ରାଜ୍ୟ

ମାର୍ଚ୍ଚ ୨ରେ କେନ୍ଦୁଝର ଯିବେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମାର୍ଚ୍ଚ ୨ରେ ଆସିବେ। ମୟୂରଭଞ୍ଜ ଜିଲାରେ ୨ ଦିନିଆ ଗସ୍ତ କାର୍ଯ୍ୟକ୍ରମ ସାରି ୨ ତାରିଖ ପୂର୍ବାହ୍ନ ୧୦ଟା ୧୦ରେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଆସି ଧରଣୀଧର…

ଜେଜେଙ୍କୁ ଖୋଜୁଛି ଗୁଆନ, ଯେତେ ଡାକିଲେ ବି କାହିଁକି ଉଠୁନାହାନ୍ତି

ଭୁବନେଶ୍ୱର,୨୮।୨: ପଞ୍ଚଭୂତରେ ଲୀନ ହୋଇସାରିଲେଣି ଭେଟେରାନ ଅଭିନେତା ଉତ୍ତମ ମହାନ୍ତି। ହେଲେ ଜେଜେଙ୍କୁ ଖୋଜୁଛନ୍ତି ନାତି ତଥା ବାବୁସାନ୍‌ଙ୍କ ପୁଅ ଗୁଆନ। ଘର ଆଗରେ ଏତେ ଲୋକ, ଟଙ୍ଗା ଯାଇଛି ଜେଜେଙ୍କ ବଡ଼ ଫଟୋ। ଆଉ ଫୁଲରେ ସଜେଇ ହୋଇ ଶୋଇଯାଇଛନ୍ତି…

ସିଧା ପୁରୀରୁ ଆସି ଭୁବନେଶ୍ୱରେ ପହଞ୍ଚିଲେ JP ନଡ୍ଡା: ଭାଜପା ଶିବିର ହଲ୍‌ଚଲ୍‌: ରାଜ୍ୟ ସଭାପତି ହେବେ…

ଭୁବନେଶ୍ୱର, ୨୮।୨: ସିଧା ପୁରୀରୁ ଆସି ଭୁବନେଶ୍ୱରେ ପହଞ୍ଚିଲେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା। ସେ ଗୁରୁବାର ସାରେ ଏକ ସ୍ବତନ୍ତ୍ର ବିମାନ ଯୋଗେ ଦିଲ୍ଲୀରୁ ଆସି ଭୁବନେଶ୍ୱରରେ ପହଞ୍ଚିଥିଲେ। ପରେ ଭାଜପା ପକ୍ଷରୁ…

Delimitation in Odisha: ଦିଲ୍ଲୀରେ ହେଉଛି ବଡ଼ ପ୍ଲାନିଂ, ଓଡ଼ିଶାର ଲୋକ ସଭାରେ ବଢିଯିବ ଆସନ!

ନୂଆଦିଲ୍ଲୀ,୨୮।୨: ଦେଶରେ ବଢ଼ିପାରେ ଲୋକ ସଭା ସିଟ। ସୀମା ର୍ନିଦ୍ଧାରଣ ପରେ ଲୋକ ସଭା ଆସନ ୮୪୮ ଆସନା ଛୁଇଁବା ସମ୍ଭାବନା। ଏନେଇ ବଡ଼ ଆକଳନ କରିଛନ୍ତି ଜାତୀୟ ଗଣମାଧ୍ୟମ। Delimitationକୁ ଚର୍ଚ୍ଚା ଜୋର ଧରିଛି। ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ କେ…

ଚାର୍ଜ ବେଳେ ଜଳିଗଲା ବ୍ୟାଟେରି ସ୍କୁଟି, ଭିଡିଓ ଦେଖିଲେ…

ବାରଙ୍ଗ,୨୮ା୨(ଲିଙ୍ଗରାଜ ରାଉତ): ଶୁକ୍ରବାର ବାରଙ୍ଗଥାନା ଅଧୀନସ୍ଥ ବଡ଼ମୁଣ୍ଡଳି ଗ୍ରାମରେ ଏକ ବ୍ୟାଟେରି ସ୍କୁଟି ଚାର୍ଜ ବେଳେ ଜଳିଯାଇଛି। ଅକ୍ଷୟ କୁମାର ରାଉତ ନାମକ ଜଣେ ବ୍ୟକ୍ତି ନିଜ କାମକୁ ଯିବା ପାଇଁ ତାଙ୍କ ସ୍କୁଟିକୁ ବାହାରେ ଚାର୍ଜ କରି ଘରେ ଖାଇ…

ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ୍‌

ବ୍ରହ୍ମପୁର,୨୮ା୨(ସୁବାସ ଚନ୍ଦ୍ର ପାଢ଼ୀ): ସ୍ବତନ୍ତ୍ର ପୋକ୍ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଏକ ନାବାଳିକା ଅପହରଣ ଓ ବଳାତ୍କାର ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ କରିଛନ୍ତି। ସେ ଜଣେ ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଅଭିଯୁକ୍ତ ଜଣଙ୍କ…

ପଞ୍ଚଭୂତରେ ଲୀନହେଲେ ଉତ୍ତମ: ପୁତ୍ର ଧର୍ମ ପାଳନକରି ବାବୁସାନ୍‌ ଦେଲେ ମୁଖାଗ୍ନି

ଭୁବନେଶ୍ୱର,୨୮।୨: ପଞ୍ଚଭୂତରେ ଲୀନହେଲେ ଭେଟେରାନ ଅଭିନେତା ଉତ୍ତମ ମହାନ୍ତି। ସତ୍ୟନଗର ଶଶ୍ମାନରେ ପୁତ୍ର ଧର୍ମ ପାଳନକରି ବାବୁସାନ୍‌ ମହାନ୍ତି ତାଙ୍କୁ ମୁଖାଗ୍ନି ଦେଇଛନ୍ତି। ସେପଟେ ବୋହୂ ମଧ୍ୟ ଦୁଃଖରେ ଭାଙ୍ଗିପଡ଼ି ତାଙ୍କର ବୋହୂଧର୍ମ ପାଳନ କରିଛନ୍ତି। ଅନ୍ୟପଟେ ବନ୍ଧୁ ପରିଜନ, ଜ୍ଞାନ୍ତି…

ଦୁଃଖରେ ଭାଙ୍ଗିପଡ଼ି ବୋହୂ ଧର୍ମ ପାଳନ କଲେ ତୃପ୍ତି

ଭୁବନେଶ୍ୱର,୨୮।୨: ଶେଷ ଯାତ୍ରାରେ ଉତ୍ତମ ମହାନ୍ତି। ଜଗନ୍ନାଥ ବିହାର ବାସଭବନରୁ ସତ୍ୟନଗର ଶଶ୍ମାନ ଅଭିମୁଖେ ନିଆଯାଉଛି ପାର୍ଥିବ । ଏହି ସମୟରେ ତାଙ୍କ ବୋହୂ ତୃପ୍ତି କୋକେଇ ଉଠିବା ପରେ ଗୋବର ପାଣି ପକାଇ ଝାଡ଼ୁ କଲେ କରିଛନ୍ତି । ତାଙ୍କ…

Odia Actor Uttam Mohanty: ଉତ୍ତମଙ୍କୁ ଗାର୍ଡ ଅଫ୍‌ ଅନର

ଭୁବନେଶ୍ୱର,୨୮ା୨: ଓଲିଉଡ୍‌ର ଭେଟେରାନ ଅଭିନେତା ଉତ୍ତମ ମହାନ୍ତିଙ୍କୁ ଶୁକ୍ରବାର ଅପରାହ୍ନରେ ଗାର୍ଡ ଅଫ୍‌ ଅନର ଦିଆଯାଇଛି। ସତ୍ୟନଗର ଶ୍ମଶାନରେ ଗାର୍ଡ ଅଫ୍‌ ଅନର ଦିଆଯାଇଛି। ଉତ୍ତମଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଲାଞ୍ଚ ନେଇ ଧରାପଡ଼ିଲେ ଲ୍ୟାମ୍ପସ୍‌ ମ୍ୟାନେଜର

କୋରାପୁଟ,୨୮ା୨(ଅମିତାଭ ବେହେରା): ମାଣ୍ଡିଆ ଚାଷୀଙ୍କ ପାଖରୁ ୩ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଜୟପୁର ଭିଜିଲାନ୍ସ ହାତରେ ଧରାପଡ଼ିଲେ କୁନ୍ଦୁଲି ଲ୍ୟାମ୍ପସ ମ୍ୟାନେଜର ସତ୍ୟରଞ୍ଜନ ଚାଲାଣ ହୋଇଛନ୍ତି। ଶୁକ୍ରବାର କୋରାପୁଟ ଜିଲା ସେମିଳିଗୁଡ଼ା ବ୍ଲକ କୁନ୍ଦୁଲି ଲ୍ୟାମ୍ପର ଦାୟିତ୍ୱରେ ଥିବା ସତ୍ୟରଞ୍ଜନ…

ଅନ୍ତିମ ଯାତ୍ରାରେ ଉତ୍ତମ, ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୨: ଶେଷ ଯାତ୍ରାରେ ଉତ୍ତମ ମହାନ୍ତି। ଜଗନ୍ନାଥ ବିହାର ବାସଭବନରୁ ସତ୍ୟନଗର ଶଶ୍ମାନ ଅଭିମୁଖେ ନିଆଯାଉଛି ପାର୍ଥିବ ଶରୀର। ସେଠାରେ ତାଙ୍କୁ ରାଷ୍ଟ୍ରୀୟ ମର୍ଯ୍ୟାଦା ଦିଆଯାଇ ଶେଷକୃତ୍ୟ ସମ୍ପର୍ଣ୍ଣ କରାଯିବ। ଅନ୍ୟପଟେ ଉତ୍ତମ ମହାନ୍ତିଙ୍କ ଶେଷ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ…

୨୧ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କଲା ବଲାଙ୍ଗୀର, ୩ ଗିରଫ

ବଲାଙ୍ଗୀର,୨୮ା୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଅବକାରୀ ଟିମ୍‌ ଶୁକ୍ରବାର ୨ କୁଇଣ୍ଟାଲ ୧୦ କେଜି ଓଜନର ଗଞ୍ଜେଇ ଜବତ କରିଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୨୧ ଲକ୍ଷରୁ ଊଦ୍ଧର୍‌ବ ଟଙ୍କା ହେବ ବୋଲି ଜଣାପଡ଼ିଛି। ଏକ ଇନୋଭା ଗାଡ଼ିରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?