ରାଜ୍ୟ

ସୁଭଦ୍ରା ଯୋଜନାର ଦ୍ୱିତୀୟ କିସ୍ତି: ୮ ମାର୍ଚ୍ଚରେ କେଉଁମାନେ ପାଇବେ ଟଙ୍କା, ଜାଣନ୍ତୁ

ଭୁବନେଶ୍ୱର,୨୫।୨: ୨୦୨୫ ମାର୍ଚ୍ଚ ୮ ତାରିଖରେ, ଅନ୍ତର୍ଜାତୀୟ ମହିଳା ଦିବସ ସହିତ ସୁଭଦ୍ରା ଯୋଜନା ଅଧୀନରେ ଓଡ଼ିଶାର ପ୍ରାୟ ୧ କୋଟି ଯୋଗ୍ୟ ମହିଳା ୫,୦୦୦ ଟଙ୍କାର ଦ୍ୱିତୀୟ କିସ୍ତି ପାଇବେ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ନିକଟରେ ଏକ ବିବୃତ୍ତିରେ କହିଛନ୍ତି…

ହଠାତ୍‌ ଥରିଲା ଘରର ଝରକା-କବାଟ, ଆଉ ତା’ ପରେ…

ବାଲେଶ୍ୱର,୨୫ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ବିଭିନ୍ନ ସ୍ଥାନରେ ମଙ୍ଗଳବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ସିମୁଳିଆ, ଔପଦା, ସୋର, ଖଇରା, ବାହାନଗା, ରେମୁଣା, ନୀଳଗିରି ସମେତ ବାଲେଶ୍ୱର ସହରର କିଛି ଅଞ୍ଚଳରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ସକାଳ ୬ଟାରୁ ୬.୧୫…

ପ୍ରତାରଣାମୂଳକ ଯୌନ ସମ୍ପର୍କ ରଖିବା, ନାବାଳକର ଗର୍ଭପାତ କରାଇବା ଅଭିଯୋଗରେ ଓଡ଼ିଶା ହାଇକୋର୍ଟଙ୍କ ବଡ଼ ରାୟ

କଟକ,୨୫ା୨: ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ମମାମଲାରେ ଜଣେ ବ୍ୟକ୍ତିଙ୍କ ବିରୁଦ୍ଧରେ ଦିଆଯାଇଥିବା ଦୋଷୀ ସାବ୍ୟସ୍ତ ଏବଂ ଦଣ୍ଡାଦେଶର ଆଦେଶକୁ ପାଲଟାଇ ଦେଇଛନ୍ତି। ମାମଲାରେ ଅନୁଯାୟୀ ଅଭିଯୁକ୍ତ ଜଣେ ନାବାଳିକାଙ୍କୁ ପ୍ରତାରଣାମୂଳକ ଭାବରେ ପ୍ରବର୍ତ୍ତାଇ ତାଙ୍କୁ ବିଶ୍ୱାସ କରାଇଥିଲେ ଯେ ସେ…

ବ୍ୟାଗ୍‌ରେ ଭର୍ତ୍ତି କରି ନବଜାତ ଶିଶୁକୁ ଫିଙ୍ଗିଦେଲେ, କାନ୍ଦ ଶୁଭିବାରୁ…

ବାଲେଶ୍ୱର,୨୫ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଦେଇ ଯାଇଥିବା ୬୦ ନଂ ଜାତୀୟ ରାଜପଥର ରୂପ୍‌ସା ଥାନା ଅନ୍ତର୍ଗତ ଧାରି ପୋଲ ନିକଟରୁ ମଙ୍ଗଳବାର ଏକ ବ୍ୟାଗ୍‌ ଭିତରୁ ନବଜାତ ଶିଶୁକୁ ପୋଲିସ ଉଦ୍ଧାର କରିଛି। ରାଜପଥ ପାଶର୍‌ବରେ ବ୍ୟାଗ ଭିତରୁ ପିଲାଟିର…

ନେପାଳ ଛାତ୍ରଙ୍କ ଆତ୍ମହତ୍ୟା, ପ୍ରତିବାଦ, ଧମକ: KIITକୁ ରିପୋର୍ଟ ମାଗିଲା UGC

ଭୁବନେଶ୍ୱର,୨୫ା୨: ଭାରତର ସର୍ବୋଚ୍ଚ ଉଚ୍ଚଶିକ୍ଷା ନିୟାମକ, ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ, କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡଷ୍ଟ୍ରିଆଲ୍ ଟେକ୍ନୋଲୋଜି(KIIT) ଠାରୁ ଏହାର କ୍ୟାମ୍ପସରେ ଜଣେ ନେପାଳୀ ଛାତ୍ରଙ୍କ ଆତ୍ମହତ୍ୟା ଏବଂ ତା’ପରେ ଛାତ୍ରଙ୍କ ବିରୋଧ, କ୍ୟାମ୍ପସରେ ନେପାଳୀ ଛାତ୍ରଙ୍କ ପ୍ରତି ଦୁର୍ବ୍ୟବହାର ଏବଂ…

ମାଷ୍ଟରକ୍ୟାଣ୍ଟିନ ଛକରେ ଧକ୍କା ଦେଲା ମୋ ବସ୍‌, ୨ ଯୁବକ ଗୁରୁତର

ଭୁବନେଶ୍ୱର,୨୫।୨: ପୁଣି ଦୁର୍ଘଟଣା ଘଟାଇଲା ମୋ ବସ୍‌। ମଙ୍ଗଳବାର ମାଷ୍ଟରକ୍ୟାଣ୍ଟିନ ଛକରେ ୨ଜଣ ଯୁବକଙ୍କୁ ମୋ ବସ୍‌ ଧକ୍କା ଦେଇଥିବା ସୂଚନା ମିଳିଛି। ଗୁରୁତର ଅବସ୍ଥାରେ ୨ ଜଣ ଯୁବକଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ରାଜ୍ୟ ସରକାର କଲେ ବଡ଼ ଘୋଷଣା: ଏହିଦିନ ମଧ୍ୟରେ ବିକ୍ରି କରିଦିଅନ୍ତୁ ଧାନ…

ଭୁବନେଶ୍ୱର,୨୫ା୨: ରାଜ୍ୟରେ ସରକାରଙ୍କ ପକ୍ଷରୁ ଧାନ କିଣା ଜାରି ରହିଛି। ଏହାରି ମଧ୍ୟରେ ସରକାର ସମୟସୀମା ଧାର୍ଯ୍ୟ କରିଛନ୍ତି। ଆସନ୍ତା ମାର୍ଚ୍ଚ ୩୧ ଡେଡ୍ ଲାଇନ୍ ଧାର୍ଯ୍ୟ କରିଛନ୍ତି ସରକାର। ମଙ୍ଗଳବାର ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଦେଇଥିବା ସୂଚନା…

IT ଫାଇଲ କରିଥିଲେ ବି କଟିବନି ରାଶନ କାର୍ଡ, ଜାଣନ୍ତୁ କେମିତି: ମନ୍ତ୍ରୀ ଦେଲେ ସୂଚନା

ଭୁବନେଶ୍ୱର,୨୫।୨: ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର। ଆୟକର ଫାଇଲ କରିଥିଲେ ବି କଟିବନି ରାଶନ କାର୍ଡ। ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏନେଇ ସୂଚନା ଦେଇଛନ୍ତି। ଏନେଇ ରାଜ୍ୟ ସରକାର ଫିଜିକାଲ ଭେରିଫିକେସନ କରିବେ। ଅଧିକାରୀ…

ନାମ ବଦଳିଲା, ପୂରଣ ହେଲାନି ପଦବୀ

ଭବାନୀପାଟଣା,୨୫।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ବିଶ୍ୱ ବିଦ୍ୟାଳୟରୁ ନାମ ପରିବର୍ତ୍ତନ ହୋଇ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ହେଲା। ତଥାପି ପୂରଣ ହେଲାନି ପଦବୀ। ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଏବେ ଅନେକ ପଦବୀ ଖାଲିପଡିଛି। ଯାହାକୁ ନେଇ ଜିଲାର ଶିକ୍ଷାବିତ୍‌, ବୁଦ୍ଧିଜୀବୀଙ୍କ…

Odisha 10th Exam: ପରୀକ୍ଷା ଦେଇ ଫେରିବା ପରେ ପ୍ରସବ କଲେ ଦଶମ ଶ୍ରେଣୀ ଛାତ୍ରୀ

ମାଲକାନଗିରି,୨୫ା୨(ଦୁର୍ଯ୍ୟୋଧନ ପାତ୍ର): ଚିତ୍ରକୋଣ୍ଡା ଅନୁସୂଚିତ ଜାତି ଓ ଜନଜାତି ଆବାସିକ ବିଦ୍ୟାଳୟ ପରିସରରେ ଜଣେ ଦଶମ ଶ୍ରେଣୀ ଛାତ୍ରୀ ଏକ ଶିଶୁକୁ ଜନ୍ମ ଦେଇଥିବା ଜଣାପଡ଼ିଛି। ଦଶମ ଶ୍ରେଣୀର ଛାତ୍ରୀ ଜଣକ ସୋମବାର ସକାଳେ ପରୀକ୍ଷା ଦେଇ ସ୍କୁଲ ହଷ୍ଟେଲକୁ ଫେରିଥିଲେ।…

ପାରାଦୀପରେ ଭୂକମ୍ପ, ସମୁଦ୍ରର ଦୃଶ୍ୟ ଦେଖି ଲୋକେ…

ପାରାଦୀପ,୨୫ା୨(ଶରତ ରାଉତ): ଉପକୂଳ ଓଡ଼ିଶାର ପାରାଦୀପ ଓ ଆଖପାଖ ଅଞ୍ଚଳରେ ମଙ୍ଗଳବାର ସକାଳ ୬.୦୯ରେ ମୃଦୁ ଭୂକମ୍ପ ଘଟିଥିବା ଜଣାପଡ଼ିଛି। କେତେକ ଲୋକ ଏହା ଅନୁଭବ କରିଛନ୍ତି ବୋଲି କହିଛନ୍ତି। ରିକ୍ଟର ସ୍କେଲରେ ଏହା ୪.୦୯ପ୍ରତିଶତ ବୋଲି କୁହାଯାଇଛି। ଭୂକମ୍ପ ଘଟଣାରେ…

ଆଧାର ସଂଯୋଗ ନ ଥିଲେ ବ୍ୟାଙ୍କ ଫେରାଉନି ଜମାଅର୍ଥ, ଓଡ଼ିଶା ହାଇକୋର୍ଟ ଦେଲେ ବଡ ରାୟ

କଟକ,୨୫ା୨(କାର୍ତ୍ତିକ ସାହୁ): ପାନ୍‌ କାର୍ଡ ସହ ଆଧାର କାର୍ଡ ସଂଯୋଗ ନ ଥିବାରୁ ବ୍ୟାଙ୍କ ଆକାଉଣ୍ଟରେ ଜମାଥିବା ଅର୍ଥରାଶି ଜମାକାରୀ ପାଇପାରୁ ନାହାନ୍ତି। ଜମା ଅର୍ଥରାଶି ଫେରାଇବା ପାଇଁ ପାନ୍‌-ଆଧାର ଜରୁରୀ ବୋଲି ବ୍ୟାଙ୍କ କହୁଛି। ମାତ୍ର ଜମାକାରୀ ଏହାକୁ ବେଆଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?