ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ
ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ ବନ୍ଦ ହେଇ ପଡ଼ିରହିଛି। ଫଳରେ ଅନୁସୂଚିତ ଜାତି ଓ ଜନଜାତିବହୁଳ ଗାନ୍ଧିନଗର ପଡ଼ା…
ଆଜି ବରଗଡ଼ରେ ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ: ତା’ ପୂର୍ବରୁ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ
ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ଗୁରୁବାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ଜିଲାର ଅତାବିରା ବ୍ଲକ ଅନ୍ତର୍ଗତ ଲଚିଦା କୃଷିଫାର୍ମ, କାଠଡେରା ରଥଯାତ୍ରା ଏବଂ ବରଗଡ଼ ବ୍ଲକ ଅନ୍ତର୍ଗତ ଖୁଣ୍ଟପାଲି ରଥଯାତ୍ରାରେ…
ଆଜି ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଗୁଣ୍ଡିଚା ମନ୍ଦିରରେ ଦର୍ଶନ, ବାହୁଡ଼ା-ସୁନାବେଶ ପାଇଁ ଜାଣି ରଖନ୍ତୁ ଟ୍ରାଫିକ୍ କଟକଣା…
ପୁରୀ,୨୩ା୭(ଅଜିତ୍ କୁମାର ମହାନ୍ତି): ଗୁରୁବାର ଗୁଣ୍ଡିଚା ମନ୍ଦିରରେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ଦର୍ଶନ। ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼ ଲାଗିରହିଛି।। ସନ୍ଧ୍ୟା ଦର୍ଶନ ବନ୍ଦ ପରେ ବାହୁଡ଼ା ଯାତ୍ରା ପ୍ରସ୍ତୁତି ଆରମ୍ଭ ଆରମ୍ଭ ହେବ। ତେବେ…
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: ବଢିଲା ମହଙ୍ଗା ଭତ୍ତା
ଭୁବନେଶ୍ୱର, ୨୩।୭: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସିଖବର ମିଳିଛି। ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ ବୃଦ୍ଧି ପାଇ ୨୬୨% ରେ ପହଞ୍ଚିଛି। ଏ ନେଇ ଏକ ବିଜ୍ଞପ୍ତି ପ୍ରକାଶ…
ରାଜନୀତିରେ ହଲଚଲ: ଓଡ଼ିଶାର ସାଂସଦଙ୍କ ସହ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ଼ ବୈଠକ, ସାମିଲ ହେଲେ…
ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ ଅଛନ୍ତି। ଏହି ସମୟରେ ଧର୍ମେନ୍ଦ୍ର ପ୍ରଧାନ ସଂସଦ ଅଧିବେଶନ ଅବସରରେ ଓଡ଼ିଶାର ସାଂସଦମାନଙ୍କ…
ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍: ୫ ମୃତ
ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍ ଗୁରୁବାର ଭୋର୍ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼ ପୋଖରୀକୁ ଖସି ପଡିଛି। ଏହି ଦୁର୍ଘଟଣାରେ କାର୍ ଭିତରେ ଥିବା ୭ଜଣଙ୍କ ମଧ୍ୟରୁ…
ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…
ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍ ଡ୍ୟାସ୍ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍କେସିଜି ମେଡିକାଲରେ ୩ଜଣ ମହିଳା (୨ଜଣ ରୋଗୀ ଓ ଜଣେ ମେଡିକାଲ କର୍ମଚାରୀ) କୋଭିଡ୍…
ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…
ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ ଏହି ସ୍ଥିତି ଜାରି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।…
ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ
ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟର ତତ୍ତ୍ୱାବଧାନରେ ବୁଧବାର ମାଲକାନଗିରି ବିମାନବନ୍ଦରରୁ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳତାର…
ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ
ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ ବୁଡ଼ିଯିବାରୁ ଯାତାୟାତ ବନ୍ଦ ହୋଇଗଲାଣି ତ ଆଉ କେଉଁଠି ପୋଲ ଭୁଶୁଡ଼ି ପଡ଼ି…
ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର
ଭୁବନେଶ୍ବର,୨୨।୭: CMOରୁ ଫାଇଲ୍ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା ସୁଦ୍ଧା ଥାନାରେ ହାଜର ହେବା ପାଇଁ କୁହାଯାଇଛି । କ୍ୟାପିଟାଲ୍ ପୋଲିସ ଷ୍ଟେସନ…
ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ
ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି । ଲଗାଣ ବର୍ଷା ପାଇଁ ବାଲିବରେଇ ଗାଁ ନିକଟରେ ଥିବା ବାଞ୍ଛା ପୋଲଟି…

