ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ
ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି। ସ୍ଥାନୀୟ ସଫେଇ କର୍ମଚାରୀ ସଫେଇ କରୁଥିବାବେଳେ ପୋତାଯାଇଥିବା ଅବସ୍ଥାରେ ମୃତ ମହିଳାଙ୍କ ଆଙ୍ଗୁଠି…
ବାଇକ୍ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍ଅପ୍ ଭ୍ୟାନ୍; ଚାଲିଗଲା ଆରୋହୀଙ୍କ ଜୀବନ
ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି l ମୋଟରସାଇକେଲରେ ଜଣେ ବ୍ୟକ୍ତି ଉକ୍ତ ରାସ୍ତାରେ ଯାଉଥିବା ବେଳେ ଏକ…
ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ
ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ ନଷ୍ଟ କରିବାକୁ ଯାଇ ଦୁର୍ଘଟଣାର ଶିକାର ହୋଇଛି କାର୍। ଶିଶୁ ଭବନ ଛକ…
ଆଇସକ୍ରିମ୍ ଖାଇ ୧୮ ପିଲା ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି
ବାଙ୍କି , ୯।୨( ଶୁଭେନ୍ଦୁ ମହାପାତ୍ର): ଆଇସକ୍ରିମ୍ ଖାଇ ୧୮ ପିଲା ଅସୁସ୍ଥ । ଏଭଳି ଘଟଣା ବାଙ୍କି ଥାନା ଅନ୍ତର୍ଗତ ଭେଡା ରାମଚନ୍ଦ୍ରପୁର ପଞ୍ଚାୟତସ୍ଥିତ କୁମୁସର ଗ୍ରାମରେ ଘଟିଛି। ଜଣେ ବ୍ୟକ୍ତି ଆଇସକ୍ରିମ୍ କରୁଥିବା ବେଳେ ଗ୍ରାମର ପିଲାମାନେ ଖୁସିର…
ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା, କହିଲେ ବିଜେଡି କିଣା ବିକାରେ…
ଭୁବନେଶ୍ୱର,୯।୨: ବିଧାୟିକା ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା। ଦାସବର୍ମା କହିଛନ୍ତି, ବିଜେଡି କିଣାବିକାରେ ବିଶ୍ୱାସ କରେନି।ସେଠାକାର ଜନପ୍ରତିନିଧି ପ୍ରଥମେ ବ୍ରହ୍ମଗିରିବାସୀଙ୍କ ଆକାଂକ୍ଷା ପୂରଣ କରନ୍ତୁ। ଆଗକୁ ନିର୍ବାଚନ ଆସୁଛି, ଲୋକପ୍ରିୟତା ପ୍ରମାଣିତ କରନ୍ତୁ ବୋଲି କହି ଉପାସନାଙ୍କ…
ବରଡୋଲ ଜୈନ ପୋଲି ଫେଵରେ ନିଆଁ: ସାରା ଅଞ୍ଚଳ ଧୂଆଁମୟ
ବରଗଡ଼,୯।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଜୈନ ପୋଲି ଫେବ୍ ବସ୍ତା ଫ୍ୟାକ୍ଟ୍ରିରେ ସୋମବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଫ୍ୟାକ୍ରିର ବିଭିନ୍ନ ସାମଗ୍ରୀ ନଷ୍ଟ ହୋଇଛି। ସାରା ଅଞ୍ଚଳ ଧୂଆଁମୟ ହୋଇ ଯାଇଛି। କିଭଳି ପରିସ୍ଥିତିରେ ଅଗ୍ନିକାଣ୍ଡ ଘଟିଲା,…
ଶେଷ ବେଳକୁ ବିଜେଡିରେ ଥିବେ କେବଳ ଏହି ୩ ଜଣ: କହୁକହୁ କହିଦେଲେ ବିଧାୟିକା
ଭୁବନେଶ୍ୱର,୯।୨: ଭାଜପା ବିଧାୟିକା ଉପାସନା ମହାପାତ୍ର ବିଜେଡିକୁ ଟାର୍ଗେଟ କରିଛନ୍ତି। କୃଷ୍ଣପ୍ରସାଦ ବ୍ଲକ ଅଧ୍ୟକ୍ଷା ଭାଜପାରେ ମିଶିବା ପରେ ତେରେଛା ବାଣ ମାରିଲେ ଉପାସନା। ନାଁ ନ ନେଇ ସଞ୍ଜୟ ଦାସବର୍ମା ଏବଂ ବିଜେଡି ଉପରେ ବର୍ଷିଲେ ବିଧାୟିକା। ସେ କହିଛନ୍ତି,…
ଅସମ୍ମାନ ! ଡାଇନିଂ ଟେବୁଲରେ ବସିଲେ, ଚପଲ ପିନ୍ଧି ମହାପ୍ରସାଦ ଖାଇଲେ
ପୁରୀ୯।୨( ଅଜିତ୍ କୁମାର ମହାନ୍ତି ): ପୁଣି ମହାପ୍ରସାଦକୁ ଅପମାନ । ଡାଇନିଂ ଟେବୁଲରେ ଚପଲ ପିନ୍ଧି ବସି ଖାଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ତେବେ ଏହି ଘଟଣା ପୁରୀର ଏକ ହୋଟେଲର ବୋଲି ଜଣାପଡିଛି…
ନବୀନଙ୍କୁ କଡ୍ଡା କାଉଣ୍ଟର କଲେ ବାବୁ , ଲୋକହସା କଥା କହି…
ଭୁବନେଶ୍ୱର,୯।୨: ରାଜ୍ୟରେ କୃଷକଙ୍କ ସମସ୍ୟା ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଛନ୍ତି । ଏ ନେଇ ବାବୁ ସିଂ ନବୀନଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ନବୀନ କୃଷକର ‘କ’ ଅକ୍ଷର ବିଷୟରେ…
ତାମିଲନାଡୁରେ ୩ ଓଡ଼ିଆ ଶ୍ରମିକଙ୍କୁ ଅଟକ ରଖି ନିର୍ଯାତନା, ଉଦ୍ଧାର ପାଇଁ ଗଲେ ଦିଗପହଣ୍ଡି ପୋଲିସ
ଦିଗପହଣ୍ଡି,୯।୨(ଅଶେଷ ନାଥ ମିଶ୍ର): ଓଡ଼ିଶାର ୩ଶ୍ରମିକଙ୍କୁ ତାମିଲନାଡୁରେ ନିର୍ଯାତନା ଅଭିଯୋଗ । ୩ ଶ୍ରମିକ ହେଲେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଲକ୍ଷ୍ମୀ ନାରାୟଣପୁର ଗାଁ ର ବି.ତବତ ରେଡ୍ଡୀଙ୍କ ପୁଅ ବି. ବୁଡୁ ରେଡ୍ଡୀ(୩୨), ବି.ଗଣେଶ…
କେସିଙ୍ଗା ଗସ୍ତରେ ପ୍ରଭାତୀ ପରିଡ଼ା, ବାପାଙ୍କ ଅଧୁରା କାମକୁ ସମ୍ପୂର୍ଣ କରିବି କହି….
କେସିଙ୍ଗା,୯।୨(ତୁମେଶ୍ୱର୍ ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗସ୍ତରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଭୁବନେଶ୍ବରରୁ ବିବାନ ଯୋଗେ ଉତ୍କେଲା ଏୟାର ଷ୍ଟିପରେ ସୋମବାର ପୂର୍ବାହ୍ନ ୧୦.୩୦ ଘଣ୍ଟା ସମୟରେ ପହଞ୍ଚିଥିଲେ । ତାଙ୍କୁ ପ୍ରଶାସନ ଓ ବିଭିନ୍ନ ମହିଳା ଗୃପ…
ଉକୁଣୀ ନେଲା କୁନି ଝିଅର ଜୀବନ, ଖପୁରୀକୁ ଆକ୍ରାନ୍ତ କରି…
ପୁରୀ,୯।୨: ପୁରୀ ଜିଲା ବଳଙ୍ଗା ଥାନା ଅନ୍ତର୍ଗତ ଚମ୍ପାଗଡ଼ ସାହିରେ ଏକ ଅଜବ ଘଟଣା ଘଟିଛି। ଉକୁଣୀ ପାଇଁ ୧୨ ବର୍ଷିୟା କୁନି ଝିଅର ମୃତ୍ୟୁ ହୋଇଛି। ମୃତକ ହେଲେ ଲିଙ୍ଗରାଜ ସାହୁଙ୍କ ଝିଅ ଲକ୍ଷ୍ମୀପ୍ରିୟା ସାହୁ । ସୂଚନା ଅନୁସାରେ…
Archives


