ରାଜ୍ୟ

୪ ଛେଳିକୁ ଦଳିଦେଲା ଦନ୍ତାହାତୀ

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ) ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ମୁଜାଗଡ ରେଞ୍ଜର ଢଉମୁଣ୍ଡିଆରେ ଦନ୍ତାହାତୀ ଉପଦ୍ରବ ଦେଖିବାକୁ ମିଳିଛି। ରବିବାର ଏକ ଦନ୍ତାହାତୀ ଆକ୍ରମଣରେ ବୁଧିଆ ଗୌଡ ଓ ଦଣ୍ଡାସି ପାତ୍ରଙ୍କ ଘରେ ବନ୍ଧା ହୋଇଥିବା ୪ଟି ଛେଳିର ମୃତ୍ୟୁ…

ମହାକୁମ୍ଭରେ ବୁଡ଼ ପକାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ପ୍ରୟାଗରାଜ, ୧୬।୨: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭରେ ଅଂଶଗ୍ରହଣ କରି କରିଛନ୍ତି। ପତ୍ନୀ ମୃଦୁଳା ଠାକୁର ପ୍ରଧାନଙ୍କ ସହିତ ଧର୍ମେନ୍ଦ୍ର ତ୍ରିବେଣୀ ସଙ୍ଗମରେ ପବିତ୍ର ବୁଡ଼ ପକାଇଥିଲେ, ଯାହା ତିନୋଟି ପବିତ୍ର…

୧୨ଟି ବର୍ଗରେ କଳିଙ୍ଗ ଲିଟେରାରି ବୁକ୍ ଆୱାର୍ଡ ବିଜେତା ଘୋଷଣା

ନୂଆଦିଲ୍ଲୀ: କଳିଙ୍ଗ ଲିଟେରାରି ଫେଷ୍ଟିଭାଲ (କେଏଲ୍‌ଏଫ୍‌) ପକ୍ଷରୁ କେଏଲ୍‌ଏଫ୍ ବୁକ୍ ଆୱାର୍ଡ ୨୦୨୫ର ବିଜେତାଙ୍କ ନାମ ଘୋଷଣା କରାଯାଇଛି । ୧୨ଟି ବର୍ଗରେ ଉଲ୍ଲେଖନୀୟ ସାହିତ୍ୟ କୃତି ଲାଗି ଏଭଳି ପୁରସ୍କାର ପ୍ରଦାନ କରାଯାଇଛି । କେନ୍ଦ୍ର ପର୍ଯ୍ୟଟନ ଏବଂ ସଂସ୍କୃତି…

ଋଷିକୁଲ୍ୟା ମୁହାଣରେ ସମୂହ ଅଣ୍ଡାଦାନ କଲେ ଅଲିଭ୍‌ରିଡ୍‌ଲେ

ଗଞ୍ଜାମ:୧୬।୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଋଷିକୁଲ୍ୟା ନଦୀ ମୁହାଣରେ ରବିବାର ଚଳିତବର୍ଷର ପ୍ରଥମ ଥର ପାଇଁ ଅଲିଭ୍‌ରିଡ୍‌ଲେ କଇଁଛଙ୍କ ଗଣଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ଭୋର୍‌ ୪ଟାରେ ହଜାର ହଜାର କଇଁଛ ଋଷିକୁଲ୍ୟା ନଦୀ ମୁହାଣରେ ଏକାଠି ହୋଇ ଅଣ୍ଡାଦାନ କରିଥିଲେ।…

ରାଜ୍ୟରେ ସ୍କୁଲ ପରୀକ୍ଷାର ପ୍ରଶ୍ନପତ୍ର ବିକ୍ରି ଅଭିଯୋଗ: ଚାରି ଜଣ ୟୁଟ୍ୟୁବର୍, ସରକାରୀ ଶିକ୍ଷକ ଗିରଫ

ଭୁବନେଶ୍ୱର,୧୬।୨: ଅନଲାଇନ୍ ପ୍ଲାଟଫର୍ମରେ ଓଡ଼ିଶାରେ ସ୍କୁଲ ପରୀକ୍ଷା ପ୍ରଶ୍ନପତ୍ର ବିକ୍ରି କରୁଥିବା ଏକ ରାକେଟକୁ ପୋଲିସ ପର୍ଦାଫାଶ କରିଛି। ଏହି ମାମଲାରେ ଚାରି ଜଣ ୟୁଟ୍ୟୁବର୍ ଏବଂ ଜଣେ ସରକାରୀ ସ୍କୁଲ ଶିକ୍ଷକଙ୍କ ସମେତ ପାଞ୍ଚ ଜଣଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତମାନେ…

Ration Card କୁ ନେଇ ବଡ଼ ସୂଚନା, ଇ-କେୱାଇସି ଅପଡେଟ ପାଇଁ ଆଉ କୋହଳ ନାହିଁ…

ଭୁବନେଶ୍ୱର,୧୬।୨: ରାଶନ କାର୍ଡକୁ ନେଇ ବଡ଼ ଅପଡେଟ୍‌। E-KYC ଅପଡେଟ ପାଇଁ ଆଉ କୋହଳ କରାଯିବ ନାହଁ । ହିତାଧିକାରୀଙ୍କୁ ଆଜି ଏଭଳି ଚେତାବନୀ ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ପାତ୍ର। ମନ୍ତ୍ରୀ କହିଛନ୍ତି, ମାର୍ଚ୍ଚ…

ଓଡ଼ିଶାରେ IPL ଟ୍ରଫି: ଶ୍ରୀମନ୍ଦିରରେ ହେଲା ପୂଜା

ପୁରୀ,୧୬।୨: ଶ୍ରୀକ୍ଷେତ୍ର ପୁରୀରେ ଏକ ବିରଳ ଘଟଣା ଦେଖିବାକୁ ମିଳିଛି। ରବିବାର ଆଗାମୀ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) କ୍ରିକେଟ୍ ମ୍ୟାଚ୍ ର ଟ୍ରଫି ମହାପ୍ରଭୁ ଜଗନ୍ନାଥ ମନ୍ଦିରକୁ ନିଆଯାଇଥିଲା। ସେଠାରେ ସେବାୟତମାନେ ଟ୍ରଫିକୁ ପୂଜାର୍ଚ୍ଚନା କରିଥିଲେ। ଟ୍ରଫି ଦେଖିବା ପାଇଁ…

Video: ସାମ୍ନାକୁ ଆସିଲା ଲୋମଟାଙ୍କୁରା ଫୁଟେଜ୍, ସ୍କୁଟି ଚାଳକଙ୍କୁ ଘୋଷାଡ଼ି ନେଲା ‘ମୋ ବସ୍’

ଭୁବନେଶ୍ୱର,୧୬।୨: ରାଜଧାନୀ ଭୁବନେଶ୍ୱର ପାତ୍ରପଡ଼ାରେ ଏକ ମୋ ବସ୍ ସ୍କୁଟି ଉପରେ ମାଡିଯିବା ଦୁର୍ଘଟଣାର ଏକ ଭିଡିଓ ଫୁଟେଜ୍ ସାମ୍ନାକୁ ଆସିଛି। ଯାହା ସ୍ଥାନୀୟ ଲୋକମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି କରିଛି। ଭିଡିଓ ଫୁଟେଜ୍ ମୋ ବସ୍ ଦ୍ରୁତ ଗତିରେ…

ପାଣିକୋଇଲିରେ ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା DSPଙ୍କ ଜୀବନ

ଯାଜପୁର,୧୬।୨: ଯାଜପୁର ଜିଲା ପାଣିକୋଇଲି ଥାନା ଚାନ୍ଦପୁର ଛକ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ କାର୍‌କୁ ଧକ୍କା ଦେଇଛି। ଫଳରେ ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରୁ ଜଣେ ବାଲେଶ୍ୱର ଜିଲାରେ…

Rain in Odisha: ୨ଦିନ ପର୍ଯ୍ୟନ୍ତ ପ୍ରଚଣ୍ଡ ବଜ୍ରପାତ ସହ ବର୍ଷା, ୧୦ଜିଲାରେ ଛେଚିବ!

ଭୁବନେଶ୍ୱର,୧୬।୨: ରାଜ୍ୟରେ ବର୍ଷା ଆଲର୍ଟ। ଆସନ୍ତା ୧୯ ଓ ୨୦ରେ ରାଜ୍ୟରେ ହାଲୁକା ବର୍ଷା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି। ହାଲୁକା ବର୍ଷା ସହ କିଛି ସ୍ଥାନରେ ବିଜୁଳି, ଘଡ଼ଘଡି ହେବାର ସମ୍ଭାବନା ମଧ୍ୟ ରହିଛି। Weather Update on…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ୨ ନାବାଳକଙ୍କ ଜୀବନ ଗଲା

ବାସୁଦେବପୁର,୧୬ା୨(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧିନସ୍ଥ ଗୁଆଗାଁରେ ପୋଖରୀରେ ବୁଡ଼ି ଦୁଇ ନାବାଳକଙ୍କ ଜୀବନ ଯାଇଛି। ସେମାନେ ହେଲେ ଜ୍ୟୋତିର୍ମୟ ବେହେରା(୧୪) ଓ ରାଜେନ୍ଦ୍ର ବେହେରା(୧୬) ରବିବାର ପୂର୍ବାହ୍ନରେ ସାଙ୍ଗମାନଙ୍କ ସହ ପୋଖରୀକୁ ଗାଧୋଇବା ପାଇଁ ଯାଇ…

Sahadev Nayak Murder Case: ସହଦେବ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ରମା ନାୟକ ଥାନାରେ କଲେ ଆତ୍ମସର୍ମପଣ

ଭୁବନେଶ୍ୱର,୧୬ା୨: ରାଜଧାନୀ ଭୁବନେଶ୍ୱରରେ ବହୁ ଚର୍ଚ୍ଚିତ ସହଦେବ ନାୟକଙ୍କ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ରମା ନାୟକ ରବିବାର ଥାନାରେ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ ପରେ ପୋଲିସ ତାଙ୍କୁ ଗିରଫ କରିଛି। ଘଟଣା ଦିନ ସହଦେବଙ୍କୁ ବିଚ୍‌ ରାସ୍ତାରେ ଖଣ୍ଡାରେ ହାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?