ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ୨୪ରେ ମହିଳାଙ୍କ ଆକାଉଣ୍ଟକୁ ଆସିବ ସୁଭଦ୍ରା ଟଙ୍କା
ଭୁବନେଶ୍ୱର,୯ା୧୧: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ଆସନ୍ତା ୨୪ ତାରିଖରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଆସିବ। ଏନେଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ୨୦ ଲକ୍ଷରୁ ଅଧିକ ହିତାଧିକାରୀ…
ତାରାତାରିଣୀ ମନ୍ଦିରରୁ ଚୋରି ନେଇ ମନ୍ତ୍ରୀ-ବିଧାୟକଙ୍କ ତଦାରଖ, ଚୋରିକୁ ନେଇ ରାଜନୀତି କରିବା…
ପୁରୁଷୋତ୍ତମପୁର,୯ା୧୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିରରେ ପଶି ଦୁର୍ବୃତ୍ତମାନେ ମା’ଙ୍କ ଅଳଙ୍କାରକୁ ଲୁଟି ନେଇଥିଲେ। ଏହାକୁ ନେଇ ରାଜ୍ୟ ସରକାରଙ୍କ ଦୁଇ ମନ୍ତ୍ରୀ ଖଣି ଓ ପରିବହନ ମନ୍ତ୍ରୀ ବିଭୂତି ଜେନା,ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର,…
ଏଟିଏମ୍ କାର୍ଡ ଛଡ଼ାଇନେଇ ପ୍ରିନ୍ସିପାଲଙ୍କ ଆକାଉଣ୍ଟରୁ ୪୨ ହଜାର ଉଠାଇନେଲେ
ଭୁବନେଶ୍ୱର, ୯ା୧୧(ସୂର୍ଯ୍ୟକାନ୍ତ ବେହେରା):ରାଜଧାନୀର ବିଭିନ୍ନ ଏଟିଏମ୍କୁ ଟଙ୍କା ଉଠାଇବାକୁ ଯାଉଥିଲେ ସତର୍କ ରୁହନ୍ତୁ। ନ ହେଲେ ଆପଣଙ୍କ ଏଟିଏମ୍ କାର୍ଡକୁ ଚତୁରତାର ସହ ବଦଳାଇ ବା ଛଡ଼ାଇନେଇ ଦୁର୍ବୃତ୍ତମାନେ ଆକାଉଣ୍ଟରୁ ଟଙ୍କା ନେଇଯିବେ। ଏଭଳି ଏକାଧିକ ଗ୍ୟାଙ୍ଗ୍ ଏବେ ଭୁବନେଶ୍ୱରରେ ସକ୍ରିୟ…
ୟୁଜି, ପିଜି, ବି.ଏଡ୍/ ଏମ୍.ଏଡ୍ ପାଠ୍ୟକ୍ରମର ବଳକା ସିଟ୍ରେ ହେବ ସ୍ପଟ୍ ଆଡ୍ମିଶନ
ଭୁବନେଶ୍ୱର,୯ା୧୧(ଅନୁରାଧା ମହାରଣା): ଛାତ୍ରୀଛାତ୍ର, ଅଭିଭାବକ ତଥା ଶୈକ୍ଷିକ ସମାଜର ଆଗ୍ରହକ୍ରମେ ତଥା ଉଚ୍ଚଶିକ୍ଷା ବିଭାଗ ଅଧୀନ ଶିକ୍ଷାନୁଷ୍ଠାନଗୁଡିକରେ ଖାଲିଥିବା ୭୮,୦୬୦ ସିଟ୍ରେ ସ୍ପଟ୍ ଆଡ୍ମିଶନ ହେବ। ସ୍ନାତକ (ୟୁଜି), ସ୍ନାତକୋତ୍ତର (ପିଜି) ଏବଂ ଦୁଇ ବର୍ଷିଆ ବି.ଏଡ୍/ ଏମ୍.ଏଡ୍ ପାଠ୍ୟକ୍ରମ ନିମନ୍ତେ…
ଘର ତିଆରି ପାଇଁ ହାଇସ୍କୁଲ ଶିକ୍ଷକଙ୍କୁ ମିଳିବ ଅଗ୍ରଣୀ ଟଙ୍କା
ଭୁବନେଶ୍ୱର,୮ା୧୧(ଅନୁରାଧା ମହାରଣା)- ଏଣିକି ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କୁ ଘର ପାଇଁ ଆଗୁଆ ଟଙ୍କା ମିଳିବ । ଘର ଭଡା ଖର୍ଚ୍ଚ(ଏଚଆରଏ)ରେ ପାଉଥିବା ଟଙ୍କା ସହିତ ଏଣିକି ନୂଆ ଜମି ଓ ଘର କିଣିବା ପାଇଁ ମଧ୍ୟ ହାଇସ୍କୁଲ ଶିକ୍ଷକ ଓ…
ଥୁଆମୂଳ ରାମପୁର ପଞ୍ଚାୟତ ସମିତି ଅଧ୍ୟକ୍ଷ ଅନାସ୍ଥା ପ୍ରସ୍ତାବ: କୋରମ୍ ଅଭାବରୁ ଭୋଟିଂ ସ୍ଥଗିତ
ଥୁଆମୂଳ ରାମପୁର,୮।୧୧(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକର ରାଜନୀତି ଗତ ୩ ମାସ ହେଲା ସରଗରମ ହେବା ସହ ବେଶ ଉଷ୍ମ ହୋଇପଡିଛି। ଏକଦା ବିଜେଡି ଦୀର୍ଘ ବର୍ଷ ଧରି ବ୍ଲକ ଅଧ୍ୟକ୍ଷ ପଦବୀକୁ ବାରମ୍ବାର ନିଜେ ଅକ୍ତିଆର କରିଆସୁଥିବା ବେଳେ…
ପଞ୍ଚକ, ବଡଓଷା ସମୟରେ ଟ୍ରାଫିକ କଟକଣା, ଯାଇପାରିବେନି ଏହି ବ୍ରିଜରେ
କଟକ, ୮।୧୧: ଆସନ୍ତ ୧୧ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଗୁରୁଡିଝାଟିଆ ଥାନା ଅଧୀନସ୍ଥ ଧବଳେଶ୍ୱର ଶୈବ ପୀଠରେ ପଞ୍ଚକ ଓ ବଡଓଷା ପାଳନ କରାଯିବ। ଏହି ସମୟରେ ବିିଭିନ୍ନ ଜିଲାରୁ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ମନ୍ଦିରରେ ପୂଜାର୍ଚ୍ଚନା କରିବା ନିମନ୍ତେ…
ଯାଜପୁରରେ ଏକାଠି ଦେଖାଗଲେ ବର୍ଷା-ଅନୁଭବ, ରାଜନୀତିରେ ହଲଚଲ!
ଭୁବନେଶ୍ୱର,୮।୧୧:ଯାଜପୁର କାଳୀପୂଜାରେ ଏକାଠି ହୋଇଛନ୍ତି ବର୍ଷା-ଅନୁଭବ । ବିବାହ ବିଚ୍ଛେଦ ପରେ ଦୁହିଁଙ୍କୁ ଏକାଠି ଦେଖିବାକୁ ମିଳିଛି । ହେଲେ କେହି କାହା ବିଷୟରେ ମୁହଁ ଖୋଲିନାହାନ୍ତି । ଯାଜପୁରର ଗଣପର୍ବ କାଳୀପୂଜା ଅବସରରେ ପୂଜା କମିଟି ପକ୍ଷରୁ ଆୟୋଜିତ ସାଂସ୍କୃତିକ…
ପୋଷ୍ଟ ଅଫିସରେ ଲମ୍ବାଧାଡ଼ି: ୩ ଦିନ ହେଲାଣି …
ଭୁବନେଶ୍ୱର,୧୧।୮: ରାଜ୍ୟର ସବୁ ମୁଖ୍ୟ ପୋଷ୍ଟ ଅଫିସରେ ଲିଙ୍କ ଫେଲ୍। ଏ ନେଇ ବିଭିନ୍ନ ସମସ୍ୟା ମଧ୍ୟ ଦେଖାଯାଉଛି। ୩ ଦିନ ହେଲାଣି ଲିଙ୍କ ଫେଲ ଯୋଗୁ ପୋଷ୍ଟାଲ କାର୍ଯ୍ୟ ଏକପ୍ରକାର ଠପ୍ ହୋଇଯାଇଛି। ଭୁବନେଶ୍ୱର ପ୍ରଧାନ ଡାକଘର ଅଫିସରେ ମଧ୍ୟ…
Archives


