ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ
ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା ଦୁଇଟି ପୃଥକ୍ ଘଟଣାରେ ଦୁଇ ଶିଶୁଙ୍କ ଜୀବନ ଯାଇଥିବାରୁ ପରିଚାଳନା ଓ ସୁରକ୍ଷା…
ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ
ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ କରିଥିଲେ। ଏହି ଅବସରରେ ଗୁଣପୁର ଭାଜପା ନଗର ସଭାପତି ଜୟଦେବ ପଣ୍ଡାଙ୍କ ନେତୃତ୍ୱରେ…
ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ
ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ କୁମାର ଚୌଧୁରୀ। ସେ ସୋରିଷରେ ୧.୫ ସେଣ୍ଟିମିଟର ଉଚ୍ଚତାର ସୂକ୍ଷ୍ମ ନନ୍ଦିଘୋଷ ରଥ…
ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ
ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର, ବାଳିଆ ଆଦି ବଡ଼ ଛୋଟ ମାଛ ପୋଖରୀ ମଧ୍ୟରେ ମରି ଭାସୁଥିବା ଦେଖିବାକୁ…
ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…
ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍ (ମୌସୁମୀ ରେଖା) ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆସନ୍ତା ୫ ଦିନ…
ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ…
ପୁରୀ,୨୧ା୭(ଅଜିତ୍ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର ୫ମ ଦିନ ସୋମବାର ହେରାପଞ୍ଚମୀରେ ଅଭିମାନିନୀ ମା’ ଲକ୍ଷ୍ମୀ ଠାକୁରାଣୀ ଶ୍ରୀଗୁଣ୍ଡିଚା ମନ୍ଦିର…
ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…
ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ ମିଳିଛି। ଗ୍ରାମର ଜିଖରୀୟ ପାଳ (୫୬) ଶାରୀରିକ ଭାବେ ଜୀବିତ ଥିଲେ ମଧ୍ୟ…
ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ
ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସିଧାସଳଖ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରିଛନ୍ତି। କେନ୍ଦ୍ର…
ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ
ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଏକ ବଡ଼ ପ୍ରକଳ୍ପକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ବରଗଡ଼ ବିଧାୟକ ଅଶ୍ୱିନୀ…
ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ଭୁବନେଶ୍ୱର, ୨୧।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ ଭୁବନେଶ୍ୱର, କଟକ ଏବଂ ବ୍ରହ୍ମପୁରରେ ଆୟୋଜିତ ବିଭିନ୍ନ ସରକାରୀ, ଶିକ୍ଷାନୁଷ୍ଠାନ ଓ ସାମାଜିକ…
୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ
ସୁନ୍ଦରଗଡ/ କୁଆଁରମୁଣ୍ଡା,୨୧।୭(ଜୟ ନାରାୟଣ ମେଣ୍ଡୁଳି/ ମହେନ୍ଦ୍ର କୁମାର ସାହୁ ): ସୁନ୍ଦରଗଡ ଜିଲା କୁଆରମୁଣ୍ଡା ତହସିଲ ଅଧୀନ କଲୋସିହିରା ସର୍କଲର ରାଜସ୍ୱ ନିରୀକ୍ଷକ ଲାଞ୍ଚ ନେଉଥିବା ବେଳେ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଭିଜିଲାନ୍ସ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ,…
ରାସ୍ତାରେ ପଡ଼ିଲା ଗଛ: ରାଇକିଆ–କ. ନୂଆଗାଁ ରାସ୍ତାରେ ଦୁଇ ଘଣ୍ଟା ବସ୍ ଚଳାଚଳ ବନ୍ଦ
ରାଇକିଆ, ୨୧।୮ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ରାଇକିଆ–କ. ନୂଆଗାଁ ମୁଖ୍ୟ ରାସ୍ତାରେ ଏକ ବଡ଼ ଗଛ ପଡ଼ିଯିବା ଯୋଗୁ ପ୍ରାୟ ଦୁଇ ଘଣ୍ଟା ଧରି ବସ୍ ସମେତ ସମସ୍ତ ଯାନବାହନ ଚଳାଚଳ ବନ୍ଦ ରହିଥିଲା। ସୂଚନା ଅନୁଯାୟୀ, ଧରମପୁର ନିକଟରେ…

