ରାଜ୍ୟ

ବ୍ରାହ୍ମଣୀଗାଁରେ ମା’ ଲୁର୍ଦ୍ଧୁମେରୀଙ୍କ ପର୍ବ: ମେରୀଙ୍କ ପୀଠରେ ମିଳିତ ଦିବ୍ୟ ଯଜ୍ଞ

ବ୍ରାହ୍ମଣୀଗାଁ,୧୧ା୨(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁସ୍ଥିତ କ୍ୟାଥେଲିକ ମଣ୍ଡଳୀ ପକ୍ଷରୁ ମା ’ ଲୁର୍ଦ୍ଧୁମେରୀଙ୍କ ପର୍ବ ପାଳନ କରାଯାଇଛି। ଏହି ଅବସରରେ ସ୍ଥାନୀୟ ମା’ ମେରୀଙ୍କ ପୀଠରେ ମିଳିତ ଦିବ୍ୟ ଯଜ୍ଞ ଆୟୋଜନ କରାଯାଇଥିଲା। ମୁଖ୍ୟ ଅତିଥି ଭାବେ…

ଭୁବନେଶ୍ୱରରେ ନୂଆ IT ପାର୍କ ପାଇଁ ଜମି ଖୋଜୁଛି ବିଭାଗ, ବିଳମ୍ବ ହେଲେ ଅନ୍ୟ ରାଜ୍ୟକୁ ଚାଲିଯିବେ କମ୍ପାନୀ

ଭୁବନେଶ୍ୱର,୧୧।୨: ସଦ୍ୟ ସମାପ୍ତ ଉତ୍କର୍ଷ ଓଡ଼ିଶା: ମେକ୍ ଇନ୍ ଓଡ଼ିଶା କନକ୍ଲେଭ ୨୦୨୫ ସମୟରେ ଆଇଟି ବିକାଶ ଏବଂ ବିପୁଳ ନିବେଶ ସହିତ ଓଡ଼ିଶା ଦ୍ରୁତ ପ୍ରଗତି ଆଶା ରଖିଥିବା ବେଳେ, ଏଥିର ପ୍ରତିବନ୍ଧକ ସାଜିପାରେ ଜମି ଉପଲବ୍ଧତା। ଏହାର ସମାଧାନ…

ଖାଲି ବାରବାଟୀ ମ୍ୟାଚ ନୁହେଁ ରାଷ୍ଟ୍ରପତିଙ୍କ ବାରିପଦା ଗସ୍ତ କାର୍ଯ୍ୟକ୍ରମରେ ବି କଟିଥିଲା ଲାଇଟ, ହେଲେ କାହିଁକି…

ଭୁବନେଶ୍ୱର,୧୧।୨: ବାରବାଟୀ ଲାଇଟ ବିଭ୍ରାଟକୁ ନେଇ ଗୋହି ଖୋଳିଲେ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ। ସେ କହିଛନ୍ତି,ଏଥିରେ ଟାଟା ପାୱାର ଭୂମିକା ନାହିଁ, ଜେନେରେଟରରେ ଚାଲିଥିଲା। ଯେଉଁ ରାଜନୈତିକ ଦଳ ପ୍ରଶ୍ନ କରୁଛି ଟିକେ ମନେ ପକାନ୍ତୁ ରାଷ୍ଟ୍ରପତିଙ୍କ ବାରିପଦା ଗସ୍ତ କାର୍ଯ୍ୟକ୍ରମରେ…

ଏଣିକି ମହିଳା କମିଶନଙ୍କୁ ପୁରା ପାଓ୍ବାର : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଲେ…

ଭୁବନେଶ୍ୱର,୧୧।୨: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମହିଳା କମିଶନ କ୍ଷମତାହୀନ ବୋଲି କହିଛନ୍ତି। ସେ ଆହୁରି କହିଛନ୍ତି, କମିଶନଙ୍କ ଅଧିକାର ସମନ କରିବା, ଡାକିବା, ଦଣ୍ଡିତ କରିବା। ମାତ୍ର ମହିଳା କମିଶନଙ୍କର ଦଣ୍ଡିତ କରିବା ଅଧିକାର ନାହିଁ। ୩୨ ବର୍ଷ ହେଲାଣି ମହିଳା…

ଖୁବ୍‌ଶୀଘ୍ର ଭୁବନେଶ୍ୱରରେ ଜୟଦେବ ବିହାର-ନନ୍ଦନକାନନ ଫ୍ଲାଏଓଭର

ଭୁବନେଶ୍ୱର, ୧୧।୨: ଭୁବନେଶ୍ୱରର ଜୟଦେବ ବିହାରରୁ ନନ୍ଦନକାନନକୁ ସଂଯୋଗ କରୁଥିବା ‘ବ୍ୟସ୍ତବହୁଳ’ ରୁଟ୍ ଉପରେ ପ୍ରସ୍ତାବିତ ଫ୍ଲାଏଓଭର ଖୁବ୍‌ଶୀଘ୍ର ନିର୍ମାଣ କରାଯିବ ବୋଲି ମଙ୍ଗଳବାର ଓଡ଼ିଶା ଆଇନ ମନ୍ତ୍ରୀ ପୃଥିବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। “ରାଜ୍ୟ ସରକାର ପ୍ରକଳ୍ପକୁ ଅନୁମୋଦନ କରିବା…

ଓଡ଼ିଶାର ଅକ୍ଷୟ ଶକ୍ତିରେ ନିବେଶ ପାଇଁ ଆଗ୍ରହୀ ବହୁରାଷ୍ଟ୍ରୀୟ କମ୍ପାନୀ ଏଚଆଇଏଫ

ଭୁବନେଶ୍ୱର, ୧୧।୨: ଉତ୍କର୍ଷ ଓଡ଼ିଶା କନକ୍ଲେଭ ପରେ ମଧ୍ୟ ଓଡ଼ିଶାକୁ ନିବେଶର ସୁଅ ଛୁଟି ଚାଲିଛି। ଚିଲିର ଏଚଆଇଏଫ ଗ୍ଲୋବାଲ ଇଣ୍ଡିଆ ନାମକ ବହୁରାଷ୍ଟ୍ରୀୟ କମ୍ପାନୀ ଓଡ଼ିଶାର ଅକ୍ଷୟ ଶକ୍ତିରେ ନିବେଶ ପାଇଁ ଆଗ୍ରହ ପ୍ରକାଶ କରିଛନ୍ତି । ମଙ୍ଗଳବାର ଲୋକସେବା…

ରାଜ୍ୟ ସଭାରେ ମୋଦିଙ୍କୁ ସୁଲତା କହିଲେ, ସୁନା କେ ଚିହ୍ନିଲୁ ବାନା କେ ଚିହ୍ନିଲୁ…

ନୂଆଦିଲ୍ଲୀ,୧୧।୨: ସଂସଦରେ ବଜେଟ ଅଧିବେଶନ ଜାରି ରହିଛି। ଏହାକୁ ନେଇ ବିରୋଧୀ-ଶାସକ ମଧ୍ୟ ମୁହାଁମୁହିଁ ହେଉଛନ୍ତି। ତେବେ ଏହାରି ଭିତରେ ରାଜ୍ୟ ସଭା ମଧ୍ୟ ସରଗରମ ହୋଇ ଉଠିଛି। ସବୁ ବିରୋଧୀ ଦଳ ପରି ବିଜେଡି ମଧ୍ୟ କେନ୍ଦ୍ର ବଜେଟକୁ ସମାଲୋଚନା…

କଟକ ବାରବାଟୀ ଷ୍ଟାଡିୟମରେ ପ୍ରତିବର୍ଷ ଅନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍: କ୍ରୀଡ଼ା ମନ୍ତ୍ରୀ କଲେ ବଡ଼ ଖୁଲାସା

ଭୁବନେଶ୍ୱର,୧୧।୨: ଫେବୃଆରୀ ୯ ତାରିଖରେ ଭାରତ-ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ମ୍ୟାଚ୍ ବାରବାଟୀ ଷ୍ଟାଡିୟମରେ ସଫଳତାର ସହିତ ଶେଷ ହୋଇଛି। କେବଳ ମ୍ୟାଚ୍ ସମୟରେ ଫ୍ଲଡ୍ ଲାଇଟ୍ ଖରାପ ହେବା ଘଟଣାକୁ ଛାଡିଦେଲେ ବାକି ସବୁକିଛି ଯୋଜନା ମୁତାବକ ଚାଲିଥିଲା। ଏହି…

ତେଜିଲା ବିକ୍ଷୋଭ, ଦାବି ପୂରଣ ନ ହେଲେ…

“ଯାଜପୁର ରୋଡ- ଧାମରା ରେଳପଥ ସଂଗ୍ରାମ ସମିତି” ଓ “ଭଦ୍ରକ- ଧାମରା ରେଳ ସଂଗ୍ରାମ ସମିତି” ପକ୍ଷରୁ ଧାମରାରେ ବିକ୍ଷୋଭ ଓ ସଭା : ଚାନ୍ଦବାଲି, ୧୧। ୨( ଅଶୋକ ପଣ୍ଡା ): ଯାଜପୁର ରୋଡ- ଧାମରା ରେଳପଥକୁ ସରକାରୀ ମଞ୍ଜୁରୀ…

ଭାଜପାର ସମର୍ପଣ ଦିବସ: ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କୁ ମନେପକାଇ…

ରାଇକିଆ,୧୨।୨(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଭାଜପା ପକ୍ଷରୁ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ପୂଣ୍ୟତିଥିକୁ ସମର୍ପଣ ଦିବସ ଭାବେ ପାଳନ କରାଯାଇଛି । ମଣ୍ଡଳ ସଭାପତି ସନ୍ତୋଷ ପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ଭାଜପା ଜଲା…

କୋପୁଟରେ ଲଜ୍ଜା: ଠାକୁରାଣୀ ଯାତ୍ରା ଦେଖି ଫେରୁଥିଲେ ନାବାଳିକା, ବଳାତ୍କାର କଲେ ୪ ଯୁବକ

କୋରାପୁଟ,୨୯।୧୨(ଅମିତାଭ ବେହେରା): ନାବାଳିକାଙ୍କୁ ଗଣବଳାତ୍କାର। ଠାକୁରାଣୀ ଯାତ୍ରା ଦେଖି ଫେରୁଥିଲେ ନାବାଳିକା। ବାଟରେ ଛକିବସିଥିଲେ ସଇତାନ। ଏଭଳି ଏକ ଘନ୍ୟକାଣ୍ଡ ଘଟିଛି କୋରାପୁଟ ଜିଲା ଲକ୍ଷ୍ମୀପୁର ଥାନା ଅଞ୍ଚଳରେ। ନବାଳିକା ଠାକୁରାଣୀ ଯାତ୍ରା ଦେଖି ଫେରିବା ବେଳେ ବାଟରେ ଛକି ବସିଥିବା…

ଏଥର ସୁଭଦ୍ରା ଟଙ୍କା ଆସି ନଥିଲେ ପୁଣି କେବେ ଆସିବ, ଜାଣନ୍ତୁ କ’ଣ କହିଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୧।୨: ଫେବୃଆରୀ ୮ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ପଠାଇଛନ୍ତି। ହେଲେ ଏବେ ସୁଦ୍ଧା ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ସୁଭଦ୍ରା ଯୋଜନାର ଲାଭ ପାଇନାହାନ୍ତି । ତେବେ ଆସନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?