ରାଜ୍ୟ

ରଥଯାତ୍ରା ପାଇଁ ଉତ୍ତରାଛକରୁ ପୁରୀ ଲାଗିବ ସିସି କ୍ୟାମେରା

ଭୁବନେଶ୍ୱର,୧୫ା୨(ସତ୍ୟଜିତ୍‌ ରାଉତ):ଆସନ୍ତା ଜୁନ ୨୭ରେ ପୁରୀରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ। ରଥଯାତ୍ରାକୁ ଶୃଙ୍ଖଳିତ ତଥା ବ୍ୟବସ୍ଥିତ ଭାବେ ଆୟୋଜନ କରିବା ପାଇଁ ରାଜ୍ୟ ପୋଲିସ ପକ୍ଷରୁ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଶୁକ୍ରବାର ଭୁବନେଶ୍ୱରସ୍ଥିତ ଡିଜିପି କ୍ୟାମ୍ପ ଅଫିସରେ ଏସଂକ୍ରାନ୍ତରେ…

ଦଳ ଛାଡ଼ିଥିବା ନେତାଙ୍କୁ ଫେରି ଆସିବାକୁ ପିସିସି ସଭାପତିଙ୍କ ନିବେଦନ

ଭୁବନେଶ୍ୱର,୧୫।୨(ସୁନୀତ ମିଶ୍ର):କଂଗ୍ରେସରୁ ବିଗତ ଦିନରେ ଦଳ ବିରୋଧୀ କାର୍ଯ୍ୟ ହେଉ ବା ଅନ୍ୟ କୌଣସି କାରଣରୁ ନିଲମ୍ବିତ ନେତାମାନଙ୍କୁ ପୁଣି ଥରେ ଦଳକୁ ଫେରାଇ ଅଣାଯିବ। ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସ ଶୁକ୍ରବାର ଏନେଇ ଏକ…

beggars in Odisha: ରାଜ୍ୟରେ ୫ହଜାରରୁ ଊର୍ଦ୍ଧ୍ୱ ଭିକାରି: ଏହି ଜିଲାରେ ସବୁଠୁ ଅଧିକ

ଭୁବନେଶ୍ୱର ୧୫ା୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ୫ହଜାର ୨୮୪ଜଣ ଭିକାରି ଅଛନ୍ତି। ସେଥିମଧ୍ୟରୁ କଟକରେ ସର୍ବାଧିକ ୧ହଜାର ୬୦ ଭିକାରି ରହିଛନ୍ତି। ଏନେଇ ଶୁକ୍ରବାର ବିଧାନସଭାରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ମନ୍ତ୍ରୀଙ୍କ…

Mo Bus Accident: ୧୦୦ ମିଟର ଯାଏ ଘୋଷାଡ଼ି ନେଲା ମୋ’ ବସ୍‌, ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ, ୩ ଗୁରୁତର

ଭୁବନେଶ୍ୱର,୧୪।୨: ପୁଣି ମୋ’ ବସ୍‌ ନେଇଛି ଜୀବନ। ଶୁକ୍ରବାର ରାତିରେ ତମାଣ୍ଡୋ ଥାନା ଅଞ୍ଚଳର ଓଭରବ୍ରିଜ୍‌ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସ୍କୁଟି ସହ ୧୦୦ ମିଟର ପର୍ଯ୍ୟନ୍ତ ଜଣେ ମହିଳାଙ୍କୁ ବସ୍‌ଟି ଘୋଷାଡ଼ି ନେବା ଯୋଗୁ ଘଟଣାସ୍ଥଳରେ ତାଙ୍କ ପ୍ରାଣବାୟୁ…

ସୁପ୍ରିମକୋର୍ଟରେ ପୂର୍ବତନ CJIଙ୍କ ପୁଅ ଲଢ଼ିବେ ୟୁଟ୍ୟୁବର Ranveer Allahbadiaଙ୍କ କେସ୍‌, ଜାଣନ୍ତୁ ସେ କିଏ…

ନୂଆଦିଲ୍ଲୀ,୧୪।୨: କମେଡିଆନ ସମୟ ରାଇନାଙ୍କ ରିଆଲିଟି ଶୋ’ ‘ଇଣ୍ଡିଆଜ୍‌ ଗଟ୍‌ ଟ୍ୟାଲେଣ୍ଟ’ରେ ବିବାଦୀୟ ବୟାନ ଦେଇଥିବା ରଣବୀର ଆଲ୍ଲାହାବାଦିଆଙ୍କ ଅଡ଼ୁଆ ବଢ଼ିଛି। ତାଙ୍କ ବିରୋଧରେ ମହାରାଷ୍ଟ୍ରରୁ ଆସାମ ଯାଏ FIR ରୁଜୁ ହୋଇଛି। ତାଙ୍କ କେସ୍‌ ଓକିଲ ଅଭିନବ ଚନ୍ଦ୍ରଚୂଡ଼ ଲଢ଼ୁଛନ୍ତି,…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିଲେ ଏମପି ପ୍ରଦୀପ ପୁରୋହିତ, କଲେ ବଡ଼ ଦାବି

ବରଗଡ଼,୧୪।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକ ସଭା ଏମପି ପ୍ରଦୀପ ପୁରୋହିତ ଶୁକ୍ରବାର ରେଳମନ୍ତ୍ରୀ Ashwini Vaishnaw ଙ୍କୁ ଭେଟିଛନ୍ତି। ରେଳମନ୍ତ୍ରୀଙ୍କଠାରେ ସେ ବିଭିନ୍ନ ଦାବି ରଖିବା ସହିତ ତାଙ୍କୁ ଏକ ଦାବିପତ୍ର ସେ ପ୍ରଦାନ କରିଛନ୍ତି। ବରଗଡ଼ରୁ ଭୁବନେଶ୍ୱରକୁ ଇଣ୍ଟରସିଟି ଟ୍ରେନ…

କରଙ୍ଗାଭଟା ଜଙ୍ଗଲରେ ଲାଗିଲା ନିଆଁ

କୋମନା,୧୪ା୨(ସୋବିନ ଛତ୍ରିଆ)- ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ କରଙ୍ଗାଭଟା ସଂରକ୍ଷିତ ଜଙ୍ଗଲରେ ଶୁକ୍ରବାର ହଠାତ୍‌ ନିଆଁ ଲାଗିଥିଲା। ଗଛଲତା ପୋଡ଼ିଯାଉଥିବା ଦେଖି ଗାଁ ଲୋକେ ଜଙ୍ଗଲ ବିଭାଗର ତରବୋଡ଼ ଫରେଷ୍ଟ ବିଟକୁ ଖବର ଦେଇଥିଲେ। ତରବୋଡ଼ ଫରେଷ୍ଟ ବିଟ୍‌ କର୍ମଚାରୀ…

ଟ୍ରାକ୍ଟରକୁ ଧକ୍କା ଦେଲା ମାଲବାହୀ ଟ୍ରେନ୍‌

ଲାଞ୍ଜିଗଡ଼,୧୪ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍‌ ଯୋଡ଼ାବନ୍ଧ ନିକଟ ବେଦାନ୍ତ ରେଳ ଫାଟକରେ ଏକ ଟ୍ରାକ୍ଟରକୁ ମାଲବାହୀ ଟ୍ରେନ୍‌ ଧକ୍କା ଦେବାରୁ ଟ୍ରାକ୍ଟରରେ ବସି ଧାନ ଆଣିବାକୁ ଯାଉଥିବା ଶ୍ୟାମସୁନ୍ଦର ପଧାନ ଗୁରୁତର ହୋଇଛନ୍ତି। ସୂଚନାନୁସାରେ ଯୋଡ଼ାବନ୍ଧରୁ ଗୋପୀନାଥପୁରକୁ…

କର୍ତ୍ତବ୍ୟରେ ଅବହେଳା: ଗୁରୁଣ୍ଡିଆ ଥାନାର ୨ କନେଷ୍ଟବଳଙ୍କୁ ନିଲମ୍ବନ କଲେ ଏସ୍‌ପି

ବଣାଇଁ,୧୪ା୨(ପ୍ରଦୀପ ତ୍ରିପାଠୀ): କର୍ତ୍ତବ୍ୟରେ ଅବହେଳା ଦର୍ଶାଇ ଗୁରୁଣ୍ଡିଆ ଥାନାର ୨ କନେଷ୍ଟବଳଙ୍କୁ ନିଲମ୍ବିତ କଲେ ରାଉରକେଲା ଏସ୍‌ପି ନିତେଶ ୱାଧୱାନୀ । ନିଲମ୍ବିତ କନେଷ୍ଟବଳ ଦ୍ବୟ ହେଲେ ସୁରେନ୍ଦ୍ର କୁମାର କିଷାନ ଏବଂ ମହିଳା କନେଷ୍ଟବଳ ବୈଦେହୀ କୁମରା । ସୂଚନା…

ବାପା ଆଗରେ ଜଳଭଣ୍ଡାରକୁ ଡେଇଁପଡ଼ିଲେ ପୁଅ

ସୁନାବେଡ଼ା,୧୪ା୨(କୃତ୍ତିବାସ ପ୍ରଧାନ)-ସୁନାବେଡ଼ା ଥାନା ଅଧୀନ ୨୬ନଂ. ଜାତୀୟ ରାଜପଥ ଟିମ୍ବର ବ୍ରିଜ୍‌ ଉପରେ ସ୍କୁଟି ରଖି ବାପାଙ୍କ ଆଗରେ ନଦୀକୁ ଜଣେ ଯୁବକ ଡେଇଁ ପଡ଼ିଛନ୍ତି। ସୂଚନାଯୋଗ୍ୟ, କୋରାପୁଟ ଜାନୀଗୁଡ଼ା ଗ୍ରାମର ପାକୁଳୁ ଜାନୀଙ୍କ ପୁଅ ମଦନ ଜାନୀ(୨୨) ୨ ମାସ…

ଭାଲେଣ୍ଟାଇନ୍ସ ଡେ’ରେ ପ୍ରିୟତମାଙ୍କୁ ଗଳାକାଟି ହତ୍ୟା,ରକ୍ତ ଜୁଡୁବୁଡୁ…

କଟକ,୧୪।୨:ସିଲଭର ସିଟିରେ ଚାଞ୍ଚଲ୍ୟ, ମହିଳାଙ୍କୁ ଗଳାକାଟି ବୀଭତ୍ସ ହତ୍ୟା। କଟକ ପୋତାପୋଖରୀ ଗାନ୍ଧିପଲ୍ଲୀ ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଘଟିଛି । ଘର ଭିତରୁ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ମହିଳାଙ୍କ ମୃତଦେହ ପୋଲିସ ଜବତ କରିଛି । ମୃତ ମହିଳା ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?