ଆୟ ବର୍ହିଭୂତ ସମ୍ପତ୍ତି ଠୁଳ : ରେମୁଣା ତହସିଲଦାରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ବାଲେଶ୍ୱର,୧୧।୨(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ରେମୁଣା ତହସିଲଦାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ତହସିଲଦାର ବିଦ୍ୟାଧର ପତିଙ୍କ ଘରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ଚାଲିଛି। ଏକ କାଳୀନ ୭ଟି ସ୍ଥାନରେ ଏହି ଚଢ଼ାଉ ଜାରି ରହିଛି। ଏହି ଚଢ଼ାଉରେ…
ଭାଜପା ନେତାଙ୍କୁ ଆକ୍ରମଣ: ବିଜେଡି ସରପଞ୍ଚ ତାଙ୍କ ସହଯୋଗୀ ଗିରଫ
ବ୍ରହ୍ମପୁର,୧୧।୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳରେ ପୂର୍ବ ଶତ୍ରୁତାରୁ ୨ ଭାଜପା କର୍ମୀଙ୍କୁ ଗୋଡାଇ ଗୋଡାଇ ହାଣିଥିଲେ କିଛି ଜେଲ ଫେରନ୍ତା। ଏହି ଘଟଣାରେ ଆଉ ୨ ଜଣ ବିଜେଡି ନେତାଙ୍କୁ ଗିରଫ କରାଯାଇଛି। ଉଭୟ ରଣ୍ଢା ସରପଞ୍ଚ ଅଜିତ…
ବଡ଼ଧରଣ ଦୁର୍ଘଟଣା: ଡାଲା ଅଟୋକୁ ପଛରୁ ପିଟିଲା ସ୍କର୍ପିଓ, ୨ ମୃତ
ବାରିପଦା,୧୧।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଉପକଣ୍ଠ ୧୮ନଂ ଜାତୀୟ ରାଜପଥ ମଞ୍ଚାବନ୍ଧା ନିକଟରେ ମଙ୍ଗଳବାର ପୂର୍ବାହ୍ନରେ ଏକ ସଡକ ଦୁର୍ଘଟଣା ଘଟିଛି । ଏଥିରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି । ଏକ ସ୍କର୍ପିଓ ମାଲ ବୋଝେଇ ଡାଲା…
ସକାଳୁ ସକାଳୁ ରାଜଧାନୀରେ ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୩ ଜୀବନ
ଭୁବନେଶ୍ବର,୧୧।୨: ରାଜଧାନୀ ଭୁବନେଶ୍ୱର ବଡ଼ଗଡ଼ ଥାନା ଟଙ୍କପାଣି ସାଇ ମନ୍ଦିର ନିକଟରେ ମଙ୍ଗଳବାର ସକାଳୁ ସକାଳୁ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କାର୍-ବାଇକ ଧକ୍କାରେ ୩ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ। ହେଲେ ୩ଜଣ ଯୁବକ ଜିଜିପି…
ଦ୍ରୁତ ଗତିରେ ଆସି ଘରେ ପଶିଲା BMW କାର୍
ଭୁବନେଶ୍ବର,୧୧।୨: ଭୁବନେଶ୍ବର ୪ନମ୍ବର ହସ୍ପିଟାଲ ଛକରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ରେଡକ୍ରସ ଭବନ ଆଡୁ ଦ୍ରୁତ ଗତିରେ ମାଡ଼ିଆସି ଏକ BMW କାର୍ ରାସ୍ତା ବାରିକେଡ ଭାଙ୍ଗି ଜଣଙ୍କ ଘରେ ପଶି ଯାଇଥିଲା। ଦୁର୍ଘଟଣାରେ କାର୍ର ସମ୍ମୁଖ ଭାଗ ଭାଙ୍ଗି…
ସରକାରଙ୍କ ଅପାରଗତା ଦେଖିଲା ବିଶ୍ୱ: କଂଗ୍ରେସ
ଭୁବନେଶ୍ୱର, ୧୧।୨(ଅନୁରାଧା ମହାରଣା): ବାରବାଟୀ ଷ୍ଟାଡିୟମ୍ରେ ଅନ୍ତର୍ଜାତୀୟ ମ୍ୟାଚବେଳେ ଲାଇଟ୍ ବନ୍ଦ ହେବା ଘଟଣା ନେଇ ରାଜ୍ୟ ସରକାରଙ୍କୁ କଂଗ୍ରେସ ପକ୍ଷରୁ କଡ଼ା ସମାଲୋଚନା କରାଯାଇଛି। କଂଗ୍ରେସର ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିନୀପତି କହିଛନ୍ତି, ବାରବାଟୀରେ ଲାଇନ କଟିବା ଓଡ଼ିଆ…
ବାରବାଟୀରେ ପୂର୍ବ ସରକାର ଟଙ୍କାକର କାମ କରିନାହାନ୍ତି: ମନ୍ତ୍ରୀ ସୂରଜ
ଭୁବନେଶ୍ୱର,୧୧।୨(ବନ୍ଦନା ସେଠୀ): ବାରବାଟୀରେ ଅନୁଷ୍ଠିତ କ୍ରିକେଟ୍ ମ୍ୟାଚ୍ରେ ବିଭ୍ରାଟ ନେଇ ଏବେ ରାଜ୍ୟ ରାଜନୀତି ସରଗରମ ରହିଛି। ଏନେଇ ବିରୋଧୀ ଏବଂ ଶାସକ ଦଳ ପରସ୍ପରକୁ କାଦୁଅ ଫିଙ୍ଗିବାରେ ବ୍ୟସ୍ତ। ଘଟଣାକୁ ସବୁଆଡୁ ନିନ୍ଦା କରାଯାଉଥିବାବେଳେ, ଏନେଇ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ…
ସରକାରଙ୍କ ବଡ଼ ପଦକ୍ଷେପ: ୭୦ ଜନସଂଖ୍ୟା ଥିବା ଗାଁରେ ଗୋଟିଏ ନଳକୂପ
ଭୁବନେଶ୍ୱର,୧୧ା୨(ବନ୍ଦନା ସେଠୀ): ଖରାଦିନ ପୂର୍ବରୁ ଗ୍ରାମାଞ୍ଚଳରେ ପାନୀୟ ଜଳଯୋଗଣକୁ ନେଇ ସରକାରଙ୍କ ପକ୍ଷରୁ ବିଭିନ୍ନ ପ୍ରକାର ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ଏହି କ୍ରମରେ ୭୦ଜନସଂଖ୍ୟା ଥିବା ଗାଁରେ ଗୋଟିଏ ଲେଖାଏ ଓ ୭୦ରୁ ଅଧିକ ଜନସଂଖ୍ୟାବିଶିଷ୍ଟ ଗ୍ରାମରେ ଦୁଇଟି ନଳକୂପ…
ପ୍ରତି ବ୍ଲକରେ ବିଶ୍ୱସ୍ତରୀୟ କ୍ରୀଡ଼ା ଭିତ୍ତିଭୂମି ପାଇଁ ୪୧୨୪ କୋଟି ଟଙ୍କା ଖର୍ଚ୍ଚ କରିବେ ଓଡିଶା ସରକାର
ଭୁବନେଶ୍ୱର,୧୦।୨: ଓଡ଼ିଶାର ସମସ୍ତ ୩୧୪ ଗୋଟି ବ୍ଲକରେ ଷ୍ଟାଡିୟମ ନିର୍ମାଣ କରାଯିବା। ବ୍ଲକ ସ୍ତରୀୟ ଷ୍ଟାଡିୟମ ନିର୍ମାଣ କରିବା ନିମନ୍ତେ ୪୧୨୪ କୋଟି ଟଙ୍କାର ବ୍ୟୟ ଅଟକଳ ସ୍ଥିର କରାଯାଇଛି। ଏହି ବ୍ଲକ ସ୍ତରୀୟ ଷ୍ଟାଡିୟମ ପ୍ରାୟ ୮ ରୁ ୧୦…
ଓଡ଼ିଶାରେ ବଢିବ ଏନ୍.ସି.ସି. କାଡେଟ୍ ସଂଖ୍ୟା: କାଡେଟମାନଙ୍କୁ ମିଳିବ ବିମାନ ଉଡାଣ ପ୍ରଶିକ୍ଷଣ
ଭୁବନେଶ୍ୱର, ୧୦।୨: ଏନ୍.ସି.ସି. ମହାନିର୍ଦ୍ଦେଶକ ଲେଫ୍ଟନାଣ୍ଟ ଜେନେରାଲ ଗୁରୁବୀର ପାଲ୍ ସିଂହ ସୋମବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଓଡ଼ିଶାରେ ଏନ୍.ସି.ସି.ର ସମ୍ପ୍ରସାରଣ ସମ୍ପର୍କରେ ଆଲୋଚନା କରିଛନ୍ତି । ଆଲୋଚନାରୁ ଜଣାଯାଇଛି ଯେ, ଓଡ଼ିଶାରେ ଏନ୍.ସି.ସି.ର କାଡେଟ୍…
ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ: ଯୌତୁକଜନିତ ହତ୍ୟା ଅଭିଯୋଗ ଆଣିଲେ ପରିବାର
ଗୁଣପୁର,୧୦।୨(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ଗଣେଶ ନଗରଠାରେ ରହୁଥିବା ଜଣେ ନବବଧୂଙ୍କ ରବିବାର ବିଳମ୍ବିତ ରାତିରେ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ ମହିଳା ହେଲେ ରଶ୍ମି ରଞ୍ଜନୀ ବଡ଼କୁମାର। ତେବେ ଯୌତୁକ ପାଇଁ ଝିଅକୁ ହତ୍ୟାକରାଯାଇଥିବା ମୃତ…
ରେଲଓ୍ବେ ଅଧିକାରୀଙ୍କୁ ଠକି ଥିଲେ: ଝାଡ଼ଖଣ୍ଡରୁ ପଡ଼ିଲେ ଧରା
କୋରାପୁଟ,୧୦ା୨(ଅମିତାଭ ବେହେରା): କୋରାପୁଟ ରେଲଓ୍ବେର ଜଣେ ଅଧିକାରୀ ସାଇବର ଠକେଇର ଶିକାର ହୋଇଛନ୍ତି। ଟେଲିଗ୍ରାମ୍ ଆପ୍ ଜରିଆରେ ଆପ୍ଲେ ଭେକେସନ କମ୍ପାନୀରେ ପାର୍ଟଟାଇମ ଜବ୍ କଲେ ଆକର୍ଷଣୀୟ କମିଶନି ମିଳିବା ଲୋଭ ଦେଖାଇ ତାଙ୍କଠାରୁ ପର୍ଯାୟକ୍ରମେ ୬ ଲକ୍ଷ ୯୦ ହଜାର…

