ରାଜ୍ୟ

ରାଜ୍ୟରେ ପିଭିଟିଜିଙ୍କ ସ୍ବାସ୍ଥ୍ୟାବସ୍ଥା ଚିନ୍ତାଜନକ, ୮୧ପ୍ରତିଶତ ମହିଳା ବ୍ୟବହାର କରୁନାହାନ୍ତି…

ଭୁବନେଶ୍ୱର,୨୧।୭(ସୁଚିସ୍ମିତା ସାହୁ): ଓଡ଼ିଶାର ବିଶେଷ ଭାବେ ଅନୁନ୍ନତ ଜନଜାତି ଗୋଷ୍ଠୀ(ପିଭିଟିଜି)ଙ୍କ ମଧ୍ୟରେ କୁପୋଷଣ, ରକ୍ତହୀନତା, ମାତୃ ସ୍ବାସ୍ଥ୍ୟ ଓ ମୌଳିକ ସ୍ବାସ୍ଥ୍ୟସେବାର ଅଭାବ ଚିନ୍ତାର ବିଷୟ ପାଲଟିଛି। ଉତ୍କଳ ବିଶ୍ୱବିଦ୍ୟାଳୟର ଜନଜାତି ଏବଂ ପ୍ରାନ୍ତିକ ସମ୍ପ୍ରଦାୟ ଅଧ୍ୟୟନ ଉତ୍କର୍ଷ କେନ୍ଦ୍ର ପକ୍ଷରୁ…

ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ, କଲେଜ ପ୍ରିନ୍ସିପାଲଙ୍କଠାରୁ ନିଯୁକ୍ତି କ୍ଷମତା ପ୍ରତ୍ୟାହାର

ଭୁବନେଶ୍ୱର,୨୧।୭(ସୁଚିସ୍ମିତା ସାହୁ): ସରକାରୀ କଲେଜରେ ଅଣଶିକ୍ଷକ କର୍ମଚାରୀଙ୍କ ନିଯୁକ୍ତି ପ୍ରକ୍ରିୟାରେ ପରିବର୍ତ୍ତନ କରାଯାଇଛି । ସରକାରୀ କଲେଜ ପ୍ରିନ୍ସିପାଲଙ୍କଠାରୁ ନିଯୁକ୍ତି କ୍ଷମତାକୁ ପ୍ରତ୍ୟାହାର କରାଯାଇଥିବାବେଳେ ଏହି ଦାୟିତ୍ୱରେ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକ ରହିବେ। ଏଣିକି ଅଣଶିକ୍ଷକ କର୍ମଚାରୀଙ୍କୁ ନିଯୁକ୍ତିର ପୂରା କ୍ଷମତା…

ରଥଯାତ୍ରାରେ ମୃତ୍ୟୁବରଣ କରିଥିବା ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା

ଭୁବନେଶ୍ୱର,୨୦।୭:ଚଳିତ ରଥଯାତ୍ରା ଦିନ ପୁରୀଠାରେ ଅତ୍ୟଧିକ ଗହଳି କାରଣରୁ ୨ ଜଣଙ୍କ ପ୍ରାଣହାନି ହୋଇଥିଲା। ସେମାନଙ୍କ ମଧ୍ୟରୁ ଜଣେ କଟକର ଅନିଲ ଦାସ ଏବଂ ମୁମ୍ବାଇର ଅଶୋକ ସୁବାରେ ରାଇକର। ଏହି ଦୁଇ ଜଣଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଦୁଇ IAS ଅଧିକାରୀଙ୍କ ବଦଳି କଲେ ରାଜ୍ୟ ସରକାର, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୦।୭: ଦୁଇ IAS ଅଧିକାରୀଙ୍କୁ ବଦଳି କଲେ ରାଜ୍ୟ ସରକାର। IAS ପୋମା ଟୁଡୁ ହେଲେ ଅନୁସୂଚିତ ଜାତି ଓ ଜନଜାତି ବିକାଶ ଅତିରିକ୍ତ ସଚିବ। ଏହା ସହିତ ତାଙ୍କୁ ଖାଦ୍ୟ ନିରାପତ୍ତା କମିଶନର ଓ ଟିଡିସିସିଓଏଲ MD ଭାବେ ଅତିରିକ୍ତ…

ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ

ଫୁଲବାଣୀ, ୨୦ା୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ପୁଣି ଛାତ୍ରୀ ଗର୍ଭବତୀ ହୋଇଛନ୍ତି। ଅନୁସୂଚିତ ଜନଜାତି ଏବଂ ଅନୁସୂଚିତ ଜାତି ବିଭାଗ ଦ୍ୱାରା ପରିଚାଳିତ ଏକ ବିଦ୍ୟାଳୟରେ ଏହି ଘଟଣା ଘଟିଛି। ଛାତ୍ରୀଙ୍କୁ ଏବେ ତାଙ୍କ ଘରକୁ ପଠାଇ ଦିଆଯାଇଥିବା ବେଳେ…

ପେଟ୍ରୋଲ ପମ୍ପ ନିକଟରୁ ନବଜାତ ଶିଶୁ ଉଦ୍ଧାର, କୁକୁର ପଲ ଦେଲେ ସୁରକ୍ଷା

ଭଞ୍ଜନଗର,୨୦।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ ପେଟ୍ରୋଲ ପମ୍ପ ନିକଟରେ ସୋମବାର ଅପରାହ୍ନ ୪ଟା ସମୟରେ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରାଯାଇଛି । ଉଦ୍ଧାର ଶିଶୁପୁତ୍ରକୁ ଗ୍ରାମବାସୀ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି…

ଏହି ସ୍ଥାନରେ ୩୦୦ ବର୍ଷ ଧରି ଟଣା ହୋଇନାହିଁ ରଥ

କେନ୍ଦ୍ରାପଡ଼ା, ୨୦ା୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସହରଠାରୁ ୧୨ କି.ମି. ଦୂର ଇନ୍ଦୁପୁର ବଜାର। ଏଠାରୁ ଦେଢ଼ କି.ମି. ଦୂର ହାବେଳି (ପତିସାହି) ଠାରେ ଥିବା ପ୍ରାୟ ୩୦୦ବର୍ଷ ତଳର ଶ୍ରୀଜଗନ୍ନାଥ ମନ୍ଦିରରେ ଚତୁର୍ଦ୍ଧା ମୂର୍ତ୍ତି ପୂଜା ପାଉଛନ୍ତି। ୩ ଚକାସନରେ ଉପବିଷ୍ଟ…

କାଠ କାମ ବେଳେ ମିସ୍ତ୍ରୀଙ୍କୁ ଲାଗିଲା କରେଣ୍ଟ, ଛିଟିକି….

ଦିଗପହଣ୍ଡି,୨୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ପଞ୍ଚାୟତ ଅନ୍ତର୍ଗତ ଆଦିକନ୍ଦପୁର ଗ୍ରାମରେ ଅଭାବନୀୟ ଘଟଣା ଘଟିଯାଇଛି । ନାରାୟଣ ଗୈାଡଙ୍କ ଘରେ କାଠ କାମ କରୁଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଜଣେ କାଠ ମିସ୍ତ୍ରୀଙ୍କ ମୃତ୍ୟୁ…

ସାର ସଙ୍କଟ ଦୂର ପାଇଁ ସରକାର ନେଲେ ବଡ଼ ପଦକ୍ଷେପ, ଏଣିକି ୟୁରିଆ…

ଭୁବନେଶ୍ୱର,୨୦।୭: ରାଜ୍ୟରେ ସାର ସଂକଟ ଦୂର କରବା ପାଇଁ ରାଜ୍ୟ ସରକାର ସୋମବାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। କୃଷି ଓ କୃଷକ ସଶକ୍ତିକରଣ ବିଭାଗ ସଚିବ DAP ଏବଂ ୟୁରିଆ ସାରର ବିକଳ୍ପକୁ ପ୍ରୋତ୍ସାହନ କରିବା ପାଇଁ ସମସ୍ତ ଜିଲାପାଳଙ୍କୁ…

ଅଧିକାରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ: ବଦଳି ଆଦେଶ ନ ମାନିଲେ କାଲିଠୁ ଦରମା ବନ୍ଦ

ଭୁବନେଶ୍ୱର,୨୦।୭: ବଦଳି ଆଦେଶ ମାନୁ ନ ଥିବା ଅଧିକାରୀଙ୍କ ପାଇଁ ଅର୍ଥ ବିଭାଗର କଡ଼ା ଆଭିମୁଖ୍ୟ ଦେଖାଇଛି। ଆଜି ସୁଦ୍ଧା ନୂଆ ସ୍ଥାନରେ ଯୋଗ ନ ଦେଲେ କାଲିଠୁ ଦରମା ବନ୍ଦ ହେବ ବୋଲି ନିର୍ଦ୍ଦେଶ ଦିଆଯାଇଛି। ଅର୍ଥ ବିଭାଗର ତିନି…

ବନ୍ଧୁକ ଦେଖାଇ ମୁଖ୍ୟମନ୍ତ୍ରୀ ବସ୍ ଚାଳକଙ୍କୁ ଧମକ ଦେଲେ ଦୁର୍ବୃତ୍ତ, କହିଲେ ଜୀବନରୁ…

ବଲାଙ୍ଗୀର,୨୦ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ବନମାଳ ଗାଁରେ ମୁଖ୍ୟମନ୍ତ୍ରୀ ବସ୍ କର୍ମଚାରୀଙ୍କୁ ଧମକ ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଗାଁ ଭିତରେ ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ ବନ୍ଧୁକ ଦେଖାଇ ବସ କର୍ମଚାରୀଙ୍କୁ ଧମକ ଦେଇଥିଲେ ।…

ପ୍ରଥମ ପ୍ରଚେଷ୍ଟାରେ NEETରେ ଚମକିଲେ ମୁକ୍ତେଶ୍ୱର, ୬୪୨ ନମ୍ବର ରଖି…

ଅମରପାଲି,୨୦ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଉଫୁଲା (ସୌରନଗର) ଗ୍ରାମର ମେଧାବୀ ଛାତ୍ର ମୁକ୍ତେଶ୍ୱର ନନ୍ଦ ଚଳିତ ବର୍ଷର ଏନ୍‌ଇଇଟି (NEET-UG) ପ୍ରବେଶିକା ପରୀକ୍ଷାରେ କୃତକାର୍ଯ୍ୟ ହୋଇ ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି। ସେ ୭୨୦ ନମ୍ବରରୁ ୬୪୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?