ଶପଥ ଗ୍ରହଣ ଉତ୍ସବରେ ଏହି ବ୍ୟକ୍ତିଙ୍କୁ ଦେଖି ଅଟକିଗଲେ ପ୍ରଧାନମନ୍ତ୍ରୀ ମୋଦି: କହିଲେ, ତୁମେ ହିମାଳୟ…
ନୂଆଦିଲ୍ଲୀ,୨୦।୨: ଦିଲ୍ଲୀର ରାମଲୀଳା ମଇଦାନରେ ରାଜନୀତିର ଏକ ନୂତନ ଅଧ୍ୟାୟ ଲେଖାଯାଇଛି। ୨୭ ବର୍ଷ ପରେ କ୍ଷମତାକୁ ଫେରିବା ପରେ ଭାଜପା ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବକୁ ଏକ ଭବ୍ୟ ରୂପ ଦେଇଥିଲା। ଦେଶବ୍ୟାପୀ ଭାଜପା ଶାସିତ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀ ଏବଂ…
ଢେଙ୍କାନାଳରେ ଚାଞ୍ଚଲ୍ୟ: ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ମାରି ଫିଙ୍ଗିଦେଲେ
କାମାକ୍ଷାନଗର,୨୦।୨: ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ଗୁନେଇବିଲି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ୟାରେଜ ଘରୁ ଜଣେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ମୃତଦେହ ଠାବ ହୋଇଛି। ହେଲେ ପରିବାର ଲୋକେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ମୃତ୍ୟୁକୁ ସହଜରେ ଗ୍ରହଣ କରୁ ନ…
କ୍ଷମତାକୁ ଆସିବା ପରେ ଏତିକି ଯୋଜନା ଆରମ୍ଭ କଲେଣି ମୋହନ ସରକାର, ବିଧାନସଭାରେ ଦେଲେ ସୂଚନା
ଭୁବନେଶ୍ୱର,୨୦।୨: ରାଜ୍ୟରେ ପୂର୍ବ ବିଜେଡି ସରକାର ଦ୍ୱାରା ଆରମ୍ଭ ହୋଇଥିବା ଯୋଜନାଗୁଡ଼ିକୁ ବନ୍ଦ ନକରି ଓଡ଼ିଶା ସରକାର ନଅଟି ନୂତନ ଯୋଜନା ଆରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ବିଧାନସଭାରେ ଏହା କହିଛନ୍ତି। ଘସିପୁରା ବିଧାୟକ ବଦ୍ରି ନାରାୟଣ…
ଭାରତ ବିପକ୍ଷ ମ୍ୟାଚ୍ ପୂର୍ବରୁ ପାକିସ୍ତାନକୁ ଶକ୍ତ ଝଟ୍କା
କରାଚୀ,୨୦।୨: ଚାମ୍ପିଅନ୍ସ ଟ୍ରଫିରେ ପାକିସ୍ତାନର ଆରମ୍ଭ ଭଲ ହୋଇନାହିଁ। ପ୍ରଥମ ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ପାକିସ୍ତାନକୁ ୬୦ ରନ୍ରେ ବିଶାଳ ବ୍ୟବଧାନରେ ପରାସ୍ତ କରିଥିଲା। ଏବେ ପାକିସ୍ତାନକୁ ଏକ ବଡ଼ ଝଟକା ଲାଗିଛି। ପାକିସ୍ତାନର ଓପନର ଫଖର ଜମାନ ଟୁର୍ନାମେଣ୍ଟରୁ ବାହାର ହୋଇଯାଇଛନ୍ତି।…
ଛାତ୍ରୀ ଅପହରଣ, ବଳାତ୍କାର ମାମଲା: ଯୁବକଙ୍କୁ ୨୦ବର୍ଷ କାରାଦଣ୍ଡ
ବ୍ରହ୍ମପୁର,୨୦ା୨(ସୁବାସ ଚନ୍ଦ୍ର ପାଢ଼ୀ) : ସ୍ବତନ୍ତ୍ର ପୋକ୍ସୋ କୋର୍ଟ ଜଜ୍ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ଛାତ୍ରୀ ଅପହରଣ ଓ ବଳାତ୍କାର ମାମଲାର ଶୁଣାଣି କରି ଅଭିଯୁକ୍ତ ଯୁବକଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଦୋଷୀ ଜଣଙ୍କ ହେଲେ ଛତ୍ରପୁର ପୋଡ଼ାପଦରର…
Gold mines in Odisha: ଗୋଟିଏ ଗୋଲ୍ଡ ବ୍ଲକ ନିଲାମ କରିବେ କେନ୍ଦ୍ର ସରକାର; ଏହି ଜିଲାରେ ଚାଲିଛି ଅଧିକ ଅନୁସନ୍ଧାନ
ଭୁବନେଶ୍ୱର,୨୦।୨: ଓଡ଼ିଶାର ଦୁଇଟି ଜିଲାରେ ସୁନା ଖଣି ମିଳିଛି, ଯେଉଁଥିରୁ ଗୋଟିଏ ବ୍ଲକ କେନ୍ଦ୍ର ଦ୍ୱାରା ନିଲାମ କରାଯିବ ବୋଲି ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ବିଧାନସଭାରେ ସୂଚନା ଦେଇଛନ୍ତି। ଓଡ଼ିଶାରେ ଆବିଷ୍କୃତ ସୁନା ଖଣିର ସ୍ଥିତି…
KIITକୁ ନେଇ ତାରାଙ୍କ ବିସ୍ଫୋରକ ବୟାନ, କହିଲେ ବହୁ IAS-IPSଙ୍କ ସ୍ତ୍ରୀ…
ଭୁବନେଶ୍ୱର,୨୦ା୨: ସାରା ଦେଶରେ ଚର୍ଚ୍ଚାରେ ରହିଥିବା KIITକୁ ନେଇ ଏବେ କଂଗ୍ରେସର ବରିଷ୍ଠ ନେତା ତଥା ବିଧାୟକ ତାରା ପ୍ରସାଦ ବାହିନୀପତି ବିସ୍ଫୋରକ ବୟାନ ଦେଇଛନ୍ତି। ତାରା କହିଛନ୍ତି, କିଟ୍ରେ ବହୁ ଆଇଏଏସ୍ ଏବଂ ଆଇପିଏସ୍ଙ୍କ ସ୍ତ୍ରୀ କାର୍ଯ୍ୟରତ ଅଛନ୍ତି। କିଟ୍…
୩ ମାସ ଧରି ଦରମା ନପାଇ ଅସହାୟ ଶିକ୍ଷକ: ମଜୁରୀ ଲାଗିବାକୁ ମାଗିଲେ ଛୁଟି
ବଲାଙ୍ଗୀର,୨୦।୨: ଏକ ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଘଟଣାରେ, ଓଡ଼ିଶାର ବଲାଙ୍ଗୀର ଜିଲାର ଏକ ସରକାରୀ ସ୍କୁଲର ଜଣେ ଶିକ୍ଷକ ଗତ ତିନି ମାସ ଧରି ଦରମା ନପାଇବାରୁ ଶ୍ରମିକ ଭାବରେ କାମ କରିବା ପାଇଁ ଗୋଟିଏ ଦିନ ପାଇଁ ଛୁଟି ମାଗିଥିବା ଜଣାପଡ଼ିଛି।…
ମାର୍ଚ୍ଚ ନ ହେଉଣୁ ଦାରିଙ୍ଗବାଡ଼ିରେ ପାଣି-ଗଛପତ୍ର ସବୁ ଶୁଖିଲା, ପର୍ଯ୍ୟଟକ ନିରାଶ
ଦାରିଙ୍ଗବାଡ଼ି,୨୦ା୨(ଅରୁଣ ସାହୁ): ଯେଉଁ ଭଳି ଭାବରେ ଦିନକୁ ଦିନ ଖରାର ପ୍ରଭାବ ବୃଦ୍ଧି ପାଉଛି ସେହି ପରିମାଣଠାରୁ ଆହୁରି ଦ୍ରୁତଗତିରେ ଜଳସ୍ତର କମିବାରେ ଲାଗିଛି। ପିଇବା ପାଣିର ଅଭାବ ବୃଦ୍ଧି ପାଉଥିବା ଚିନ୍ତାଜନକ ପରିସ୍ଥିତି ହୋଇଥିବାବେଳେ ପର୍ଯ୍ୟଟକଙ୍କୁ ନିରାଶ କରୁଛି ପର୍ଯ୍ୟଟନକ୍ଷେତ୍ରରେ…
ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା: ରାଜ୍ୟରେ ନିର୍ମାଣ ହେବ ଆଉ ୫୦୦ ନୂଆ…
ଭୁବନେଶ୍ୱର,୨୦ା୨: ଗୁରୁବାର ଆରମ୍ଭ ହୋଇଥିବା ବିଧାନସଭା ପ୍ରଶ୍ନକାଳରେ ବିଜେଡି ବିଧାୟକ ପ୍ରତାପ ଦେବଙ୍କ ଅନେକ ପ୍ରଶ୍ନର ଉତ୍ତର ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ପ୍ରତାପ ଦେବଙ୍କ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ପୂଜାରୀ କହିଛନ୍ତି, ରାଜ୍ୟରେ ଆଉ ୫୦୦ ବାତ୍ୟା ଆଶ୍ରୟସ୍ଥଳୀ…
5Tର ପୋଲ୍ ଖୋଲିଲେ ସୁରେଶ ପୂଜାରୀ, କହିଲେ ପ୍ରୋସେସିଂ ନ କରି କେବଳ…
ଭୁବନେଶ୍ୱର,୨୦ା୨: ଗୁରୁବାର ଆରମ୍ଭ ହୋଇଛି ବିଧାନସଭା କାର୍ଯ୍ୟ। ଏଥିରେ ପୂର୍ବ ସରକାରରେ ଥିବା 5Tର ପୋଲ ଖୋଲିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ବିଧାୟକ ପ୍ରତାପ ଦେବଙ୍କ ପ୍ରଶ୍ନରେ ସୁରେଶ କଡ଼ା ଟାର୍ଗେଟ କରି କହିଛନ୍ତି, ଗତ ସରକାରରେ ଅନେକ ନିଷ୍ପତ୍ତି…
ଗୁମୁକାରେ ଚାଞ୍ଚଲ୍ୟ: ମହିଳାଙ୍କୁ ବଳାତ୍କାର ପରେ ହତ୍ୟା, ଅଭିଯୁକ୍ତଙ୍କୁ ଘେରିଲେ ଗ୍ରାମବାସୀ
କାଲିମେଳା,୨୦ା୨(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଗୁମୁକା ଗ୍ରାମରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଜଣେ ଆଦିବାସୀ ମହିଳାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଛି। ପରେ ଅଭିଯୁକ୍ତଙ୍କୁ ଗ୍ରାମବାସୀ ଅଟକ ରଖି ପରେ ପୋଲିସର ଜିମା ଦେଇଛନ୍ତି।…

