ରାଜ୍ୟ

KIIT Controversy: ଅଚ୍ୟୁତ ସାମନ୍ତଙ୍କୁ ଟାର୍ଗେଟ୍‌ କଲେ ବିଧାୟକ ବାବୁ ସିଂ

ଭୁବନେଶ୍ୱର,୨୧ା୨: କିଟ୍‌ ପ୍ରସଙ୍ଗରେ ବିଧାନସଭାର ମୁଲତବୀ ଆଲୋଚନା ବେଳେ ବାବୁ ସିଂ ଏକ ବଡ଼ ବିବୃତ୍ତି ଦେଇଛନ୍ତି। କିଟ୍‌ କେଳେଙ୍କାରୀ ଅଭିଯୋଗରେ ଅଚ୍ୟୁତ ସାମନ୍ତଙ୍କୁ ଟାର୍ଗେଟ କରି ମନ୍ତ୍ରୀ କହିଛନ୍ତି, ୧୯୯୧ରେ ମହର୍ଷିରେ ପଢ଼ାଇବା ବେଳେ ୮୦୦ ଟଙ୍କା ଦରମା ପାଉଥିଲେ।…

ତାରାଙ୍କ ପ୍ରଶ୍ନ: ଅଚ୍ୟୁତ ସାମନ୍ତଙ୍କ ଉପରେ ଏଯାଏ କାହିଁକି ନିଆଯାଇନି କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୧।୨: କିଟ୍‌ ପ୍ରସଙ୍ଗରେ କଂଗ୍ରେସ ନେତା ତାରାପ୍ରସାଦ ବାହିନୀପତି ନ୍ୟାୟିକ ତଦନ୍ତ ଦାବି କରିଛନ୍ତି। ତାରା କହିଛନ୍ତି, ନ୍ୟାୟିକ ତଦନ୍ତ ସହ ଅଚ୍ୟୁତ ସାମନ୍ତଙ୍କୁ ଗିରଫ କରାଯାଉ। କାହିଁକି ଏପର୍ଯ୍ୟନ୍ତ ଅଚ୍ୟୁତ ସାମନ୍ତଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇନି। ସିସିଟିଭି ଫୁଟେଜ ଯାଞ୍ଚ…

କଟକ ବାଲିଯାତ୍ରାରୁ ଆଦାୟ ହୋଇଛି ୬.୩୮ କୋଟି ଟଙ୍କା: ମନ୍ତ୍ରୀ

ଭୁବନେଶ୍ୱର,୨୧।୨: ବିଧାନସଭାରେ ଚାଲିଛି ବଜେଟ ଅଧିବେଶନ। ଶୁକ୍ରବାର ଅଧିବେଶନର ପ୍ରଶ୍ନକାଳରେ କଟକ ବାଲିଯାତ୍ରା ଉପରେ ଆଲୋଚନା ହୋଇଛି। ବାରବାଟୀ ବିଧାୟିକା ସୋଫିଆ ଫିର୍ଦ୍ଦୋଶ ବାଲିଯାତ୍ରାରେ ଷ୍ଟଲ ନିଲାମ ପ୍ରକ୍ରିୟା ବନ୍ଦ ପାଇଁ ଦାବି କରିଥିଲେ। ବିଧାୟିକାଙ୍କ ପ୍ରଶ୍ନର ଉତ୍ତର ରଖିଥିଲେ ସଂସ୍କୃତି…

Subhadra Yojana: ପ୍ରଭାତୀ ପରିଡ଼ାଙ୍କ ବଡ଼ ଘୋଷଣା, ଆସନ୍ତାକାଲି…

ଭୁବନେଶ୍ୱର,୨୧।୨: ଶନିବାରଠୁ ଭୁବନେଶ୍ବରରେ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ସୂଚନା ଦେଇଛନ୍ତି। ଏହି ମେଳା ଶନିବାରଠୁ ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖ ଯାଏଁ ଚାଲିବ। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟବ୍ୟାପୀ ଏସଏଚ୍‌ଜି ମହିଳା…

ଧକ୍କା ଦେଇ କଟା ହାତକୁ ଘୋଷାଡ଼ିନେଲା ପିକ୍‌ଅପ୍‌ ଭ୍ୟାନ

ଜଳେଶ୍ବର,୨୧ା୨(ନବୀନ ସାହୁ): ପିକଅପ ଜଣେ ବ୍ୟକ୍ତି ଙ୍କୁ ଧକ୍କା ଦେଇ କଟା ହାତକୁ ଘୋଷଡି ନେଲା ୨୦ କି.ମି.। ଆହତ ବ୍ୟକ୍ତିଙ୍କୁ କଟକ ବଡ ମେଡିକାଲ ପଠାଯାଇଛି। ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଲକ୍ଷ୍ମଣନାଥ- ଚାଫ୍‌ଲା ରୋଡରେ ଲକ୍ଷ୍ମଣ ନାଥ ସୁବର୍ଣ୍ଣରେଖା…

ଭକ୍ତ ଚରଣ ଦାସ ପ୍ରେସମିଟ୍‌ କରି ଦେଲେ ବିସ୍ଫୋରକ ବୟାନ, କହିଲେ ଭିକ୍ଷା ମାଗି…

ଭୁବନେଶ୍ୱର,୨୧।୨: ପିସିସି ସଭାପତି ଭକ୍ତ ଚରଣ ଦାସ ପ୍ରେସମିଟ୍‌ କରି ବିସ୍ଫୋରକ ବୟାନ ଦେଇଛନ୍ତି। ପିସିସି ସଭାପତି କହିଛନ୍ତି, ଲୋକଙ୍କ ପଇସାରେ ରାଜନୀତି କରିବ କଂଗ୍ରେସ। ଦରକାର ପଡ଼ିଲେ କଂଗ୍ରେସ ଭିକ୍ଷା ବି ମାଗିବ। ମୋତେ କିଏ ଘୃଣା କି ଅପମାନ…

ଜଗନ୍ନାଥ ମନ୍ଦିର ସିଂହାସନରୁ ନେଇଗଲେ ସୁନା, ରୁପା ଅଳଙ୍କାର

ନୟାଗଡ଼,୨୧।୨: ନୟାଗଡ଼ ପୁରୁଣା ସହରସ୍ଥିତ ଜଗନ୍ନାଥଙ୍କ ମନ୍ଦିରରୁ ଏକ ବଡ଼ ଧରଣର ଚୋରି ହୋଇଛି। କେତେକ ଦୁର୍ବୃତ୍ତ ମନ୍ଦିର ଦକ୍ଷିଣ ଦ୍ୱାର କବାଟ ତାଲା ଭାଙ୍ଗି ମନ୍ଦିର ଭିତରେ ପଶି ସିଂହାସନ ଉପରୁ ଲକ୍ଷାଧିକ ଟଙ୍କାର ସୁନା ଏବଂ ରୁପା ଅଳଙ୍କାର…

ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ନେଇ ଯାଉଥିବା ବୋଲେରୋ ଧକ୍କାରେ ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ

ରାଜନଗର,୨୧ା୨( ଭାସ୍କର ରାଉତରାୟ ): ମାଟ୍ରିକ ପିଲାଙ୍କୁ ନେଇ ପରୀକ୍ଷାକେନ୍ଦ୍ରକୁ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ଏକ ବୋଲେରୋ। ଫଳରେ ବୋଲେରୋରେ ଥିବା ୧୧ ପରୀକ୍ଷାର୍ଥୀ ଆହତ ହୋଇଛନ୍ତି। କେନ୍ଦ୍ରାପଡ଼ା ଜିଲା ତାଳଚୁଆ ସାମୁଦ୍ରିକ ଥାନା ଅନ୍ତର୍ଗତ ଡାଙ୍ଗମାଳ-ରାଜନଗର ରାସ୍ତାର କୃଷ୍ଣନଗରଠାରେ…

ମୂଲ୍ୟବାନ ସମ୍ପତ୍ତି କିଣିବା ପାଇଁ ସରକାରଙ୍କଠାରୁ ଅନୁମତି ନେବେ ଓଡ଼ିଶା ସରକାରୀ କର୍ମଚାରୀ

ଭୁବନେଶ୍ୱର,୨୧।୨: ଏଣିକି ଓଡିଶା ସରକାର କର୍ମଚାରୀମାନେ କୌଣସି ମୂଲ୍ୟବାନ ସମ୍ପତ୍ତି କିଣିବା ପୂର୍ବରୁ ସରକାରଙ୍କୁ ସୂଚନା ଦେବେ। ରାଜ୍ୟ ସରକାର କର୍ମଚାରୀମାନଙ୍କୁ ସେମାନଙ୍କର ଦୁଇ ମାସର ମୂଳ ଦରମା ଠାରୁ ଅଧିକ ମୂଲ୍ୟର ସ୍ଥାବର ସମ୍ପତ୍ତି ସହିତ ଜଡିତ ଯେକୌଣସି କାରବାର…

Matric Exam: ପରୀକ୍ଷା ଦେବାକୁ ବାହାରିବା ବେଳେ ଟଳିପଡ଼ିଲେ ଛାତ୍ର

ସୋର,୨୧ା୨: ବାଲେଶ୍ୱର ଜିଲା ବାହାନଗା ବ୍ଲକ ବରିପଦା ଗାଁରେ ଶୁକ୍ରବାର ସକାଳୁ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ମାଟ୍ରିକ ପରୀକ୍ଷାର୍ଥୀ ପରୀକ୍ଷା ଦେବାକୁ ବାହାରିବା ବେଳେ ଟଳିପଡ଼ିଲେ। ହଠାତ୍‌ ତାଙ୍କ ପେଟ କାଟିବାକୁ ସେ ଅସୁସ୍ଥ ହୋଇ ତଳେ ପଡ଼ିଗଲେ।…

ମାଟ୍ରିକ ପିଲାଙ୍କୁ ପରୀକ୍ଷା କେନ୍ଦ୍ରକୁ ଆଣୁଥିବା ବୋଲେରୋ ଓଲଟିଲା, ଆଉ ତା’ ପରେ…

କେନ୍ଦ୍ରାପଡ଼ା,୨୧ା୨: ମାଟ୍ରିକ ପିଲାଙ୍କୁ ପରୀକ୍ଷା କେନ୍ଦ୍ରକୁ ଆଣି ଆସୁଥିବା ଏକ ବୋଲେରୋ ଶୁକ୍ରବାର ସକାଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ତାଳଚୁଆ ସାମୁଦ୍ରିକ ଥାନା ଡାଙ୍ଗମାଳ କୃଷ୍ଣନଗର ନିକଟରେ ଏହି ଦୁର୍ଘଟଣା ଘଟିଛି। ଫଳରେ ଜଣେ ଛାତ୍ରୀ ଗୁରୁତର ହୋଇଥିବାବେଳେ ଆଉ କିଛି ସାମାନ୍ୟ…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଯୌନ ନିର୍ଯାତନା, ଟ୍ୟୁଶନ ସାର୍ ଗିରଫ

ପାଲଲହଡ଼ା,୨୧।୨(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଲଲହଡ଼ା ସଦରମହକୁମାଠାରେ ଥିବା ଏକ ଘରୋଇ କୋଚିଂ ସେଣ୍ଟରରେ ପଢ଼ୁଥିବା ଜଣେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଯୌନ ନିର୍ଯାତନା ଦେବା ଅଭିଯୋଗରେ ଉକ୍ତ କୋଚିଂ ସେଣ୍ଟର ମାଲିକ ତଥା ଶିକ୍ଷକ ମୁକେଶ କୁମାର ବେହେରାଙ୍କୁ ପାଲଲହଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?