ରାଜ୍ୟ

ବିଜେଡିରେ ସାମିଲ ହେଲେ ଖଡିଆଳ ବିଧାୟକ ଅଧିରାଜ

ଭୁବନେଶ୍ୱର,୨୦।୩: ଖଡିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ ବିଜେଡିରେ ସାମିଲ ହୋଇଛନ୍ତି। ବୁଧବାର ଶଙ୍ଖ ଭବନରେ ପହଞ୍ଚି ନିଜ ସମର୍ଥକଙ୍କ ସହିତ ବିଧିବଦ୍ଧ ଭାବେ ସେ ବିଜେଡିରେ ଯୋଗ ଦେଇଛନ୍ତି। ଅଧିରାଜ ମଙ୍ଗଳବାର କଂଗ୍ରେସରୁ ଇସ୍ତଫା ଦେଇଥିଲେ। ଗତଥର ଖଡିଆଳରୁ କଂଗ୍ରେସ...

ବର୍ଷା ଆଣିଲା ଆଶ୍ୱସ୍ତି

ଭୁବନେଶ୍ୱର, ୨୦।୩(ବନ୍ଦନା ସେଠୀ): ଝାଡ଼ଖଣ୍ଡ, ଓଡ଼ିଶା ଏବଂ ଆନ୍ଧ୍ର ଉପକୂଳ ଦେଇ ଏକ ଟ୍ରପ୍‌ ଲାଇନ୍‌ ସୃଷ୍ଟି ହେବା କାରଣରୁ ଏହାର ପ୍ରଭାବରେ ମଙ୍ଗଳବାର ଭୁବନେଶ୍ୱରରେ ଘଡ଼ଘଡ଼ି ସହିତ ଜୋର୍‌ରେ ବର୍ଷା ହୋଇଛି। ୭.୧ ମିମି ବର୍ଷା ହୋଇଥିବା ପାଣିପାଗ...

ବିଏମ୍‌ସି ନିୟମ ମାନୁନାହାନ୍ତି କବାଡ଼ିଆ

ଭୁବନେଶ୍ୱର, ୨୦।୩(ବନ୍ଦନା ସେଠୀ): କବାଡ଼ିଆଙ୍କ କବ୍‌ଜାରେ ଭୁବନେଶ୍ୱର ମହାନଗର ନିଗମର ଅଧିକାଂଶ ଅଞ୍ଚଳ। ଦିନକୁ ଦିନ ସେମାନଙ୍କର ପ୍ରାର୍ଦୁଭାବ ବଢି ଚାଲିଥିବାବେଳେ ବିଏମ୍‌ସିର ତାଗିଦାକୁ ମଧ୍ୟ ଖାତିର କରୁନାହାନ୍ତି। ପୂର୍ବରୁ ଏନେଇ ବିଏମ୍‌ସି ଏବଂ କବାଡ଼ିଆବାଲାଙ୍କ ମଧ୍ୟରେ ଆଲୋଚନା ହୋଇଥିଲେ...

ଅପରାଜିତାଙ୍କ କାର୍ଯ୍ୟକ୍ରମକୁ ବିରୋଧ

ଭୁବନେଶ୍ୱର,୨୦।୩(ସୂର୍ଯ୍ୟକାନ୍ତ ବେହେରା): ଭୁବନେଶ୍ୱର ଖାରବେଳନଗର ଥାନା ଅନ୍ତର୍ଗତ ୟୁନିଟ-୪ ଅଞ୍ଚଳରେ ମଙ୍ଗଳବାର ରାତିରେ ଏମ୍‌ପି ଅପରାଜିତା ଷଡ଼ଙ୍ଗୀଙ୍କ ଫଟୋଗ୍ରାଫର ଗାଡ଼ିର ଡ୍ରାଇଭରଙ୍କୁ କେତେଜଣ ଅସମାଜିକ ଯୁବକ ଆକ୍ରମଣ ଓ ଗାଳିଗୁଲଜ କରିଛନ୍ତି। ଯୁବକଙ୍କ ଆକ୍ରମଣରେ ଡ୍ରାଇଭର ଆହତ ହୋଇଛନ୍ତି। ତେବେ...

ଏସ୍‌ସିବିରେ ଅମ୍ବୋଦର ପାଇଲେ ନୂଆ ଜୀବନ

କଟକ,୨୦।୩(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଏସ୍‌ସିବି ମେଡିକାଲର କାର୍ଡିଆଥେରିକ୍‌ ଭାସ୍କୁଲାର ସର୍ଜରି ବିଭାଗରେ ମୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳର ଅମ୍ବୋଦର ମାରାଣ୍ଡି ନୂଆ ଜୀବନ ପାଇଛନ୍ତି। ରବିବାର ସନ୍ଧ୍ୟାରେ ସେ ମହୁଲ ତୋଳିବା ପାଇଁ ଗଛରେ ଚଢିଥିଲେ। ହଠାତ୍‌ ଗଛର ଡାଳ...

ଦିଲ୍ଲୀରେ ଡେରା ପକାଇଛନ୍ତି ଭାଜପା ରାଜ୍ୟ ନେତା

ଭୁବନେଶ୍ୱର, ୨୦।୩(ସୁନିତ୍‌ ମିଶ୍ର): ଓଡ଼ିଶାରେ ବିଜେଡି-ଭାଜପା ମେଣ୍ଟ ହେବ ନା ନାହିଁ ସେନେଇ ଏ ପର୍ଯ୍ୟନ୍ତ କିଛି ସ୍ପଷ୍ଟ ହୋଇନାହିଁ। ଏଭଳି ସ୍ଥିତିରେ ବର୍ତ୍ତମାନ ପର୍ଯ୍ୟନ୍ତ ବି ବିଭିନ୍ନ ରାଜନୈତିକ ଦଳର କର୍ମୀ ଏବଂ ନେତାଙ୍କ ମନରୁ ମେଣ୍ଟ ଦ୍ୱନ୍ଦ୍ୱ...

ଗ୍ରାହକ ସନ୍ତୁଷ୍ଟିକୁ ଗୁରୁତ୍ୱ

ଉଚ୍ଚଶିକ୍ଷିତ ସାଙ୍ଗକୁ ବ୍ୟବସାୟିକ ବାତାବରଣ ମଧ୍ୟରେ ଜୀବନ ଅତିବାହିତ କରିଥିବାବେଳେ ରେଭେନ୍‌ଶା ମହାବିଦ୍ୟାଳୟ (ବର୍ତ୍ତମାନର ବିଶ୍ୱବିଦ୍ୟାଳୟ)ରୁ ବାଣିଜ୍ୟରେ ସ୍ନାତକ ଏବଂ ସିମ୍ବୋସିସ୍‌ ପୁନେରୁ ସେ ଏମ୍‌ବିଏରେ ମ୍ୟାନେଜମେଣ୍ଟ ଶିକ୍ଷା ଶେଷ କରିଛନ୍ତି। ଏପରିକି ପାରିବାରିକ ବ୍ୟବସାୟ ଓ ପରିବାରର ଆବଶ୍ୟକତାକୁ...

ପଖାଳକୁ ଖୋଜୁଛି ମନ

ପଖାଳ ହେଉଛି ଓଡ଼ିଆଙ୍କ ପ୍ରିୟ ଖାଦ୍ୟ। ଓଡ଼ିଆ ସଂସ୍କୃତି ଓ ଜନଜୀବନ ସହ ପଖାଳ ଓତପ୍ରୋତ ଭାବେ ଜଡ଼ିତ। ଓଡ଼ିଆମାନେ ଯେଉଁଠି ଥାଆନ୍ତୁ ନା କାହିଁକି ପଖାଳ କଂସାକୁ ସେମାନେ ଝୁରିହୁଅନ୍ତି। ପେଟରେ ପଖାଳ ମୁଠାଏ ପଡ଼ିଗଲେ ପେଟ ଥଣ୍ଡା...

ଆଜି ସରିବ ଯୁକ୍ତ୨ ପରୀକ୍ଷା: ୧୫ ଦିନ ମଧ୍ୟରେ ବାହାରିବ ଫଳାଫଳ

ଭୁବନେଶ୍ୱର, ୨୦।୩ (ଅସମାପିକା ସାହୁ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ବୁଧବାର ଶେଷ ହେବ। ଶେଷଦିନ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ବିଭାଗର ପରୀକ୍ଷା ରହିଛି। ଚଳିତ ବର୍ଷ ଗୋଟିଏ ଦିନରେ କଳା,...

ରାଜ୍ୟରେ ଝଡ଼ବର୍ଷା: ଆଜି ଏହି ସବୁ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୦ା୩(ଅନିଲ ଦାସ): ଝାଡ଼ଖଣ୍ଡ, ଓଡ଼ିଶା ଏବଂ ଆନ୍ଧ୍ର ଉପକୂଳରେ ସୃଷ୍ଟି ହୋଇଥିବା ଟ୍ରପ୍‌ଲାଇନ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ଝଡ଼ବର୍ଷା ହୋଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ, ହୀରାକୁଦରେ ୩୦.୬ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ...

କେନ୍ଦ୍ରାପଡ଼ା ରାଜନୀତିରେ ମହିଳାଙ୍କ ପ୍ରତିନିଧିତ୍ୱ କମ୍‌

କେନ୍ଦ୍ରାପଡ଼ା, ୨୦ା୩ (ଜଗନ୍ନାଥ ଧଳ): ଓଡ଼ିଶାରେ ୧୬ଥର ବିଧାନସଭା ଓ ୧୭ଥର ଲୋକ ସଭା ଆସନ ପାଇଁ ନିର୍ବାଚନ ହୋଇଛି। ତେବେ କେନ୍ଦ୍ରାପଡ଼ା ଜିଲା ରାଜନୀତିରେ ସାଂସଦ ଓ ବିଧାୟିକା ଭାବେ ମହିଳାଙ୍କୁ କମ୍‌ ପ୍ରତିନିଧିତ୍ୱ ମିଳିଛି। ସ୍ବାଧୀନତା ସଂଗ୍ରାମ,...

ଏକାଧିକ ଆଶାୟୀ, ଛକାପଞ୍ଝାରେ ସୁନନ୍ଦା-ବିଶ୍ୱରଞ୍ଜନ

ବରୀ,୨୦ା୩ (ମହେନ୍ଦ୍ର ସ୍ବାଇଁ): ଆସନ୍ତା ଜୁନ ୧ରେ ବରୀ ନିର୍ବାଚନମଣ୍ଡଳୀର ବିଧାନସଭା ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଭାଜପା ଓ ବିଜେଡି ମଧ୍ୟରେ ମେଣ୍ଟ ଚିତ୍ର ଅସ୍ପଷ୍ଟ ରହିଥିବା ବେଳେ ଶାସକ ଦଳରେ ପ୍ରାର୍ଥୀ ହେବା ପାଇଁ ଆଶାୟୀଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri