲେ ନନ୍ଦିନୀ ଶତପଥୀ
ଭୁବନେଶ୍ୱର, ୭ା୩(ସୁନିତ୍ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ନୂଆ ସରକାରୀ ବାସଭବନରେ ଗୃହପ୍ରବେଶ କରିଛନ୍ତି। ଭୁବନେଶ୍ୱର ଗଭର୍ନର ହାଉସ୍ ଛକରୁ ଏଜି ଛକ ଯିବା ରାସ୍ତାର ବାମପାର୍ଶ୍ୱରେ ମୁଖ୍ୟମନ୍ତ୍ରୀଙ୍କ ପାଇଁ ନିର୍ମିତ ଏହି ବାସଭବନକୁ ଗତ ୨୫ ବର୍ଷ ହେଲା…
ବ୍ୟାସନଗର ପୌରାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ
ଯାଜପୁର/ଯାଜପୁର ରୋଡ଼,୭ା୩(ହର୍ଷବର୍ଦ୍ଧନ ବେହେରା/ପବିତ୍ର ମହାନ୍ତି): ଯାଜପୁର ଜିଲା ବ୍ୟାସନଗର ପୌରାଧ୍ୟକ୍ଷା ସଙ୍ଗୀତା ପିଙ୍ଗୁଆଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଗୁରୁବାର ଆଗତ ହୋଇଛି ା ଏହି ମର୍ମରେ ୨୬ରୁ ୨୦ ଜଣ କାଉନ୍ସିଲରଙ୍କ ସ୍ବାକ୍ଷର ସମ୍ବଳିତ ଏକ ଅନାସ୍ଥା ପ୍ରସ୍ତାବ ଜିଲାପାଳଙ୍କୁ ପ୍ରଦାନ…

