ରାଜ୍ୟ

କର୍ତ୍ତବ୍ୟରତ ଡାକ୍ତରଙ୍କୁ ଆକ୍ରମଣ ଅଭିଯୋଗ, ଚାପା ଉତ୍ତେଜନା

ବରଗଡ଼୨୦।୭(ପ୍ରେମାନନ୍ଦ ଖମାର): ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରବିବାର ବିଳମ୍ବିତ ରାତିରେ ଜଣେ କର୍ତ୍ତବ୍ୟରତ ଡାକ୍ତରଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ଡା. ସୁଦୀପ୍ତ କୁମାର ରାଉତ ଡାକ୍ତରଖାନାରେ କର୍ତ୍ତବ୍ୟରତ ଥିବାବେଳେ ଜଣେ ଅଭିଯୁକ୍ତ ସେଠାରେ ରହିଥିବା ଏକ ଷ୍ଟୁଲ…

ଗଞ୍ଜେଇ ବ୍ୟବସାୟୀଙ୍କ ମାଡ଼ରେ ୩ ପୋଲିସ ଆହତ

ହରଭଙ୍ଗା,୨୦।୭(ନରେନ୍ଦ୍ର କୁମାର ସାହୁ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ହାଟଗାଁଠାରେ ଶନିବାର ବିଳମ୍ବିତ ରାତିରେ ଗଞ୍ଜେଇ ବ୍ୟବସାୟୀଙ୍କ ଆକ୍ରମଣରେ ୩ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ବୌଦ୍ଧ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଅନ୍ୟପକ୍ଷେ…

ବଡ଼ବାପା, ଦାଦା ସାଜିଲେ ରାକ୍ଷସ: ପରିବାର ମୁଖିଆଙ୍କ ଯୌନଶୋଷଣର ଶିକାର ହୋଇଛନ୍ତି ନାବାଳିକା

ବ୍ର୍ରହ୍ମପୁର,୨୦।୭(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ପୋଲିସ ଜିଲାରେ ପୁଣି ଯୌନଶୋଷଣ ଘଟଣା ସାମନାକୁ ଆସିଛି। ଦୁଇ ନାବାଳିକା ପରିବାର ମୁଖିଆଙ୍କ ଯୌନଶୋଷଣର ଶିକାର ହୋଇଛନ୍ତି। ଗୋଷାଣି ନୂଆଗାଁ ଥାନା ଅଞ୍ଚଳରେ ଏଭଳି ଲଜ୍ଜାଜନକ ଘଟଣା ଘଟିଛି। ଜଣେ ନାବାଳିକାଙ୍କ ଅଭିଯୋଗରେ ବଡ଼ବାପା…

ଦେଶର ଶିକ୍ଷା ବ୍ୟବସ୍ଥାକୁ ନେଇ ଏମିତି କହିଦେଲେ ନବୀନ, ସବୁଠି ଚାଲିଛି ଚର୍ଚ୍ଚା

ଭୁବନେଶ୍ୱର,୨୦।୭ (ରବିନାରାୟଣ ଜେନା): ପ୍ରତ୍ୟେକ ବିକଶିତ ରାଷ୍ଟ୍ର ପାଇଁ ଉନ୍ନତ ଶିକ୍ଷା ବ୍ୟବସ୍ଥା ହିଁ ଜରୁରୀ। ଏକ ଦୃଢ଼ ଶିକ୍ଷା ବ୍ୟବସ୍ଥା ଏବଂ ଏକ ସ୍ବଚ୍ଛ, ବିଶ୍ୱସନୀୟ ପରୀକ୍ଷା ପ୍ରକ୍ରିୟା ଉପରେ ଏହା ନିର୍ଭର କରେ। ଭାରତ ମଧ୍ୟ ତା’ର ଶିକ୍ଷା…

ଭାଜପାରେ ମିଶିପାରନ୍ତି ବିକ୍ରମ: ଗଞ୍ଜାମ ନୁହେଁ, ସବୁଠି ….

ଭୁବନେଶ୍ୱର,୨୦।୭ (ରବିନାରାୟଣ ଜେନା): ବିଜେଡିର ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ବାଚସ୍ପତି ବିକ୍ରମ ଆରୁଖ ରାଜ୍ୟ ଭାଜପାରେ ମିଶିବା ନେଇ ଚର୍ଚ୍ଚା ଜୋର ଧରିଛି। ତେବେ କେବେ ବିକ୍ରମ ଭାଜପାରେ ମିଶିବେ ସେନେଇ ଦଳ ପକ୍ଷରୁ ସ୍ପଷ୍ଟ କରାଯାଇ ନ ଥିବାବେଳେ…

ବରଗଡ଼ରେ ଦିଲ୍ଲୀ ତାତି: ସୋନମ ୱାଙ୍ଗଚୁକଙ୍କୁ ସମର୍ଥନ କରି ଧର୍ମେନ୍ଦ୍ରଙ୍କ କୁଶ ପୁତ୍ତଳିକା ଦାହ

ବରଗଡ଼,୧୯।୭(ପ୍ରେମାନନ୍ଦ ଖମାରୀ): ଏନଇଇଟି ପରୀକ୍ଷାରେ ବିଭ୍ରାଟ ପ୍ରତିବାଦରେ ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଆନ୍ଦୋଳନର ତାତି ବରଗଡ଼ରେ ଅନୁଭୂତ ହୋଇଛି । ରବିବାର ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ବରଗଡ଼ ସହରରେ ମଶାଲ ଶୋଭାଯାତ୍ରା ହୋଇଥିବାବେଳେ ଇସ୍ତଫା ଦାବି କରି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର…

ହିରାଧାରବାଟି କେନାଲରେ ପାଣି ଛାଡିଲା ଜଳସେଚନ ବିଭାଗ, ଚାଷୀଙ୍କ ମୁହଁରେ ଫୁଟିଲା ହସ

ଗଞ୍ଜାମ,୧୯ା୭(ବିଦ୍ୟାଧର ସାହୁ ): ଖରିଫ ଚାଷ ପାଇଁ ଜଳସେଚନ ବିଭାଗ ହିରାଧାରବାଟି କେନଲରେ ପାଣି ଛାଡିଥିବା ଦେଖିବାକୁ ମିଳିଛି । ସଂକ୍ରାନ୍ତି ଦିନ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଇ ପାଣି ଛଡା ଯାଇଛି । ଏହାଦ୍ବାରା ପୁରୁଷୋତ୍ତମପୁର ଓ ଗଞ୍ଜାମ ବ୍ଲକ…

ଗୋ ହତ୍ୟା ସହ ମାଂସ ଚାଲାଣ: ୨ ଗିରଫ, ୧୫ ଅଟକ

କୋରାପୁଟ,୧୯।୭(ଅମିତାଭ ବେହେରା): କୋରାପୁଟ ସହରରେ ଗୋ ହତ୍ୟା ସହ ମାଂସ ଚାଲାଣ ହେଉଥିବା ଖବରପାଇ ଟାଉନ ଥାନା ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ୧୫ଜଣଙ୍କୁ ରବିବାର ଅଟକ ରଖାଯାଇଛି। ଅଭିଯୁକ୍ତମାନେ ହେଲେ ହମିଦ ବିବି…

୬ ମାସ ହେଲା ଅଚଳ ଘୁଟିଗୁଡ଼ା ଜିଓ ଟାୱାର, ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ଗ୍ରାମବାସୀଙ୍କ ଦାବି

ଥୁଆମୂଳ ରାମପୁର,୧୯ା୭(ଦୁର୍ଗା କୀର୍ତ୍ତି): ରାଜ୍ୟ ସରକାର ଦୁର୍ଗମ ଅଞ୍ଚଳରେ ଡିଜିଟାଲ ଯୋଗାଯୋଗର ବିକାଶ ପାଇଁ ବିଭିନ୍ନ ସଂସ୍ଥାକୁ ଅନୁମତି ଦେଉଥିବା ବେଳେ ବାସ୍ତବ କ୍ଷେତ୍ରରେ କମ୍ପାନୀଗୁଡ଼ିକର ଚରମ ଅବହେଳା ପ୍ରକାଶ ପାଇଛି । କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗ୍ରାମପଞ୍ଚାୟତ ଅନ୍ତର୍ଗତ…

ଚଞ୍ଚକତା କରି ଭାରପ୍ରଧାନ ଶିକ୍ଷକଙ୍କୁ ବଦଳି ଅଭିଯୋଗ, ଅଭିଭାବକ ମହଲରେ ଅସନ୍ତୋଷ

ହାଟଡିହୀ,୧୯ା୭(ଶୁଭକାନ୍ତ ନାୟକ): ଚଳିତ ଜୁଲାଇ ମାସ ଗତ ୧୦ ତାରିଖରେ ଡ଼ିଏଲଟିସି ବୈଠକ ବସିଥିଲା । ଏହି ବୈଠକ ଜିଲା ସ୍ତରରେ ଅନୁଷ୍ଠିତ ହୋଇଥାଏ । ବୈଠକରେ ବିଭିନ୍ନ ସ୍କୁଲରେ ଥିବା ଶିକ୍ଷକ ସମସ୍ୟାକୁ ଦୂରୀଭୂତ କରିବା ଲାଗି ଜିଲାର ୧୬୫…

ଶ୍ରୀକ୍ଷେତ୍ରରୁ ଭଟଲି ଆସିଲା ତିନି ରଥର ଚକ; ପାଛୋଟି ଆଣିଲେ ହଜାର ହଜାର ଭକ୍ତ, ବିଧାୟକ କହିଲେ…

ବରଗଡ଼,୨୦।୭(ପ୍ରେମାନନ୍ଦ ଖମାରୀ): ପୁରୀ ଧାମରୁ ଭଟଲି ଦଧିବାମନ ଧାମକୁ ରବିବାର ତିନି ରଥର ଚକ ପହଞ୍ଚିଛି । ଶ୍ରୀକ୍ଷେତ୍ର ପୁରୀର ଏହି ତିନି ରଥର ଚକକୁ ଭବ୍ୟ ସ୍ଵାଗତ କରାଯାଇଥିଲା । ଶ୍ରୀକ୍ଷେତ୍ର ପୁରୀର ମହାପ୍ରଭୁ ଶ୍ରୀଜଗନ୍ନାଥ, ବଳଭଦ୍ର ଏବଂ ଦେବୀ…

ଭାଜପାରେ ମିଶିବା ଚର୍ଚ୍ଚା ଭିତରେ ବଡ଼ କଥା କହିଦେଲେ ବିକ୍ରମ ଆରୁଖ, ‘ବିଜେଡିରେ..’

ଭୁବନେଶ୍ବର,୧୯ା୭: ବିଜେଡିର ବରିଷ୍ଠ ନେତା ବିକ୍ରମ ଆରୁଖ ଭାଜପାରେ ମିଶିବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହାରି ଭିତରେ ବର୍ତ୍ତମାନ ସେ ମୁହଁ ଖୋଲି ଚର୍ଚ୍ଚାକୁ ଖଣ୍ଡନ କରିଛନ୍ତି । ବିଜେଡିରେ ଥିଲି, ଅଛି ଏବଂ ଆଗକୁ ମଧ୍ୟ ରହିବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?