ଛାତ୍ରୀଙ୍କୁ ଶିକ୍ଷକଙ୍କ ଅଶ୍ଳୀଳ ଇଙ୍ଗିତ ,ପରେ…
ନିରାକାରପୁର,୧୭ା୨(ମାନାସ ଚନ୍ଦ୍ର ପଟ୍ଟନାୟକ): ଟାଙ୍ଗୀ ବ୍ଲକ ଅଧୀନ ଡିଆ ପଞ୍ଚାୟତର ଏକ ସରକାରୀ ପ୍ରାଥମିକ ବିଦ୍ୟାଳୟର ଜଣେ ବରିଷ୍ଠ ଶିକ୍ଷକ ଛାତ୍ରୀମାନଙ୍କୁ ଅଶ୍ଳୀଳ ଇଙ୍ଗିତ କରୁଥିବା ନେଇ ବ୍ଲକ୍ ଶିକ୍ଷାଧିକାରୀଙ୍କ ନିକଟରେ ଅଭିଯୋଗ ହୋଇଛି। ସୂଚନା ମୁତାବକ, ସମ୍ପୃକ୍ତ ଶିକ୍ଷକ ଜଣଙ୍କ…
କିଟ୍ର ୨ ସିକ୍ୟୁରିଟି ଗାର୍ଡ ଅଟକ
ଭୁବନେଶ୍ୱର,୧୭।୨:ଓଡ଼ିଶାର ଭୁବନେଶ୍ୱରସ୍ଥିତ KIIT ବିଶ୍ୱବିଦ୍ୟାଳୟରେ ଜଣେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। କ୍ୟାମ୍ପସ ଭିତରେ ଛାତ୍ରଙ୍କୁ ମାଡ଼ ଘଟଣାରେ ୨ ସିକ୍ୟୁରିଟି ଗାର୍ଡ ଅଟକ ଅଛନ୍ତି। ଏବିଭିପି ଛାତ୍ର ସଂଘର ଅଭିଯୋଗ ପରେ ଥାନାରେ ଅଟକ ଥିବା…
ବ୍ୟବସାୟୀଙ୍କୁ ଜିଏସ୍ଟି ଅଧିକାରୀଙ୍କ ଦୁର୍ବ୍ୟବହାର ଅଭିଯୋଗ: କାର୍ଯ୍ୟାନୁଷ୍ଠାନ ଦାବିକଲା ସିଏଆଇଟି
ବରଗଡ଼,୧୭।୨(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହରର ବ୍ୟବସାୟୀଙ୍କ ସଞ୍ଜୟ ଅଗ୍ରୱାଲଙ୍କ ବାସଭବନରେ ସିଜିଏସ୍ଟି ଏବଂ ଏସ୍ଜିଏସ୍ଟିର ଏକ ଟିମ୍ ଅତର୍କିତ ଚଢ଼ାଉ କରି ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ଅଭିଯୋଗ ହୋଇଛି। ଏ ନେଇ ସୋମବାର କନଫେଡେରେଶନ ଅଫ୍ ଅଲ୍ ଇଣ୍ଟିଆ ଟ୍ରେଡର୍ସ(ସିଏଆଇଟି) ପକ୍ଷରୁ କେନ୍ଦ୍ର…
KIIT ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଗଭୀର ଦୁଃଖ ପ୍ରକାଶ କଲା କାଠମାଣ୍ଡୁସ୍ଥିତ ଭାରତୀୟ ଦୂତାବାସ
କାଠମାଣ୍ଡୁ,୧୭।୨: ଓଡ଼ିଶାର ଭୁବନେଶ୍ୱରସ୍ଥିତ KIIT ବିଶ୍ୱବିଦ୍ୟାଳୟରେ ଜଣେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଏବେ ଏହି ଘଟଣାକୁ ନେଇ କାଠମାଣ୍ଡୁସ୍ଥିତ ଭାରତୀୟ ଦୂତାବାସ ଗଭୀର ଦୁଃଖ ପ୍ରକାଶ କରିଛି। ଅନ୍ୟପଟେ ନେପାଳ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି…
କ୍ୟାମ୍ପସ ଛାଡିଥିବା ଛାତ୍ରୀଛାତ୍ରଙ୍କୁ ଫେରିଆସିବାକୁ ଅନୁରୋଧ କଲା KIIT
ଭୁବନେଶ୍ୱର,୧୭।୨: କିଟ୍ କ୍ୟାମ୍ପସରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇବା ପରେ ୫୦୦ରୁ ଅଧିକ ନେପାଳୀ ଛାତ୍ରୀଛାତ୍ରଙ୍କୁ ଘରକୁ ପଠାଇ ଦିଆଯାଇଛି। ଏହା ପରେ KIIT ବିଶ୍ୱବିଦ୍ୟାଳୟ ନେପାଳୀ ଛାତ୍ରମାନଙ୍କୁ କ୍ୟାମ୍ପସକୁ ଫେରିବାକୁ ଅନୁରୋଧ କରିଛି। ଏକ୍ସରେ…
ଖରାକୁ ନେଇ ଉଚ୍ଚ ଶିକ୍ଷା ବିଭାଗର ଚିଠି: ସମସ୍ତ ଡିଗ୍ରୀ କଲେଜ, ବିଶ୍ବବିଦ୍ୟାଳୟ…
ଭୁବନେଶ୍ଶ୍ୱର,୧୭।୨: ତାତି ଆକଳନ କରି ଆଗୁଆ ସତର୍କ କରାଇଲା ଉଚ୍ଚ ଶିକ୍ଷା ବିଭାଗ । ସମସ୍ତ ଡିଗ୍ରୀ କଲେଜ ଓ ବିଶ୍ବବିଦ୍ୟାଳୟମାନଙ୍କୁ ବିଭାଗ ପକ୍ଷରୁ ଚିଠି ଜାରି ହୋଇଛି। କିପରି ହିଟୱେଭକୁ ସାମ୍ନା କରିବେ ସେନେଇ ସୂଚନା ଜାରି ହୋଇଛି। ପାଠପଢ଼ା…
ଅଙ୍ଗନବାଡ଼ି ପିଲାଙ୍କ ପାଇଁ ଖୁସିଖବର: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ଭୁବନେଶ୍ୱର,୧୭।୨: ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋଟ ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି । ଯାହାକି ଗତ ବର୍ଷ ତୁଳନାରେ ୧୨ ପ୍ରତିଶତ ଅଧିକ…
ବଜେଟ୍ ଘୋଷଣା ପରେ ମୁହଁ ଖୋଲିଲେ ନବୀନ: କହିଲେ ବଜେଟରେ ଏତେ ଟଙ୍କା ଘୋଷଣା କରିବା…
ଭୁବନେଶ୍ୱର,୧୭।୨: ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋଟ ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି । ଯାହାକି ଗତ ବର୍ଷ ତୁଳନାରେ ୧୨ ପ୍ରତିଶତ ଅଧିକ…
ମିଶନ ଶକ୍ତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଲକ୍ଷପତି ଦିଦି ହେବାରେ…
ଭୁବନେଶ୍ୱର,୧୭।୨: ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋଟ ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି । ଯାହାକି ଗତ ବର୍ଷ ତୁଳନାରେ ୧୨ ପ୍ରତିଶତ ଅଧିକ…
କିଟ୍ରେ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ହସ୍ତକ୍ଷେପ କଲେ ନେପାଳ ପ୍ରଧାନମନ୍ତ୍ରୀ, ଟୁଇଟ୍ କରି କହିଲେ…
ଭୁବନେଶ୍ୱର,୧୭।୨: କିଟ୍ କ୍ୟାମ୍ପସ ହଷ୍ଟେଲରେ ଜଣେ ବିଦେଶୀ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଅସନ୍ତୋଷ ତେଜିଛି। ବର୍ତ୍ତମାନ କିଟ୍ ଛାତ୍ରୀ ମୃତ୍ୟୁ ଘଟଣାରେ ନେପାଳ ପ୍ରଧାନମନ୍ତ୍ରୀ ହସ୍ତକ୍ଷେପ କରିଛନ୍ତି। ଦିଲ୍ଲୀ ସ୍ଥିତ ଦୂତାବାସରୁ ୨ ଅଫିସର ଓଡ଼ିଶା ଆସୁଥିବା ପ୍ରଧାନମନ୍ତ୍ରୀ ସୂଚନା…
ବଢିଲା ଏମଏଏଲଏ ପାଣ୍ଠି: ଜାଣନ୍ତୁ କେତେରୁ କେତେ
ଭୁବନେଶ୍ୱର,୧୭।୨: ବଢିଲା ବିଧାୟକଙ୍କ ଏମଏଏଲଏ ପାଣ୍ଠି । ଏହାକୁ ୩ କୋଟିରୁ ୫ କୋଟିକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ବଜେଟ ଉପସ୍ଥାପନା ବେଳେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଏହି ଘୋଷଣା କରିଛନ୍ତି। ଏଥିପାଇଁ ୭୩୫ କୋଟି ବ୍ୟୟ ବରାଦ…
ଆବାସିକ ବିଦ୍ୟାଳୟରେ ଛାତ୍ରଙ୍କ ମୃତ୍ୟୁ: ଅବହେଳାକୁ ଦାୟୀକଲେ ପରିବାର
ପାରଳାଖେମୁଣ୍ଡି,୧୭ା୨(ଗିରିଧାରୀ ପରିଚ୍ଛା): ସରକାର ଆଦିବାସୀ ପିଲାଙ୍କ ଶିକ୍ଷାର ଉନ୍ନତି ଦିଗରେ ବିଭିନ୍ନ ଯୋଜନା କରି ପ୍ରଚୁର ଅର୍ଥ ଖର୍ଚ୍ଚ କରୁଛନ୍ତି। ତେବେ ଏଥିରୁ ସେମାନେ ବିଶେଷ ଉପକୃତ ହେଉନାହାନ୍ତି। ବିଭାଗୀୟ କର୍ମଚାରୀଙ୍କ ଅବହେଳାରୁ ନିରୀହ ପିଲାଙ୍କ ମୃତ୍ୟୁ ହେବାପରି ଘଟଣା ବିଭିନ୍ନ…

