ରୋଗୀଙ୍କୁ ମିଳୁନଥିଲା ୧୦୮ ଆମ୍ବୁଲାନ୍ସ ସେବା, ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆସିଲା…
କଲ୍ୟାଣସିଂହପୁର,୧୧।୨(ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଏକ ଆଦିବାସୀ ବହୁଳ ଅଞ୍ଚଳ ହେଇଥିବା ବେଳେ ଏଠାରେ ଜରୁରୀକାଳୀନ ସମୟରେ ଲୋକଙ୍କୁ ୧୦୮ ଆମ୍ବୁଲାନ୍ସ ସେବା ମିଳୁ ନଥିବାରୁ ରୋଗୀ ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ ହେଇଥିଲା…
କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସର ଏନକାଉଣ୍ଟ, ପୋଲିସକୁ ଗୁଳିମାଡ଼ ପରେ….
ପିପିଲି,୧୧।୨: ପିପିଲିରେ ପୋଲିସର ଏନକାଉଣ୍ଟର । କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସ ଏନକାଉଣ୍ଟର କରିଥିବା ସୂଚନା ରହିଛି । ଗତ ୧ ତାରିଖରେ ସିଫା ନିକଟରେ ଜଣେ କିନ୍ନରଙ୍କୁ ହତ୍ୟା କରାଯାଇଥିଲା । ତେବେ ବୁଧବାର ରାତିରେ ଓଭରବ୍ରିଜ ନିକଟ…
ଧାନବିକ୍ରିରେ ଅବ୍ୟବସ୍ଥା, ବ୍ଲକ ଅଫିସ ଆଗରେ ଧାନ ଗଦାକଲେ ଚାଷୀ
ବରଗଡ଼,୧୧।୨(ପ୍ରେମାନନ୍ଦ ଖମାରୀ): ଆଉ ସପ୍ତାହକ ପରେ ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ମାସ ପୂରିବ। ତଥାପି ଜିଲାରେ ଧାନବିକ୍ରି ଅବ୍ୟବସ୍ଥା ଲାଗି ରହିଛି । ଗୋଟିଏ ପଟେ ରବି ଚାଷକାର୍ଯ୍ୟ ଆଗେଇ ଚାଲିଥିବାବେଳେ ଅନ୍ୟପଟେ ଖରିଫରେ ଅମଳ ଧାନ…
IAS ସ୍ତରରେ ଅଦଳବଦଳ କଲେ ସରକାର, MSME ସଚିବ ହେଲେ ରଶ୍ମିତା ପଣ୍ଡା
ଭୁବନେଶ୍ବର,୧୧।୨: ସଚିବ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଅନେକ ଅଧିକାରୀଙ୍କୁ ଗୁରୁତ୍ବପୂର୍ଣ୍ଣ ବିଭାଗର ଦାୟିତ୍ବ ଦିଆଯାଇଛି । ଭୂପେନ୍ଦ୍ର ସିଂ ପୁନିଆ କ୍ରୀଡ଼ା ଓ ଯୁବ ସେବା ବିଭାଗ ସଚିବ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି । MSME…
୨ ନଦୀର ସଙ୍ଗମସ୍ଥଳରେ ହେବ ଆନିକଟ୍, ନିର୍ମାଣ ସ୍ଥଳ ପରିଦର୍ଶନ କରି ବିଧାୟକ କହିଲେ…
ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗ୍ରୀଣ୍ଡୋଲା ନିକଟରେ ପ୍ରବାହିତ ଜୀରାନଦୀ ଏବଂ ରାଞ୍ଜ ନଦୀର ସଂଯୋଗସ୍ଥଳୀ ଦୋ ମୁହାଣିରେ ନଦୀସ୍ଥ ଜଳ ସଂରକ୍ଷଣ ତଥା ଆନିକଟ୍(ଆଇଏସସ୍- ଇନ୍ ଷ୍ଟ୍ରିମ ଷ୍ଟୋରେଜ) ହେବ। ଏଥିପାଇଁ ବୁଧବାର ସର୍ଭେକ୍ଷଣ ସରିଛି।…
ମାଓବାଦୀ ମୁକ୍ତ ହେବ ଗନ୍ଧମାର୍ଦ୍ଦନ: ଚାଲିଛି ରଣକୌଶଳ, ମାର୍ଚ୍ଚ ଶେଷ ଶୁଦ୍ଧା…
ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ପଦ୍ମପୁର ଉପଖଣ୍ଡ ପାଇକମାଳ ଥାନା ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ଜଙ୍ଗଲରୁ ପ୍ରଥମେ ଜିଲାରେ ମାଓବାଦୀ ସଂଗଠନ କାୟା ବିସ୍ତାର କରିଥିଲା। ଏହାପରେ ମାଓବାଦୀ କାର୍ଯ୍ୟକଳାପ ବଢ଼ି ଚାଲିଥିଲା। ମାଓବାଦୀ ହିଂସା ମଧ୍ୟ ବୃଦ୍ଧି ପାଇଥିଲା। ଠିକାଦାର କ୍ୟାମ୍ପ…
ମହିଳାଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ…
ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ମଙ୍ଗରାଜପୁର ଗ୍ରାମର ଏମ.ସସ୍ମିତା ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦିଗପହଣ୍ଡି ପୋଲିସ ବୁଧବାର ଗ୍ରାମର ଏସ.ଉଜ୍ଜଳ ରେଡ୍ଡୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। କେସ୍ ନଂ.୫୧/୨୬ ଅନୁଯାୟୀ…
କନ୍ଧମାଳରୁ ଭୁବନେଶ୍ୱରକୁ ଚାଲାଣ ହେଉଥିଲା ଗଞ୍ଜେଇ, ରାସ୍ତା ମଝିରେ ଧରିଲା ପୋଲିସ
ଭଞ୍ଜନଗର,୧୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସ୍ଆଇ ଏଲ୍. ବିଶ୍ୱାଳଙ୍କ ନେତୃତ୍ୱରେ ନିଧିଆପଲ୍ଲୀ ଛକରେ ଯାନବାହନ ଯାଞ୍ଚ ଚାଲିଥିଲା। ଏହି ସମୟରେ ପୋଲିସ ଏକ ବିଶ୍ୱସ୍ତ ସୂଚନା ପାଇ ଦୁଇ ଜଣ ବ୍ୟକ୍ତିଙ୍କୁ ସନ୍ଦେହରେ ଅଟକ ରଖି କଡ଼ାକଡ଼ି ଭାବେ…
ଜିରିଡା ପୋଲ ଉପରୁ ୪୦ ଫୁଟ ତଳକୁ ଡେଇଁ ପଡ଼ିଲେ ମହିଳା, ତାପରେ…
ଉଦଳା,୧୧।୨(ସନ୍ତୋଷ କୁମାର ବାଚ୍ଛିନୀ): ପୋଲ ଉପରୁ ନଦୀକୁ ଡେଇଁ ପଡିଲେ ମହିଳା। ନଦୀରେ ଥିବା ମାଛ ଧରାଳି ତାଙ୍କୁ ଉଦ୍ଧାର କରିଛନ୍ତି । ଏଭଳି ଘଟଣା ଘଟିଛି ଉଦଳା ଥାନା ଜିରିଡା ନଦୀ ପୋଲରେ । ଖବର ଅନୁସାରେ, ବୁଧବାର ଉଦଳା…
ଝାଡ଼େଶ୍ୱର ବାବାଙ୍କୁ ଜଳ ଅର୍ପଣ କଲେ ଗାୟକ ସୋନୁ ନିଗମ, ବିମାନବନ୍ଦରରୁ…
ଝାରସୁଗୁଡା,୧୧।୨(ଆଶିଷ ରଞ୍ଜନ ଦାଶ): ହିନ୍ଦୀ ସହିତ ବିଭିନ୍ନ ଭାଷାରେ ଲୋକପ୍ରିୟ ଭଜନ, ଦେଶାତ୍ମବୋଧକ ତଥା ପ୍ରସିଦ୍ଧ ଚଳଚ୍ଚିତ୍ରରେ ଗୀତ ଗାଇଥିବା ପ୍ରସିଦ୍ଧ ଗାୟକ ସୋନୁ ନିଗମ ବୁଧବାର ଝାରସୁଗୁଡା ଗସ୍ତରେ ଆସିଛନ୍ତି । ବୁଧବାର ପୂର୍ବାହ୍ନ ପ୍ରାୟ ୧୧ଟା ୪୫ ମିନିଟରେ…
ଜଳିଲା କୁଲଡିହା ଅଭୟାରଣ୍ୟ
ନୀଳଗିରି,୧୧।୨: ବାଲେଶ୍ୱର ଜିଲା କୁଲଡିହା ଅଭୟାରଣ୍ୟରେ ବୁଧବାର ନିଆଁ ଲାଗିଛି। ଅଭୟାରଣ୍ୟର ମିରିଗିଡ଼ି ନିକଟ ପାହାଡ଼ ଉପରେ ଏକାଧିକ ସ୍ଥାନରେ ଅଗ୍ନିକାଣ୍ଡ ଘଟିଛି। କେଉଁ ପରିସ୍ଥିତିରେ ନିଆଁ ଲାଗିଲା ତାହା ଜଣାପଡିନାହିଁ। ଅନ୍ୟପକ୍ଷେ ବନ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନ ଥିବା…
ଷ୍ଟ୍ରବେରୀ ତୋଳିଲେ ଉପମୁଖ୍ୟମନ୍ତ୍ରୀ, ସ୍ବୟଂ ସହାୟିକା ଗୋଷ୍ଠୀର ପ୍ରୟାସକୁ ପ୍ରଶଂସା କରି କହିଲେ…
ଦାରିଙ୍ଗବାଡ଼ି,୧୧ା୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡି ଅଞ୍ଚଳ ଏକ ପର୍ଯ୍ୟଟନକ୍ଷେତ୍ର ଭାବେ ଦେଶ ଓ ଦେଶ ବାହାରେ ପରିଚିତ। ପୂର୍ବରୁ ଜୈବିକ ପଦ୍ଧତିରେ ଚାଷ ହୋଇଥିବା କଫି ଦାରିଙ୍ଗବାଡ଼ିକୁ ସ୍ବତନ୍ତ୍ର ପରିଚୟ ଦେଇଥିବା ବେଳେ ଜୈବିକ ଚାଷ ହଳଦୀ, ଅଦା ମାଣ୍ଡିଆ,…
Archives


