ରାଜ୍ୟ

ଶ୍ମଶାନରୁ ଜବତ ହେଲା ପୂର୍ବତନ ବିଧାୟକଙ୍କ ସ୍ତ୍ରୀଙ୍କ ମୃତଦେହ, ବୋହୂଙ୍କୁ ନେଇ ବଢ଼ୁଛି ସନ୍ଦେହ 

ଭୁବନେଶ୍ୱର,୧୧।୯: ଭୁବନେଶ୍ୱର ସତ୍ୟନଗର ଶ୍ମଶାନରେ ହାଇଡ୍ରାମା  ଦେଖିବାକୁ ମିଳିଛି। ଅର୍ଦ୍ଧଦଗ୍ଧ ମୃତଦେହକୁ ନେଇ ସନ୍ଦେହ ବଢ଼ୁଛି। ପୋଲିସ ପହଞ୍ଚି ମୃତଦେହ ଜବତ କରିଛି। ତେବେ ସବୁଠୁ ବଡ଼ କଥା  ହେଉଛି ଏହା କୌଣସି ସାଧାରଣ ମୃତଦେହ ନୁହେଁ ଏହା ବ୍ରହ୍ମଗିରିର ପୂର୍ବତନ…

ବାଣ ଭିଡୁଥିଲେ ସ୍ବାମୀ-ସ୍ତ୍ରୀ: ଘଟିଲା ବିସ୍ଫୋରଣ

ନୟାଗଡ଼,୯।୧୧: ନୟାଗଡ଼ ଜିଲା ଶରଣକୂଳ ଥାନା ଗୋଲଗାଁରେ ଶନିବାର ଏକ ଅଘଟଣ ଘଟିଛି। ବାଣ ଭିଡ଼ୁଥିବା ବେଳେ ବିସ୍ଫୋରଣ ଘଟି ସ୍ବାମୀ-ସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହ ଦମ୍ପତିଙ୍କୁ ଉଦ୍ଧାର କରି…

ସମ୍ବଲପୁରରେ ଯୁବକଙ୍କୁ ହତ୍ୟା

ସମ୍ବଲପୁର: ସମ୍ବଲପୁର ଟାଉନ ଥାନା ଠେଲ୍‌କୋପଡ଼ାରେ ଶନିବାର ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ୪ରୁ ୫ଜଣ ଯୁବକ ସଂଘବଦ୍ଧ ଭାବେ ଜଣେ ଯୁବକଙ୍କୁ ମାରଣାସ୍ତ୍ରରେ ହାଣି ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ଝଗଡ଼ାକୁ କେନ୍ଦ୍ର କରି ଏହି ହତ୍ୟା କାଣ୍ଡ…

ଆମ୍ବଟାକୁଆ ଜାଉ ଖାଇ ଗୁରୁତରଙ୍କ ମଧ୍ୟରୁ ସୁସ୍ଥ ହୋଇ ଘରକୁ ଫେରିଲେ ୩

ଦାରିଙ୍ଗବାଡ଼ି,୯ା୧୧(ଅରୁଣ ସାହୁ): ରାଜ୍ୟରେ ଚହଳ ପକାଇଥିବା ମାଣ୍ଡିପଙ୍କାରେ ଆମ୍ବଟାକୁଆ ଜାଉ ଖାଇବା ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୬ ଜଣ ବ୍ରହ୍ମପୁର ଓ କଟକରେ ଚିକିତ୍ସାଧୀନ ଥିଲେ। ସେମାନଙ୍କ ମଧ୍ୟରୁ ୩ ଜଣ ସୁସ୍ଥ ହୋଇ ଘରକୁ…

ଲଭ୍‌-ଜିହାଦକୁ ନେଇ ଡିସିପି ଦେଲେ ବଡ଼ ସୂଚନା: କହିଲେ ଦରକାର ହେଲେ…

ଭୁବନେଶ୍ୱର,୯ା୧୧: ଲଭ୍‌-ଜିହାଦ ଅଭିଯୋଗ ଘଟଣାରେ ଡିସିପି ପିନାକ ମିଶ୍ର ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଅଭିଯୁକ୍ତ ମହମ୍ମଦ ସମୀର ମନସୁରଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ମନସୁର ବିହାର ଇଷ୍ଟ ଚମ୍ପାରନ ଅଞ୍ଚଳର ହୋଇଥିବାବେଳେ ସେ କଶ୍ମୀରରେ…

ଘଞ୍ଚ ଜଙ୍ଗଲକୁ ଗଲା ବାଘୁଣୀ ଯମୁନା

ବାରିପଦା,୯ା୧୧: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ଏନ୍‌କ୍ଲୋଜରରେ ଥିବା ବାଘୁଣୀ ‘ଯମୁନା’କୁ ଶନିବାର ବନ ବିଭାଗ ପକ୍ଷରୁ ଶିମିଳିପାଳ ଅଭୟାରଣ୍ୟର କୋର ଘଞ୍ଚ ଜଙ୍ଗଲରେ ଛଡ଼ାଯାଇଛି। ଯମୁନା ଉପରେ ବନ ବିଭାଗର ଏକ ସ୍ବତନ୍ତ୍ର ଟିମ୍‌ ନଜର ରଖିବେ ବୋଲି ଶିମିଳିପାଳ…

ଉଚ୍ଚ ଶିକ୍ଷାନୁଷ୍ଠାନ କ୍ୟାମ୍ପସ୍‌ରେ ପ୍ଲାଷ୍ଟିକ୍‌ ମନା

ଭୁବନେଶ୍ୱର,୯ା୧୧: ଉଚ୍ଚ ଶିକ୍ଷାନୁଷ୍ଠାନ କ୍ୟାମ୍ପସ୍‌ରେ ଅଣବିଘଟନ ପ୍ଲାଷ୍ଟିକ୍‌କୁ ବାରଣ କରାଯାଇଛି। ଛାତ୍ରୀଛାତ୍ର କିଭଳି ପ୍ଲାଷ୍ଟିକ୍‌ ବ୍ୟବହାର ନ କରିବେ ସେନେଇ ସଚେତନ କରାଯିବ। କଲେଜ କ୍ୟାଣ୍ଟିନ, ହଷ୍ଟେଲକୁ ଏକକ ବ୍ୟବହାର ପ୍ଲାଷ୍ଟିକ ଆସିବନି। ପ୍ଲାଷ୍ଟିକ ବୋତଲ ବଦଳରେ ଅନ୍ୟ ଧାତୁର ବୋତଲ…

ଏହି ୩ କାରଣ ଯୋଗୁ ହାରିଲା ବିଜେଡି: ନିଜ ଦଳର ଗୁମର ଖୋଲିଲେ ବିଧାୟକ

ଭୁବନେଶ୍ୱର,୯।୧୧: ଗତ ନିର୍ବାଚନରେ ଦଳର ପରାଜୟକୁ ନେଇ ବିଜେଡିର ବରିଷ୍ଠ ନେତା ତଥା ନୂଆପଡ଼ା ବିଧାୟକ ରାଜୁ ଢୋଲକିଆ ଶନିବାର ଏକ ବଡ଼ ବୟାନ ଦେଇଛନ୍ତି। ତିନୋଟି କାରଣ ଯୋଗୁ ବିଜେଡି ୨୦୨୪ ନିର୍ବାଚନରେ ଖରାପ ପ୍ରଦର୍ଶନ କରି ପରାଜୟର ସମ୍ମୁଖୀନ…

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ନାଁରେ ଗମ୍ଭୀର ଅଭିଯୋଗ ଆଣିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୯ା୧୧(ସୁନିତ୍‌ ମିଶ୍ର):ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ ରାଜ୍ୟର ବିକାଶ ପରିବର୍ତ୍ତେ ବ୍ୟକ୍ତିଗତ ଉନ୍ନତିକୁ ଅଧିକ ପ୍ରାଧାନ୍ୟ ଦେଇଛନ୍ତି। ଝାଡ଼ଖଣ୍ଡରେ ବର୍ତ୍ତମାନ ରୁଟି, ବେଟି ଓ ମାଟି ଉପରେ ଘୋର ସଙ୍କଟ ଦେଖାଦେଇଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଶୁକ୍ରବାର ଝାଡ଼ଖଣ୍ଡର…

ଖାଦ୍ୟ ବଣ୍ଟନ ବ୍ୟବସ୍ଥାରେ ଓଡ଼ିଶା ଆଣିଥିବା ସୁନାମରେ ଏବେ କଳଙ୍କ ଲାଗିଛି

ଭୁବନେଶ୍ୱର,୯୧୧(ଅନିଲ ଦାସ):ମିଳିତ ଜାତିସଂଘ ତରଫରୁ ଆୟୋଜିତ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମରେ ଓଡ଼ିଶାର ଖାଦ୍ୟ ବଣ୍ଟନ ବ୍ୟବସ୍ଥାକୁ ଭୂୟସୀ ପ୍ରଶଂସା କରାଯାଇଥିଲା। ଏକ ଖାଦ୍ୟ ଅଭାବୀ ରାଜ୍ୟରୁ କିପରି ଭାବେ ଓଡ଼ିଶା ଏକ ଖାଦ୍ୟ ବଳକା ରାଜ୍ୟରେ ପରିଣତ ହୋଇଥିଲା, ଓଡ଼ିଶାର ଏହି…

ଝିଅକୁ ମାରି ଟାଙ୍ଗି ଦେଲେ ଶାଶୁ ଘର ଲୋକେ

ବାରିପଦା,୯।୧୧: ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ମାଠିଆଭଙ୍ଗା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ପାରିବାରିକ କଳହକୁ କେନ୍ଦ୍ର କରି ଝିଅକୁ ଶାଶୁଘର ଲୋକେ ହତ୍ୟା କରି ଫ୍ୟାନରେ ଟାଙ୍ଗି ଦେଇଥିବା ବାପଘର ଲୋକେ ଅଭିଯୋଗ କରିଛନ୍ତି। ପୋଲିସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri