ରାଜ୍ୟ

ଭୁବନେଶ୍ବର-ସୋନପୁର ଇଣ୍ଟରସିଟିରୁ ବାହାରିଲା ଧୂଆଁ

ଭୁବନେଶ୍ୱର,୨।୧୨: ଭୁବନେଶ୍ବର-ସୋନପୁର ଇଣ୍ଟରସିଟିର ଏସି ବଗିରେ ଧୂଆଁ ଦେଖିବାକୁ ମିଳିଛି। ଏସି ବଗି ଚକାରେ ବ୍ରେକ ବାଇଣ୍ଡିଂ ଯୋଗୁ ଧୂଆଁ ବାହାରିଥିବା ସୂଚନା ମିଳିଛି। ମଞ୍ଚେଶ୍ବର ଷ୍ଟେସନରେ ଟ୍ରେନ ଅଟକାଇ ଧୂଆଁକୁ ଆୟତ୍ତ କରାଯଇଛି। ୬ଟା ୪୫ରେ ଧୂଆଁ ବାହାରୁଥିବା ଦେଖି…

ରାତି ୧୦ରେ ଉଠିବ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମହାଦୀପ

ପୁରୁଣା ଭୁବନେଶ୍ୱର,୧୨ା୨(ସୁବାସ ଚନ୍ଦ୍ର ପ୍ରଧାନ):ଆସନ୍ତା ୨୬ତାରିଖରେ ମହାଶିବରାତ୍ରି ତଥା ଜାଗର ଯାତ୍ରା। ରାଜ୍ୟର ପ୍ରମୁଖ ଶୈବପୀଠଗୁଡ଼ିକ ମଧ୍ୟରୁ ଶ୍ରୀଲିଙ୍ଗରାଜ ମନ୍ଦିର ଅନ୍ୟତମ। ଏଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାସମାରୋହରେ ଜାଗର ଯାତ୍ରା ପାଳନ କରାଯିବ। ଏହି ଜାଗର ଯାତ୍ରାକୁ ଶୃଙ୍ଖଳିତଭାବେ…

ଗାଁକୁ ପକ୍କା ରାସ୍ତାଟିଏ ନାହିଁ, ମୃତଦେହକୁ ୯ କି.ମି. କାନ୍ଧରେ ବୋହିଲେ ଗ୍ରାମବାସୀ

ଗଜପତି,୧୧ା୨(ଗିରିଧାରୀ ପରିଛା)- ଗଜପତି ଜିଲା ଗୁମ୍ମା ବ୍ଲକର ବାରୁସିଂ ଗ୍ରାମ ସରକାରଙ୍କ ଦୃଷ୍ଟି ଆଡୁଆଳରେ ରହିଛି। ଗ୍ରାମକୁ ପକ୍କା ରାସ୍ତା ନ ଥିବାରୁ ଗ୍ରାମବାସୀ ନାହିଁ ନ ଥିବା ହଇରାଣ ହେଉଛନ୍ତି। ମଙ୍ଗଳବାର ଆମ୍ବୁଲାନ୍ସ ଗ୍ରାମକୁ ଯାଇ ନ ପବାରୁ ଗ୍ରାମବାସୀ…

ଓଡ଼ିଶା ‘ଏକ ସ୍ୱାସ୍ଥ୍ୟ’ କାର୍ଯ୍ୟକ୍ରମର ଷ୍ଟେଟ ଆକ୍ସନ ପ୍ଲାନ ଉନ୍ମୋଚିତ

ଭୁବନେଶ୍ୱର,୧୧।୨: ରାଜ୍ୟରେ ଜନସ୍ୱାସ୍ଥ୍ୟକୁ ଅଧିକ ସୁଦୃଢ଼ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଆଜି ଲୋକସଭା ଭବନସ୍ଥିତ ବିଭାଗୀୟ ସମ୍ମିଳନୀ କକ୍ଷରେ ‘ଏକ ସ୍ୱାସ୍ଥ୍ୟ’ କାର୍ଯ୍ୟକ୍ରମର ଷ୍ଟେଟ ଆକ୍ସନ ପ୍ଲାନ ଏବଂ ଆଇଡିଏସପି-ଆଇଏଚ୍ଆଇପିର…

କୋଳଶୂନ୍ୟ ହୋଇଗଲା ମାଆ: ପାଳ କୁଡ଼ିଆରେ ନିଆଁଲାଗି ୨ ଝିଅପୁଅ ଜୀବନ୍ତ ଦଗ୍ଧ

ଲାଞ୍ଜିଗଡ଼, ୧୧/୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଖବାହାଲି ପଞ୍ଚାୟତ ତାଳବୋରା ଗାଁରେ ମଙ୍ଗଳବାର ସକାଳେ ଘଟିଛି ଏକ ଅଭାବନୀୟ ଘଟଣା I କାନ୍ଦୁଲ ଗୁଡିଆ (ଚାଷ କରିଥିବା ଭଟା ଜମି) ଚାଷ ଜମିରେ ତିଆରି କରିଥିବା ପାଳ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏଣିକି ନବମ, ଦଶମ ପିଲାଙ୍କୁ ମଧ୍ୟାହ୍ନ ଭୋଜନ

ଭୁବନେଶ୍ୱର,୧୧।୨: ବିଦ୍ୟାଳୟରେ ପିଲା ମାନଙ୍କ ଉପସ୍ଥାନ ବୃଦ୍ଧି କରିବା ପାଇଁ ଓଡିଶା ସରକାର ବଡ ନିଷ୍ପତ୍ତି ନେଇଛନ୍ତି। ଏଣିକି ବିଦ୍ୟାଳୟରେ ନବମ ଏବଂ ଦଶମ ପିଲାମାନଙ୍କୁ ମଧ୍ୟ ମଧ୍ୟାହ୍ନ ଭୋଜନ ମିଳିବ। ପୂର୍ବରୁ ଅଷ୍ଟମ ଶ୍ରେଣୀ ଯାଏ ମଧ୍ୟାହ୍ନ ଭୋଜନ ମିଳୁଥିବା…

ଓଡ଼ିଶାରେ ବିବାହ ବିଚ୍ଛେଦ ରୋକିବେ ରାଜ୍ୟ ସରକାର: ଲାଗୁ କରିବେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଭୁବନେଶ୍ୱର,୧୧।୨: ଓଡିଶାରେ ଛାଡପତ୍ରର ସଂଖ୍ୟାକୁ ରୋକିବା ଉଦ୍ଦେଶ୍ୟରେ ଦମ୍ପତିଙ୍କ ପାଇଁ ବୈବାହିକ ପରାମର୍ଶ ଦେବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମଙ୍ଗଳବାର ଏହି ସୂଚନା ଦେଇଛନ୍ତି। ଏହି ସମସ୍ୟାର ସମାଧାନ ପାଇଁ ସରକାର ଶୀଘ୍ର ମାନସିକ…

ନୂଆ ଯୋଜନା ଘୋଷଣା କଲେ ରାଜ୍ୟ ସରକାର: ପୁତ୍ର ସନ୍ତାନ ଜନ୍ମ ହେଲେ ମିଳିବ ୧୦ ହଜାର ଟଙ୍କା, ଜାଣନ୍ତୁ ଝିଅଙ୍କୁ କେତେ ?

ଭୁବନେଶ୍ୱର,୧୧।୨: ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ମମତା ଯୋଜନା ସହିତ ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନା ମିଳିତ ଭାବେ (Co-Branding) କାର୍ଯ୍ୟକାରୀ କରାଯିବ । ଏଥିରେ କନ୍ୟା ସନ୍ତାନ ଜନ୍ମ ପାଇଁ ଗର୍ଭବତୀମାନଙ୍କୁ ବର୍ଷକୁ ଅଧିକ ୨ ହଜାର ଟଙ୍କା ପ୍ରଦାନ କରାଯିବ…

ପିସିସି ସଭାପତି ହେବାପରେ ଜାଣନ୍ତୁ କ’ଣ କହିଲେ ଭକ୍ତ ଚରଣ ଦାସ

ଭୁବନେଶ୍ୱର,୧୧।୨: ବହୁ ପ୍ରତିକ୍ଷାର ଅନ୍ତ ଘଟାଇ କଂଗ୍ରେସ ହାଇକମାଣ୍ଡ ଓଡିଶାରେ ଦଳର ମୁଖିଆ ନିଯୁକ୍ତ କରିଛନ୍ତି। ଦଳର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସଙ୍କୁ ଓଡ଼ିଶା କଂଗ୍ରେସ ସଭାପତି ନିଯୁକ୍ତ କରାଯାଇଛି। ମଙ୍ଗଳବାର ଏଆଇସିସି ପକ୍ଷରୁ ବିଜ୍ଞପ୍ତି…

ଲାଞ୍ଜିଗଡରେ ଉନ୍ନୟନ ମୂଳକ କାର୍ଯ୍ୟ ତଦାରଖ କଲେ ଷୋଡ଼ଶ ଅର୍ଥ କମିଶନର ସଦସ୍ୟ ମନୋଜ ପଣ୍ଡା

ଲାଞ୍ଜିଗଡ଼,୧୧।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦୁଇ ଦିନିଆ ଗସ୍ତରେ ଭାରତ ସରକାରଙ୍କ ଷୋଡ଼ଶ ଅର୍ଥ କମିଶନର ସଦସ୍ୟ ମନୋଜ ପଣ୍ଡା ଆସିଥିବାବେଳେ ମଙ୍ଗଳବାର ଦ୍ଵିତୀୟ ଦିନରେ ଲାଞ୍ଜିଗଡ଼ ବ୍ଲକ ଗସ୍ତ କରି ବିଭିନ୍ନ ଉନ୍ନୟନ କାର୍ଯ୍ୟ ଓ ପ୍ରକଳ୍ପ ପରିଦର୍ଶନ…

୨୩ ମାସ ପରେ ବସିଲା ପଞ୍ଚାୟତ ସମିତି ବୈଠକ: ସମସ୍ତଙ୍କୁ ସାଥିରେ ନେଇ ଭଞ୍ଜନଗରର କରାଯିବ ବିକାଶ

ଭଞ୍ଜନଗର,୧୧ା୨(ବାବୁଲା ପ୍ରଧାନ): ଭଞ୍ଜନଗର ପଞ୍ଚାୟତ ସମିତି ବୈଠକ ୨୩ ମାସ ପରେ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଦୀର୍ଘମାସ ପରେ ବୈଠକ ବସିବା ନେଇ ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଅସନ୍ତୋଷ ବ୍ୟକ୍ତ କରିଥିଲେ। ଏଣିକି ପ୍ରତି ୩ ମାସରେ ଥରେ ବୈଠକ…

ଭକ୍ତ ଦାସ ଓଡିଶା କଂଗ୍ରେସ ସଭାପତି

ଭୁବନେଶ୍ୱର, ୧୧।୨: ଲମ୍ଭା ପ୍ରତିକ୍ଷାର ଅନ୍ତ ଘଟାଇ କଂଗ୍ରେସ ହାଇକମାଣ୍ଡ ଓଡିଶାରେ ଦଳର ମୁଖିଆ ନିଯୁକ୍ତ କରିଛନ୍ତି। ଦଳର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସଙ୍କୁ ଓଡ଼ିଶା କଂଗ୍ରେସ ସଭାପତି ନିଯୁକ୍ତ କରାଯାଇଛି। ମଙ୍ଗଳବାର ଏଆଇସିସି ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?