କନକ ବର୍ଦ୍ଧନ ସିଂଦେଓଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ନିର୍ବାଚନୀ ମାମଲା ଉପରେ ରୋକ…
କଟକ,୧୧।୨: କନକ ବର୍ଦ୍ଧନ ସିଂଦେଓଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି । ତାଙ୍କ ବିରୋଧରେ ହାଇକୋର୍ଟରେ ଚାଲିଥିବା ନିର୍ବାଚନୀ ମାମଲା ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ । ଏହା ସହ ବିଜେଡିର ପରାଜିତ ପ୍ରାର୍ଥୀ ସରୋଜ ମେହେରଙ୍କୁ ଜବାବ ଦାଖଲ ପାଇଁ ସୁପ୍ରିମକୋର୍ଟ ନୋଟିସ…
ପୁଣି ଏକ କଳଙ୍କିତ ଅଧ୍ୟାୟ: ଛାତ୍ରୀଙ୍କୁ ବଳାତ୍କାର କରି ଗିରଫ ହେଲେ ସାହିତ୍ୟ ଶିକ୍ଷକ
ବଣାଇଁ,୧୧ା୨(ପ୍ରଦୀପ ତ୍ରିପାଠୀ): ପୁଣି ଜଣେ ରସିକିଆ ଶିକ୍ଷକଙ୍କ କଳାକାରନାମା ଆଜି ଜଣାପଡ଼ିବା ପରେ ସମଗ୍ର ଶିକ୍ଷକ ସାମାଜର ମୁଣ୍ଡ ତଳକୁ ହୋଇଯାଇଛି। ହଳଦୀକୁଦର ସରକାରୀ ଉଚ୍ଚ ବିଦ୍ୟାଳୟର ସାହିତ୍ୟ ଶିକ୍ଷକ ଆଧାର କାର୍ଡ ସଂଶୋଧନ ନାଁରେ ଏକାଧିକ ଛାତ୍ରୀଙ୍କୁ ଅସଦାଚରଣ କରିବା…
ଆଞ୍ଚଳିକ ବିକାଶରେ ନୂଆ ଗତି ସୃଷ୍ଟି କରିବ ଗ୍ରୀନ୍ ଫିଲ୍ଡ କରିଡର, ଓଡ଼ିଶା-ଆନ୍ଧ୍ରକୁ ଯୋଡ଼ି…
କୋରାପୁଟ,୧୧ା୨(ଅମିତାଭ ବେହେରା): ରାୟପୁର-ବିଶାଖାପାଟଣା ଆର୍ଥିକ କରିଡର କେବଳ ଏକ ସଡ଼କ ପ୍ରକଳ୍ପ ନୁହେଁ ଏହା ପୂର୍ବ ଭାରତର ଆର୍ଥିକ ମାନଚିତ୍ରକୁ ପୁନଃରୂପାୟିତ କରିବା ଆଶା ରଖାଯାଇଛି। ଭାରତମାଳା ପରିଯୋଜନା ଅନ୍ତର୍ଗତ ନିର୍ମାଣାଧୀନ ଏହି ଛଅ-ଲେନ୍ ଗ୍ରୀନ୍ଫିଲ୍ଡ କରିଡର ଛତିଶଗଡ଼, ଓଡ଼ିଶା ଓ…
ଥୁଆମୂଳ ରାମପୁରରେ ବାଇକ ଦୁର୍ଘଟଣା, ଦୁଇ ଯୁବକଙ୍କ ମୃତ୍ୟୁ
ଥୁଆମୂଳ ରାମପୁର,୧୧।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ତେବେ ଏଥରେ ଦୁଇ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିବା ନେଇ ଅଭିଯୋଗ ହୋଇଛି । ପରିବାରର ହସ ଖୁସି ଛଡାଇ…
ଡିସ୍କାଉଣ୍ଟ ଦେବାରୁ ଚଢ଼ାଉ, ଔଷଧର ମାନ ନେଇ ପ୍ରଶ୍ନ କଲା ସଂଘ, ଲାଇସେନ୍ସ ଅଛି କହି…
ବଲାଙ୍ଗୀର,୧୧ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ବୁଧବାର ଏକ ଅଜବ ଘଟଣା ଘଟିଛି। ଜଣେ ଔଷଧ ଦୋକାନୀ କ୍ରେତାଙ୍କୁ ଅଧିକ ଡିସ୍କାଉଣ୍ଟ ଦେବାରୁ ତାଙ୍କ ଔଷଧର ମାନ ଠିକ୍ ଅଛି କି ନାହିଁ ତାକୁ ନେଇ ପ୍ରଶ୍ନ କରିବା ସହ କେମିଷ୍ଟ…
ଟ୍ରେନରେ ବିନା ବୁକିଙ୍ଗରେ କ୍ୱିଣ୍ଟାଲ କ୍ୱିଣ୍ଟାଲ ବରକୋଳି ଚାଲାଣ, ରେଳ କର୍ତ୍ତୃପକ୍ଷ ନିରବ
କେସିଙ୍ଗା,୧୧।୨(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା, ନର୍ଲା, ରୁପ୍ରା, ଲାଞ୍ଜିଗଡ଼, ଟିଟିଲାଗଡ଼ ଆଦି ରେଲୱେ ଷ୍ଟେସନରୁ ଆନ୍ଧ୍ରପ୍ରଦେଶର ବରକୋଳି ବ୍ୟବସାୟିମାନେ ବିନା ଟିକେଟରେ ଜିନିଷ ଚାଲାଣ କରୁଥିବା ନେଇ ଅଭିଯୋଗ ହୋଇଛି । ଟ୍ରେନରେ ଦିନ ଦ୍ଵିପ୍ରହରେ ବିନା…
ତ୍ରିକୋଣୀୟ ପ୍ରେମରୁ ସତ୍ୟବ୍ରତଙ୍କୁ ହତ୍ୟା, ଲିଜାଙ୍କୁ ନେଇ ଆସିଲା ବଡ଼ ଅପ୍ଡେଟ୍…
ଭୁବନେଶ୍ୱର,୧୧ା୨: ଭୁବନେଶ୍ୱର ନୀଳାଦ୍ରିବିହାର ସତ୍ୟବ୍ରତ ପ୍ରଧାନଙ୍କ ହତ୍ୟା ଉପରୁ ପର୍ଦ୍ଦା ହଟାଇଛି ପୋଲିସ। ତ୍ରିକୋଣୀୟ ପ୍ରେମରୁ ହତ୍ୟା ବୋଲି ସ୍ପଷ୍ଟ କରିଛନ୍ତି ଏସିପି ସୋନାଲ ସିଂ ପରମାର। ବର୍ତ୍ତମାନ ସୁଦ୍ଧା ଦିନେଶ ନାୟକ ଏକମାତ୍ର ଅଭିଯୁକ୍ତ, ଯିଏ କି ଆତ୍ମସମର୍ପଣ ପରେ…
ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ରାଜ୍ୟରେ ହାତୀ ସଂଖ୍ୟା ବଢ଼ିବା…
ଭୁବନେଶ୍ବର,୧୧।୨: ଦିନକୁ ଦିନ ହାତୀ ଆକ୍ରମଣରେ ମନୁଷ୍ୟଙ୍କ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଯାହାକି ଏକ ପ୍ରକାର ଚିନ୍ତାର କାରଣ ସାଜିଛି । ତେବେ ଆଜି ଏନେଇ ମୁହଁ ଖୋଲିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ…
ଦ୍ୱିତୀୟ ମହଲାରେ ହଠାତ୍ ଲାଗିଲା ନିଆଁ, ଆଉ ତା’ ପରେ…
ଗୁଣପୁର,୧୧ା୨(ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ସହରର ବଳରାମ ନଗର ଅଞ୍ଚଳର ଶ୍ରୀରାମନଗରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ ନିବାସୀ ପ୍ରଫୁଲ୍ଲ ସେନାପତିଙ୍କ ଦ୍ୱିତୀୟ ମହଲାରେ ହଠାତ୍ ନିଆଁ ଲାଗିଯାଇଥିଲା। ତେବେ ଅଗ୍ନିକାଣ୍ଡରେ କାହାର ଜୀବନହାନି ହୋଇ ନ ଥିବାବେଳେ…
ବିଜେଡିରୁ ଇସ୍ତଫା ଦେଲେ ଜିଲା ଉପସଭାପତି, ଏହି କାରଣ ଦର୍ଶାଇ…
ରାୟଗଡା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ଜିଲାରେ ବିଜେଡି ପାଇଁ ବଢୁଛି ଅଡ଼ୁଆ। ଜିଲା କମିଟି ଘୋଷଣା ହେବା ପରେ ଦାୟିତ୍ୱ ପାଇଥିବା ଜଣେ ଉପସଭାପତି ତାଙ୍କ ପଦବୀରୁ ଇସ୍ତଫା ଦେବା ସହିତ ଦଳର ପ୍ରାଥମିକ ସଦସ୍ୟ ପଦରୁ ମଧ୍ୟ ଇସ୍ତଫା ଦେଇଛନ୍ତି। ରାୟଗଡ଼ା…
ଆସନ୍ତାକାଲି ଦେଶବ୍ୟାପୀ ଧର୍ମଘଟ: ବାହାରକୁ ଯିବା ପୂର୍ବରୁ କ’ଣ ଖୋଲା, କ’ଣ ବନ୍ଦ, ଦେଖନ୍ତୁ…
ନୂଆଦିଲ୍ଲୀ/ଭୁବନେଶ୍ୱର,୧୧।୨: ଆସନ୍ତାକାଲି ଭାରତ ବନ୍ଦ ଡାକରା। କେନ୍ଦ୍ରୀୟ ଶ୍ରମ ଆଇନକୁ ବିରୋଧ କରି କେନ୍ଦ୍ର ସରକାର ବିରୋଧରେ ଦେଶବ୍ୟାପୀ ହରତାଳ ଓ ଧର୍ମଘଟ କରିବେ ବିଭିନ୍ନ ଶ୍ରମିକ ସଂଗଠନ। ଦେଶର ୧୦ ଟ୍ରେନ ୟୁନିଅନ ସଂସ୍ଥା ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି।…
PUCC ନେଇ ବଡ଼ ବୟାନ ଦେଲେ ପରିବହନ ମନ୍ତ୍ରୀ
ଭୁବନେଶ୍ୱର,୧୧।୨: PUCC ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସମସ୍ତଙ୍କୁ PUCC କରିବା ବାଧ୍ୟତାମୂଳକ କହିଛନ୍ତି । ଟୋଲ ଗେଟ୍ରେ PUCC ଫାଇନ କମାଇବା ପାଇଁ ଯୋଜନା ଚାଲିଛି । ରାଜ୍ୟରେ ବାୟୁ ପ୍ରଦୂଷଣ…
Archives


