ରାଜ୍ୟ

ଓଡ଼ିଶା ସମେତ ଏହି ସବୁ ରାଜ୍ୟରେ ବନ୍ଦ ପାଳନ କରିବାକୁ ମାଓବାଦୀଙ୍କ ଆହ୍ବାନ

ରାୟଗଡ଼ା/ମୁନିଗୁଡ଼ା,୧୩।୨(ଆଶିଷ ରଞ୍ଜନ ପଣ୍ଡା/ ନନ୍ଦ କିଶୋର ପଟ୍ଟନାୟକ): ପୋଲିସ ‘ଅପରେଶନ କାଗାର’କୁ ମାଓବାଦୀମାନେ ବିରୋଧ କରି ଗୁରୁବାର ପୂର୍ବ ଛତିଶଗଡ଼ ଏବଂ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି। ୨୪ ଘଣ୍ଟିଆ ବନ୍ଦ ପାଳନ ସଫଳ କରିବାକୁ ସିପିଆଇ ମାଓବାଦୀଙ୍କ ପକ୍ଷରୁ ରାୟଗଡ଼ା…

୧୫ ପ୍ଲଟ୍‌, କାଜୁ ପ୍ରୋସେସିଂ ୟୁନିଟ୍‌ ସହ ରହିଛି ଲକ୍ଷଲକ୍ଷ ଟଙ୍କାର ସମ୍ପତ୍ତି

କୋରାପୁଟ/କୋଟପାଡ଼,୧୩ା୨(ଅମିତାଭ ବେହେରା/କେ.ରାଜଶେଖର ରାଓ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୟପୁର ଭିଜିଲାନ୍ସ ପକ୍ଷରୁ କୋଟପାଡ଼ ବ୍ଲକ୍‌ ବତାସନା ପଞ୍ଚାୟତ ଆକାଉଣ୍ଟାଣ୍ଟ ତଥା ଅତିରିକ୍ତ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ପାର୍ଥସାରଥି ବିଷୋୟୀଙ୍କ ଚମ୍ପିଆସ୍ଥିତ ବାସଭବନ ସହ ୭ଟି ସ୍ଥାନରେ ଏକକାଳୀନ ଚଢ଼ାଉ…

ନବୀନଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ ଜୟନାରାୟଣ, କହିଲେ କେନ୍ଦ୍ର ଗୋଟେ ହୁଇସିଲ ମାରିଲେ…

ଭୁବନେଶ୍ୱର, ୧୩।୨: ବିଜେଡି ବିଧାୟକ ସନାତନ ମହାକୁଡ଼ ଭାଜପା ମିଶିବା ଚର୍ଚ୍ଚା ମଧ୍ୟରେ ବିସ୍ଫୋରକ ବୟାନ ଦେଇଛନ୍ତି ଭାଜପା ବିଧାୟକ ଜୟନାରାୟଣ ମିଶ୍ର। ଜୟନାରାୟଣ କହିଛନ୍ତି, କେନ୍ଦ୍ର ହୁଇସିଲ ମାରିଲେ ବିଜେଡି ଭାଙ୍ଗିଯିବ। ସେ ଆହୁରି କହିଛନ୍ତି କାଳେ ସବୁ ଭାଜପା…

ଗେଷ୍ଟ୍‌ ହାଉସ୍‌ରେ ଚାଲିଥିଲା ସେକ୍ସ ର଼୍ୟାକେଟ୍‌: ଜଣେ ଯୁବତୀଙ୍କ ସହ ୩ ଗ୍ରାହକଙ୍କୁ ବାନ୍ଧିଲା ପୋଲିସ

ବଲାଙ୍ଗୀର,୧୩ା୨(ସୁନୀଲ ମହାନ୍ତି): ବଲାଙ୍ଗୀର ସହର ଭିତରେ ସେକ୍ସ ର଼୍ୟାକେଟ୍‌ ଠାବ ହୋଇଛି। ରାଜେନ୍ଦ୍ର ପାର୍କ ନିକଟରେ ଥିବା ତିରୁପତି ଗେଷ୍ଟ ହାଉସ୍‌ରେ ସେକ୍ସ ର଼୍ୟାକେଟ୍‌ ଚାଲିଥିବା ନେଇ ଖବର ପାଇଥିଲା ଟାଉନ ଥାନା ପୋଲିସ। ଏକ ସ୍ବତନ୍ତ୍ର ଟିମ୍‌ ଗେଷ୍ଟ୍‌ ହାଉସ୍‌…

ଭାଜପାରେ ମିଶିବା ଚର୍ଚ୍ଚା ମଧ୍ୟରେ ସନାଙ୍କ ବିସ୍ଫୋରକ ବୟାନ: ଖୋଲାଖୋଲି କହିଦେଲେ ଏମିତି, ରାଜନୀତିରେ ଚହଳ

ଭୁବନେଶ୍ୱର, ୧୩।୨: ବିଜେଡି ବିଧାୟକ ସନାତନ ମହାକୁଡ଼ ଭାଜପା ମିଶିବା ଚର୍ଚ୍ଚା ମଧ୍ୟରେ ବିଧାୟକ ବିସ୍ଫୋରକ ବୟାନ ଦେଇଛନ୍ତି। ସନା ମହାକୁଡ କହିଛନ୍ତି, ମୁଁ ବିଜେଡିରେ ଅଛି, ରହିବି । ମୁଁ ଦଳ ଠାରୁ ଦୂରେଇନି, ଦଳ ସହ ଅଛି, ରହିଛି,…

କଉଡ଼ିଆ ଗାଁରେ ଲୋକଙ୍କୁ ମିଳୁନି ପାନୀୟ ଜଳ, ପ୍ରତିବାଦରେ ରାସ୍ତା ଅବରୋଧ କଲେ ମହିଳା

ଦିଗପହଣ୍ଡି,୧୩ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ପାନୀୟ ଜଳ ପାଇଁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟରେ ଗ୍ରାମରେ ନିର୍ମାଣ…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ଆରମ୍ଭ ହେଲା କେନାଲ ଘାଇ ମରାମତି କାର୍ଯ୍ୟ

ବରଗଡ଼,୧୩ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଅନ୍ତର୍ଗତ ଖୁଣ୍ଟପାଲି ଶାଖା କେନାଲର ସ୍ଥାନୀୟ ବ୍ରାହ୍ମଣ ଆମ୍ବବୁରେଇ ନିକଟରେ ସୋମବାର ବିଳମ୍ବିତ ରାତିରେ ଘାଇ ସୃଷ୍ଟି ହୋଇଥିଲା। ଏଥିରେ କେନାଲ ପାର୍ଶ୍ୱବର୍ତ୍ତୀ ଚାଷଜମି ପ୍ରଭାବିତ ହୋଇଥିଲା। ଏ ସମ୍ପର୍କରେ ବୁଧବାର କେବଳ ଧରିତ୍ରୀରେ ଖୁଣ୍ଟପାଲି…

ବାବୁସାନ୍‌ଙ୍କୁ ଭିଡିଓ କଲ୍‌ କରି ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରିଲେ ନବୀନ, ହସ୍ପିଟାଲରେ ପହଞ୍ଚିଲେ ଅନୁଭବ

ଭୁବନେଶ୍ୱର,୧୩ା୨: ଓଲିଉଡ୍‌ର ୮୦ ଦଶକର ସୁପରଷ୍ଟାର ଉତ୍ତମ ମହାନ୍ତି ଦିଲ୍ଲୀର ମେଦାନ୍ତ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତାଙ୍କର ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ ବାବୁସାନ୍‌ଙ୍କୁ ଭିଡିଓ କଲ୍‌ କରି ଉତ୍ତମଙ୍କ ସ୍ବାସ୍ଥ୍ୟାବସ୍ଥା…

ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି କରିଥିବା ଡକାୟତ ଗିରଫ, ଜାଣନ୍ତୁ କେମିତି ଧରିଲା ପୋଲିସ

ଭୁବନେଶ୍ୱର,୧୨ା୨: ଓଡ଼ିଶା କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଭୁବନେଶ୍ୱରସ୍ଥିତ ବାସଭବନରୁ ଡକାୟତି ଘଟଣାରେ କମିଶନରେଟ୍ ପୋଲିସ ଜଣେ ଡକାୟତଙ୍କୁ ଗିରଫ କରିଛି। ଅଭିଯୁକ୍ତକୁ ବୁଧବାର ପଡ଼ୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶର ବିଜୟୱାଡାରୁ ଗିରଫ କରାଯାଇଥିବା ସୂଚନା ମିଳିଛି। ଘଟଣାର ପ୍ରାୟ ୧୭ ଦିନ…

ପ୍ରୟାଗରାଜ ଯାଉଥିବା ବସ୍‌ ଦୁର୍ଘଟଣା: ୨୫ ଆହତ, ୩ ଗୁରୁତର

ଭୋଗରାଇ,୧୩ା୨(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଚନ୍ଦନେଶ୍ୱରରୁ ପ୍ରୟାଗରାଜ ମହାକୁମ୍ଭକୁ ବୁଡ଼ ଦେବାଲାଗି ଯାଉଥିବା ଶ୍ରୀରାମଜୀ ବସ୍‌ ବିହାର ୟୁପି ସୀମାନ୍ତ ମଥାନୀଠାରେ ଗତ ବୁଧବାର ରାତି ୧୨ଟା ୫୦ମିନିଟ୍‌ ସମୟରେ ଦୁର୍ଘଟଣା ଗ୍ରସ୍ତ ହୋଇଥିବାର ସୂଚନା ମିଳିଛି। ବସ୍‌ର…

ବିଧାନସଭାରେ ସନାଙ୍କୁ ତେରଛା ବାଣ ମାରିଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୧୩।୨: ଗୁରୁବାର ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେଉଥିଲା ବେଳେ ଆରମ୍ଭରୁ ସକ୍ରିୟ ହୋଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ବିଧାନସଭା ଗୃହରେ ପ୍ରବେଶ ସମୟରେ କେନ୍ଦୁଝର ଜିଲାର ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ଙ୍କୁ ତେରେଛା ବାଣ ମାରିଛନ୍ତି ନବୀନ।…

ବିଧାନସଭାରେ ରାଜ୍ୟପାଳଙ୍କ ଅଭିଭାଷଣ: ଗଣାଇଲେ ମୋହନ ସରକାରଙ୍କ ସଫଳତା

ଭୁବନେଶ୍ୱର,୧୩।୨: ଗୁରୁବାର ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହୋଉଛି। ପ୍ରଥମ ଦିନ ଆରମ୍ଭରେ ରାଜ୍ୟପାଳ ହରିବାବୁ କମ୍ଭମପାଟି ଆଭିଭାଷଣ ରଖିଛନ୍ତି। ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରି ରାଜ୍ୟରେ ଭାଜପା ସରକାରଙ୍କ ଗତ ସାତ ମାସର ଉପଲବ୍ଧିକୁ ସେ ଗଣାଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?